କେନ୍ଦ୍ରାପଡ଼ା,୧୭ା୪:କପାଳେଶ୍ୱର ପଞ୍ଚାୟତର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ପ୍ରଖ୍ୟାତ ଆଧ୍ୟାତ୍ମିକ ଗୁରୁ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଜନ୍ମ ଉତ୍ସବ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଆଶ୍ରମ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଏହି ଜନ୍ମ ଉତ୍ସବ ସାରା ରାଜ୍ୟରେ ପାଳନ କରାଯିବା ପାଇଁ ସ୍ଥିର କରାଗଲା। ଏଥିସହିତ ଶ୍ରୀମାଙ୍କ ପିଙ୍ଗଳ, ଡାମରପୁର, ଧୂମାତ, ଚାରିନଙ୍ଗଳ, ଘିଘିଡିଆ, ନିଆଳି, ଦେଓଗାଁ, ଚଣ୍ଡିଗଡ, ଅସ୍ତରଙ୍ଗ, ବଲୁରିଆ, କଣ୍ଟାବଣ, ଦେଉରୀ, ମନ୍ତ୍ରିପଡା, ବସପୁର […]
କେନ୍ଦ୍ରାପଡା,୧୭ା୪: କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧୋତ୍ସବ ଓ ରକ୍ତଦାନ ଶିବିର ସ୍ଥାନୀୟ ସାନ୍ତସାହି ସ୍ଥିତ ବଳଦେବଜୀୟୁ ମଣ୍ଡପରେ ପାଳିତ ହୋଇଯାଇଛି । ଶୁକ୍ରବାର ସକାଳୁ ସ୍ଥାନୀୟ ଗୋବରୀ ନଦୀଘାଟରେ ତିଳତର୍ପଣ କରାଯାଇ ନୂଆ ବସ୍ଷ୍ଟାଣ୍ଡସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ପରେ ମେଡିକାଲ ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହା ପରେ ଜିଲ୍ଲା ବିଜେଡି […]
ପଟ୍ଟାମୁଣ୍ଡାଇରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧୋତ୍ସବ ପଟ୍ଟାମୁଣ୍ଡାଇ ୧୭/୪ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବିଜେଡି ତରଫରୁ ପ୍ରବାଦପୁରୁଷ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସକାଳୁ ସ୍ଥାନୀୟ ବାଇପାସ ଛକଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ସଂନ୍ଧ୍ୟାରେ ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତରେ ହରପାର୍ବତୀ ମନ୍ଦିର ପ୍ରାଙ୍ଗଣରେ ଏକ ସଭାର ଆୟୋଜନ କରାଯାଇଥିଲା। ଏହି […]
କେନ୍ଦ୍ରାପଡ଼ା,୧୬ା୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନାରୀମାନଙ୍କୁ ଅଗ୍ରାଧିକାର ଦେବା ପାଇଁ ଆହୁତ କାର୍ଯ୍ୟକ୍ରମ ନାରୀଶକ୍ତି ବନ୍ଦନ ପାଇଁ ଏକ ବିଶାଳ ଶୋଭାଯାତ୍ରା ସଂସଦୀୟ ନିର୍ବାଚନମଣ୍ଡଳୀ କ୍ଷେତ୍ର ସଂଯୋଜିକା ଡ଼. ଜ୍ୟୋତ୍ସ୍ନାରାଣୀ ଜେନାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଶୋଭାଯାତ୍ରା କେନ୍ଦ୍ରାପଡା ସହରର ନୂଆ ବସଷ୍ଟାଣ୍ଡରୁ ବାହାରି ସହର ପରିକ୍ରମା କରି ତିନିମୁହାଣୀରେ ପହଞ୍ଚିଥିଲା। ଏଥିରେ ଦୁଇ ହଜାରରୁ ଅଧିକ ନାରୀ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାରୀ ଶକ୍ତି […]
କେନ୍ଦ୍ରାପଡ଼ା,୧୬ା୪:କେନ୍ଦ୍ରାପଡା ବ୍ଲକ ଅଧିନ ଗୁଣ୍ଡୁଚି ବଟରେ ବିଶ୍ୱଶାନ୍ତି ମହାଯଜ୍ଞ ଉଦଘାଟିତ ହୋଇଯାଇଛି। ଏହି ଯଜ୍ଞକୁ ଉଦଘାଟନ କରି ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ପ୍ରଖ୍ୟାତ ଆଧ୍ୟାତ୍ମିକ ଗୁରୁ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ପାଞ୍ଚ ମହାଯଜ୍ଞର ବର୍ଣ୍ଣନା କରି କହିଲେ ଅନ୍ନଯଜ୍ଞ, ଜ୍ଞାନଯଜ୍ଞ, ଘୃତଯଜ୍ଞ, ନାମଯଜ୍ଞ ଓ ସେବାଯଜ୍ଞ କରିଲେ ଦେଶର ମଙ୍ଗଳ ହେବା ସହିତ ଭଲ ବର୍ଷା ହୋଇପାରିବ। ଫଳରେ ଧରିତ୍ରୀ ଶସ୍ୟଶାମଳା ହୋଇ ଭଲ ଫଳ […]
