ପଟ୍ଟାମୁଣ୍ଡାଇ ୨୫/୩ – ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ଶାସନ ପଂଚାୟତ ନିମପୁର ଶାସନ ନୋଡାଲ ହାଇସ୍କୁଲ ପରିସରରେ ବୁଧବାର ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଶାସନ ପଂଚାୟତ ନିମପୁର ଶାସନ ସତ୍ୟସାଇ ସେବା ସଂଗଠନ ଅନୁକୂଲ୍ୟରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରକୁ କେନ୍ଦ୍ରାପଡା ସିଡିଏମଓ ଡାକ୍ତର ପ୍ରମୋଦ ପ୍ରହରାଜ ଉଦଘାଟନ କରିଥିଲେ । ସେ ନିଜର ଅଭିଭାଷଣରେ ରକ୍ତଦାନ ମହତ ଦାନ, ଆଜି ଭଳି ଦିନରେ […]
କେନ୍ଦ୍ରାପଡା,୨୬ା୩ : କେନ୍ଦ୍ରାପଡା ବ୍ଲକ ଇନ୍ଦୁପୁର ଗ୍ରାମପଞ୍ଚାୟତର ଇନ୍ଦୁପୁର ଠାରେ ବୁଧବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଧର୍ମପତ୍ନୀ ଡ. ପ୍ରିୟଙ୍କା ମାରାଣ୍ଡି। ଇନ୍ଦୁପୁର ବାରୁଣୀ ତୀର୍ଥସ୍ନାନ ମହୋତ୍ସବର ୨୩ତମ ବାର୍ଷିକଉତ୍ସବ ଅବସରରେ କ୍ଷତିଜ୍ୟୋତି ଆଶ୍ରମ, ଇନ୍ଦୁପୁର ଶାଖା ଏବଂ ଅର୍ନ୍ତରାଷ୍ଟ୍ରୀୟ ଆଧ୍ୟାତ୍ମିକ ସାମାଜିକ ବିକାଶ ଟ୍ରଷ୍ଟର ମିଳିତ ଆନୁକୂଲ୍ୟରେ ଆୟୋଜିତ ବିଶ୍ୱଶାନ୍ତି କୈବଲ୍ୟ ମହାଯଜ୍ଞରେ ଡ. ମାରାଣ୍ଡି ଯୋଗଦେଇ ଆର୍ଶିବଚନ ଗ୍ରହଣ କରିଥିଲେ। ଏହି ଅବସରରେ ଶ୍ରୀମତୀ […]
ଭୁବନେଶ୍ୱର୨୫/୩- ବିଧାନସଭା ଗୃହ ଭିତରେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରିବା କଂଗ୍ରେସ ବିଧାୟକମାନଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ କଂଗ୍ରେସର ୧୨ଜଣ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି। ଏହି ନିଲମ୍ବନ ତାଲିକାରେ ତାରାବାହିନୀ ପତି ଓ ରମେଶ ଜେନା ନାହାନ୍ତି। ଗୃହକାର୍ଯ୍ୟ ଜାରି ଥିବା ବେଳେ କଂଗ୍ରେସ ବିଧାୟକମାନେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରୁଥିବା […]
କେନ୍ଦ୍ରାପଡ଼ା,୨୫ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତଃ ଡ଼ଃ ଦେବେନ୍ଦ୍ର ପ୍ରଧାନଙ୍କ ଉଦ୍ଦେଶ୍ୟରେ ଜିଲ୍ଲାସ୍ତରୀୟ ଏକ ଶ୍ରଦ୍ଧାଞ୍ଜଳି ସଭା ସ୍ଥାନୀୟ କାକଟସ୍ଥିତ ସ୍ୱୟଂ ସେଲିବ୍ରେସନ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟ ସୁନାକର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ସମଗ୍ର ଜିଲ୍ଲାରୁ ଆସିଥିବା ପ୍ରାୟ ୫୦୦ ଜଣ ବିଶିଷ୍ଟ ବ୍ୟକ୍ତି ସ୍ୱର୍ଗତ ପ୍ରଧାନଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସ୍ୱର୍ଗତ ପ୍ରଧାନ ଜଣେ ସରଳ, ସ୍ନେହୀ, ଅମାୟିକ, ନିଷ୍କପଟ […]
କେନ୍ଦ୍ରାପଡ଼ା,୨୫ା୩: ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଉଦ୍ଦେଶ୍ୟରେ କେନ୍ଦ୍ରାପଡା ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ସଂଘ ତରଫରୁ ଏକ ଶୋକସଭାର ଆୟୋଜନ କରାଯାଇଥିଲା । ଏହି ସଭାରେ ଓଡିଶା କ୍ରିକେଟ୍ ଆସୋସିଏସନ ସଦସ୍ୟ ଶୁଭାଶିଷ ସେନାପତିଙ୍କ ସଭାପତିତ୍ୱରେ ପ୍ରଥମେ ସ୍ୱର୍ଗତ ଶର୍ମାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଏଥିରେ ସଂଘର ସଦସ୍ୟ ପ୍ରଫୁଲ୍ଲ ଦାସ, ଏମ୍ଡି ନୟିମ୍ ଭାଇ, ନୃସିଂହ ରଥ, କେଶବ […]
