ପଟ୍ଟାମୁଣ୍ଡାଇ ୧୨/୬ -ରାଜ୍ୟ ବିଜେପି ସରକାରଙ୍କ ୧ବର୍ଷ ପୂର୍ତି ଉପଲକ୍ଷେ ସାରା ରାଜ୍ୟରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ସରକାରଙ୍କ ବିଭିନ୍ନ ବିକାଶ କାର୍ଯ୍ୟକ୍ରମ ଓ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଜନସଚେତନଟା ସୃଷ୍ଟି ପାଇଁ ବିକାଶ ରଥ ପରିକ୍ରମା ଆରମ୍ଭ ହୋଇଛି । ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକରେ ବିକାଶ ରଥ ଉଦଘାଟିତ ହୋଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ଉପାଧକ୍ଷା ଜୟନ୍ତୀ ସ୍ୱାଇଁ, ବିଡ଼ିଓ ଅଶୋକ […]

କେନ୍ଦ୍ରାପଡ଼ା,୧୨ା୬: କେନ୍ଦ୍ରାପଡ଼ା ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭକ୍ତ ଦାସିଆ ଡ୍ୟାନ୍ସ ଏକାଡେମୀ ଓ ଭକ୍ତ ଦାସିଆ ସେବା ମହାସଂଘର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ସମ୍ମୁଖରେ ତୁଳସୀକ୍ଷେତ୍ର ସ୍ନାନଯାତ୍ରା ମହୋତ୍ସବ ଓ ଭକ୍ତଦାସିଆ ସେବା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ସକାଳେ ମହାସଂଘ ପକ୍ଷରୁ ଭକ୍ତ ଦାସିଆଙ୍କ ସେବା ସିଦ୍ଧ ଶ୍ରୀବଳଦେବଜୀଉଙ୍କୁ ଅର୍ପଣ କରାଯାଇଥିଲା। ଏହି ପବିତ୍ର ମହୋତ୍ସବକୁ […]

କେନ୍ଦ୍ରାପଡ଼ା, ୧୨/୬ – ଓଡିଶାରେ ଭାରତୀୟ ଜନତା ପାର୍ଟିର ପ୍ରଥମ କରି ହୋଇଥିବା ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଙ୍କ ନେତୃତ୍ୱରେ ପ୍ରଥମ ବର୍ଷ ପୂର୍ଣ୍ଣ ହୋଇଛି ଓ ମାନନୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ୧୧ ବର୍ଷ ପୂରଣ କରିଛନ୍ତି । ଏହି ପରିପ୍ରେକ୍ଷିରେ ଗୁରୁବାର ଦିନ ପୂର୍ବାହ୍ନରେ ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ […]

କେନ୍ଦ୍ରାପଡ଼ା, ୧୨/୬- ଆଜି ସ୍ଥାନୀୟ ମୁନିସିପାଲିଟି ଟାଉନ ହଲ ଠାରେ ଚଳିତ ରଥଯାତ୍ରା ୨୦୨୫ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜି ସନ୍ଧ୍ୟା ୫ ଘଟିକାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ମୁଖ୍ୟତଃ ରଥଗଠନ,ରଥଯାତ୍ରା ଓ ବାହୁଡ଼ାଯାତ୍ରା ନୀତି ନିର୍ଘନ୍ତ,ରାସ୍ତାଘାଟ ମରାମତି,ବିଦ୍ୟୁତ ଯୋଗାଣ,ଜନସ୍ୱାସ୍ଥ୍ୟ, ଜଳ ଯୋଗାଣ, ପ୍ରାଥମିକ ସ୍ୱାସ୍ଥ୍ୟ ବ୍ୟବସ୍ଥା,ନିଶା ନିବାରଣ,ଅଗ୍ନି ନିରାପକ ବ୍ୟବସ୍ଥା,ଶାନ୍ତି ଶୃଙ୍ଖଳା,ସୂଚନା କେନ୍ଦ୍ର, ସାଂସ୍କୃତିକ, ଟ୍ରାଫିକ କଟକଣା,କାର୍ଯ୍ୟକ୍ରମ ଇତ୍ୟାଦି ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା । ଏହା […]

କେନ୍ଦ୍ରାପଡ଼ା, ୧୨/୬- ଆଜି ସ୍ଥାନୀୟ ମୁନିସିପାଲିଟି ଟାଉନ ହଲ ଠାରେ ଚଳିତ ରଥଯାତ୍ରା ୨୦୨୫ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜି ସନ୍ଧ୍ୟା ୫ ଘଟିକାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ମୁଖ୍ୟତଃ ରଥଗଠନ,ରଥଯାତ୍ରା ଓ ବାହୁଡ଼ାଯାତ୍ରା ନୀତି ନିର୍ଘନ୍ତ,ରାସ୍ତାଘାଟ ମରାମତି,ବିଦ୍ୟୁତ ଯୋଗାଣ,ଜନସ୍ୱାସ୍ଥ୍ୟ, ଜଳ ଯୋଗାଣ, ପ୍ରାଥମିକ ସ୍ୱାସ୍ଥ୍ୟ ବ୍ୟବସ୍ଥା,ନିଶା ନିବାରଣ,ଅଗ୍ନି ନିରାପକ ବ୍ୟବସ୍ଥା,ଶାନ୍ତି ଶୃଙ୍ଖଳା,ସୂଚନା କେନ୍ଦ୍ର, ସାଂସ୍କୃତିକ, ଟ୍ରାଫିକ କଟକଣା,କାର୍ଯ୍ୟକ୍ରମ ଇତ୍ୟାଦି ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା । ଏହା […]

