କେନ୍ଦ୍ରାପଡ଼ା,୨ା୮:ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ରିଲିଫ୍ ଓ ପୁନର୍ବାସ କାର୍ଯ୍ୟକ୍ରମକୁ ଅଧିକ ତ୍ୱରାନ୍ୱିତ କରାଯାଇଛି। ପ୍ରଭାବିତ ଲୋକମାନଙ୍କ ନିକଟରେ ଆବଶ୍ୟକୀୟ ସହାୟତା ପହଞ୍ଚାଇବା ପାଇଁ ପ୍ରଶାସନ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରୁଛି।ବରାକାନ୍ଧ ଗ୍ରାମ ପଞ୍ଚାୟତରେ ବନ୍ୟା ଘେରରେ ବିଚ୍ଛିନ୍ନ ହୋଇ ରହିଥିବା ୩ଟି ପରିବାରକୁ ବିଶୁଦ୍ଧ ପାନୀୟ ଜଳ ବୋତଲ ବଣ୍ଟନ କରାଯାଇଛି।ଗଡରୋମିତ ଗ୍ରାମ ପଞ୍ଚାୟତରେ ବନ୍ୟା ପ୍ରଭାବିତ ପରିବାରମାନଙ୍କୁ ଶୁଖିଲା […]
କେନ୍ଦ୍ରାପଡ଼ା,୨ା୮:ଆସନ୍ତା ୨୦୨୭ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଓଡ଼ିଶା ଜନତା କଂଗ୍ରେସ ପାର୍ଟି(ଓଜେସିପି) ରେକର୍ଡ ସଂଖ୍ୟକ ସିଟରେ ବିଜୟୀ ହେବ। ଓଜେସିପି ସମର୍ଥନରେ କେନ୍ଦ୍ରାପଡା ଜିଲ୍ଲାର ପ୍ରତ୍ୟେକ ପଞ୍ଚାୟତରେ ପ୍ରାର୍ଥୀ ଦିଆଯିବ। ଫଳରେ ଓଡ଼ିଶା ରାଜନୀତିରେ ଏକ ବୈପ୍ଳବିକ ପରିବର୍ତ୍ତନ ଆସିବ ବୋଲି ଓଜେସିପିର କେନ୍ଦ୍ରାପଡ଼ା ଜିଲ୍ଲା ସଭାପତି ଅଶୋକ ପ୍ରତିହାରୀ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଗୋପଛକ ସ୍ଥିତ ଏକ ଘରୋଇ ମଣ୍ଡପରେ ଦଳର ସଭ୍ୟ ସଂଗ୍ରହ ଅଭିଯାନରେ […]
କେନ୍ଦ୍ରାପଡ଼ା,୨ା୮:କେନ୍ଦ୍ରାପଡା ଜିଲ୍ଲାରେ ବନ୍ୟା ପରିସ୍ଥିତିକୁ ସାମ୍ନା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଛି। ଜିଲ୍ଲାର ୯ଟି ବ୍ଲକ୍- ରାଜକନିକା, ପଟ୍ଟାମୁଣ୍ଡାଇ, ଆଳି, ଗରଦପୁର, ରାଜନଗର, କେନ୍ଦ୍ରାପଡା, ମାର୍ଶାଘାଇ, ମହାକାଳପଡା ଓ ଡେରାବିଶର ୮୫ଟି ଗ୍ରାମ ପଞ୍ଚାୟତର ୧୭୦ଟି ଗ୍ରାମ ବନ୍ୟା ପ୍ରଭାବିତ ହୋଇଛି। ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୧୧ଟି ୱାର୍ଡ ମଧ୍ୟ ବନ୍ୟା ପ୍ରଭାବରେ ରହିଛି।ଜିଲ୍ଲାରେ ମୋଟ ୮୮,୭୯୩ […]
