କେନ୍ଦ୍ରାପଡ଼ା,୨୨ା୩:କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ରଥଦାଣ୍ଡରେ ଗରାପୁର ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ବ୍ରହ୍ମପୁରସ୍ଥିତ ଶ୍ରୀଜଗନ୍ନାଥ ଦିବ୍ୟାଙ୍ଗ ଅନୁଷ୍ଠାନ ଦ୍ୱାରା ଗତ ୧୯ତାରିଖ ଠାରୁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ୩୬ବେଶ କାର୍ଯ୍ୟକ୍ରମ ଆରମ୍ଭବ ହୋଇଛି। ଆଜି ଏହି କାର୍ଯ୍ୟକ୍ରମର ତୃତୀୟ ସନ୍ଧ୍ୟାରେ ଜିଲ୍ଲାପାଳ ରଘୁରାମ ଆର. ଆୟର ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ। ଏଥିରେ […]
କେନ୍ଦ୍ରାପଡ଼ା,୨୧ା୩:୫୩ନମ୍ବର ଜାତୀୟ ରାଜପଥର ନିର୍ମାଣ କାର୍ଯ୍ୟ କରୁଥିବା ଠିକାସଂସ୍ଥା ର ଗାଡି ଗୁଡିକର ଆବଶ୍ୟକ କାଗଜପତ୍ର ନଥାଇ ଜାତୀୟ ରାଜପଥରେ ଚାଲୁଥିବା ଦେଖାଯାଇଛି। ଏନେଇ କେନ୍ଦ୍ରାପଡା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜାତୀୟ ରାଜପଥରେ ଗାଡି ଯାଞ୍ଚ ସମୟରେ ଏଭଳି ଘଟଣା ଲୋକଲୋଚକୁ ଆସିଛି। ଶନିବାର ପୂର୍ବାହ୍ନରେ ଶ୍ୟାମସୁନ୍ଦରପୁରଗଡା ନିକଟସ୍ଥ କେନାଲବ୍ରିଜ ଉପରେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଗାଡି ଗୁଡିକ ଯାଞ୍ଚ ଚାଲିଥିବା ବେଳେ ଏହି ଠିକାସଂସ୍ଥାର ବୋଲେରୋ […]
କେନ୍ଦ୍ରାପଡ଼ା,୨୧ା୩:ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଆୟୋଜିତ ଜିଲ୍ଲାସ୍ତରୀୟ ବିଭିନ୍ନ ସ୍ୱାସ୍ଥ୍ୟ ବୈଠକ ଓ ସମୀକ୍ଷା ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ପୁରୁଣା ମେଡିକାଲ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ମାତୃ ସ୍ୱାସ୍ଥ୍ୟ, ପ୍ରଜନନ ସ୍ୱାସ୍ଥ୍ୟ, ନବଜାତ ଶିଶୁ ଯତ୍ନ ଓ ଶିଶୁ ମୃତ୍ୟୁ ସମୀକ୍ଷା ସହିତ ଅମ୍ଲାନ, ଟୀକାକରଣ, ପରିବାର ନିୟୋଜନ ଓ ପିସିପିଏନଡିଟି କାର୍ଯ୍ୟକ୍ରମ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ବିଶେଷକରି ଏଚ୍ପିଭି ଟୀକାକରଣ ମାଧ୍ୟମରେ ଜରାୟୁ […]
