କେନ୍ଦ୍ରାପଡ଼ା,୨୪ା୪ : ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ପ୍ରତିଷ୍ଠାତା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଏକ ବ୍ୟକ୍ତିତ୍ୱ ବିକାଶ ଶିବିରର ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମଇମାସ ୨୨ତାରିଖ ଠାରୁ ୨୫ତାରିଖ ପର୍ଯ୍ୟନ୍ତ ଏକ ଚାରିଦିନିଆ ବ୍ୟକ୍ତିତ୍ୱ ବିକାଶ ଶିବିର ଆଶ୍ରମ ପରିସରରେ କରାଯିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏହି ଶିବିରରେ ଅଷ୍ଟମ ଶ୍ରେଣୀ ଠାରୁ ମହାବିଦ୍ୟାଳୟ ପର୍ଯ୍ୟନ୍ତ ଅଧ୍ୟୟନରତ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ […]

କେନ୍ଦ୍ରାପଡ଼ା,୨୪ା୪ : କାଶ୍ମୀରର ପହଲଗାଁଓ ପର୍ଯ୍ୟଟନ ସ୍ଥଳରେ ଜେହାଦୀମାନେ ଯେପରି ହିନ୍ଦୁ ପର୍ଯ୍ୟଟକମାନଙ୍କୁ ବାଛି ବାଛି ନୃଶଂସ ଭାବେ ହତ୍ୟା କଲେ ତାହାକୁ କେନ୍ଦ୍ରାପଡା ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଙ୍ଘ ଦୃଢ ନିନ୍ଦା କରିଛି। ଗୁରୁବାର ସନ୍ଧ୍ୟାରେ ମହାସଙ୍ଘର ସଭାପତି ଶରତ କୁମାର ବେହୁରାଙ୍କ ଆହ୍ୱାନରେ ମହାସଙ୍ଘର କାର୍ଯ୍ୟାଳୟରେଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ସମଗ୍ର ଦେଶପାଇଁ ଜେହାଦୀମାନଙ୍କ ଏପରି ବର୍ବରକାଣ୍ଡ ଏକ କଠୋର ଆହ୍ୱାନ ବୋଲି ଦର୍ଶାଇ ସମସ୍ତ ରାଜନୈତିକ […]

କେନ୍ଦ୍ରାପଡା ୨୩/୪: ରାଷ୍ଟ୍ରବାଦୀ ସାମାଜିକ ସଂଗଠନ “ଜୟ ରାଷ୍ଟ୍ର ଚାରିଟେବଲ୍ ଟ୍ରଷ୍ଟ’ ପକ୍ଷରୁ ଜମ୍ମୁ କାଶ୍ମୀର ପେହେଲଗାମ୍ ଠାରେ ଆତଙ୍କବାଦୀ ଆକ୍ରମଣରେ ବୀରଗତି ପ୍ରାପ୍ତ ହୋଇଥିବା ପର୍ଯ୍ୟଟକ ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଗୋପ ରାମ ମନ୍ଦିରରେରେ ପ୍ରଥମେ ମୃତକଙ୍କ ସଦ୍ଗତି ପାଇଁ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ପରେ ସମୁହ ଦୀପଦାନ କରାଯାଇଥିଲା । ଅନୁଷ୍ଠାନର କର୍ମକର୍ତ୍ତା ମାନେ ଏକ ମହମବତୀ ଶୋଭାଯାତ୍ରାରେ […]

କେନ୍ଦ୍ରାପଡ଼ା,୨୩ା୪ : ବଳଦେବସେନା ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ଜମ୍ମୁ ଓ କାଶ୍ମୀରର ପହଲଗମରେ ଆତଙ୍କି ଆକ୍ରମଣରେ ପ୍ରାଣ ହରାଇଥିବ ବ୍ୟକ୍ତିବିଶେଷଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରି ଶ୍ରୀଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ନିକଟରେ ସମୂହ ଦୀପଦାନ କରାଯାଇଛି। ସେବକ ନୃଷିଂହ ପ୍ରସାଦ ପତ୍ରୀ କହିଥିଲେ ଯେ ଆତଙ୍କବାଦୀ ମାନେ ନିରୀହ ପର୍ଯ୍ୟଟକଙ୍କୁ ତାଙ୍କର ଧର୍ମ ପଚାରି ଗୁଳି ମାରିଥିଲେ ଏହି ଅମାନୁଷିକ କାର୍ଯ୍ୟକଳାପ ପାଇଁ […]

କେନ୍ଦ୍ରାପଡ଼ା,୨୩ା୪: କେନ୍ଦ୍ରାପଡ଼ା ଜିଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ବିଶ୍ୱ ପୁସ୍ତକ ଦିବସ ଓ ଅଣୁକବି ବ୍ରହ୍ମାନନ୍ଦ ଦାସଙ୍କ ୮୭ ତମ ଜୟନ୍ତୀ ସମାରୋହ ସ୍ଥାନୀୟ ପବ୍ଲିକ ରିଡିଂ ରୁମରେ ପରିସରରେ ସାହିତ୍ୟ ସଂସଦର କାର୍ଯ୍ୟକାରୀ ସଭାପତି କବି କରୁଣାକର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ତୁଳସୀ ମହିଳା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଶିକ୍ଷାବିତ ଅଜୟ କୁମାର ସାମଲ, ମୁଖ୍ୟବକ୍ତା ଭାବେ କ୍ରାଷ୍ଟ କଲେଜର […]