ପଟ୍ଟାମୁଣ୍ଡାଇ ଧୋୟାଂଚଳ ଗସ୍ତ କଲେ ଜିଲାପାଳ ବ୍ୟାପକ ଫସଲ ହାନି ପଟ୍ଟାମୁଣ୍ଡାଇ ୨/୮ -ପଟ୍ଟାମୁଣ୍ଡାଇ ବ୍ଲକ୍ ଧୋୟାଂଚଳରେ ବନ୍ୟା ଜଳସ୍ତର ଧୀରେ ଧୀରେ ହ୍ରାସ ପାଉଥିଲେ ସୁଦ୍ଧା ବିପନ୍ନଙ୍କ ଦୁର୍ଦ୍ଦଶା କମିବା ବଦଳରେ ଆହୁରି ଜଟିଳ ହେବାରେ ଲାଗିଛି। ନିରବଚ୍ଛନ୍ନ ଟିପି ଟିପି ବର୍ଷା ସାଙ୍ଗକୁ ଗୋଖାଦ୍ୟ, ବିଶୁଦ୍ଧ ପାନୀୟ ଜଳ ଏବଂ ନଗଣ୍ୟ ରିଲିଫ ସହାୟତା ଲୋକଙ୍କ ନାହିଁ ନଥିବା ଦୁଃଖର କାରଣ ସାଜିଛି। ଧାନ ଓ ପନିପରିବା […]
ପଟ୍ଟାମୁଣ୍ଡାଇ ୧/୮ – ବ୍ରାହ୍ମଣୀ ନଦୀରେ ବନ୍ୟାଆସିବା ଫଳରେ ପଟ୍ଟାମୁଣ୍ଡାଇ ବ୍ଲକର ୧୪ଟି ପଂଚାୟତ ଏବଂ ପୌରାଂଚଳର ୧୧ଟି ୱାର୍ଡର ହଜାର ହଜାର ଲୋକ ସମ୍ପୂର୍ଣ୍ଣ ବିପନ୍ନ ହୋଇପଡ଼ିଛନ୍ତି। ଯଦିଓ ବିଗତ ୨୪ ଘଂଟା ମଧ୍ୟରେ ନଦୀର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି, ତଥାପି ବନ୍ୟା ଘେରରେ ଥିବା ବିପନ୍ନଙ୍କ ଦୁର୍ଦ୍ଦଶା କମିବା ବଦଳରେ ଆହୁରି ବୃଦ୍ଧି ପାଇବାରେ ଲାଗିଛି। ବନ୍ୟା ପାଣି ଗାଁ ଦାଣ୍ଡ, ଘରଦ୍ୱାର ଓ ମୁଖ୍ୟ […]
କେନ୍ଦ୍ରାପଡା୦୧/୮: ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଅନୁକୂଲ୍ୟରେ ସଭାପତି ଡଃ ଉପେନ୍ଦ୍ର ନାଥ ପ୍ରଧାନ ଙ୍କ ତତ୍ତ୍ୱାବଧାନରେ ଏକ ହୃଦରୋଗ ସମ୍ବନ୍ଧୀୟ କର୍ମଶାଳା ସଚେତନତା ଶିବିର ଗୋପସ୍ଥିତ ନିର୍ମାଲ୍ୟ ପ୍ୟାଲେସରେ ଅନୁଷ୍ଠିତ ହୋଇଯାଇଅଛି । ସଂଘର ବରିଷ୍ଠ ଉପଦେଷ୍ଟା ପ୍ରାକ୍ତନ ଅଧ୍ୟକ୍ଷ ଅଜୟ କୁମାର ସାମଲ ଓ ସ୍ପର୍ଶ ହେଲ୍ଥକେୟାର ଭୂବେନେଶ୍ୱର ମୁଖ୍ୟ ପରିଚାଳକ ସୈାମେନ୍ଦ୍ର ମିଶ୍ର ଉକ୍ତ କର୍ମଶାଳାକୁ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍ଘାଟନ କରିଥିଲେ । […]
ପଟ୍ଟାମୁଣ୍ଡାଇ ଅଂଚଳରେ ବାରମ୍ବାର ଲଘୁଚାପ ଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।ଏହି ବନ୍ୟାରେ ପଟ୍ଟାମୁଣ୍ଡାଇ ବ୍ଲକର ୧୪ ପଂଚାୟତ ଓ ପୌରାଞ୍ଚଳର ୧୧ଟି ୱାର୍ଡର ଜନଜୀବନ ସହିତ ଗୃହ ପାଳିତ ପଶୁ ଜଳବନ୍ଦୀ ହୋଇପଡିଛନ୍ତି । ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଂଚାୟତର ସିଂହଗାଁ, କୃଷ୍ଣଦାସପୁର, ରାଉଳିଆଡିଆ, ପାଣିସାଉଁଳିଆ ଆଦି ଜଳମଗ୍ନ ହୋଇ ବାହ୍ୟଜଗତରୁ […]
