କେନ୍ଦ୍ରାପଡ଼ା,୧୭ା୩ : କେନ୍ଦ୍ରାପଡା ସହର ଉପକଣ୍ଠ ଭରତପୁର ଗ୍ରାମର ପ୍ରସିଦ୍ଧ ମକ୍କଦ୍ଦମ ଦୋଳମେଲଣ ମହାସମାରୋହରେ ଉଦଯାପିିତ ହୋଇଯାଇଛି। ଏହି ଉପଲକ୍ଷେ ଶ୍ରୀ ଗୋପାଳଜୀଉଙ୍କ ମକ୍କଦ୍ଦମ ଦୋଳମେଲଣ ଶ୍ରୀଦଧିବାବନଜୀଉଙ୍କ ମନ୍ଦିର ସମ୍ମୁଖ ଠାକୁରଦାଣ୍ଡରେ ରବିବାର ରାତିରେ ଅନୁଷ୍ଠିତ ହୋଇଥିବା ବେଳେ ସୋମବାର ସୀତାରାମ ମଠ ପଡିଆରେ ପ୍ରବୋଧ କୁମାର ଦାସଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଦୋଳ ମେଲଣରେ ୧୮ଟି ବିମାନ ବାଜା ବଜାଇ, ବାଣ ଫୁଟାଇ ରୋଷଣୀକରି ମେଲଣ […]

କେନ୍ଦ୍ରାପଡା, ୧୭/୩- ମଦ ପାଇଁ ମହାଭାରତ । ତାତିଲେ ମହିଳା ଭଙ୍ଗାରୁଜା ସହ ପୋଡିଲେ ଚାଖେଣା ଦୋକାନ । ଉତ୍ତେଜନା ସ୍ଥଳରେ ପହଁଞ୍ôଚ ବୁଝା ସୁଝା କରୁଛି ପୋଲିସ । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଓଲଢ଼ି ଠାରେ ଥିବା ସରକାରୀ ବିଦେଶୀ ମଦ ଦୋକାନକୁ ଆଜି ଶତାଧିକ ମହିଳା ମାନେ ଘେରାଉ କରିବା ସହ ପୋଡା ଜଳା କରିବା ଦେଖିବାକୁ ମିଳିଛି । ତେବେ ସୂଚନା ଆନୁଯାୟୀ ଗତ କାଲି […]

କେନ୍ଦ୍ରାପଡ଼ା,୧୭ା୩: ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଅଧିନରେ ଫାର୍ମ ପୋଖରୀ ଖୋଳାରେ ଅନିୟମିତତା ହୋଇଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ କୁରୁଜଙ୍ଗା ଗ୍ରାମପଞ୍ଚାୟତର ମହେଶପୁର-ଶଙ୍କରପୁର ଗ୍ରାମରେ୨୦୨୩-୨୪ଆର୍ଥିକ ବର୍ଷରେ ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ମନରେଗା ଯୋଜନାରେ କୃଷ୍ଣଚନ୍ଦ୍ର ସାହୁ ଏବଂ ନବକିଶୋର ସାହୁଙ୍କ ଫାର୍ମ ପୋଖରୀ ଖୋଳାଯାଇଛି। କିନ୍ତୁ କୃଷ୍ଣଚନ୍ଦ୍ର କିମ୍ବା ନବକିଶୋରଙ୍କ ନିଜସ୍ୱ ଜମିରେ ଏହି ପୋଖରୀ […]

କେନ୍ଦ୍ରାପଡ଼ା, ୧୭ା୩: ସମାନ କାମ ପାଇଁ ସମାନ ଦରମା ଏବଂ ସମାନ ପଦବୀ ନୀତି ହେଉ। ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଗୁଡିକୁ ସରକାରୀ ଘୋଷଣା କରାଯାଉ। ଜିଲ୍ଲାର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳୁ ବୋଲି ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘ ଜିଲ୍ଲା ବୈଠକରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ଏହି ବୈଠକ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଗାନ୍ଧୀ ଭବନରେ ଅନୁଷ୍ଠିତ ହୋଇଥିଲା। ପଟ୍ଟାମୁଣ୍ଡାଇ […]

କେନ୍ଦ୍ରାପଡ଼ା,୧୭ା୩: ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥକୁ ୮ଲେନ ବିଶିଷ୍ଟ ରାଜପଥରେ ପରିଣତ କରାଯିବା ପାଇଁ ରାସ୍ତା ନିର୍ମାଣ ଚାଲିଛି। ଏହି ରାସ୍ତା ନିର୍ମାଣରେ ବ୍ୟବହୃତ ହେଉଥିବା କେନ୍ଦ୍ରାପଡାର ମାଟି ଓ ବାଲିକୁ ବନ୍ଦ କରାଯିବା ନିମନ୍ତେଌିଲ୍ଲାପାଳଙ୍କ ନିକଟରେ ଦାବି କରିଛି ମାଟି ବାଲି ପାଣି ସୁରକ୍ଷା ମଞ୍ଚ,କେନ୍ଦ୍ରାପଡା। ମଞ୍ଚ ପକ୍ଷରୁ ଆଇନଜୀବୀ ବିଧୁଭୂଷଣ ମହାପାତ୍ର କହିଛନ୍ତି ଯେ ଏହି ରାସ୍ତା ନିର୍ମାଣରେ ମାଟି ବ୍ୟବହାରକୁ ସଂପୂର୍ଣ୍ଣରୂପେ ବନ୍ଦ କରାଯିବା ସହିତ ଗତ […]

