ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ ପଟ୍ଟାମୁଣ୍ଡାଇ ୨୮/୨– କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟର ବିଜ୍ଞାନ ବିଭାଗ ପକ୍ଷରୁ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ଏଥିରେ ରୋବଟିକ, ଆର୍ଟିଫିସିଆଲ ଇଂଟେଲଜେନ୍ସି ବିଷୟକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନାଚକ୍ର ଅନୁଷ୍ଠିତ ହୋଇବା ସହିତ ଏକ କୁଇଜ ପ୍ରତିଯୋଗିତା କାରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଜ୍ଞାନର ବିଭିନ୍ନ ବିଭାଗର ଛାତ୍ରୀଛାତ୍ରମାନେ ଭାଗ ନେଇଥିଲେ । କଲେଜ ଅଧ୍ୟକ୍ଷ ପ୍ରଫେସର ଉମାକାନ୍ତ […]

ପଟ୍ଟାମୁଣ୍ଡାଇ ୨୭/୨-ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ବେଲତଳ ଠାକୁରପାଟଣା ବାସୁଦେବ ମନ୍ଦିର ପ୍ରାଙ୍ଗଣରେ ଶ୍ରୀମଦ ଭାଗବତ ପାରାୟଣ ସପ୍ତା ଗତ ୧୯ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ସର୍ବପ୍ରଥମେ ଶୁଭାଧିବାସ, ଭାଗବତପାରାୟଣ, ବଳିଦାନ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଇ ଅବସରରେ ଆୟୋଜିତ ପ୍ରବଚନ କାର୍ଯ୍ୟକ୍ରମରେ ପୁରୀର, ପ୍ରବଚକ ଛନ୍ଦା ଚରଣ ଦାଶ, ଯାଜପୁରର ବାବାଜୀ ବିଜୟ ରାଘବେନ୍ଦ୍ର ଦାଶ, ବେଲତଳର ପଣ୍ଡିତ […]

ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ପକ୍ଷରୁ ବୃକ୍ଷ ରୋପଣ ପଟ୍ଟାମୁଣ୍ଡାଇ ୨୭/୨ -ଜଳବାୟୁ ପରିବର୍ତନ ଆଜି ବିଶ୍ୱରେ ଆଲୋଡ଼ନ ସୃଷ୍ଟି କରିଛି। ପ୍ରଦୂଷଣ ଏହାର ମୁଖ୍ୟ କାରଣ। ଏହା ମାନବ ସମାଜ ଓ ସମ୍ପୂର୍ଣ୍ଣ ଜୀବଜଗତ ପ୍ରତି ଭୟଙ୍କର ବିପଦ ସୃଷ୍ଟି କରିଛି। ଆମର ଅଦୂରଦର୍ଶିତା କାର୍ଯ୍ୟଧାରା ପୃଥିବୀର ବାୟୁମଣ୍ଡଳ ପ୍ରଦୂଷଣ କରିବା ସହ ତାପମାତ୍ରାରେ ଅସ୍ୱାଭାବିକ ବୃଦ୍ଧି ଘଟାଉଛି। ଜଳବାୟୁ ପରିବର୍ତନର ମୁକାବିଲା ପାଇଁ ଚାରା ରୋପଣ ଅତ୍ୟନ୍ତ ଜରୁରୀ […]

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରାଜନଗର ବ୍ଲକ ଡାଙ୍ଗମାଳ ସେବା ସମବାୟ ସମିତିରେ ଚାଷୀ ଧାନ ଦେଇ ନ ପାରି ମିଲ କୁ ଆଣିବା ଓ ଆଖି ସ୍କାନ କରି ନପାରି ଟଙ୍କା ନ ପାଇବା ଦୁଃଖରେ ମୃତ୍ୟୁ ବରଣ କରିବା ଅଭିଯୋଗ ରାଜ୍ୟରେ ଆଲୋଡନ ସୃଷ୍ଟି କରିଛି। ଏହି ସେବା ସମବାୟ ସମିତି ଅଧୀନରେ ଥିବା ଜୁଣଗଡି ଗ୍ରାମର ଚାଷୀ ତ୍ରିଲୋଚନ ନାୟକ(୫୨) ସେହି ଦୁଃଖରେ ଭାଙ୍ଗି ପଡ଼ିଥିବା ସହ ହୃଦଘାତରେ […]

କେନ୍ଦ୍ରାପଡା,୨୬ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁରଠାରେ ସରସ୍ୱତୀ ସରକାରୀ ଉଚ୍ଚବିଦ୍ୟାଳୟ ପରିସରରେ ବାଗ୍‌ଦେବୀ ମା ସରସ୍ୱତୀଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କେନ୍ଦ୍ରାପଡା ଜିଲ୍ଲାର ବି.ଡି.ଓ ଅଭିଷେକ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବୃକ୍ଷରୋପଣ କରିଥିଲେ । ଓସ୍ତପୁର ସରପଞ୍ଚ ପ୍ରଶନ୍ନ ରାଉତ ବିଶିଷ୍ଟ ଅତିଥି ଭାବେ ଯୋଗଦେଇଥିବା ବେଳେ କେନ୍ଦ୍ରାପଡା ଓଷ୍ଟାର ସଭାପତି ଅଶୋକ କୁମାର ପରିଡା, […]

