କେନ୍ଦ୍ରାପଡ଼ା,୧୨ା୭ :କେନ୍ଦ୍ରାପଡ଼ା ଜିଲ୍ଲା ପ୍ରତିଭା ପୂଜା ସଂସଦ ଓ ଜିଲ୍ଲା ବୋଇତ ବନ୍ଦାଣ ସମିତିର ମିଳିତ ଆନୁକୂଲ୍ୟରେ କପାଳେଶ୍ୱର ଗ୍ରାମପଞ୍ଚାୟତର ରାଜୀବଗାନ୍ଧୀ ସେବାକେନ୍ଦ୍ର ପରିସରରେ କେନ୍ଦ୍ରାପଡ଼ା ଜିଲ୍ଲାର ବିଶିଷ୍ଟ ଶିକ୍ଷାବିତ ତଥା କେନ୍ଦ୍ରାପଡ଼ା ପବ୍ଲିକ ସ୍କୁଲର ପ୍ରତିଷ୍ଠାତା ପ୍ରାଧ୍ୟାପକ ଡ. ଅଜୟ କୁମାର ରାଉତଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ନିକଟରେ ପ୍ରାଧ୍ୟାପକ ଡ. ରାଉତ ଆମେରିକାର କେନେଡି ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ପ୍ରାପ୍ତ ହୋଇଥିଲେ। ଏହି ଉପଲକ୍ଷେ […]

କେନ୍ଦ୍ରାପଡ଼ା,୧୨ା୭ :କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ଗୁରୁପୂର୍ଣ୍ଣିମା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରାତଃରେ ନଗର ସଂକୀର୍ତ୍ତନ କରାଯିବା ସହ ମହାପ୍ରଭୁ ଶ୍ରୀବଳଦେବଜୀଉ ଏବଂ ଶ୍ରୀଦିବ୍ୟେଶ୍ୱରଙ୍କ ମନ୍ଦିରରେ ପୂଜାର୍ଚ୍ଚନା ପୂର୍ବକ ଆଶ୍ରମର ପରମାଧ୍ୟକ୍ଷା ଶ୍ରୀମା’ ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଶ୍ରଦ୍ଧାଳୁମାନଙ୍କ ଗହଣରେ ଗୁରୁଦେବଙ୍କ ପାଦପୂଜା କରିଥିଲେ। ଏହାପରେ ଶ୍ରୀମା’ଙ୍କ ଅଧ୍ୟକ୍ଷତାରେ ଭଗବତ୍ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଶରତ ଚନ୍ଦ୍ର ବରାଳ ଗୁରୁବାଣୀ ପାଠ କରିଥିଲେ। […]

ମଦନପୁର କଲେଜରେ ବନ ମହୋତ୍ସବ   ପଟ୍ଟାମୁଣ୍ଡାଇ ୧୧/୭-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଦନପୁର କଲେଜ ପରିସରରେ ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି । କଲେଜର ୟୁଥ ରେଡକ୍ରସ ସଂଯୋଜକ ଅଧ୍ୟାପକ ପୁଷ୍ପ କୁମାର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ କଲେଜ ଅଧ୍ୟକ୍ଷ ଶ୍ରୀମନ୍ତ କୁମାର ଉପାଧ୍ୟାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ବନ ମହୋତ୍ସବର ଲକ୍ଷ୍ୟ ଓ ଉଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଖବରଦାତା ଭାସ୍କର […]

ଡେରାବିଶ ୧୧/୭-ବେବର୍ତ୍ତା ଅଜୟ ଦାଶ – କେନ୍ଦ୍ରାପଡା ସଦର ଥାନା ଦାନପୁର ପଞ୍ଚାୟତ ଦୋହଳୀ ମିନି ଷ୍ଟାଡିୟମ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।ମୃତକ ଜଣକ ଏହି ପଞ୍ଚାୟତ କେଶରପୁର ଗ୍ରାମର ପ୍ରମୋଦ କୁମାର ସେଠୀ ବୋଲି ଚିହ୍ନଟ କରାଯାଇଥିବା ବେଳେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗରୁରୁ ପ୍ରକାଶ ଯେ ଦାନପୁର ପଞ୍ଚାୟତ କେଶରପୁର ଗ୍ରାମର ସ୍ୱର୍ଗତ କୃଷ୍ଣଚନ୍ଦ୍ର ସେଠୀଙ୍କ […]

