କେନ୍ଦ୍ରାପଡା,୪ା୩: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଏକ ଗ୍ରାମର ଜନୈକ ମହିଳାଙ୍କୁ ଗାଁଦାଣ୍ଡରେ ଉଲଗ୍ନ କରି ମାଡ ମାରିବା ଘଟଣାରେ ସଦର ଥାନା ପୋଲିସ ଆକ୍ରମଣର ଶିକାର ମହିଳା ବିରୋଧରେ ମାମଲା ରୁଜୁ କରିବା ଘଟଣା ସାଧାରଣରେ ଆଶ୍ଚର୍ଯ୍ୟଚକିତ କରିଛି। ସେହିପରି ମହିଳା ଜଣକ ପ୍ରଥମେ ଅଭିଯୋଗପତ୍ର ଦେଇଥିବା ବେଳେ ତାଙ୍କ ଅଭିଯୋଗପତ୍ରକୁ ପୋଲିସ ଗୌଣ କରିଦେଇଛି। ଅପରପକ୍ଷରେ ଯେଉଁମାନେ ମହିଳାଙ୍କୁ ଉଲ୍ଲଗ୍ନ କରି ମାଡମାରିଲେ ସେମାନଙ୍କ ଅଭିଯୋଗକୁ ପୋଲିସ […]
Month: March 2025
କେନ୍ଦ୍ରାପଡ଼ା, ୪ା୩ : ଦଳୀୟ ନିର୍ବାଚନ ନିମନ୍ତେ ବିଜୁ ଜନତାଦଳ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ପ୍ରତ୍ୟେକ ବ୍ଲକ ଓ ପୈାରାଞ୍ଚଳ ପାଇଁ ସହକାରୀ ନିର୍ବାଚନ ଅଧିକାରୀମାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଏନେଇ ମଙ୍ଗଳବାର ଗରାପୁରସ୍ଥିତ ଜିଲ୍ଲା ବିଜେଡି ନିର୍ବାଚନ ଅଧିକାରୀ ଆଇନଜୀବୀ ଭୀମସେନ ଭୂୟାଁଙ୍କ ଅଧ୍ୟକ୍ଷତାରେ ଏକ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜେଡି ପକ୍ଷରୁ ଆସନ୍ତା ଦଳୀୟ ନିର୍ବାଚନ କିଭଳି ଶାନ୍ତିଶୃଙ୍ଖଳାର ସହିତ ସମାପନ […]
କେନ୍ଦ୍ରାପଡା,୪ା୩: ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯରତ ପୁନର୍ବାସ ଅନୁଷ୍ଠାନ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ ଫାଲଗୁନ ଶୁକ୍ଳ ପଞ୍ଚମୀର ପବିତ୍ର ତିଥିରେ କରାଯାଇଛି। ଏଥି ନିମନ୍ତେ ସ୍ଥାନୀୟ ମାଧପୁରସ୍ଥିତ ଅମର ଉଦ୍ୟାନଠାରେ ଓଡ଼ିଶା ନଲେଜ୍ କର୍ପୋରେସନ ଲିମିଟେଡ୍ର ପ୍ରଚାର ରଥକୁ କେନ୍ଦ୍ରାପଡାର ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଓକେସିଲ ଅଧୀନରେ ଏକ ଅନୁମୋଦିତ ଶିକ୍ଷାକେନ୍ଦ୍ର ଭାବେ ପୁନର୍ବାସଠାରେ ନୂତନ ସ୍କିଲିଂ ଏବଂ କମ୍ପ୍ୟୁଟର […]
କେନ୍ଦ୍ରାପଡ଼ା,୪ା୩: ରାଜନଗରର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (ସିଡିପିଓ)ଙ୍କ ଅଙ୍ଗନୱାଡି କର୍ମୀଙ୍କ ପ୍ରତି ଅଶାଳୀନ ବ୍ୟବହାରରେ ଅତିଷ୍ଟ ହୋଇ ନ୍ୟାୟ ପାଇଁ ରାଜନଗର ଅଙ୍ଗନୱାଡି କର୍ମୀମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଦୁର୍ନୀତି ଖୋର ସିଡିପିଓଙ୍କୁ ଅନ୍ୟତ୍ର ବଦଳି କରିବାକୁ ଜିଲ୍ଲାପାଳଙ୍କ ନିକଟରେ ଦାବି କରିଛନ୍ତି । ଗତମାସ ୨୪ ତାରିଖରେ ରାଜନଗର ସେକ୍ଟର ଅଙ୍ଗନୱାଡି କର୍ମୀଙ୍କ ଏକ ବୈଠକ ରାଜନଗର ସିଡିପିଓଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେଉଥିଲା । […]
କେନ୍ଦ୍ରାପଡ଼ା, ୪ା୩ : ନେହେରୁ ଯୁବକେନ୍ଦ୍ର ଓ ମୋ ଭାରତ ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କବାଡି, ଫୁଟବଲ୍, ସ୍ଲୋ ସାଇକେଲ ରେସ୍, ବ୍ୟାଡମିଣ୍ଟନ, ଟାଇବୁଣ୍ଡ ଓ ଦୈାଡ ପ୍ରଭୃତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଜିଲ୍ଲାର ପ୍ରତ୍ୟେକ ବ୍ଲକରୁ ୧୫ରୁ ୨୯ବର୍ଷ ବୟସ ବର୍ଗର କ୍ରୀଡାବିତମାନେ ଅଂଶଗ୍ରହଣ କରିଥିଲେ।ଏହି ପ୍ରତିଯୋଗିତାକୁ କ୍ରୀଡା ଶିକ୍ଷକ ଉମାକାନ୍ତ […]
