କେନ୍ଦ୍ରାପଡ଼ା,୩ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ଏସମ୍ପର୍କରେ ଜିଲ୍ଲାର ଜଣାଶୁଣା ସମାଜସେବୀ ପ୍ରଦୀପ କୁମାର ମହାନ୍ତିଙ୍କ ଠାରୁ ଖବର ପାଇବା ପରେ ଟ୍ରଷ୍ଟ ପକ୍ଷରୁ ତୁରନ୍ତ ସହାୟତା ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ। ଟ୍ରଷ୍ଟି ଭୁବନମୋହନ ଦାସ […]
Month: March 2025
କେନ୍ଦ୍ରାପଡ଼ା,୩ା୩: ନଡିଆବରେଇ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମା’ଗଜଲକ୍ଷ୍ମୀ ସାଂସ୍କୃତିକ ପରିଷଦ ଓ ନଡିଆବରେଇ ଗ୍ରାମପଞ୍ଚାୟତର ଯୁବକସଙ୍ଘ ଦ୍ୱାରା ହାଇଟେକ ମେଡିକାଲ କଲେଜର ଅଭିଜ୍ଞ ଡାକ୍ତରମାନଙ୍କ ଦ୍ୱାରା ଏକ ମାଗଣା ବହୁବିଧ ମେଗା ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିସହିତ ଏହି ଶିବିରରେ ୭୫୦ଜଣ ରୋଗୀଙ୍କୁ ପରୀକ୍ଷା କରାଯାଇ ମାଗଣା ଔଷଧ ମଧ୍ୟ ବଣ୍ଟନ କରାଯାଇଥିଲା। ଏହି ଉପଲକ୍ଷେ ଧର୍ମପ୍ରକାଶ ମହାପାତ୍ରଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଶିବିର ଉଦଘାଟନୀ ଉତ୍ସବରେ […]
କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣ ୧୦ ଟାରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍ହଲ୍ରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ […]
କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ପ୍ରଦାନ, କଲେଜରେ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି, ୫ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ରହିଥିବା ଅଧ୍ୟାପକ/ଅଧ୍ୟାପିକାଙ୍କୁ ବଦଳି କରାଯିବା, ବର୍ଷବର୍ଷ ଧରି ଚାଲିଥିବା ବ୍ୟାପକ ହରିଲୁଟ, ଅନିୟମିତତା ଓ ଅରାଜକତା ପ୍ରଭୃତିର ତୁରନ୍ତ ଭିଜିଲାନ୍ସ ବିଭାଗ ଦ୍ୱାରା ତଦନ୍ତ କରାଯିବା ଦାବିରେ ପୁରାତନ ଛାତ୍ରମାନଙ୍କ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ […]
ଭୁବନେଶ୍ୱର: କିଛି ମାସ ପୂର୍ବରୁ ଦେଶ ବିଦେଶର ନିବେଶକମାନଙ୍କ ପାଇଁ ଓଡ଼ିଶା ଥିଲା ପ୍ରଥମ ପସନ୍ଦ। ମାତ୍ର ଓଡ଼ିଶା କ୍ରମଶଃ ନିବେଶକଙ୍କ ଆସ୍ଥା ହରାଉଥିବା ଦେଖିବାକୁ ମିଳୁଛି। ଓଡ଼ିଶାରେ ବିପୁଳ ନିବେଶ ନିମନ୍ତେ ଆଦାନୀ କମ୍ପାନୀ ‘ଉତ୍କର୍ଷ ଓଡ଼ିଶା’ ସମାବେଶରେ ଆଗ୍ରହ ପ୍ରକାଶ କରିଥିବା ସତ୍ୱେ ବର୍ତମାନ ଆସାମ, ପଶ୍ଚିମବଙ୍ଗ ଓ ମଧ୍ୟପ୍ରଦେଶ ମୁହାଁ ହେବା ରାଜ୍ୟର ଶିଳ୍ପ ଭବିଷ୍ୟତକୁ ଅନିଶ୍ଚିତ କରିଛି। ଅନୁରୂପ ଭାବରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ମୁଖ୍ୟ […]
