ଭୁବନେଶ୍ୱର ୧୧ା୩- ବିଧାନସଭା ପରିସରରେ ବିରୋଧୀ ବିଜେଡି ବିଧାୟକମାନେ ଆଜି ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି । ବିଜେଡି ବିଧାୟକମାନେ ହାତରେ ଲଣ୍ଠନ ଧରି ବିଧାନସଭା କରିଡରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଖୋଜୁଥିବା କହିଥିଲେ । ବରିଷ୍ଠ ବିଧାୟକ ଅରୁଣ ସାହୁଙ୍କ ନେତୃତ୍ୱରେ ଦଳର ବିଧାୟକମାନେ ବିଧାନସଭା ପରିସରରେ ଲଣ୍ଠନ ଧରି ଶୋଭାଯାତ୍ରା କରିବା ସହ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ପ୍ରକୋଷ୍ଠ ଓ ଅନ୍ୟାନ୍ୟ ପ୍ରକୋଷ୍ଠ ନିକଟରେ ମଧ୍ୟ […]

ଭୁବନେଶ୍ୱର ୧୧/୩- ଓଡ଼ିଶା ବିଧାନସଭାରେ ମଙ୍ଗଳବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକମାନେ ପ୍ରତିବାଦ ଓ ହଟ୍ଟଗୋଳ ଜାରି ରଖିଥିବାବେଳେ ଶାସକ ବିଜେପି ବିଧାୟକମାନଙ୍କ ସହ ଧସ୍ତାଧସ୍ତି ଭଳି ସ୍ଥିତି ଉପୁଜିଥିଲା । ବାଚସ୍ପତି ସୁରମା ପାଢ଼ୀ ମଙ୍ଗଳବାର ସନ୍ଧ୍ୟାରେ କଂଗ୍ରେସର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ୭ଟି କାର୍ଯ୍ୟଦିବସ ପାଇଁ […]

କେନ୍ଦ୍ରାପଡ଼ା,୧୧ା୩: ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ ନିଯୁକ୍ତି ଯୋଜନା ଅଧିନରେ ଫାର୍ମ ପୋଖରୀ ଖୋଳାଯାଇଥିବା ଘଟଣାରେ ମହାଦୁର୍ନୀତି ହୋଇଥିବା ନେଇ ଓଡିଶା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ କୁରୁଜଙ୍ଗା ଗ୍ରାମପଞ୍ଚାୟତର ମହେଶପୁର-ଶଙ୍କରପୁର ଗ୍ରାମରେ ଆର୍ଥିକ ବର୍ଷ ୨୦୨୩-୨୪ରେ ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ମନରେଗା ଯୋଜନାରେ କୃଷ୍ଣଚନ୍ଦ୍ର ସାହୁଙ୍କ ଫାର୍ମ ପୋଖରୀ ଖୋଳାଯାଇଥିଲା। ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ […]

ପଟ୍ଟାମୁଣ୍ଡାଇ ୧୧/୦୩ କେନ୍ଦ୍ରାପଡ଼ା ଜିଲ୍ଲା ବିଶେଷ କରି ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ ଜନ ସମସ୍ୟାକୁ ନେଇ ଦୀର୍ଘ ବର୍ଷ ଧରି ଲଢେଇ କରି ଆସୁଥିବା ଗଣସଙ୍ଗଠନ ‘ଜନମଂଚ’ ପକ୍ଷରୁ ‘ଆମ ପୂର୍ବସୂରୀ, ଆମ ପରଂପରା, ଆମ ଐତିହ୍ୟ ପରିଚିତି’ କାର୍ଯ୍ୟକ୍ରମରେ ଓଡ଼ିଆ ଅସ୍ମିତାର ଅପ୍ରତିମ ପ୍ରଣମ୍ୟ ପୁରୁଷ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମଭୂମି ସାଲେପୁରର ସତ୍ୟଭାମାପୁର ଠାରୁ ମହାନ ତ୍ୟାଗୀ, ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀ ଓ ରମାଦେବୀଙ୍କ […]

ପଟ୍ଟାମୁଣ୍ଡାଇ ୧୧/୩ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଲୁରିଆ ପଂଚାୟତ ମହଲକଣ ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ବଖରା ଚାଳ ଛପର ଘର ସମେତ ଆସବାବପତ୍ର ସମ୍ପୂର୍ଣ୍ଣ ଭଶ୍ମିଭୁତ ହୋଇଯାଇଛି। ନିଆଁକୁ ଆୟତ କରିବାକୁ ଯାଇ ଘରମାଲିକ ଗୁରୁତର ହୋଇ ଭୁବନେଶ୍ୱର ଘରୋଇ ଡାକ୍ତରଖାନା ଆଇସିୟୁରେ ଭର୍ତି ହୋଇଛନ୍ତି । ବଲୁରିଆ ମହଲକଣ ଗ୍ରାମର ବିଶ୍ୱଜିତ ରାଉତ ଓ ତାଙ୍କ ପତ୍ନୀ ଜୟଶ୍ରୀ ଶୋଇଥିବାବେଳେ ହଠାତ ଅତ୍ୟଧିକ […]