ପଟ୍ଟାମୁଣ୍ଡାଇ ତା ୧୧/୭-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଦନପୁର କଲେଜ ରେ ବନ ମହୋତ୍ସବ ଅନୁଷ୍ଠିତ ହୋଇ ଯାଇଛି । କଲେଜର ୟୁଥ ରେଡକ୍ରସ ସଂଯୋଜକ ଅଧ୍ୟାପକ ପୁଷ୍ପ କୁମାର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ କଲେଜ ଅଧକ୍ଷ ଶ୍ରୀମନ୍ତ କୁମାର ଉପାଧ୍ୟାୟ ମୁଖ୍ୟଅତିଥି,ସାମ୍ବାଦିକ ଭାସ୍କର ରାଉତରାୟ ମୁଖ୍ୟବକ୍ତା ଓ ପ୍ରାଧ୍ୟାପକ ସବ୍ୟସାଚୀ ତ୍ରିପାଠୀ, ତ୍ରିପାଠୀ,ପ୍ରାଧ୍ୟାପକ ଦିଲ୍ଲୀପ ମହାପାତ୍ର,ପ୍ତାଧ୍ୟାପକ ଗୌରାଙ୍ଗ ପଣ୍ଡା ପ୍ରାଧ୍ୟାପକ ଅରୁଣ ଦାଶ,ପ୍ରାଧ୍ୟାପକ ଶୁଭକାନ୍ତ ନାୟକ ଅଧ୍ୟାପିକା […]

କେନ୍ଦ୍ରାପଡ଼ା,୧୧/୭: ଓଡ଼ିଶୀ ନୃତ୍ୟଗୁରୁ କେନ୍ଦ୍ରାପଡ଼ା ମାଟିର ଝିଅ ଭାନୁପ୍ରିୟା ଖଟୁଆଙ୍କୁ ବଙ୍ଗରତ୍ନ ସମ୍ମାନରେ ସମ୍ମାନୀତ କରାଯାଇଛି । ଭାରତ ସରକାରଙ୍କ ଅଧିନସ୍ଥ କଲଚରାଲ ଡ଼େଭଲମେଣ୍ଟ ଫାଉଣ୍ଡେସନ ପକ୍ଷରୁ ପଶ୍ଚିମବଙ୍ଗର କୋଲକାତା ଠାରେ ଆୟୋଜିତ ଆନ୍ତର୍ଜାତୀୟ ମେଗା ସୁପରକ୍ଲାସ୍ ଡ଼୍ୟାନ୍ସ ଓ ମ୍ୟୁଜିକ୍ ଫେଷ୍ଟିଭାଲ ରେ ସୁଶ୍ରୀ ଭାନୁପ୍ରିୟାଙ୍କୁ ଏହି ସମ୍ମାନ ମିଳିଛି । କେନ୍ଦ୍ରାପଡ଼ାର ସର୍ବପ୍ରାଚୀନ ଗୋକୁଳ ଚନ୍ଦ୍ର ସଂଗୀତ ସଦନରେ ଓଡ଼ିଶୀ ନୃତ୍ୟ ଶିକ୍ଷା ଦେଉଥିବା ସୁଶ୍ରୀ ଭାନୁପ୍ରିୟା […]