ଦୁବାଇ ୪ା୩- ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ। ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ୱିକେଟରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି । ଏହା ସହିତ ୨୦୨୩ ବିଶ୍ୱକପ ଫାଇନାଲ ପରାଜୟର ପ୍ରତିଶୋଧ ନେଇଛି ଭାରତ । ଏହି ମ୍ୟାଚରେ ଅଷ୍ଟ୍ରେଲିଆ ପକ୍ଷରୁ ଭାରତ ଆଗରେ ବିଜୟ ପାଇଁ ୨୬୫ ରନର ଲକ୍ଷ୍ୟ ରଖାଯାଇଥିଲା […]
କେନ୍ଦ୍ରାପଡା, ତା.୦୪.୦୩.୨୦୨୫ରିଖ:- ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଉନ୍ନୟନ କମିଟିର ଏକ ବୈଠକ ଆଜି ପୂର୍ବାହ୍ଣ ଘ. ୧୦:୩୦ ମିନିଟ ସମୟରେ ଜିଲ୍ଲା ପରିଷଦ ସଭାଗୃହଠାରେ ଅରବିନ୍ଦ ମହାପାତ୍ର, ମାନ୍ୟବର ବିଧାୟକ ପାଟକୁରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଧାୟକ ଶ୍ରୀ ମହାପାତ୍ର ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ବିଭାଗୀୟ ବିକାଶମୂଳକ କାର୍ଯ୍ୟକ୍ରମର ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ଆଲୋଚ୍ୟ ବିଷୟବସ୍ତୁ ମଧ୍ୟରେ ରାସ୍ତା […]
କେନ୍ଦ୍ରାପଡା,୧ା୪: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ପ୍ରତିବାଦ କରି ବ୍ଲକ ଓ ନଗର ବିଜୁ ଜନତା ଦଳ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ସୂଚନା ଯେ ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇ ମାର୍ଚ୍ଚ ୫ ତାରିଖ ପଞ୍ଚାୟତରାଜ ଦିବସ ଭାବେ ପାଳନ କରାଯିବ ନାହିଁ ବୋଲି ଗତକାଲି ଘୋଷଣା କରିଛନ୍ତି । ଏହି ନିଷ୍ପତ୍ତି ଦୁର୍ଭାଗ୍ୟଜନକ । ଓଡିଶାର ବରପୁତ୍ର ତଥା ରାଷ୍ଟ୍ରନାୟକ ବିଜୁ […]
କେନ୍ଦ୍ରାପଡା ଜିଲା ବିଭିନ୍ନ ବ୍ଲକରେ ଦିନକୁ ଦିନ ଚୋରା ମଦ କାରବାର ବଢ଼ିବାରେ ଲାଗିଛି । ବାରମ୍ବାର ଚଢ଼ାଉ ପରେ ମଧ୍ୟ ଚୋରା ମଦ ବିକ୍ରି ବନ୍ଦ ହେଉନାହିଁ । ଏନେଇ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବର ମାର୍ଶାଘାଇ ଥାନା ଅଧିନ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି । ଚଢ଼ାଉ ବେଳେ ବିପୁଳ ପରିମାଣରେ ଦେଶୀ ଓ ବିଦେଶୀ ମଦ ଜବତ କରିବା ସହ ୨ ଜଣ ମହିଳାଙ୍କ ସମେତ […]
ପଟ୍ଟାମୁଣ୍ଡାଇ ୩/୩ – ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳର ଜଣେ ନାବାଳିକା +୨ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ତନାଘନା ଆରମ୍ଭ କରିଛି। ଘଟଣାକୁ ନେଇ ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ସୋମବାର ପୁର୍ବାହ୍ନରେ ସ୍ୱତନ୍ତ୍ର ତଦନ୍ତ ଅଧିକାରୀ ଟିମ୍ ଉକ୍ତ କଲେଜରେ ପହଂଚିଥିଲେ। ତଦନ୍ତଦଳ କଲେଜ ସିସିଟିଭି ଯାଂଚ କରିବା ସହ ପରିକ୍ଷା ନିରିକ୍ଷକ, ଆଭ୍ୟନ୍ତରିଣ ଦଳର ଜଣ ଜଣଙ୍କୁ ପଚରା ଉଚରା କରିବା ସହ ପରିକ୍ଷା […]