Kendrapara odisha pattamundai ୨୯/୭ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଶ୍ରୀରାମପୁର ପଂଚାୟତ ପାଳପାଟଣା ଗ୍ରାମର ଜଣେ (61 years old man died after washed away in flood water)ବ୍ୟକ୍ତି ବ୍ରାହ୍ମଣୀ ନଦୀ ବନ୍ୟା ଜଳରେ ଭାସିଯାଇ ମୃତ୍ୟୁ ବରଣ କରିଛନ୍ତି। ମୃତକ ଜଣକ ହେଲେ ଉପରିସ୍ଥ ଗ୍ରାମର ଦିନବନ୍ଧୁ ଧଳ (୬୧) ବୋଲି ଜଣାପଡିଛି। ବନ୍ୟା ସ୍ରୋତରେ ଭାସି ଯାଉଥିବା ବାଇକ ଚାଳକ […]
କେନ୍ଦ୍ରପଡା ୨୮/୭- ଏବେ ଶ୍ରାବଣ ମାସ ଚାଲିଛି। ଛୋଟ ପିଲାଠୁ ଆରମ୍ଭ କରି ବୟସ୍କ ମାନଙ୍କ ହାତରେ ଶ୍ରାବଣର କାଉଡ଼ି ଭାର। ଗୋଟିଏ ଲକ୍ଷ୍ୟ ଜଳାଭିଷେକ କରିବା ଓ ମାନସିକ ପୂରଣ କରିବା। ଭିନ୍ନ ଭିନ୍ନ ଭାବରେ କାଉଡ଼ିଆ ମାନେ ବାବା ଶଙ୍କରଙ୍କୁ ଜଳ ଲାଗି କରିଥାଆନ୍ତି। ଏଥିରୁ ଟିକିଏ ଭିନ୍ନ ଚିନ୍ତା କରି ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟର କର୍ମକର୍ତାଗଣ ଦିବ୍ୟାଙ୍ଗ ଭାଇ ମାନଙ୍କୁ ଏକତ୍ରିତ କରି ଜଳାଭିଷେକ […]
କେନ୍ଦ୍ରାପଡ଼ା,୨୮ା୭ :ଜିଲ୍ଲାସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ଜିଲ୍ଲା ସ୍ୱାସ୍ଥ୍ୟ ସମିତି, କେନ୍ଦ୍ରାପଡା ପକ୍ଷରୁ ସୋମବାର ଅପରାହ୍ନରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ତଥା ଜିଲ୍ଲା ମିଶନ ନିର୍ଦ୍ଦେଶକ ଡା. ମନୋରଞ୍ଜନ ରାଉତ ପୌରହିତ୍ୟ କରିଥଲେ। ପାଞ୍ଚ ପ୍ରକାର ହେପାଟାଇଟିସ – ଏ, ବି, ସି, ଡି ଏବଂ ଇ ଉପରେ ଉପସ୍ଥିତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଗୌରାଙ୍ଗ […]
କେନ୍ଦ୍ରାପଡ଼ା, ୨୮ା୭: କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ସେବା ଅବହେଳା ପରେ ଏବେ ଟେଣ୍ଡର ପରିଚାଳନାରେ ଅନିୟମିତତା ହେଉଛି । ଏପରି ଅଭିଯୋଗ ଉତ୍କଳ ଏଣ୍ଟରପ୍ରାଇଜର୍ସର ମାଲିକ ଶେଖ ମହମ୍ମଦ ନିୟାଜଉଦ୍ଦିନ ଆଣି ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଅଭିଯୋଗ କରିଛନ୍ତି । ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି । ସେ କହିଛନ୍ତି ଯେ ଗତ ଜୁନମାସ ୧୨ ତାରିଖରେ ଡାକ୍ତରଖାନାର ଆଇଇସି […]
କେନ୍ଦ୍ରାପଡ଼ା,୨୭ା୭ :ଜିଲ୍ଲାପାଳ ରଘୁରାମ ଆର୍ ଆୟାର ରବିବାର ମାର୍ଶାଘାଇରେ ଲୁଣା ନଦୀବନ୍ଧର ସ୍ଥିତି ଅନୁଧ୍ୟାନ କରିବା ସହ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ରବୀନ୍ଦ୍ର କୁମାର ମଲ୍ଲିକ, ମାର୍ଶାଘାଇ ତହସିଲଦାର ଶ୍ରୀକାନ୍ତ ପରିଜା, ଜଳସମ୍ପଦ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଇଂ. ଉମେଶ ଚନ୍ଦ୍ର ସେଠୀଙ୍କ ସହ ଆଲୋଚନା କରିଥିଲେ। ମାର୍ଶାଘାଇ ଜଳସମ୍ପଦ କାର୍ଯ୍ୟାଳୟ ନିକଟରେ ବନ୍ୟା ସୁରକ୍ଷା ନଦୀବନ୍ଧ ଯାଞ୍ଚ କରିଥିଲେ। ଜଳସମ୍ପଦ ବିଭାଗର ଏହି ବନ୍ଧକୁ ଜିରୋ ପଏଣ୍ଟ ଠାରୁ ଜମ୍ଭୁ […]
