କେନ୍ଦ୍ରାପଡା,୧ା୩: ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି (ଦିଶା)ର ଦ୍ୱିତୀୟ ବୈଠକ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଶନିବାର ଜିଲ୍ଲା ପରିଷଦ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ପୂର୍ବ ବୈଠକରେ ଆଲୋଚିତ ହୋଇଥିବା ବିଷୟବସ୍ତୁ ଯଥା ଜଳ ଜୀବନ ମିଶନ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ବଦ୍ଧୀୟ କାର୍ଯ୍ୟାନୁଷ୍ଠାନ ଉପରେ ଆଲୋଚନା କରାଯାଇଥିଲା। ଏହାପରେ ଆଜିର ବିଷୟବସ୍ତୁ ଯଥା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଓ […]

କେନ୍ଦ୍ରାପଡ଼ା,୧/୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜମଧର ଗ୍ରାମପଞ୍ଚାୟତର ଜଣ୍ଟିଲୋ ଗ୍ରାମରେ ଗ୍ରାମେଶ୍ୱର ମହୋତ୍ସବ ପବିତ୍ର ଜାଗର ଅବସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅବସରପ୍ରାପ୍ତ କର୍ମଚାରୀ ରବୀନ୍ଦ୍ର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହୋତ୍ସବରେ କୃଷିବିଜ୍ଞାନକେନ୍ଦ୍ରର ବୈଜ୍ଞାନିକ ଡ. ତାପସରଞ୍ଜନ ସାହୁ ମୁଖ୍ୟଅତିଥି, ଅବସରପ୍ରାପ୍ତ ମନସ୍ତତ୍ୱ ବିଭାଗ ପ୍ରାଧ୍ୟାପକ ଡ. ମୂରଲୀଧର ରଥ ମୁଖ୍ୟବକ୍ତା ଓ ପୂର୍ବତନ ଆରକ୍ଷୀ ଅଧୀକ୍ଷକ ନାରାୟଣ ବାରିକ, ଜମଧର ସରପଞ୍ଚ ରାଜକିଶୋର ଖୁଣ୍ଟିଆ, ସମଗ୍ରଶିକ୍ଷା ଅଭିଯାନର […]

କେନ୍ଦ୍ରାପଡ଼ା,୧ା୩: ଡେରାବିଶ ବ୍ଲକ ଅନ୍ତର୍ଗତ ଚାଟରାଚକଡା ପଞ୍ଚାୟତର ରାମଚନ୍ଦ୍ର ନୋଡାଲ ଉଚ୍ଚବିଦ୍ୟାଳୟ କ୍ଲଷ୍ଟରର ସରକାରୀ ଓଲଢି ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟରେ କମ୍ପ୍ୟୁଟର ଶିକ୍ଷାର ଉଦ୍‌ଘାଟନ ଉତ୍ସବ ପାଳନ ହୋଇଯାଇଛି । ଏହି ଉଦ୍‌ଘାଟନ ଉତ୍ସବରେ ଡେରାବିଶ ଶିକ୍ଷା ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀକାନ୍ତ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଡେରାବିଶ ଶିକ୍ଷା ମଣ୍ଡଳର ମଣ୍ଡଳ ଶିକ୍ଷା ସାଧନ ସଂଯୋଜକ ଦେବଦତ୍ତ […]

କେନ୍ଦ୍ରାପଡ଼ା,୧ା୩: କେନ୍ଦ୍ରାପଡ଼ା ଟାଉନ ଓ ନିକିରାଇ ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଚୋରାମଦ ଜବତ କରାଯାଇଛି। ସୂଚନା ଅନୁଯାୟୀ ଚୋରା ମଦ ବିକ୍ରି ହେଉଥିବାର ଏକ ବିଶେଷ ସୁତ୍ରରୁ ଖବର ମିଳିବା ପରେ ଜିଲ୍ଲପାଳଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ଅଧିକ୍ଷକ ବିପ୍ରଚରଣ ମଣ୍ଡଳଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅବକାରୀ ବିଭାଗର ଏକ ସ୍ୱତନ୍ତ୍ର ଟିମ ବିଭିନ୍ନ ସ୍ଥାନରେ ଚଢାଉ କରି ୪୭ ଲିଟର […]

ପଟ୍ଟାମୁଣ୍ଡାଇ ୧/୩ -ଓଡିଶା ଉଷୁ ସଂଘ ଆନୁକୂଲ୍ୟରେ ଅନୁଗୋଳ ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଉଷୁ ପ୍ରତିଯୋଗିତାରେ ପଟ୍ଟାମୁଣ୍ଡାଇର ଝିଅମାନେ ସଫଳତା ହାସଲ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ପଟ୍ଟାମୁଣ୍ଡାଇ ବ୍ଲକ ବାଛରା ପଂଚାୟତ ମଣ୍ଡପଡା ଭଜନେଶ୍ୱର ହାଇସ୍କୁଲ ଛାତ୍ରୀ ମାନେ ନିଜର ଉତ୍କର୍ଷତା ପ୍ରତିପାଦନ କରି ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ସମଗ୍ର ଅଂଚଳରେ ଆନନ୍ଦ ପ୍ରକାଶ ପାଇଛି । ଖେଲୋ ଇଣ୍ଡିଆ ମହିଳା ଲିଗ-୨୦୨୫ ପକ୍ଷରୁ […]

କେନ୍ଦ୍ରାପଡା,୧ା୩: ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ସମାଜସେବୀ ପ୍ରଦୀପ କୁମାର ମହାନ୍ତି। କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ବ୍ଲକ ଅନ୍ତର୍ଗତ ବିଜୟନଗର ଗ୍ରାମପଞ୍ଚାୟତର ଅରଡ ଗ୍ରାମର ଶଶାଙ୍କ ବରାଳଙ୍କ ପୁଅ ୨୫ବର୍ଷିୟ ଯୁବକ ଗଣେଶ ବରାଳ ମୁଖକର୍କଟ ରୋଗରେ ପିଡିତ ହୋଇଥିବା ଖବରକାଗଜରୁ ଜାଣିବା ପରେ ସମାଜସେବୀ ଶ୍ରୀ ମହାନ୍ତି ତାଙ୍କ ବାସଭବନରେ ପହଞ୍ଚି ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଆର୍ଥିକ ସହାୟତା ପ୍ରଦାନ ସମୟରେ ସମାଜସେବୀ […]

Breaking News