କେନ୍ଦ୍ରାପଡା,୨୫/୩:-ଆଜି ଅପରାହ୍ଣ ୫ ଘଟିକା ସମୟରେ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟ ପରିସରରେ ପ୍ରଥମ ଥର ଜିଲ୍ଲା ଭିନ୍ନକ୍ଷମ ଥଇଥାନ କେନ୍ଦ୍ର ଦ୍ୱାରା ପ୍ରସ୍ତୁତ କରାଯାଇଥିବା ସହାୟକ ଉପକରଣ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଏବଂ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ରଙ୍କ ଦ୍ୱାରା ବଣ୍ଟନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଜାମ୍ବର ମହାନ୍ତି, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ […]
କେନ୍ଦ୍ରାପଡ଼ା,୨୫ା୩ : କେନ୍ଦ୍ରାପଡା ସହରର ମହିପାଳ ଠାରେ ମହିପାଳ ଗ୍ରାମୀଣ ମହୋତ୍ସବ ମଙ୍ଗଳବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି। ବିଶିଷ୍ଟ ସମାଜସେବୀ ରଞ୍ଜିତ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଗେଇ ଫିତାକାଟି ଓ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଏହି ଗ୍ରାମୀଣ ମହୋତ୍ସବକୁ ଉଦଘାଟନ କରଥିଲେ। ମାରୂତି ସୁଜୁକି ଏରିନା ପକ୍ଷରୁ ଆୟୋଜିତ ଏହି ଦୁଇଦିନିଆ ଗ୍ରାମୀଣ ମହୋତ୍ସବର ଉଦେଶ୍ୟ ହେଉଛି ଗ୍ରାମାଞ୍ଚଳର ସ୍ୱଳ୍ପଆୟକାରୀ ଲୋକମାନଙ୍କୁ ସ୍ୱଳ୍ପ ମୂଲ୍ୟରେ ମାରୂତି ସୁଜୁକି ଏରିନା […]
କେନ୍ଦ୍ରାପଡା,୨୫/୩:- ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଆନୁକୁଲ୍ୟରେ ଆଜି ଅପରାହ୍ଣ ୪ ଘଟିକା ସମୟରେ ପୁରୁଣା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଗର୍ଭଧାରଣ ପୂର୍ବ ଓ ପ୍ରସବ ପୂର୍ବ ନିଦାନ ପ୍ରୟୋଗ ପ୍ରଯୁକ୍ତି ଅଧିନିୟମ ସମ୍ପର୍କରେ ଜିଲ୍ଲାସ୍ତରୀୟ କାର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଝିଅ ଓ ପୁଅ ମଧ୍ୟରେ ଥିବା ଭିନ୍ନତାର ମାନସିକତାକୁ ହ୍ରାସ କରି ଏକ ସମତାମୂଳକ ସମାଜ ଗଠନ ଲକ୍ଷ୍ୟ ନେଇ ତୃଣମୂଳ ସ୍ତରରେ କାର୍ଯ୍ୟ କରୁଥିବା […]
ପଟ୍ଟାମୁଣ୍ଡାଇ ୨୫/୩ -ପଟ୍ଟାମୁଣ୍ଡାଇ କଂଗ୍ରେସ ପକ୍ଷକଂଗ୍ରେସ ପକ୍ଷରୁ ଦେବେନ୍ଦ୍ର ଶର୍ମାଙ୍କ ଶ୍ରଦ୍ଧାଞ୍ଜଳି ସଭାରୁ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ସ୍ମରଣରେ ମଙ୍ଗଳବାର ସ୍ଥାନୀୟ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଜିଲା ଓବିସି ସେଲ ସଭାପତି ମଳୟ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ରାଜନଗର କଂଗ୍ରେସ ବିଧାୟକ ପାର୍ଥୀ ଅଶୋକ ପତିହାରି, ବରିଷ୍ଠ କଂଗ୍ରେସ ନେତା ରମାକାନ୍ତ ଦାଶ, ତପନ ପାତ୍ର ସୁନାମଣି ଦାଶ […]
କେନ୍ଦ୍ରାପଡ଼ା,୨୫ା୩: ଚଳିତ ମାସ ୨୦ ତାରିଖ ଦିନ ପୁରୀଠାରେ ଥିବା ଜଗନ୍ନାଥ ଧାମ କ୍ରିକେଟ୍ ଷ୍ଟାଡିୟମ୍ଠାରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବସେବା ବିଭାଗର ସହାୟତାରେ ହୋଇଥିବା ରାଜ୍ୟସ୍ତରୀୟ ଅସ୍ମିତା ଯୋଗାସନ ପ୍ରତିଯୋଗିତାରେ ଜୁନିୟର ବାଳିକା ବିଭାଗରେ ଟୁଇଙ୍କିଲ୍ ସ୍ୱାଇଁ ଆର୍ଟିଷ୍ଟିକ୍ ବ୍ୟକ୍ତିଗତ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିବା ସହିତ ଟ୍ରାଡିଶନାଲ ଯୋଗାସନ ବିଭାଗରେ ତୃତୀୟ ସ୍ଥାନ ଅଧିକାର କରିଥିବା ସ୍ଥଳେ ସିନିୟର ବାଳିକା ବିଭାଗରେ ଡେରାବିଶ ବ୍ଲକର […]