କେନ୍ଦ୍ରାପଡ଼ା, ୧୬ା୩ : କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ବ୍ଲକ୍‌ରେ ୬ଶହ ବର୍ଷର କନିକା ରାଜମେଳଣ ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି। ପାଂଚଦିନ ଧରି କାଳିକାପୁର, ଆୟତନ, ଦେଉଳି ଏବଂ ଗିରୀଆ ମେଳଣ ଉତ୍ସବ ପରେ କନିକାର ପ୍ରସିଦ୍ଧ ମେଳଣ ଉତ୍ସବର ଶେଷ ଦିନ କନିକା ରାଜପ୍ରସାଦ ଆଗରେ ରାଜ ମେଳଣ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି। ଏହି ରାଜ ମେଳଣ ଉତ୍ସବକୁ ଦେଖିବା ପାଇଁ ଲୋକେ ପ୍ରତିବର୍ଷ […]

ପଟ୍ଟାମୁଣ୍ଡାଇ ୧୬/୩ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ସ୍ଥାନରେ ଦୋଳ ମେଳଣ ପାଳନ ହୋଇଯାଇଛି। ଏହି ଅବସରରେ ପଟ୍ଟାମୁଣ୍ଡାଇ ବଣିକ ସଂଘ ପକ୍ଷରୁ ଶ୍ରୀରାମ ମନ୍ଦିର ଠାରେ ମେଳଣର ଆୟୋଜନ କରାଯାଇଥିଲା। ଏହି ମେଳଣକୁ ପ୍ରାୟ ୧୪ଟି ଦୋଳ ବିମାନ ବିଭିନ୍ନ ଗ୍ରାମରୁ ଆସି ରାମମନ୍ଦିର ପାଢରେ ଏକତ୍ରିତ ହୋଇଥିଲେ। ମେଳଣ ପରେ ସମସ୍ତ ବିମାନରେ ଥିବା ରାଧାକୃଷ୍ଣଙ୍କୁ ଯଥାରୀତି ପୂଜାର୍ଚ୍ଚନା କରାଯାଇଥିଲା। ମେଳଣ ନିକଟରେ ସାରାଦିନ ଭଜନ […]

କିଛି ସ୍ଥାୟୀ ନୁହେଁ, କେହି ବି ଚିରଦିନ ନୁହଁନ୍ତି, ଏହା ଏକ ସତ୍ୟ ଯାହା ଆମେ ସମସ୍ତେ ଜାଣୁ । କିନ୍ତୁ, ସେହି ସତ୍ୟଟକୁି ଆମେ ସବୁଦିନ ପାଇଁ ମନରେ ରଖିବାକୁ ସକ୍ଷମ ହେଉନାହାଁନ୍ତି । ଅନେକ ଲୋକ ହୁଅନ୍ତୁ ବା ରାଜାନେତା ଯେଉଁମାନେ ପଦବୀ, ଖ୍ୟାତି, ଟଙ୍କା ଏବଂ କ୍ଷମତାକୁ ଅନନ୍ତ ବୋଲି ବିଶ୍ୱାସ କରନ୍ତି । ସେଗୁଡ଼ିକୁ ହାସଲ କରିବା ପାଇଁ ଯେକୌଣସି ସୀମାକୁ ଯାଆନ୍ତି । […]

ବିଶ୍ୱର ସମସ୍ତ ଦେଶ, ରାଜ୍ୟ ବିକାଶ ଆଡ଼କୁ ଦ୍ରୁତ ଗତିରେ ବଢିଚାଲୁଛି । ବିକାଶ ଆଡ଼କୁ ଅଗ୍ରଗତି କରି ଲୋକେ କୋଠାବାଟି ଗାଡି ଘୋଡା ବଢିଚାଲିଛି । ବଦ୍ଧିତ ସହରରେ ଲୋକେ ବ୍ୟସ୍ତତା ଭିତରେ ଜୀବନ ଅତିବାହିତ କରୁଛନ୍ତି । ହେଲେ ବିକାଶରେ ସାହାଯ୍ୟ କରିଥିବା ପ୍ରାକୃତିକ ସମ୍ପଦଗୁଡ଼ିକ ପ୍ରତି କେହି ଧ୍ୟାନ ଦେଉନାହାଁନ୍ତି । ଲୋକେ ନବୀକରଣୀୟ ଶକ୍ତି ଆଡକୁ ମୁହାଁଇବା ଆରମ୍ଭ କରୁଥିବା ବେଳେ ପ୍ରାକୃତିକ ସମ୍ପଦ […]

ପଟ୍ଟାମୁଣ୍ଡାଇ ୧୩/୩ – କେନ୍ଦ୍ରାପଡ଼ା କ୍ରେଡିଟ କୋ-ଅପରେଟିଭ ସୋସାଇଟି ପଟ୍ଟାମୁଣ୍ଡାଇ ଶାଖାର ୨୨ତମ ସ୍ୱନକ୍ଷତ୍ର ଉତ୍ସବ ସୋସାଇଟି ଶାଖା ପରିସରରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ଶାଖା ପରିଚାଳକ ମାନସ ରଞ୍ଜନ ରାଉତଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ କେସିସିଏଲ ସଭାପତି ପ୍ରମୋଦ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଦୀର୍ଘ ୨୨ବର୍ଷ ହେଲା ପଟ୍ଟାମୁଣ୍ଡାଇ ଶାଖା ସରକାରୀ ନୀତି ନିୟମ ମଧ୍ୟରେ ଉତମ ଗ୍ରାହକ ସେବା ଯୋଗାଇବା ସହିତ […]