ପଟ୍ଟାମୁଣ୍ଡାଇ ତା ୧୫/୪କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ଆଧ୍ୟାତ୍ମିକ ପୀଠ ପଟ୍ଟାମୁଣ୍ଡାଇ ରାଧାରମଣ ମଠରେ ପ୍ରଭୁ ଶ୍ରୀ ଶ୍ରୀ ରାଧାରମଣ ଦେବଙ୍କ ଶୁଭ ଆବିର୍ଭାବ ମହୋତ୍ସବ ଉଦଯାପିତ ହୋଇଯାଇଛି । ପୁରୀ ଗୋବର୍ଧନ ପୀଠର ସନ୍ଥ ସଂରକ୍ଷକ ସ୍ୱାମୀ ଅସୀମାନନ୍ଦ ଦାସମହାରାଜ ଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପ୍ରଭୁ ରାଧାରମଣ ଦେବ, ପ୍ରଭୁ ଶ୍ରୀଜଗନ୍ନାଥ,ବଳଭଦ୍ର, ମା ସୁଭଦ୍ରା, ଗୋପେଶ୍ୱର ମହାଦେବ ଓ ପ୍ରଭୁ ହନୁମାନଜୀଉଙ୍କ ଯଥାରୀତି ପୂଜାର୍ଚନା ସହ ବିଶାଳ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ […]
କେନ୍ଦ୍ରାପଡ଼ା,୧୫ା୪:ନିଳକଣ୍ଠପୁର ଗ୍ରାମପଞ୍ଚାୟତର ନୂଆପାଟଣା ଗ୍ରାମରେ ଝାମୁଯାତ୍ରା ଅନୁଷ୍ଠିତ ହୋଇଯାଇଛି। ନୂଆପାଟଣା ଗ୍ରାମର ମା’ମଙ୍ଗଳା ସିଦ୍ଧ ପୀଠ ମନ୍ଦିରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ପବିତ୍ର ପଣାସଂକ୍ରାନ୍ତୀ ଅବସରରେ ଝାମୁଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥିନିମନ୍ତେ ପ୍ରଥମେ କାକଟପୁର ମା’ମଙ୍ଗଳାଙ୍କ ପାଖରୁ ଆଜ୍ଞାମାଳ ଆସିବା ପରେ ଏହି ଝାମୁଯାତ୍ରା ଆରମ୍ଭ ହୋଇଥିଲା। ପାଟୁଆମାନେ ନିଆଁରେ ଚାଲିବା ପରେ ଦଣ୍ଡନାଚ କରିଥିଲେ। ଗ୍ରାମବାସୀମାନଙ୍କ ସହଯୋଗ ଓ ପରିଚାଳନାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହାକୁ […]
କେନ୍ଦ୍ରାପଡ଼ା,୧୫ା୪: ଗୁଜୁରାଟରକୁ ଦାଦନ ଖଟିବାକୁ ଯାଇଥିବା କେନ୍ଦ୍ରାପଡା ସଦର ଥାନା ପୁରୁଷୋତ୍ତମପୁର ପଂଚାୟତର ସନ୍ନ୍ୟାସପୁର ଗାଁର ଜଣେ ୪୨ବର୍ଷୀୟ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ତ୍ରିଲେଖ ବେହେରା(୪୨)। ସେ ସୁରଟର ଏକ ଲୁଗା କାରଖାନାରେ କାମ କରୁଥିବା ବେଳେ ବିଦ୍ୟୁତ ଆଘାତରେ ଜୀବନ ଚାଲିଯାଇଛିି। ଏହି ଖବର ପାଇବା ପରେ ସ୍ତ୍ରୀ ଓ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି। କାନ୍ଦ ବୋବାଳିରେ ଘର ଫାଟିପଡୁଥିବା ବେଳେ ଗାଁରେ […]
୨୦୨୬ ହନୁମାନ ଜୟନ୍ତୀ ଅବସରରେ କେନ୍ଦ୍ରାପଡା ଜିଲାର ବିଭିନ୍ନ ସ୍ଥାନରେ ବିଶ୍ୱହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ପକ୍ଷରୁ ବିରାଟ ଶୋଭାଯାତ୍ରା ଓ ଝଣ୍ଡା ଯାତ୍ରା ଆୟୋଜିତ ହୋଇଛି । ଏହି ଶୋଭାଯାତ୍ରା ଦେଖିବା ପାଇଁ ସହରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା । ପୋଲିସ ଦ୍ୱାରା ନିରାପତ୍ତା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ପଟ୍ଟାମୁଣ୍ଡାଇ ୧୪/୪ ମହା ବିଷୁବ ସଂକ୍ରାନ୍ତି, ଓଡ଼ିଆ ନବବର୍ଷ ଓ ହନୁମାନ ଜୟନ୍ତୀ ଅବସରରେ […]
କେନ୍ଦ୍ରାପଡ଼ା,୧୪ା୪:କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅଧିନ ନରସିଂହପୁର ଗ୍ରାମରେ ଓଡିଶା କଳାକ୍ଷେତ୍ର ପକ୍ଷରୁ ଓଡିଆ ନବବର୍ଷ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କଳାକ୍ଷେତ୍ରର କେନ୍ଦ୍ରାପଡା ଜିଲ୍ଲା ସଭାପତି ବ୍ରଜବନ୍ଧୁ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ସାମ୍ବାଦିକ ସୁଦର୍ଶନ ମହାପାତ୍ର ମୁଖ୍ୟଅତିଥି, ଓଡିଶା ଭାଗବତ ପ୍ରଚାର ସମିତି, ପଟ୍ଟାମୁଣ୍ଡାଇର ବ୍ଲକ ସଭାପତି ବିଦ୍ୟାଧର ମହାନ୍ତି, ପ୍ରବଚକ ଶରତ ଚନ୍ଦ୍ର ସିଂହ, ନାଟ୍ୟ ନିର୍ଦ୍ଦେଶକ ଭୀମସେନ ପ୍ରଧାନ, ପାଲାଗାୟକ ଗୋଲଖ ବେହେରା, ଡେରାବିଶ […]

