କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା .ଏବିଭିପି ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଦାବି


ପଟ୍ଟାମୁଣ୍ଡାଇ ୫/୩ -ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳର ଜଣେ ନାବାଳିକା +୨ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସର ନିରବତାକୁ ବିରୋଧ କରି ଏବିଭିପି ଛାତ୍ରୀଛାତ୍ର ମାନେ ଥାନା ଘେରାଉ କରିଛନ୍ତି। ସଠିକ ଓ ନିରପେକ୍ଷ ଭାବେ ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ମୃତାଛାତ୍ରୀଙ୍କୁ ନ୍ୟାୟ ନ ମିଳିଲେ ଆଗାମୀ ଦିନରେ ଛାତ୍ର ସଂଘଠନ ସମଗ୍ର ରାଜ୍ୟରେ ବିକ୍ଷୋଭ କରିବେ ବୋଲି ଚେତାବନୀ ଦେଇଛନ୍ତି । ଅନ୍ୟପଟେ ପୋଲିସ ତଦନ୍ତ ଚାଲିଛି ଖୁବ ଶୀଘ୍ର ଘଟଣାର ପର୍ଦାଫାଶ ହେବ ବୋଲି ଗ୍ରାମାଂଚଳ ଆଇଆଇସି କହିଛନ୍ତି ।

Discover more from

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Next Post

ପଂଚାୟତିରାଜ ବ୍ୟବସ୍ଥା କ୍ଷେତ୍ରରେ ବିଜୁ ବାବୁଙ୍କ ଅତୁଳନୀୟ ଭୂମିକା

Wed Mar 5 , 2025
 ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ  ପଂଚାୟତିରାଜ ଦିବସକୁ ବାତିଲ ବିରୋଧ ଗୁରୁବାର ବାଇପାସ ଠାରେ ପ୍ରତିବାଦ ସଭା ପଟ୍ଟାମୁଣ୍ଡାଇ ୫/୩ କଳ୍ପତରୁ ନାୟକ- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର ବିଜେଡି ପକ୍ଷରୁ ବିଜେଡି କର୍ମୀ ଓ ନେତାମାନେ ଶୋଭାଯାତ୍ରାରେ ବାହାରି […]

ଲୋକମତ

Breaking News

Discover more from

Subscribe now to keep reading and get access to the full archive.

Continue reading