କେନ୍ଦ୍ରାପଡ଼ା,୧୯ା୧:ଜିଲ୍ଲାର ପ୍ରମୁଖ ସାହିତ୍ୟ ସଂଗଠନ ମୌସୁମୀ ସାହିତ୍ୟ ପରିଷଦ ଆନୁକୂଲ୍ୟରେ ସ୍ଥାନୀୟ ସାନ୍ଧ୍ୟ ମହାବିଦ୍ୟାଳୟ ପରିସରରେ ବିଶିଷ୍ଠ ଶିକ୍ଷାବିତ୍ ଓ ପରିଷଦର ସଭାପତି ପ୍ରଫେସର ନନ୍ଦ କିଶୋର ପରିଡାଙ୍କ ଜନ୍ମୋତ୍ସବ ପାଳନ ସହ ଏକ ଭବ୍ୟ ଶିଶିର କବିତା ଆସର ଅନୁଷ୍ଠିତ ହେଇଯାଇଛି। ଏହି ଅବସରରେ ଜିଲ୍ଲାର ବିଭିନ୍ନ ସାହିତ୍ୟାନୁଷ୍ଠାନ,ଶିକ୍ଷାବିତ୍ ଓ ବୁଦ୍ଧିଜୀବି ମାନଙ୍କ ପକ୍ଷରୁ ଉପଢୌକନ ସହ ପୁଷ୍ପଗୁଚ୍ଛ ପ୍ରଦାନକରି ଶ୍ରୀ ପରିଡାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଏହି ଉପଲକ୍ଷେ ଆୟୋଜିତ […]
ପଟ୍ଟାମୁଣ୍ଡାଇ, ୧୯/୧- “ଶିକ୍ଷା ମଣିଷ ଜୀବନକୁ ଆଲୋକିତ ଓ ସଫଳ କରିଥାଏ । ଅଜ୍ଞାନତାକୁ ବିନାଶ କରି ଜ୍ଞାନର ଆଲୋକ ବିତରଣ କରି ଛାତ୍ରଛାତ୍ରୀମାନଙ୍କୁ ସୁନାଗରିକ ଭାବେ ଗଢି ତୋଳିବାରେ ସହାୟକ ହୋଇଥାଏ ବୋଲି ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଦ୍ମଲୋଚନ ନୋଡାଲ ବିଦ୍ୟାପୀଠର ୨ଦିନିଆ ବାର୍ଷିକ ଉତ୍ସବର ଉଦଯାପନୀ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ ପ୍ରକାଶ କରିଛନ୍ତି । ବିଧାୟକ ଶ୍ରୀସାହୁ […]
ପଟ୍ଟାମୁଣ୍ଡାଇ ତା ୧୯/୧- ପଟ୍ଟାମୁଣ୍ଡାଇ କଲେଜ ରାଜନୀତି ବିଜ୍ଞାନ ବିଭାଗ ଓ ଓଳାଭର କଲେଜ ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ମିଳିତ ଆନୁକୂଲ୍ୟରେ ଡେମୋକ୍ରାଟାଇଜିଙ୍ଗ ଡେମୋକ୍ରେସୀ, ଅପରଚ୍ୟୁନିଟିଜ ଆଣ୍ଡ ଚ୍ୟାଲେଞ୍ଜସ ଶୀର୍ଷକ ରାଜ୍ୟ ସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଉମାକାନ୍ତ ପାତ୍ରଙ୍କ ପୌରହିତ୍ୟ ଓ ଅଧ୍ୟାପକ ଡ଼ ଆଲୋକ ସାହୁଙ୍କ ସଂଯୋଜନାରେ ଆୟୋଜିତ ଆଲୋଚନାଚକ୍ରରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତି ଓ ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟ […]
ପଟ୍ଟାମୁଣ୍ଡାଇ ୧୯/୧ – ପଟ୍ଟାମୁଣ୍ଡାଇ କଲେଜର ୫୫ତମ ବାର୍ଷିକ ନାଟ୍ୟ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଉମାକାନ୍ତ ପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଓଡିଶାର ବିଶିଷ୍ଟ ନାଟ୍ୟକାର ଗଣେଶ ରାଉତ ମୁଖ୍ୟଅତିଥି, ଚଳଚିତ୍ର ଓ ନାଟ୍ୟ ନିର୍ଦେଶକ ଦେବ ପାତ୍ର ମୁଖ୍ୟବକ୍ତା ଓ ଯାତ୍ରା କଳାକାର ମୁନୁ ପଣ୍ଡା ଓ ଜୀବନ ଜ୍ୟୋତି ପତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ସାମାଜିକ ପରିବର୍ତନରେ […]
କେନ୍ଦ୍ରାପଡ଼ା,୧୮ା୧:କେନ୍ଦ୍ରାପଡ଼ା ଜିଲା ଠିକାଦାର ସଂଘର ଏକ ବୈଠକ କେନ୍ଦ୍ରାପଡ଼ା ସହର ଉପକଣ୍ଠ ଶ୍ୟାମସୁନ୍ଦରପୁରରେ ଥିବା ଚଣ୍ଡିଆ ପ୍ୟାଲେସରେ ଅନୁଷ୍ଠିତ ହୋଇଯାଇଛି। ସଂଘର ଆବାହକ ଭୂବନମୋହନ ସିଂଙ୍କ ବୈଠକରେ ସଂଘର ଉଦ୍ଦେଶ୍ୟ ଓ କାର୍ଯ୍ୟକାରିତା ଉପରେ ଆଲୋଚନା କରିଥିବା ବେଳେ ଅଧ୍ୟକ୍ଷତା କକରିଥିଲେ ସଂଘର ବରିଷ୍ଠ ସଦସ୍ୟ ଲିଆକତ ଅଲ୍ଲୀ। ଏହି ବୈଠକରେ ଠିକାଦାରମାନଙ୍କ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଉପରେ ଆଲୋଚନା ହୋଇଥିଲା। କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ […]