ପଟ୍ଟାମୁଣ୍ଡାଇ ୧୨/୬ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ତରଫରୁ ଆନ୍ତର୍ଜାତୀୟ ଶିଶୁ ଶ୍ରମିକ ନିରୋଧ ଦିବସ ପାଳିତ ହୋଇଯାଇଛି । ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷା ଅପୂର୍ବା ଚୌଧୁରୀଙ୍କ ନିର୍ଦେଶରେ ଫ୍ରଣ୍ଟ ଅଫିସ ରିଟେନର କମ ରିମାଣ୍ଡ ଆଇନଜୀବି ଧୀରେନ୍ଦ୍ରନାଥ ସାହୁ ସଂଯୋଜନାରେ ଅନୁଷ୍ଠିତ ଶିଶୁ ଶ୍ରମିକ ନିରୋଧ ଆଇନକୁ ନେଇ ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ବିଚାରପତି ତଥା ଜେଏମଏଫସି ବିଦୁତଲତା ପ୍ରଧାନ, […]

ପଟ୍ଟାମୁଣ୍ଡାଇ ୧୨/୬ -କେନ୍ଦ୍ରାପଡ଼ା ଜିଲା ଅବକାରୀ ବିଭାଗ ପକ୍ଷରୁ ବୁଧବାର କେନ୍ଦ୍ରାପଡା ଅଂଚଳର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୨୩୨ ଲିଟର ଦେଶୀ ବିଦେଶୀ ମଦ ଜବତ କରାଯାଇ ଜଣେ ମହିଳା ସମେତ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ଅଧୀକ୍ଷକ ବିପ୍ର ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅବକାରୀ ନିରିକ୍ଷକ ହିତାଂଶୁ ଶେଖର ମଲ୍ଲିକ, ଅବକାରୀ ଉପନିରିକ୍ଷକ ଧର୍ମପଦ ଦାସ ଏବଂ ଅନ୍ୟ କର୍ମଚାରୀ […]

ପଟ୍ଟାମୁଣ୍ଡାଇ ତା ୧୨/୬- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ନିକଟ ପତ୍ରପୁର ସେତୁ ଉପରୁୁ ମା ଓ ତାଙ୍କ ନବାଳିକା ଝିଅକୁ ନେଇ ଗୁରୁବାର ସଂନ୍ଧ୍ୟାରେ ବ୍ରାହ୍ମଣୀ ନଦୀକୁ ଡେଇଁ ପଡି ନିଖୋଜ ଥିବା ଖବର ମିଳିଛି । ଖବରପାଇ ଅଗ୍ନିଶମ କମର୍ଚାରୀ ପହଁଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଖବରେଲଖା ସୁଦ୍ଧା ଉଭୟ ମା ଝିଅଙ୍କ ପତା ମିଳିନାହିଁ। ତେବେ କେଉଁ କାରଣରୁ ମା ଓ ତାଙ୍କ ନବାଳିକା ଝିଅକୁ […]

କେନ୍ଦ୍ରାପଡ଼ା, ୧୧.୦୬-ରାଜ୍ୟ ସରକାରଙ୍କ ମହିଳା, ଶିଶୁ ବିକାଶ ଓ ମିଶନଶକ୍ତି ବିଭାଗ ନିର୍ଦେଶରେ କେନ୍ଦ୍ରାପଡ଼ା ଜିଲ୍ଲା ମିଶନ ଶକ୍ତି ଭବନ ବରୋ ଠାରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପାରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।ଏଥିରେ ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପାରିକ ଖାଦ୍ୟ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଓ ୩ୟ ସ୍ଥାନ ଅଧିକାର କରିଥିବା ଏସ୍‌ଏଚ୍‌ଜି ଗୃପ ଭାଗ ନେଇଥିଲେ।ଏହି ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପାରିକ ଖାଦ୍ୟ […]

ପଟ୍ଟାମୁଣ୍ଡାଇ ତା ୧୧/୬-ରାଜ୍ୟ ବିଜେପି ସରକାରଙ୍କ ୧ବର୍ଷ ପୂର୍ତ୍ତି ଉପଲକ୍ଷେ ବିଭିନ୍ନ ସରକାରୀ ଜନ କଲ୍ୟାଣ ଯୋଜନା ଗୁଡିକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ ପ୍ରତି ବ୍ଲକରେ ଆସନ୍ତା ଜୁନ ୧୨ ତାରିଖରୁ ୨୧ ତାରିଖ ଯାଏଁ ୧୦ ଦିନ ବ୍ୟାପି ବିକାଶ ବାହାନ ଯାତ୍ରା କରାଯିବାକୁ ସରକାରୀ ସ୍ତରରେ ନିଷ୍ପତି ନିଆଯାଇଛି । ଏହି ପରିପେକ୍ଷୀରେ ପଟ୍ଟାମୁଣ୍ଡାଇ ବ୍ଲକରେ ବିକାଶ ଯାତ୍ରାକୁ ସଫଳ କରିବା ପାଇଁ ବ୍ଲକ୍ ସମ୍ମିଳନୀ […]

Breaking News