ପଟ୍ଟାମୁଣ୍ଡାଇ ୩/୫ -ଚଳିତ ବର୍ଷ ସଦ୍ୟ ପ୍ରକାଶିତ ଦଶମ ଶ୍ରେଣୀ ପରୀକ୍ଷା ଫଳାଫଳରେ ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଦକ୍ଷିଣେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ର ଶୁଭମ ଜ୍ୟୋତି ରାଉତ ସର୍ବୋଚ୍ଚ ୫୭୫ ନମ୍ବର ରଖି କେନ୍ଦ୍ରାପଡା ଜିଲାର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି । ଏଥିନେଇ ଭାଜପା ଯୁବମୋର୍ଚ୍ଚା ରାଜ୍ୟ ସଂଯୋଜକ ଅଭିଷେକ ଦାସ, ଜିଲ୍ଲା ସଭାପତି ଶୋଭନ ଆଚାର୍ଯ୍ୟ, ଜିଲ୍ଲା ସମ୍ପାଦକ ସ୍ମୃତି ରଞ୍ଜନ ମଲ୍ଲ, ଅଭିଜିତ ବଳ […]
ପଟ୍ଟାମୁଣ୍ଡାଇ୩/୪- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳିକୁ ସଂଯୋଗ କରୁଥିବା ପତ୍ରପୁର ବ୍ରାହ୍ମଣୀ ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ପାଇଁ ସରକାରୀ ମଞ୍ଜୁରୀ ମିଳିଛି। ଏହି ବ୍ରିଜ ପାଇଁ ରାଜ୍ୟ ସରକାର ୩ଶହ ୬ କୋଟି ଟଙ୍କା ମଂଜୁର କରିଛନ୍ତି। ସେହିପରି ଭାବରେ ପଟ୍ଟାମୁଣ୍ଡାଇ-କାଠିଆପଡା ୧୪ କିମି ରାସ୍ତା ପାଇଁ ୧୫ କୋଟି ୫୪ ଲକ୍ଷ ଟଙ୍କା ମଂଜୁର କରାଯାଇଛି। ସେହିପରି ଜୁୁନାଗଡ-ସିଲପୋଖରୀ-ଜୁନସନଗର-ପଂଚୁପଲ୍ଲୀ ରାସ୍ତା ପାଇଁ ୯ କୋଡି ୩୩ […]
କେନ୍ଦ୍ରାପଡ଼ା ୩ା୫: କେନ୍ଦ୍ରାପଡା ସହର ସ୍ଥିତ ମହିପାଳସ୍ଥିତ ବାୟାବଜାରର ନ୍ୟାୟ ଦେବତା ପୂଜା କମିଟି ଦ୍ୱାରା ଆୟୋଜିତ ଚର୍ତୁଦଶତମ ଜନ୍ମ ବାର୍ଷିକ ଉପଲକ୍ଷେ ଶନିଶ୍ଚର ମହାଯଜ୍ଞ ଓ ଜଳାଭିଷେକ ଅନୁଷ୍ଠିତ ହୋଇଯାଇଛି ଓ ସେହିପରି ସହରସ୍ଥ ଗଣାମାହାଲ ସ୍ଥିତ ବାଲାବାବା ମନ୍ଦିର ପ୍ରାଙ୍ଗଣରେ ଶନୈଶ୍ଚରାୟ ବିଶ୍ୱଶାନ୍ତି ମହାଯଜ୍ଞ କମିଟି ଆନୁକୂଲ୍ୟରେ ଉପଲକ୍ଷେ ଶୁକ୍ରବାର ସନ୍ଧ୍ୟା ୭ଟାରେ ଶୁଭାଧିବାସ କରାଯାଇ ଆଜ୍ଞାମାଳ ଶୋଭାଯାତ୍ରା ଅନୁଷ୍ଠିତ କରାଯାଇଥିଲା । ଶନିବାର ଦିନ ପ୍ରାତଃ […]