କେନ୍ଦ୍ରାପଡ଼ା,୨୩ା୪: ବର୍ତ୍ତମାନ ସମୟରେ ଯାତ୍ରାପାଟି ମାଲିକ, କଳାକାରଙ୍କ ମଧ୍ୟରେ ବିବାଦ ଦେଖାଯାଇଛି । ଏହା ମଧ୍ୟ କେନ୍ଦ୍ରାପଡା ଜିଲ୍ଲାରେ ଦେଖାଯାଇଛି । ଏହି ପରିପ୍ରେକ୍ଷିରେ ଗରାପୁର ଡାକବଙ୍ଗଳାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କମିଟର ସଭାପତି ମିହିର ସାମଲ କହିଛନ୍ତି ଆଜି ଯାତ୍ରା ପାର୍ଟିରେ ଯେଉଁ ଝଡ଼ ସୃଷ୍ଟି ହୋଇଛି ସେଥିପାଇଁ ଯାତ୍ରା ମାଲିକମାନେ ଅଧିକାଂଶରେ ଦାୟୀ । ଆହୁରି ସେମାନେ କହିଛନ୍ତି ଯେ ଯାତ୍ରା ପାର୍ଟି ମାଲିକ ଓ କଳାକାରମାନେ […]

କେନ୍ଦ୍ରାପଡ଼ା,୨୨ା୪: ଏକ ଯୈାତୁକ ଜନିତ ନିର୍ଯ୍ୟାତନା ମାମଲାର ବିଚାର କରି କେନ୍ଦ୍ରାପଡା ଆଡହକ ଫାଷ୍ଟଟ୍ରାକ କୋର୍ଟ ଜଜ ତ୍ରିବିକ୍ରମ କେଶରୀ ଚିନ୍ନାରା ଅଭିଯୁକ୍ତ ରାଜକନିକା ଥାନା ଅନ୍ତର୍ଗତ ବାଲିସାହି ଗ୍ରାମର ଅଜୟ କୁମାର ନାଥକୁ ସାଢେ ତିନି ବର୍ଷ ଜେଲ ଦଣଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହ ଦୋଷୀକୁ ୧୦ହଜାର ଟଙ୍କା ଜୋରିମାନାରେ ଦଣ୍ଡିତ କରିଛନ୍ତି। ଜୋରିମାନା ଅନାଦେୟ ଦୋଷୀକୁ ଅଧିକ ୩ମାସ ଜେଲଦଣ୍ଡ ଭୋଗିବାକୁ ପଡିବ ବୋଲି କୋର୍ଟ ତାଙ୍କ […]

ଗଣଧାରଣରେ ଜିଲ୍ଲାବାସୀଙ୍କ ଦାବି ମୁଖ୍ୟମନ୍ତ୍ରୀ ଲିଖିତ ପ୍ରତିଶୃତି ଦିଅନ୍ତୁ କେନ୍ଦ୍ରାପଡ଼ା, ୨୨ା୪: ମେଡିକାଲ କଲେଜ ପ୍ରତିଷ୍ଠା କେନ୍ଦ୍ରାପଡା ଜିଲ୍ଲାବାସୀଙ୍କ ପାଇଁ କେବଳ ଦାବି ନୁହେଁ। ଏହା ଜିଲ୍ଲାର ସ୍ୱାଭିମାନ ଓ ସମ୍ମାନର ପ୍ରଶ୍ନ ହେଇ ଯାଇଛି। ରାଜ୍ୟରେ ତିନୋଟିି ମେଡିକାଲ କଲେଜ ଥିଲାବେଳେ କେନ୍ଦ୍ରାପଡା ଜିଲ୍ଲାବାସୀ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଆନ୍ଦୋଳନ ଆରମ୍ଭ କରିଥିଲେ। ପୂର୍ବ ସରକାର ଠାରୁ ଏବର ସରକାର ପର୍ଯ୍ୟନ୍ତ ସତରଟି ମେଡିକାଲ କଲେଜ ଘୋଷଣା […]

କେନ୍ଦ୍ରାପଡ଼ା,୨୨ା୪: ଅସରାଏ ବର୍ଷାରେ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଭାଗୀୟ ଶ୍ରମ ସଂସ୍ଥାପକଙ୍କ କାର୍ଯ୍ୟାଳୟ ପରିସରରେ ଆଣ୍ଠୁଏ କାଦୁଅ ସୃଷ୍ଟି ହୋଇଛି। ଏହି ରାସ୍ତା ଦେଇ ଶ୍ରମିକ ଓ କର୍ମଚାରୀମାନେ ଯିବା ଆସିବାରେ ବିଭିନ୍ନ ସମସ୍ୟା ସୃଷ୍ଟି ହେଉଛି। ବର୍ଷା ହେଲେ ଏଭଳି ପରିସ୍ଥିତି ସୃଷ୍ଟି ହେଉଛି ବୋଲି କେତେକ ଶ୍ରମିକ ନେତା କହିଛନ୍ତି। ସେହିପରି ଏହା ପରିସରକୁ ବିଭିନ୍ନ କାର୍ଯ୍ୟରେ ଆସୁଥିବା ଶ୍ରମିକମାନେ ମଧ୍ୟ ହଇରାଣ ହରକତ ହେଉଥିବା ପ୍ରକାଶ କରିଛନ୍ତି। […]

ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା କଟକ ୨୨/୪- କଟକ-ପରାଦୀପ ରାସ୍ତାର ଗତିରାଉତ ପାଟଣା ନିକଟରେ ମଙ୍ଗଳବାର ବଡିଭୋର ସମୟରେ ପୋଲିସ ପିସିଆର ଭ୍ୟାନ ସହିତ ବାଲି ବୋଝେଇ ହାଇୱା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଆଉ ଜଣେ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ତାଙ୍କୁ ଏସସିବିରେ ଭର୍ତି କରାଯାଇଥିବା ଜଣାଯାଇଛି। […]

Breaking News

error:Content is protected !!