କେନ୍ଦ୍ରାପଡ଼ା,୧୧ା୧:କେନ୍ଦ୍ରାପଡ଼ା ଜିଲ୍ଲା ଅଧିନ କୁଦାନଗରୀ ଥାନା ଅନ୍ତର୍ଗତ ହୁରାସାହି-ଘୋଡାଦଣ୍ଡା କେନାଲ ବନ୍ଧ ରାସ୍ତାରେ ଜଣେ ଗହଣା ଦୋକାନୀଙ୍କୁ ହାଣି ଦୁର୍ବୃତ୍ତମାନେ ଗହଣା ବ୍ୟାଗ ଓ ଟଙ୍କା ଲୁଟି ନେଇଛନ୍ତି। ଏହି ଆକ୍ରମଣରେ ଗହଣା ଦୋକାନୀଙ୍କ ଦୁଇ ହାତର ପାପୁଲି ଛିଣ୍ଡି ଯାଇଛି। ଆକ୍ରମଣର ଶିକାର ଗହଣା ଦୋକାନୀ ହେଉଛନ୍ତି କେନ୍ଦ୍ରାପଡ଼ା ସଦର ଥାନା ଅଧିନ ଠାକୁରହାଟ ଅଞ୍ଚଳର ଲିଟୁ ନନ୍ଦୀ ଓରଫ ଲିଟୁ। ଖବର ନେବାରୁ ଜଣାପଡିଛି ଠାକୁରହାଟ ଅଞ୍ଚଳର […]
କେନ୍ଦ୍ରାପଡ଼ା,୧୧ା୧:ମୋଦି ସରକାର ମନରେଗା ଯୋଜନାର ନାମ ପରିବର୍ତ୍ତନ କରି ଭିବିିରାମଜୀ କରିଥିବାରୁ କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ ପକ୍ଷରୁ ତିନିମୁହାଣୀ ଛକସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ଜିଲ୍ଲା କଂଗ୍ରେସ ସଭାପତି ଡାକ୍ତର ଦେବସ୍ମିତା ଶର୍ମାଙ୍କ ନେତୃତ୍ୱରେ ଏକ ଦିବସୀୟ ଉପବାସ ଓ ପ୍ରତିକାତ୍ମକ ଧାରଣା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଦଳର ନେତାମାନେ କହିଥିଲେ ଯେ ୨୦୦୫ମସିହାରେ ୟୁପିଏ ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ ରୋଜଗାର ଆଇନ ପ୍ରଣୟନ […]
କେନ୍ଦ୍ରାପଡ଼ା,୧୧ା୧:କେନ୍ଦ୍ରାପଡ଼ା ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନା ଓ ଭଞ୍ଜ କଳା ନିକେତନ ପକ୍ଷରୁ ରାଜ୍ୟ ସ୍ତରୀୟ ଶିଶିର ମହୋତ୍ସବ ଓ ଯାଜପୁର ଲୋକକଳା ଉତ୍ସବ ଜିଲ୍ଲା ସଂସ୍କୃତି ଭବନରେ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସଂଗୀତ ନିର୍ଦ୍ଦେଶକ ଦିନେଶ କୁମାର ମଲ୍ଲିକ ସଭାପତିତ୍ୱ କରିଥିଲେ। ପ୍ରାରମ୍ଭରେ ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ଜାତୀୟ ପୁରସ୍କାର ପ୍ରାପ୍ତ ସଂଗୀତ ନିର୍ଦ୍ଦେଶକ ବସନ୍ତ କୁମାର ଦାସ […]
କେନ୍ଦ୍ରାପଡ଼ା,୧୦ା୧:କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନରେ ଜିଲ୍ଲା ସଭାପତି ଡାକ୍ତର ଦେବସ୍ମିତା ଶର୍ମାଙ୍କ ଅଧ୍ୟକ୍ଷତାରେ ମନରେଗା ବଞ୍ଚଅ ସଂଗ୍ରାମକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳର ପର୍ଯ୍ୟବେକ୍ଷକ ତଥା ମୁଖପାତ୍ର ଆଇନଜୀବୀ ଲଲାଟେନ୍ଦୁ ଦାସ ଯୋଗଦେଇ କହିଲେ କାମର ଅଧିକାର ସୁରକ୍ଷା ପାଇଁ କଂଗ୍ରେସ ପକ୍ଷରୁ ଦେଶବ୍ୟାପି ଏମଜିଏନଆରଇଜିଏସ ବଞ୍ଚାଅ ସଂଗ୍ରାମ ଆରମ୍ଭ ହୋଇଛି। ଗତ ୨୦୦୫ମସିହାରେ ୟୁପିଏ ସରକାର ଦ୍ୱାରା ପ୍ରଣୀତ ମହାତ୍ମା ଗାନ୍ଧୀ ଜାତୀୟ […]