ଦୁବାଇ୨ା୩- ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪୪ ରନରେ ପରାସ୍ତ କରିଛି ଭାରତ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା । ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫ ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ କେନ ୱିଲିୟମସନ ୮୧ ରନକରିଥିବାବେଳେ ମିଚେଲ ସାଣ୍ଟନର ୨୮ରନ ଓ ୱିଲ ୟଙ୍ଗ ୨୨ ରନ […]
କେନ୍ଦ୍ରାପଡ଼ା,୨ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବଦୋୟ ସ୍ୱପ୍ନକୁ ଶାକାର କରିବେ ବୋଲି ଯେଉଁ ପ୍ରତିଶୃତି ଦେଇଥିଲେ ତାହା ଆଜି ଫଳପ୍ରଦ ହୋଇଛି। କାର କେନ୍ଦ୍ର ବଜେଟରେ ଓଡିଶାକୁ ପ୍ରାଧାନ୍ୟ ଦିଆଯାଇଛି। ତେଣୁ ଓଡିଶା ଖୁବଶୀଘ୍ର ବିକସିତ ରାଜ୍ୟରେ ପରିଣତ ହେବ ବୋଲି କହିଛନ୍ତି କେନ୍ଦ୍ରାପଡା ସାଂସଦ ବୈଜୁନ୍ତ ପଣ୍ଡା। ଜିଲ୍ଲା ସଂସ୍କୃତି ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସାଂସଦ ଶ୍ରୀ ପଣ୍ଡା କହିଲେ ଆସନ୍ତା ୫ବର୍ଷ ମଧ୍ୟରେ ଓଡିଶାର ସରକାରୀ […]
କେନ୍ଦ୍ରାପଡା, ୨ା୩: କେନ୍ଦ୍ରାପଡା ଜିଲ୍ଲାରୁ ରେଳବାଇ ଡାକସେବା କାର୍ଯ୍ୟାଳୟ (ଆର. ଏମ. ଏସ.)କୁ ଉଛେଦ କରିବା ପାଇଁ ଷଡଯନ୍ତ୍ର ଚାଲିଛି। ଏହି ଷଡଯନ୍ତ୍ରର ପ୍ରଥମ ସୋପାନରେ ଦୁଇଜଣ କର୍ମଚାରୀଙ୍କୁ ଭୁବନେଶ୍ୱରକୁ ଡେପୁଟେସନରେ ପଠାଇ ଦିଆଯାଇଛି। ପରେ ପରେ ଅନ୍ୟ ତିନି ଜଣ କର୍ମଚାରୀଙ୍କୁ ଏଠାରୁ ଡେପୁଟେସନ ଆଳରେ ଅନ୍ୟତ୍ର ପଠାଇଦେବାକୁ ଷଡଯନ୍ତ୍ର ଚାଲିଛି। ଏହାକୁ ବିରୋଧକରି ଓ କେନ୍ଦ୍ରାପଡାରେ ଆର.ଏମ.ଏସ. କାର୍ଯ୍ୟାଳୟ ରଖିବାକୁ କେନ୍ଦ୍ରାପଡାର ବୁଦ୍ଧିଜିବୀମାନେ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ […]
କେନ୍ଦ୍ରାପଡା,୨ା୩: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଶୁକ୍ରବାର ସେବା ନିବୃତ ନେବାକୁ ଥିବା ଶିକ୍ଷା ବିଭାଗର ବରିଷ୍ଠ ପ୍ରାଧ୍ୟାପକ ଡଃ ପ୍ରଭାକର ମଲ୍ଲିକଙ୍କ ଉଦ୍ଦେଶ୍ୟରେ ଏକ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ଷ୍ଟାଫ୍ ଆସୋସିଏସନ୍ର ସଭାପତି ଡଃ ରତ୍ନମଞ୍ଜରି ଦାଶ ସଭାପତିତ୍ୱ କରି ସ୍ୱାଗତ ଅଭିଭାଷଣ ରଖିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଭିଜିତ୍ ବୋଷ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉପଢୌକନ ଓ ମାନପତ୍ର […]
କେନ୍ଦ୍ରାପଡ଼ା,୧ା୩: ପାଟକୁରା ପୁଲିସକୁ ବଡ଼ ସଫଳତା ମିଳିଛି। କେନ୍ଦ୍ରାପଡ଼ା ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦେଶ କ୍ରମେ ଜିଲା ସାଇବର ସେଲର ସ୍ୱତନ୍ତ୍ର ସ୍ୱାର୍ଡ ଓ ପାଟକୁରା ଥାନା ପୁଲିସର ମିଳିତ ଉଦ୍ୟମରେ ପୁରୀ ସମୁଦ୍ର କୁଳରୁ ଗିରଫ ହୋଇଛି ସାଇବର ଅପରାଧ ଘଟାଇ ମହିଳାଙ୍କୁ ବ୍ଲାକମେଲିଙ୍ଗ କରୁଥିବା ମିଉଜିକ ଭିଡିଓ ଅଭିନେତା କମଳ ବେହେରା(୩୪)। କମଳ ଜଣେ ମିଉଜିକ ଭିଡିଓ ଅଭିନେତା ବୋଲି ଜଣା ପଡିଛି। ତାର ଘର ଢେଙ୍କାନାଳ ସଙ୍ଖୁଆ […]