କେନ୍ଦ୍ରାପଡ଼ା,୨୧ା୩:ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସ୍ୱତନ୍ତ୍ର ଗାଡି ମଟର ଯାଞ୍ଚ ଅଭିଯାନ ଆରମ୍ଭ କରାଯାଇଛି। ପ୍ରଥମେ କଟକ-ଚାନ୍ଦବାଲି ରାସ୍ତାର ଦୁହୁରିଆ ଛକରେ ଏହି ଅଭିଯାନ ଆରମ୍ଭ ହୋଇଥିଲା। ସେଠାରେ ଓଆର-୦୫-ଏଏମ- ୭୫୨୯ନମ୍ବର ରାଜଭଟ ପ୍ରାଇଭେଟ ବସ୍ର ଫିଟନେସ ନଥିବାରୁ ୧୧ହଜାର ଟଙ୍କା ଜୋରିମାନା କରାଯାଇଥିଲା। ପରେ ରାଉତରାୟ ବସକୁ ନିର୍ଦ୍ଧାରିତ ସଂଖ୍ୟାରୁ ଅଧିକ ଯାତ୍ରୀ ପରିବହନ ପାଇଁ ୪ହଜାର ୨ଶହ ଟଙ୍କା ଓ ଟ୍ୟୁଙ୍କିଲ ବସ ଠାରୁ ଫେୟାର […]
ସାହିତ୍ୟ ଏକ ସମୃଦ୍ଧ ଜାତିର ପରିଚୟ କେନ୍ଦ୍ରାପଡା ୨୧/୩ : ଉଦଘାଟିତ ହୋଇଯାଇଛି ଷଷ୍ଠ କେନ୍ଦ୍ରାପଡା ସାହିତ୍ୟ ଉତ୍ସବ ଆଜି କେନ୍ଦ୍ରାପଡା ଦୁହୁରିଆ ସ୍ଥିତ ବିଏସ ଗାଡ଼େର୍ନ ଠାରେ ଉଦ୍ଘାଟିତ ହୋଇଯାଇଛି । ପ୍ରଥମ ଦିନରେ ଭାରତୀୟ ଐତିହ୍ୟର ସୁରକ୍ଷା, ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସ, ଆଧୁନିକ ଗଳ୍ପ ଓ କବିତା ପ୍ରଭୃତି ସମ୍ପର୍କରେ ବହୁ ବିଶିଷ୍ଟ ବ୍ୟକ୍ତି ଆଲୋଚନା କରିଥିଲେ । ଏହି କେନ୍ଦ୍ରାପଡା ସାହିତ୍ୟ ଉତ୍ସବକୁ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ […]
ଗ୍ଲୋବାଲ ବ୍ରିଲିଆଂଟ ସ୍କୁଲର ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ୨୧/୩ -ଜ୍ଞାନର ବିସ୍ପୋରଣ ଓ ଶିକ୍ଷା ଉପରେ ଜଗତୀକରଣର ପ୍ରଭାବ ଛାତ୍ରୀଛାତ୍ର ମାନଙ୍କୁ ପ୍ରତିଯୋଗିତା ସମ୍ପନ୍ନ ହେବାକୁ ଆଜି ଉତ୍ସାହିତ କରିଛି । ବିଭିନ୍ନ କ୍ଷେତ୍ରରେ ସଫଳତା ପାଇଁ ଦୃଢ ଇଛାଶକ୍ତି ଓ କଠୋର ସାଧାନା ଛାତ୍ରୀଛାତ୍ରଙ୍କ ପକ୍ଷରେ ଅପରିହାର୍ଯ୍ୟ ହୋଇପଡିଛି । ପୁନଶ୍ଚ କୃତ୍ରୀମ ବୁଦ୍ଧିମତାର ପ୍ରୟୋଗ ଦ୍ୱାର ଶିକ୍ଷା କ୍ଷେତ୍ରରେ ଏକ ନୃତନଯୁଗର ଅଭିଉଦୟ ହେବାକୁ ଯାଉଛି ।ଏହାକୁ […]
ପଟ୍ଟାମୁଣ୍ଡାଇ ୨୦/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଥିବା ଅଙ୍ଗନୱାଡି କେନ୍ଦ୍ରରେ କାର୍ଯ୍ୟରତ ଅଙ୍ଗନୱାଡି କର୍ମୀ ଏବଂ ସହାୟିକାମାନେ ଗତ ଦେଢ ମାସ ହେବ ସେମାନଙ୍କର ଦରମା ପାଇନାହାଁନ୍ତି। ଯାହା ଫଳରେ ସେମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କର୍ମୀମାନଙ୍କ ପାଇଁ ସେମାନଙ୍କ ପରିବାର ପ୍ରତିପାଳନ କରିବା କଷ୍ଟକର ହୋଇପଡ଼ିଛି। ସେମାନେ ସେମାନଙ୍କର ଦରମା ଦେବା ପାଇଁ ବ୍ଲକ କ୍ଲର୍କ ଏବଂ ଅପରେଟରଙ୍କୁ ନିରନ୍ତର ସୂଚନା ଦେଇ ଆସୁଛନ୍ତି। ହେଲେ […]
