କେନ୍ଦ୍ରାପଡ଼ା,୮ା୩:ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନାରୀ ସଶକ୍ତ ଓ ସ୍ୱାବଲମ୍ବୀ ହେଲେ ସମୃଦ୍ଧ ଓଡ଼ିଶା ଗଠନ ସମ୍ଭବ ବୋଲି କହିଥିଲେ। ସେ ପୁରୀଠାରୁ ଆଭାସୀ ମାଧ୍ୟମରେ ସୁଭଦ୍ରା ଯୋଜନାର ଚତୁର୍ଥ […]

ପଟ୍ଟାମୁଣ୍ଡାଇ ୮/୩- ପଟ୍ଟାମୁଣ୍ଡାଇ ଅଂଚଳର ସଂଗ୍ରାମୀ ନେତା ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଓ ସମିତି ସଭ୍ୟ ଶ୍ରୀକାନ୍ତ ସାହୁଙ୍କ ରବିବାର ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୯ବର୍ଷ ବୟସ ହୋଇଥିଲା । ସେ ଗତ କିଛି ଦିନ ହେବ ଅସୁସ୍ଥ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ଆଜି ସକାଳେ ହସ୍ପିଟାଲରେ ତାଙ୍କର ମୃତ୍ୟୁ ପରେ ତାଙ୍କ ମର ଶରୀରକୁ ପଟ୍ଟାମୁଣ୍ଡାଇ ସହର […]

ପଟ୍ଟାମୁଣ୍ଡାଇ ତା ୮/୩- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଢାଖଣ୍ଡ ମଠସାହି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଅଧ୍ୟୟନରତ ୨୫୭ଜଣ ଶିକ୍ଷାର୍ଥୀଙ୍କ ମା ମାନଙ୍କୁ ନେଇ ଏକ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।  ପୂର୍ବତନ ପ୍ରଧାନଶିକ୍ଷକ ଶିକ୍ଷାବିତ ରାମ ଚନ୍ଦ୍ର ମିଶ୍ରଙ୍କ ପୌରହିତ୍ୟରେ ଆୟୋଜିତ ମାତୃ ସମ୍ମିଳନୀରେ ସ୍କୁଲ ପରିଚାଳନା କମିଟି ସଭାପତି ଦମୟନ୍ତୀ ଗିରି ମୁଖ୍ୟଅତିଥି,ଗୁଲ ନଗର ଗାୟତ୍ରୀ ପରିବାର ମହିଳା ମଣ୍ଡଳ ମୁଖ୍ୟ ସ୍ରୋତସ୍ବିନୀ ପାତ୍ର […]

ମେଡିକାଲ କଲେଜ ପ୍ରତିଷ୍ଟା ଘୋଷଣା ପାଇଁ ଦାବୀ ପଟ୍ଟାମୁଣ୍ଡାଇ ୮/୩ – କେନ୍ଦ୍ରାପଡାରେ ନୂତନ ସରକାରୀ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଘୋଷଣା କରାଯାଇଛି । ଯାହା ଅଂଚଳର ଉଚ୍ଚଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ହୋଇପାରିବ ବୋଲି ଶନିବାର କେନ୍ଦ୍ରାପଡା ଜିଲାର ଅଗ୍ରଣୀ ସଂଗଠନ ଜନମଂଚ ପକ୍ଷରୁ ପଟ୍ଟାମୁଣ୍ଡାଇରେ ଏକ ବୈଠକରେ ସଭ୍ୟାମାନେ ସରକାରୀ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତତ ସହିତ କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା […]

ପଟ୍ଟାମୁଣ୍ଡାଇ ତା ୮/୩-ପଟ୍ଟାମୁଣ୍ଡାଇ ଅଂଚଳର କୃଷକମାନଙ୍କୁ ଉତ୍ତମ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ପଟ୍ଟାମୁଣ୍ଡାଇ ସହର ଉପକଣ୍ଠ ଆହାର କେନ୍ଦ୍ର ସମ୍ମୁଖରେ ୧୫/ଏ କେନାଲ କଂକ୍ରିଟ କରଣର ଆଜି ଶୁଭ ଶିଳାନ୍ୟାସ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ କେନାଲ କଂକ୍ରିଟ କରଣ କାର୍ଯ୍ୟର ଶୁଭ ଶିଳାନ୍ୟାସ କରି ପଟ୍ଟାମୁଣ୍ଡାଇ ଅଂଚଳର ଚାଷୀମାନଙ୍କୁ ଉତ୍ତମ ଜଳସେଚନ ସୁବିଧା ଯୋଗାଇବା ସହିତ […]

ପଟ୍ଟାମୁଣ୍ଡାଇ କୋର୍ଟରେ ଆନ୍ତର୍ଯ୍ୟତିକ ମହିଳା ଦିବସ   ପଟ୍ଟାମୁଣ୍ଡାଇ ୮/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ବିଶ୍ୱ ମହିଳା ଦିବସ ଅବସରରେ ମହିଳାମାନଙ୍କୁ ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଏବଂ ସଶକ୍ତିକରଣ ବିଷୟରେ ସଚେତନ କରିବା ପାଇଁ ଏକ ଆଇନ ସଚେତନା କର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ ସଭିଲ କୋଟ୍ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି । ତାଲୁକ ଆଇନସେବା ଅଧ୍ୟକ୍ଷ ଏଡିଜେ ବିଦ୍ୟାଧର ପୃଷ୍ଠିଙ୍କ […]