ପଟ୍ଟାମୁଣ୍ଡାଇ ୧୧/୭– ଆଗାମୀ ଦୁଇ ହଜାର ତିରିଶି ସୁଦ୍ଧା ଦୀର୍ଘ ସ୍ଥାୟୀ ଯୋଜନା ମାଧ୍ୟମରେ ଆଗାମୀ ପିଢ଼ିକୁ ସମସ୍ତ ସୁରକ୍ଷା ପ୍ରଦାନ ଲକ୍ଷରେ ପଟ୍ଟାମୁଣ୍ଡାଇ ବ୍ଲକ୍ ସମ୍ମିଳନୀ କକ୍ଷରେ ତାଲିମ ଶିବିର ଦୁଇଦିନ ଧରି ଅନୁଷ୍ଠିତ ହୋଇ ଶୁକ୍ରବାର ଉଦଯାପିତ ହୋଇଯାଇଛି । ପଂଚାୟତର ଆଗ ଧାଡ଼ିର ଯୋଦ୍ଧା ଯଥା- ଆଶା, ଅଙ୍ଗନବାଡି କର୍ମୀ,ଶିକ୍ଷକ,ସରପଂଚ, ଜିଆରଏସ,ଏମବିକେ ,ପିଇଓ, ଗ୍ରାମସେବକ ଭଳି ପଂଚାୟତର ଯୋଦ୍ଧା ମାନଙ୍କ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏହି […]

କେନ୍ଦ୍ରାପଡ଼ା,୧୧/୭: କ୍ଷୁଦ୍ର ବ୍ୟବସାୟୀ ସଭ୍ୟସଭ୍ୟାଙ୍କ ଆର୍ଥୀକ ଅଭିବୃଦ୍ଧି ପାଇଁ ଅଗ୍ରାଧିକାର ଭିତ୍ତିରେ ସହଜ ଋଣ ମଂଜୁର କରାଯିବ । କେନ୍ଦ୍ରାପଡ଼ା ଜନଚେତନା ବହୁମୁଖୀ ସମବାୟ ସମିତିର ପରିଚାଳନା କମିଟି ବୈଠକରେ ଆଜି ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ସମିତିର ସଭାପତି ଅମ୍ବିକା ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉପସଭାନେତ୍ରୀ ରୋଜାଲିନୀ ଦାସ, କ୍ଷିରୋଦ ପ୍ରାସଦ ସିଂହ, ସରୋଜକାନ୍ତ ସାହୁ, ଗଣେଶ୍ୱର ସାହୁ, ବିଜୟ କୁମାର ଲେଙ୍କା, […]

ପାଣିରେ ଭାସୁଛି ସୁନା ଫସଲ ବ୍ୟାପକ ଫସଲ ଓ ପନିପରିବା ନଷ୍ଟ ପରିବା ଦର ଆକାଶ ଛୁଆଁ   ପଟ୍ଟାମୁଣ୍ଡାଇ ୧୧/୭ – ବାରମ୍ବାର ଲଘୁଚାପ ଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ଗତ ତିନିଦିନ ହେବ ପାଣି ସ୍ଥିର ରହିଛି । କିଛି ଅଂଶର […]

ପଟ୍ଟାମୁଣ୍ଡାଇ ୧୦/୭ – ପଟ୍ଟାମୁଣ୍ଡାଇ ବ୍ଲକ ଗଙ୍ଗାରାମପୁର ଦାରୁବ୍ରହ୍ମ ରଥଯାତ୍ରା “ନୀଳାଦ୍ରି ବିଜେ” ମହୋତ୍ସବର ସୋମବାର ସନ୍ଧ୍ୟାରେ ଓଡ଼ିଶାର ସର୍ବବୃହତ ପଂଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ ସାଂସ୍କୃତିକ ସଙ୍ଗଠନ (ଗଡମେକ)ର୍ ଶିଳ୍ପୀବୃନ୍ଦଙ୍କ ଦ୍ୱାରା ଗୀତିନାଟ୍ୟ କାଂଚି କାବେରୀ ଶ୍ରଦ୍ଧାଳୁମାନଙ୍କ ସ୍ମରଣୀୟ ସନ୍ଧ୍ୟା ହୋଇଥିଲା । ଶ୍ରୀଜଗନ୍ନାଥଙ୍କ ଲୀଳା ଆଧାରିତ ଗୀତିନାଟ୍ୟ ‘କାଚି କାବେରୀ’ରେ ଗଜପତି ପୁରୁଷୋତମ ଦେବଙ୍କ ଚିର ସ୍ମରଣୀୟ କାଂଚି ବିଜୟ ଘଟଣା ପ୍ରତିଫଳିତ ହୋଇଥଲା। ମାଣିକ […]

Breaking News