କେନ୍ଦ୍ରାପଡ଼ା,୨୦ା୩:କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀ ବଳଦେବଜୀଉଙ୍କ ରଥଦାଣ୍ଡରେ ଶ୍ରୀଜଗନ୍ନାଥଙ୍କ ୩୬ବେଶ ପ୍ରଦର୍ଶନୀ କାର୍ଯ୍ୟକ୍ରମର ଶୁଭ ଉଦଘାଟନ ହୋଇଯାଇଛି। ଗରାପୁର ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ମହାରାଜଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବରିଷ୍ଠ ଡାକ୍ତର ବୈକୁଣ୍ଠନାଥ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଶୁଭଉଦଘାଟନ କରିଥିଲେ। ବହ୍ମପୁରସ୍ଥିତ ଦିବ୍ୟାଙ୍ଗ ଅନୁଷ୍ଠାନର କର୍ମକର୍ତ୍ତା ଭବାନୀଶଙ୍କର […]
କେନ୍ଦ୍ରାପଡ଼ା,୨୦ା୩:କେନ୍ଦ୍ରାପଡା ଉପକାରାଗାର ପରିସରରେ ଅନ୍ତେବାସୀମାନଙ୍କ ଶାରୀରିକ, ମାନସିକ ଓ ଆଧ୍ୟାତ୍ମିକ ଉନ୍ନତି ନିମନ୍ତେ ଏକ ସୁଦର୍ଶନ କ୍ରିୟା ଓ ଯୋଗ ଶିକ୍ଷା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆର୍ଟ ଅଫ୍ ଲିଭିଂ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ତେବାସୀମାନଙ୍କ ଜୀବନରେ ସକାରାତ୍ମକ ମନୋଭାବ, ଆତ୍ମନିୟନ୍ତ୍ରଣ ଓ ମନରେଶାନ୍ତି ଆଣିବା ଦିଗରେ ଏକ ସଫଳ ପଦକ୍ଷେପ ଭାବେ ପରିଗଣିତ ହୋଇଛି। ଯୋଗଗୁରୁ ଦୀପକ ମୁନାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଶିବିରରେ ଯୋଗ, ପ୍ରାଣାୟାମ […]
କେନ୍ଦ୍ରାପଡ଼ା,୨୦ା୩:ଓଡିଶା ସରକାରଙ୍କ ଏମଏସଏମଇ ବିଭାଗର କମିଶନର-ତଥା-ସଚିବ ରଶ୍ମିତା ପଣ୍ଡା କେନ୍ଦ୍ରାପଡା ଜିଲ୍ଲା ଗସ୍ତର ଦ୍ୱିତୀୟ ଦିନରେ ବିଭିନ୍ନ ସ୍ଥାନ ପରିଦର୍ଶନ କରି ଅନେକ ଗୁରୁତ୍ୱପୂର୍ଣ୍ଣ ସରକାରୀ ଯୋଜନା ଓ ଉନ୍ନୟନମୂଳକ କାର୍ଯ୍ୟର କ୍ଷେତ୍ରସ୍ତରୀୟ କାର୍ଯ୍ୟନ୍ୱୟନର ସମୀକ୍ଷା କରିଥିଲେ। ପରିଦର୍ଶନ ସମୟରେ ସେ ପର୍ଯ୍ୟଟନ, ସ୍ୱାସ୍ଥ୍ୟସେବା, କ୍ରୀଡ଼ା ଅବସ୍ଥାପନା, ଗ୍ରାମୀଣ ଉନ୍ନୟନ, ପାନୀୟ ଜଳ, ଜୀବିକା ସୃଷ୍ଟି ଓ କୌଶଳ ବିକାଶ ସମ୍ବନ୍ଧୀୟ ବିଭିନ୍ନ ପ୍ରକଳ୍ପର ପ୍ରଗତିକୁ ଅନୁଧ୍ୟାନ କରିଥିଲେ। ଏହି […]