ନୂଆଦିଲ୍ଲୀ ୨/୫-ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତେଜନା ବୃଦ୍ଧି ପାଇଛି। ଏହି ପରିପ୍ରେକ୍ଷୀରେ ଆମେରିକା ଭାରତକୁ ୧୩୧ ନିୟୁତ ଡଲାର ମୂଲ୍ୟର ସାମରିକ ସାମଗ୍ରୀ ଓ ଲଜିଷ୍ଟିକ ସମର୍ଥନ ଯୋଗାଇବା ପାଇଁ ଏକ ବୈଦେଶିକ ସାମରିକ ବିକ୍ରୟକୁ ଅନୁମୋଦନ କରିଛି। ଏହି ସାମଗ୍ରୀ ହିନ୍ଦ-ପ୍ରଶାନ୍ତ ମହାସାଗରୀୟ ଅଂଚଳରେ ଭାରତର ସାମୁଦ୍ରିକ ସୁରକ୍ଷା କ୍ଷମତାକୁ ବୃଦ୍ଧି କରିବ। ବିଦେଶ […]
କେନ୍ଦ୍ରାପଡ଼ା,୨ା୫: କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତିକ ଶ୍ରମିକ ଦିବସ ମ୍ୟୁନିସିପାଲିଟି ଟାଉନ ହଲ୍ରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରାଧିକରଣର ସଚିବ ସୁମିତ୍ରା ସାହୁ ଯୋଗଦେଇ ନିଜର ଅଭିଭାଷଣ ରଖିଥିଲେ । ତାଙ୍କ ଅଭିଭାଷଣରେ ସଚିବ ସାହୁ ଉପସ୍ଥିତ ଜନସାଧାରଣମାନଙ୍କ ଉଦ୍ଦେଶ୍ୟରେ କହିଥିଲେ ଯେ, ଶ୍ରମିକମାନେ ନିଜ ନିଜର ହକ୍ କିପରି ଆଇନ ଅନୁଯାୟୀ ପ୍ରାପ୍ତ କରିପାରିବେ ଓ ଶିଶୁ ଶ୍ରମିକ ପ୍ରଥା କିପରି ଉଚ୍ଛେଦ […]
କେନ୍ଦ୍ରାପଡ଼ା,୨ା୫: କେନ୍ଦ୍ରାପଡାର ଟିପିସିଓଡିଏଲ ମୁଖ୍ୟ କାର୍ଯ୍ୟାଳୟ ପରିସରରେ କେନ୍ଦ୍ରାପଡା ୟୁନାଇଟେଡ ଇଲକ୍ଟ୍ରିସିଟି ଏମ୍ପେ୍ଲାଇଜ ୟୁନିଅନ ପକ୍ଷରୁ ଶ୍ରମିକ ଦିବସ ପାଳନ କରାଯାଇଛି । ବିଦ୍ୟୁତ ଉପଭୋକ୍ତା ସଂଘର ସଭାପତି ଭୀମସେନ ପରିଡାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ ଟିପିସିଓଡିଏଲର ମୁଖ୍ୟ ପରିଚାଳକ ମନୋଜ ସିଂ ଓ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଶିବ ପ୍ରସାଦ ସ୍ୱାଇଁ ଯୋଗ ଦେଇଥିଲେ । ସେହିପରି ମୁଖ୍ୟବକ୍ତା ଭାବେ ଆଇନଜୀବୀ ରମଣୀରଞ୍ଜନ ରାଉତରାୟ, ସମ୍ମାନିତ ଅତିଥି […]
କେନ୍ଦ୍ରାପଡ଼ା,୨ା୫: ଇଣ୍ଡିଆନ ସ୍କୁଲ ସାର୍ଟପିକେଟ +୨ ବିଜ୍ଞାନ ପରୀକ୍ଷାରେ ରେଜଲ୍ଟ ଗତକାଲି ପ୍ରକାଶ ପାଇଛି । କେନ୍ଦ୍ରାପଡା ସେଣ୍ଟଯେସେଫ ସ୍କୁଲର ଛାତ୍ରୀ ବିନୀଶା ପ୍ରିୟଦର୍ଶନୀ ଓଡିଶାର ଦ୍ୱିତୀୟ ସ୍ଥାନ ଓ ସର୍ବଭାରତୀୟ ସ୍ତର୍ରରେ ୪ ସ୍ଥାନ ଅଧିକାର କରିଥିବାରୁ ଶୁଭେଛାର ସୁଅ ଛୁଟିବାରେ ଲାଗିଛି । ପିତା ଅଜୟ କୁମାର ସ୍ୱାଇଁ ଓ ମାତା ନିରୂପମା ସ୍ୱାଇଁ କୋଳମଣ୍ଡନ କରି ଧନ୍ୟ କରିଛନ୍ତି କେନ୍ଦ୍ରାପଡାକୁ । ଏହି ଅବସରରେ ମୁଡର […]