ତୃଟିପୂର୍ଣ୍ଣ ଜଳପରିଚାଳନ ଯୋଗୁଁ କୃଷିକାର୍ଯ୍ୟ ବାଧା ମୌଳିକ ସୁବିଧାରୁ ବଂଚିତ ସାଧାରଣ ଲୋକେ   ପଟ୍ଟାମୁଣ୍ଡାଇ 7/3 -କେନ୍ଦ୍ର ସରକାର ୨୦୪୭ ସୁଦ୍ଧା ଭାରତକୁ ସମ୍ପୂର୍ଣ୍ଣ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ସଂକଳ୍ପ ନେଇଛନ୍ତି । ଏହି ଲକ୍ଷ୍ୟ ହାସଲ କରିବା ପାଇଁ ଗାଁରୁ ସହରରେ ଆର୍ôଥକ ବିକାଶ କରି ବୃହତମ ଅର୍ଥନୀତିରେ ପରିଣତ କରିବା. ଭିତିଭୂମି-ଉନ୍ନତ ସଡ଼କ, ରେଳ, ଏବଂ ବିମାନବନ୍ଦର ନିର୍ମାଣ, ଶିକ୍ଷା ବ୍ୟବସ୍ଥାରେ ସଂସ୍କାର […]

କେନ୍ଦ୍ରାପଡ଼ା,୭ା୩:ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ସବଡିଭିଜନର ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କୁ ଭିଜିଲାନ୍ସ ଧରିଛି। ଦୁଇଜଣ ଅତିରିକ୍ତ ଏସପି, ୯ଜଣ ଡିଏସପି ଓ ୯ଜଣ ଇନସପେକ୍ଟରଙ୍କ ସମେତ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ତାଙ୍କର ବିଭିନ୍ନ ସ୍ଥାନରେ ଥିବା ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଉପରେ ଚଢାଉ କରିଛନ୍ତି। ତାଙ୍କର ଭୁବନେଶ୍ୱର ବାଲିଅନ୍ତାରେ ଥିବା ୪ମହଲା କୋଠା, କଟକ ଚୈାଦ୍ୱାରରେ ଥିବା […]

କେନ୍ଦ୍ରାପଡ଼ା, ୭ା ୩: କେନ୍ଦ୍ରାପଡା ସହରର ମୀରପାଟଣା ଗ୍ରାମରେ ଶନିବାର ଦିନ ବହୁ ପୁରାତନ ଦୋଳ ମେଲଣ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ଆରଧ୍ୟା ଦେବତା ଶ୍ରୀ ମା ଥାନପତି ଠାକୁରାଣୀଙ୍କ ପ୍ରାଙ୍ଗଣରେ ପ୍ରତିବର୍ଷ ପରି ଦୋଳ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ମେଲଣ ଉତ୍ସବରେ ମୀରପାଟଣା ଗ୍ରାମ ଦେବତୀଙ୍କ ନିମନ୍ତ୍ରଣରେ ସହର ଓ ଆଖାପାଖ ଅଞ୍ଚଳରୁ ୧୪ଟି ବିମାନ ଯୋଗଦେଇଥିଲେ । ଚାଟରାପାଟଣାର ରାଧାଗୋବିନ୍ଦଜୀଉ, ଇଚ୍ଛାପୁରର […]

କେନ୍ଦ୍ରାପଡ଼ା,୭ା୩ : କେନ୍ଦ୍ରାପଡା ସହର ଉପକଣ୍ଠ ଭରତପୁର ଗ୍ରାମର ପ୍ରସିଦ୍ଧ ମକ୍କଦ୍ଦମ ଦୋଳମେଲଣ ମହାସମାରୋହରେ ଉଦଯାପିିତ ହୋଇଯାଇଛି। ଏହି ଉପଲକ୍ଷେ ଶ୍ରୀ ଗୋପାଳଜୀଉଙ୍କ ମକ୍କଦ୍ଦମ ଦୋଳମେଲଣ ଶ୍ରୀଦଧିବାବନଜୀଉଙ୍କ ମନ୍ଦିର ସମ୍ମୁଖ ଠାକୁରଦାଣ୍ଡରେ ଗୁରୁବାର ରାତିରେ ଅନୁଷ୍ଠିତ ହୋଇଥିବା ବେଳେ ଶୁକ୍ରବାର ସୀତାରାମ ମଠ ପଡିଆରେ ପ୍ରବୋଧ କୁମାର ଦାସଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଦୋଳ ମେଲଣରେ ୧୮ଟି ବିମାନ ବାଜା ବଜାଇ, ବାଣ ଫୁଟାଇ ରୋଷଣୀକରି ମେଲଣ […]

Breaking News