କେନ୍ଦ୍ରାପଡା ୨୬/୭- କେନ୍ଦ୍ରାପଡା ଜିଲ୍ଲାର ପୂର୍ବତନ ସୈନିକ ସଂଘ ଦ୍ୱାରା ତିନିମୁହାଣ ଛକ ସ୍ଥିତ ଅମର ଯବାନ ସହିଦ ସ୍ତମ୍ବ ପରିସରରେ ୨୬ ତମ କାରଗିଲ ବିଜୟ ଦିବସ ପାଳନ କରାଯାଇ ଅଛି। ଏହି ଅବସର ରେ ପୂର୍ବତନ ସୈନିକ ସଂଘର ସାଧାରଣ ସମ୍ପାଦକ ସୁବେଦାର ମେଜର ବୀରବର ପାତ୍ରଙ୍କ ଅଧକ୍ଷତାରେ ଅମର ଯବାନ ସହିଦ ସ୍ତମ୍ବ ପରିସରରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଉପସଭାପତି କୈଳାସ ଚନ୍ଦ୍ର ରାଉତ ଏବଂ […]
କେନ୍ଦ୍ରାପଡା,୨୬ା୭: ଆଜି କାରଗିଲ ବିଜୟ ଦିବସ ଉପଲକ୍ଷେ କେନ୍ଦ୍ରାପଡା ମୁନିସିପାଲଟି ଟାଉନହଲଠାରେ ଏକ ମହା ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ଏହି ଶିବିର ଉଦ୍ଘାଟନ କରିଥିଲେ ।େôଯଉଁମାନଙ୍କର ତ୍ୟାଗପାଇଁ କାରଗିଲ ବିଜୟ ସମ୍ଭବ ହୋଇଥିଲା ସେହି ଯୋଦ୍ଧାମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାର୍ପଣ କରିଥିଲେ । ବିଜେଡି ସୁପ୍ରିମୋ ନବୀନ ବାବୁଙ୍କ ନେତୃତରେ ସମଗ୍ର ରାଜ୍ୟରେ ଯେଉଁ ଜୀବନ ବିନ୍ଦୁ ଅଭିଯାନ ସମ୍ଭବ ହୋଇଥିଲା ଆଜିର […]
କେନ୍ଦ୍ରାପଡ଼ା,୨୬ା୭:ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ ଗରୀବ ମେଧାବୀ ଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଠପୋଷକ ସୁଦୂର ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ପରାମର୍ଶ କ୍ରମେ ଟ୍ରଷ୍ଟର ଟ୍ରଷ୍ଟି ଭୁବନମୋହନ ଦାସ ବସପୁରଗ୍ରାମସ୍ଥିତ ଦିଲ୍ଲିପ କୁମାର ନାୟକଙ୍କ ଘରେ ପହଞ୍ଚି ତାଙ୍କ ଝିଅ ତଥା କେନ୍ଦ୍ରାପଡା ଉଚ୍ଚମାଧ୍ୟମିକ ବିଦ୍ୟାଳୟର +୨ ବିଜ୍ଞାନ ଛାତ୍ରୀ ବର୍ଷାପ୍ରିୟଦର୍ଶିନୀ ନାୟକଙ୍କୁ […]
କେନ୍ଦ୍ରାପଡା,୨୬ା୭: ବାରିମୂଳ ପଞ୍ଚାୟତ ହାଇସ୍କୁଲ ପରିସରରେ ଓଡିଶା ସ୍କୁଲ-କଲେଜ ଶିକ୍ଷକ ସମନ୍ୱୟ ସମିତିର କେନ୍ଦ୍ରାପଡା ଜିଲ୍ଲା କନ୍ଭେନସନସ ଜିଲ୍ଲା ଓଷ୍ଟା ସଭାପତି ଅଶୋକ କୁମାର ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ସ୍କୁଲ କଲେଜ ଶିକ୍ଷକ କର୍ମଚାରୀମାନଙ୍କର ବିଭିନ୍ନ ଦାବିନେଇ ଆସନ୍ତା ଅଗଷ୍ଟ ମାସରେ ହେବାକୁ ଥିବା ଆନ୍ଦୋଳନକୁ ତିବ୍ରତର କରିବା ପାଇଁ ସମନ୍ୱୟ ସମିତିର ଆବାହକ ତଥା ଜିଲ୍ଲା ଓଷ୍ଟା ସମ୍ପାଦକ ଭଗବାନ ସାହୁ ପ୍ରାରମ୍ଭିକ ସୁଚନା ପ୍ରଦାନ […]
କେନ୍ଦ୍ରାପଡ଼ା, ୨୬/୭- କେନ୍ଦ୍ରାପଡା ଜନଶକ୍ତି ପାର୍ଟିର ତିନିମୁହାଣୀ ଶହିଦ ସ୍ତମ୍ଭ ନିକଟରେ ଶହିଦ୍ଙ୍କ ଅମର ଆତ୍ମା ଏବଂ କାରଗିଲ ଯୁଦ୍ଧରେ ପ୍ରାଣ ହରାଇଥିବା ଶହିଦ୍ ଏବଂ ଦେଶପାଇଁ ସର୍ମପିତ ଆତ୍ମାଙ୍କ ଉଦ୍ଦେଶ୍ୟରେ ତଥା ପୁରୀ ଜିଲ୍ଲାର ବଳଙ୍ଗା ଅଗ୍ନୀରେ ପୋଡିହୋଇ ଦ୍ୱିଲ୍ଲୀରେ ଚିକିତ୍ସିତ ହେଉଥିବା ଛାତ୍ରୀର ଆରୋଗ୍ୟ କାମନା କରି ରାଜ୍ୟ ଜନଶକ୍ତି ପାର୍ଟିର୍ ସଭାପତି ବରିଷ୍ଟ ଆଇନଜୀବୀ ପ୍ରଦୀପ ଦାଶଙ୍କ ନେତୃତ୍ୱରେ ମହାଦେବ ସେନା ସଭାପତି ଧନେଶ୍ୱର ଦାସ, […]