ବରିଷ୍ଠ ନାଗରିକ ମଞ୍ଚ ଆହ୍ୱାନ  ପଟ୍ଟାମୁଣ୍ଡାଇ ୧୦.୩ – ସମଗ୍ର କେନ୍ଦ୍ରାପଡା ଜିଲ୍ଲା ମଧ୍ୟରେ ସର୍ବ ବୃହତ ବ୍ଲକ ପଟ୍ଟାମୁଣ୍ଡାଇ ହୋଇଥିବା ବେଳେ ଏଥିରେ ୩୧ ଟି ପଂଚାୟତ ସହିତ ୨୦ ଓାଡକୁ ନେଇ ଏକ ପୌରପରିଷଦ ରହିଅଛିା ଅନ୍ୟ ବ୍ଲକ ତୁଳାନାରେ ଏହାର ଜନସଂଖ୍ୟ ଡେର ଅଧିକ । ୨୦୦୯ ପୂର୍ବରୁ ଓଡ଼ିଶାର ଅନ୍ୟତମ ପ୍ରମୁଖ ନିର୍ବାଚନମଣ୍ଡଳୀ ଭାବେ ପଟ୍ଟାମୁଣ୍ଡାଇ ନିର୍ବାଚନମଣ୍ଡଳୀ ସ୍ୱତନ୍ତ୍ର ପରିଚିତି ଲାଭ କରିଥିଲା। ମାତ୍ର […]

କେନ୍ଦ୍ରାପଡ଼ା, ୧୦ା୩: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଲଘୁ ଖଣିଜ ପଦାର୍ଥ ଓ ବାଲିର ଅବୈଧ ଉଠାଣ ଓ ଚୋରା ଚାଲାଣ ଏବଂ ଅବୈଧ ଇଟା ଭାଟିର ନିର୍ମାଣକୁ ରୋକିବା ପାଇଁ ଉପ ଜିଲ୍ଲାପାଳ, ତହସିଲଦାର ଏବଂ ଆଇଆଇସିଙ୍କୁ ନେଇ ସାତ ଗୋଟି ଏନଫୋର୍ସମେନ୍ଟ ଟିମ ଗଠନ କରାଯାଇଥିଲା। କେନ୍ଦ୍ରାପଡ଼ାରେ ଅବସ୍ଥାପିତ ଖଣି ଅଧିକାରୀଙ୍କ ସୂଚନା ଅନୁଯାୟୀ ବିଭିନ୍ନ ନଦୀରୁ ଅବୈଧ ବାଲି ଉଠାଣ ଓ […]

କେନ୍ଦ୍ରାପଡ଼ା,୧୦ା୩: କେନ୍ଦ୍ରାପଡା ଜିଲ୍ଲାର ସ୍କୁଲ ଛାତ୍ରୀ ଓ ମହିଳାମାନଙ୍କ ଉପରେ ହେଉଥିବା ଅତ୍ୟାଚାର ବିରୋଧରେ ଜିଲ୍ଲାପାଳ କାର୍ଯ୍ୟାଳୟକୁ ଘେରାଉ କରିଛି ଜିଲ୍ଲା କଂଗ୍ରେସ । ସମଗ୍ର ଓଡିଶାରେ ମହିଳା ହିଂସା ସୀମା ଟପିଛି । ମହିଳାମାନଙ୍କ ସୁରକ୍ଷା ବିପଦଜନକ ସ୍ଥିତିରେ ରହିଛି । ସ୍ୱଚ୍ଛ ଓ ସୁଶାସନର ନାରା ଦେଇ ଡବଲ ଇଞ୍ଜିନ ଲୋଭ ଦେଖାଇ ବିଜେପି ଶାସନ କ୍ଷମତାକୁ ଆସିଥିଲା । ୩ ଶହଦିନ ନ ପୁରୁଣୁ ଓଡିଶାର […]

ପଟ୍ଟାମୁଣ୍ଡାଇ ୧୦/୩ -ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ମା’ ଛୁଆଳିଆ ପୀଠ ନିକଟରେ ସିଦ୍ଧ ପରମହଂସ ନୋଡାଲ ୟୁପି ସ୍କୁଲ୍ ଓ ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟ କ୍ଲଷ୍ଟରର ଆନୁକୂଲ୍ୟରେ ମିଳିତ ସମ୍ବର୍ଦ୍ଧନା ସଭା ଏବଂ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ପୂର୍ବତନ ଶିକ୍ଷା ଅନୁନିରୀକ୍ଷକ ବିଜୟ କୁମାର ଜେନାଙ୍କ ପୌରହିତ୍ୟ ଓ ପ୍ରଧାନଶିକ୍ଷକ ଶୁଭ୍ରାଂଶୁ ଦାସଙ୍କ ସଂଯୋଜନାରେ […]

ପଟ୍ଟାମୁଣ୍ଡାଇ ୧୦/୩ -ମହିଳାଙ୍କୁ ସ୍ୱାବଲମ୍ବୀ କରିବା ଲାଗି ସରକାରଙ୍କ ପକ୍ଷରୁ ମିଶନ ଶକ୍ତି ମାଧ୍ୟମରେ ବିଭିନ୍ନ ସହାୟତା ପ୍ରଦାନ କରାଯାଉଛି। ଏହାଦ୍ୱାରା ଗାଁଠାରୁ ଆରମ୍ଭ କରି ସହରାଂଚଳର ମହିଳାମାନେ ସ୍ୱାବଲମ୍ବୀ ହୋଇପାରିଛନ୍ତି। ଏପରିକି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ମଧ୍ୟ ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚଜି) ସଭ୍ୟାଙ୍କୁ ଦାୟିତ୍ୱ ଦିଆଯାଇଛି। ହେଲେ କେତେକ କ୍ଷେତ୍ରରେ ଏସଏଚଜି ସଭ୍ୟାଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି। ସରକାରଙ୍କ ପକ୍ଷରୁ କେତେକ ଏସଏଚଜିଙ୍କୁ ଶାଢୀଅର୍ଥ […]

Breaking News