କେନ୍ଦ୍ରାପଡା ୨/୫ – ମହାକାଳପଡା ପଞ୍ଚିମେଶ୍ୱର ଶିବମନ୍ଦିର ପରିସରରେ ମହାକାଳପଡା ବିକାଶ ମଞ୍ଚର ସଭାପତି, ପରିବେଶବିତ୍ ତଥା ଦେଶପ୍ରେମୀ କାଶୀନାଥ ରାଉତରାୟଙ୍କ ନେତୃତ୍ୱରେ ଜାମ୍ମୁକାଶ୍ମୀରର ପହଲଗ୍ରାମ ଠାରେ ପାକିସ୍ଥାନର ସନ୍ତ୍ରାସବାଦୀମାନଙ୍କ ଦ୍ୱାରା ଅମାନୁଷିକ ଭାବରେ ହତ୍ୟା କରାଯାଇଥିବା ନିରୀହ ୨୬ଜଣ ଭାରତୀୟ ପର୍ଯ୍ୟଟକଙ୍କ ଆତ୍ମାର ସଦଗତି ନିମନ୍ତେ ଶ୍ରଦ୍ଧାଞ୍ଜଳୀ ପ୍ରଦାନ ସହ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ମଚଂର ସଭାପତି ରାଉତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିବାଦ ସଭାରେ […]
କେନ୍ଦ୍ରାପଡ଼ା,୨ା୫: ସଂସଦରେ ଜାତି ଭିତ୍ତିକ ଜନଗଣନା ପାଇଁ କଂଗ୍ରେସ ସାଂସଦ ତଥା ବିରୋଧୀଦଳନେତା ରାହୁଲ ଗାନ୍ଧୀ ଯେଉଁ ଦାବି କରିଥିଲେ ତାହା ପୁରଣ ହୋଇଥିବାରୁ କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ବିଜୟ ଦିବସ ପାଳନ କରାଯାଇଛି। ସହରର କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନରେ ଜିଲ୍ଲା କଂଗ୍ରେସ ସଂଯୋଜକ ପ୍ରଫୁଲ୍ଲ କୁମାର ଦାସଙ୍କ ନେତୃତ୍ୱରେ ଆୟୋଜିତ ଏହି ଉତ୍ସବରେ କଂଗ୍ରେସ ନେତାମାନେ କହିଲେ ଜାତି ଭିତ୍ତିକ ଜନଗଣନା ହେବା […]
କେନ୍ଦ୍ରାପଡ଼ା,୨ା୫ :ଆଜି ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ୯୪.୯୩ ପ୍ରତିଶତ ହୋଇଥିବା ବେଳେ କେନ୍ଦ୍ରାପଡା ଜିଲ୍ଲାରେ ଏହା ୯୬.୪ପ୍ରତିଶତ ହୋଇଛି। ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ ହେବା ପରେ ସାରା ରାଜ୍ୟରେ କେନ୍ଦ୍ରାପଡା ଜିଲ୍ଲା ତୃତୀୟ ସ୍ଥାନରେ ରହିଥିବା ଜଣାପଡିଛି। ଜିଲ୍ଲାର ୩୪୬ଟି ବିଦ୍ୟାଳୟର ମୋଟ ୧୮ହଜାର ୧୯୩ଜଣ ଛାତ୍ରଛାତ୍ରୀ ଚଳିତବର୍ଷ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୁରଣ କରିଥିବା […]