କେନ୍ଦ୍ରାପଡ଼ା ତା. ୧୫/୧- କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ପଲିଶ୍ରୀ ମେଳାର ଜିଲ୍ଲା ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ ନୁପୁର ଡ୍ୟାନ୍ସ ଏକକ୍ଷଡେମୀ ତରଫରୁ ଓଡିଶା ସଂସ୍କୃତି, କଳା, ପର୍ବପର୍ବାଣିକୁ ନେଇ ଚିତା କର୍ଷକ ପାରମ୍ପରିକ ନୃତ୍ୟ ପରିବେଷଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ବରିଷ୍ଠ ସାହିତ୍ୟିକ ଡଃ ବାସୁଦେବ ଦାସ, ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ […]
କେନ୍ଦ୍ରାପଡ଼ା,୧୫ା୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଗ୍ରାମ ପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚ ଆନୁକୂଲ୍ୟରେ ସ୍ୱାମୀ ବିବେକାନ୍ଦଙ୍କର ୧୬୩ ତମ ଜୟନ୍ତୀ ପଞ୍ଚାୟତର ସଭାଗୃହରେ ଶିକ୍ଷାବିତ ବ୍ରଜ କିଶୋର ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ପାଳନ ହୋଇଯାଇଛି । ଉକ୍ତ ଉତ୍ସବରେ ଡଃ ସର୍ବେଶ୍ୱର ସେଣ ମୁଖ୍ୟ ଅତିଥି ମାନସ ଭୂଷଣ ପଣ୍ଡିତ ହୃଷୀକେଶ ରଥ ମୁଖ୍ୟ ବକ୍ତା ଭ୍ରମରବର ନନ୍ଦ ସମ୍ମାନନୀୟ ଅତିଥି ଭାବେ ଯୋଗଦାନ କରିଥିଲେ । ଜୟନ୍ତୀ ସଂଯୋଜକ […]
ପଟ୍ଟାମୁଣ୍ଡାଇ ୧୪/୧ – ପଟ୍ଟାମୁଣ୍ଡାଇ ଅଚଂଳର ସର୍ବପୁରାତନ ଗୌରବମୟ ସରକାରୀ ଶିକ୍ଷାନୁଷ୍ଠାନ ଏମ.ଏନ ହାଇସ୍କୁଲର ୮୩ତମ ପ୍ରତିଷ୍ଠା ଦିବସ ପୁରାତନ ଛାତ୍ରସଂସଦ ପକ୍ଷରୁ ପାଳିତ ହୋଇଯାଇଛି । ପୁରାତନ ଛାତ୍ର ସଂସଦ ସଭାପତି ସଚିନନ୍ଦନ ଦାସଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପୁରାତନ ଛାତ୍ର ସଂସଦ ଉପଦେଷ୍ଟା ପ୍ର-ଦୁର୍ଯ୍ୟଧନ ପରିଡା, ଭରତ ଚନ୍ଦ୍ର ପାତ୍ର, କୈଲାସ ଚନ୍ଦ୍ର ପାତ୍ର, ସମ୍ପାଦକ ପୂର୍ବତନ ପ୍ରଧାନଶିକ୍ଷକ କଣ୍ଡୁରି ଚରଣ ସ୍ୱାଇଁ, କୋଷାଧ୍ୟକ୍ଷ ଗୋପୀନାଥ […]
ପଟ୍ଟାମୁଣ୍ଡାଇ ୧୪/୧ – କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଉତିକଣଅଂଚଳ ସର୍ବ ପ୍ରାଚୀନ ଆରାଧ୍ୟ ଦେବତା ପ୍ରଭୁ ଚନ୍ଦ୍ରମୌଳିଙ୍କ ପ୍ରସିଦ୍ଧ ଶୈବପୀଠରେ ହଜାର ହଜାର ଭକ୍ତଙ୍କ ସମାଗମରେ ହିନ୍ଦୁ ରୀତିନୀତିର ଅନନ୍ୟ ମହୋତ୍ସବ ମକର ସକ୍ରାନ୍ତି ଉତ୍ସବ ଓ ମକର ମେଳା ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଚନ୍ଦ୍ରମୈାଳିଙ୍କ ମକରଯାତ୍ରା ଉତ୍ସବ ସମଗ୍ର ଅଚଂଳର ଅନନ୍ୟ ଆଧ୍ୟାତ୍ମିକ ଉତ୍ସବ ଭାବରେ ପରିଚିତ । ୧୨ ମାସ ୧୩ […]
କେନ୍ଦ୍ରାପଡା ୧୩/୧- ତ୍ରୟବିଂଶ ରାଜ୍ୟ ସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକ ମେଳାରେ ଓଡିଆ ସଙ୍ଗୀତ ଜଗତର ବେତାଜ୍ ବାଦ୍-ଶାହା ଅକ୍ଷୟ ମହାନ୍ତିଙ୍କ ସ୍ମତିରେ ତ୍ରୟବିଂଶ ଚିର ସବୁଜ ଅକ୍ଷୟ ମହାନ୍ତି ସ୍ମୃତି ସଙ୍ଗୀତ ସନ୍ଧ୍ୟା ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ରେଡ଼ିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ମହୀପାଳ ଟେଲିକମ୍ ଗ୍ରାଉଣ୍ଡ୍ରେ ମହାସମାରୋହରେ ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି। କଳା ନିକେତନ ଏବଂ ରେଡ଼ିଓ ଭାବଗ୍ରାହୀର ପ୍ରତିଷ୍ଠାତା ତଥା […]