ପଟ୍ଟାମୁଣ୍ଡାଇ ତା ୨୫/୨- କେନ୍ଦ୍ରାପଡ଼ା ଜିଲ୍ଲାର ଦ୍ୱିତୀୟ ବୃହତମ କଲେଜ ପଟ୍ଟାମୁଣ୍ଡାଇ ଅଂଚଳର ଗୌରବମୟ ଇତିହାସର ମୂକସାକ୍ଷୀ ପଟ୍ଟାମୁଣ୍ଡାଇ କଲେଜର ସୁବର୍ଣ୍ଣ ଜୟନ୍ତୀ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ପଟ୍ଟାମୁଣ୍ଡାଇ କଲେଜର ୫୦ବର୍ଷ ପୂର୍ତ୍ତି ଉତ୍ସବକୁ ମନୋରମ ଓ ଉଦାହରଣୀୟ କରିବା ପାଇଁ କଲେଜ କର୍ମଚାରୀ ପରିଷଦ ବୈଠକରେ ନୀତିଗତ ନିଷ୍ପତ୍ତି ନିଆ ଯାଇଛି ।  ଆସନ୍ତା ଏପ୍ରିଲ ୩ ୪ ୫ ତାରିଖ ୩ […]

କେନ୍ଦ୍ରାପଡ଼ା୨୫/୨ ଲୋକସଭା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ପ୍ରତିବାଦରେ ବୁଧବାର କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଭାଜପାର ଦୁଇ କେନ୍ଦ୍ରମନ୍ତ୍ରୀ ଏବଂ ଜଣେ ସାଂସଦଙ୍କ ବିରୋଧରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆଙ୍କ ନିକଟରେ ଅଭିଯୋଗ ହୋଇଛି। କେନ୍ଦ୍ରମନ୍ତ୍ରୀ ହରଦିପ ସିଂହ ପୁରୀ, ସାଂସଦୀୟ ବ୍ୟାପାର ମନ୍ତ୍ରୀ କିରନ ରିଜୁଜୁ, ସାଂସଦ ନିଶିକାନ୍ତ ଦୁବେଙ୍କ ବିରୋଧରେ ଏହି ଅଭିଯୋଗ କରଯାଇଛି। ଅପମାନଜନକଭାଷା ପ୍ରୟୋଗ, […]

ପଟ୍ଟାମୁଣ୍ଡାଇ ତା ୨୩/୨- ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ଗୌରବମୟ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲର ଆଦର୍ଶ ଶିକ୍ଷକ ତଥା ବେଲତଳ ଭୋଳି ବାବା ମଠ ପରିଚାଳନା କମିଟି ପୂର୍ବତନ ସଭାପତି ଗୋପାଳ ବିହାରୀ ଦାଶଙ୍କ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଭୋଳି ବାବା ମଠ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମଠ ପରିଚାଳନା କମିଟି ସଭାପତି ନୃସିଂହ ଚରଣ ପାଢ଼ୀଙ୍କ ପୌରହିତ୍ୟ ଓ ବେଲେଶ୍ୱର ସାହିତ୍ୟ ସଂସଦ ସମ୍ପାଦକ […]

କେନ୍ଦ୍ରାପଡ଼ା,୨୩ା୨:କେନ୍ଦ୍ରାପଡା ଜିଲ୍ଲାରେ ଏକ ସରକାରୀ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ସହ ଏଠାରେ ଏକ ବୃହତ ଜାହାଜ ନିର୍ମାଣ କାରଖାନା ଓ ଜିଲ୍ଲାର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀୟୁଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ନିମନ୍ତେ ସରକାର ନୀତିଗତ ନିଷତ୍ତି ନେଇଥିବାରୁ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି। ଚଳିତ ବିଧାନସଭା ଅଧିବେଶନରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ଏହି ତିନୋଟି ପ୍ରକଳ୍ପ ଘୋଷଣା କରିଥିବାରୁ ସରକାର […]

କେନ୍ଦ୍ରାପଡ଼ା,୨୩ା୨:କେନ୍ଦ୍ରାପଡା ସହରର ମହିପାଳ ସ୍ଥିତ କୁନ୍ତଳାକୁମାରୀ ଚାରୁ ଓ କାରୁ କଳା ବିଦ୍ୟାଳୟରେ ଚାଲିଥିବା ବାର୍ଷିକ ପରୀକ୍ଷା ଶେଷ ହୋଇଛି। ଏଥିରେ କୁନି କୁନି ଚିତ୍ରଶିଳ୍ପୀମାନେ ସେମାନଙ୍କ କରିସ୍ମା ଦେଖାଇଛନ୍ତି। ପିଲାମାନେ ଗ୍ରୀଷ୍ମ ପ୍ରବାହ ସଂକ୍ରାନ୍ତରେ ସଚେତନତା ବାର୍ତ୍ତ ଥିବା ଚିତ୍ର, ଗ୍ରୀଷ୍ମ ଲହରୀରୁ କିପରି ରକ୍ଷା ପାଇ ହେବ ସେ ସଂକ୍ରାନ୍ତୀୟ ଚିତ୍ର, ଗ୍ରୀନ୍ ହାଉସ ଗ୍ୟାସକୁ ରୋକିବା ପାଇଁ ହେଲେ ସବୁଜ ବଳୟ ସୃଷ୍ଟି କରିବାର ଚିତ୍ର, […]

Breaking News