ପଟ୍ଟାମୁଣ୍ଡାଇ ୧/୮– ବ୍ରାହ୍ମଣୀ ନଦୀର ବନ୍ୟାଜଳରେ ପଟ୍ଟାମୁଣ୍ଡାଇ ବ୍ଲକର ୧୪ଟି ପଂଚାୟତ ଓ ପୌରାଂଚଳର ୧୧ଟି ୱାର୍ଡ ଜଳମଗ୍ନ ହୋଇ ଶହ ଶହ ପରିବାର ଜଳବନ୍ଦୀ ଜୀବନ ବିତାଉଛନ୍ତି। ଲୋକଙ୍କ ଘରଭିତରେ ପାଣି ପସିଯାଇଥିବା ବେଳେ ରନ୍ଧାବଢ଼ା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଏଭଳି ସଙ୍କଟଜନକ ପରିସ୍ଥିତିରେ ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଉଥିବା ରିଲିଫ ସହାୟତାକୁ ନେଇ ସ୍ଥାନୀୟ ଅଂଚଳରେ ତୀବ୍ର ଆକ୍ରୋଶ ଓ ଜନଅସନ୍ତୋଷ ସୃଷ୍ଟି ହୋଇଛି। ବନ୍ୟାଂଚଳ ବାସୀ […]
କେନ୍ଦ୍ରାପଡ଼ା,୧ା୮:ଟିପିସିଓଡିଏଲ ପକ୍ଷରୁ ଭୂତଳସ୍ଥ (ୟୁଜି) କେବୁଲ ବିଛାଇବା କାର୍ଯ୍ୟ ଚାଲିଥିବା ପରିପ୍ରେକ୍ଷୀରେ ଆସନ୍ତାକାଲି ଅର୍ଥାତ୍ ୨ ଅଗଷ୍ଟ ୨୦୨୬ (ରବିବାର) ସକାଳ ୯.୦୦ ଘଟିକାରୁ ଅପରାହ୍ନ ୨.୦୦ ଘଟିକା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୌରାଞ୍ଚଳର ୪ ନମ୍ବରରୁ ୨୧ ନମ୍ବର ୱାର୍ଡ ଏବଂ କପାଳେଶ୍ୱର ଓ ଗୁଲନଗର ପଞ୍ଚାୟତ ଅଞ୍ଚଳରେ ବିଦ୍ୟୁତ୍ ସରବରାହ ସାମୟିକ ଭାବେ ବନ୍ଦ ରହିବ। ଟିପିସିଓଡିଏଲ ପକ୍ଷରୁ ଜଣାଯାଇଛି ଯେ ଭୂତଳସ୍ଥ କେବୁଲ ବିଛାଇବା କାର୍ଯ୍ୟକୁ ସୁରକ୍ଷିତ […]
କେନ୍ଦ୍ରାପଡ଼ା,୧ା୮:କେନ୍ଦ୍ରାପଡ଼ା ଜିଲ୍ଲାରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଉଦ୍ଧାର, ରିଲିଫ ଓ ପୁନର୍ବାସ କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରାଯାଇଛି। ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ନେତୃତ୍ୱରେ ସମସ୍ତ ବିଭାଗ ସମନ୍ୱୟ ରକ୍ଷା କରି ପ୍ରଭାବିତ ଲୋକଙ୍କ ସୁରକ୍ଷା ଓ ସହାୟତା ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି। ଆଜି ଅପରାହ୍ନ ୪ଟା ସୁଦ୍ଧା, ଜିଲ୍ଲାର ୯ଟି ବ୍ଲକ୍-ରାଜକନିକା, ପଟ୍ଟାମୁଣ୍ଡାଇ, ଆଳି, ଗରଦପୁର, ରାଜନଗର, କେନ୍ଦ୍ରାପଡ଼ା, ମାର୍ଶାଘାଇ, ମହାକାଳପଡ଼ା […]