राउरकेला, 10:1: भुवनेश्वर से राउरकेला जा रहा इंडिया वन एयर का नौ सीटों वाला विमान शनिवार दोपहर लैंडिंग के दौरान दुर्घटनाग्रस्त हो गया। इस हादसे में छह लोग घायल हो गए। विमान राउरकेला के रघुनाथपाली इलाके में गिरा। ओड़ीशा के मुख्यमंत्री मोहन चरण मांझी ने इस हादसे पर गहरा दुख […]
କେନ୍ଦ୍ରାପଡ଼ା,୧୦ା୧:କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ନିଆଳ ଗ୍ରାମର ବିରଞ୍ଚି ନାରାୟଣ ମହାନ୍ତିଙ୍କ ଏକମାତ୍ର କନ୍ୟା +୩ ପ୍ରାଣୀବିଜ୍ଞାନ ସମ୍ମାନ ଶ୍ରେଣୀରେ ଅଧ୍ୟୟନରତ ସ୍ମୃତିଶ୍ରୀ ମହାନ୍ତି ଜଣେ ମେଧାବୀ ଛାତ୍ରୀ ଅଟନ୍ତି। ଏଥିସହିତ ସେ ଜଣେ ଜାତୀୟ କଳାକାର ଓ ସମାଜସେବୀ ଭାବରେ ବିଭିନ୍ନ ଜନହିତକର କାର୍ଯ୍ୟରେ ନିଜକୁ ସାମିଲ କରିଛନ୍ତି। ୱାଲଡ ଚାରିଟି ୱେଲଫେୟାର ଫାଉଣ୍ଡେସନ ପକ୍ଷରୁ ସ୍ମୃତିଶ୍ରୀଙ୍କୁ ବ୍ରହ୍ମପୁରସ୍ଥିତ ଗଞ୍ଜାମ କଳାପରିଷଦ ସମ୍ମିଳନୀ କକ୍ଷରେ ଓଡିଶା ଗୈାରବ […]
ପଟ୍ଟାମୁଣ୍ଡାଇ ତା୧୦/୧-ପଟ୍ଟାମୁଣ୍ଡାଇ ମହିଳା ଡିଗ୍ରୀ ମହାବିଦ୍ୟାଳୟର ୨୫ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶ୍ରୀଧର ବେହେରା ଆନୁଷ୍ଠାନିକ ଭାବେ କ୍ରୀଡା ପତାକା ଉତ୍ତୋଳନ କରି ବାର୍ଷୀକ କ୍ରୀଡା ଉତ୍ସବର ଶୁଭ ଉଦଘାଟନ କରିଥିଲେ । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଏମ ଏନ ହାଇସ୍କୁଲ କ୍ରୀଡା ଶିକ୍ଷକ ଶଶାଙ୍କ ଶେଖର ସାହୁ, ସହକାରୀ ଶିକ୍ଷକ ଶ୍ରୀକାନ୍ତ ମଲିକ, ମହିଳା କଲେଜ କ୍ରୀଡା […]
ପଟ୍ଟାମୁଣ୍ଡାଇ ୧୦/୧ – ପଟ୍ଟାମୁଣ୍ଡାଇ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ଏକ ରାଜ୍ୟ ସ୍ତରୀୟ ଜ୍ଞାନ ଅର୍ଥନୀତି ସସ୍ଥାୟୀ ବିକାଶ ଅଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଉମାକାନ୍ତ ପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନା ଚକ୍ରରେ ଉତ୍କଳ ବିଶ୍ୱବିଦ୍ୟାଳୟର ବିଶ୍ଳେଷଣାତ୍ମକ ଏବଂ ପ୍ରୟୋଗାତ୍ମକ ଅର୍ଥନୀତି ବିଭାଗ ପ୍ରଫେସର ସୁଧାକର ପାତ୍ର ଯୋଗ ଦେଇ ଜ୍ଞାନ ଅର୍ଥନୀତିର ଦୃଢ଼ ଭିତିଭୂମି ପାଇଁ ସର୍ବପ୍ରଥମେ ବିଜ୍ଞାନ ଭିତିକ […]
କେନ୍ଦ୍ରାପଡ଼ା,୯ା୧:ଜମଧର ପ୍ରାଥମିକ କୃଷି ସମବାୟ ସମିତି ପରିସରରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଧାନମଣ୍ଡି ଉଦଘାଟିତ ହୋଇଯାଇଛି। ଜିଲ୍ଲାପାଳ ରଘୁରାମ ଆର. ଆୟାର ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଛନ୍ତି। ଜିଲ୍ଲାପାଳ ସରକାରୀ ନିୟମ ଅନୁଯାୟୀ ସମସ୍ତ ପଞ୍ଜିକୃତ ଚାଷୀମାନଙ୍କ ଧାନ ନିର୍ଦ୍ଧାରିତ ସମୟରେ ଶୃଙ୍ଖଳିତ ଭାବେ କ୍ରୟ କରିବାକୁ ପରାମର୍ଶ ଦେଇଛନ୍ତି। ଜିଲ୍ଲା ଯୋଗାଣ ଅଧିକାରୀ ବେଣୁଧର ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ସ୍ଥିରିକୃତ ନିୟମାବଳୀ […]
ପଟ୍ଟାମୁଣ୍ଡାଇ ତା୯/୧ – ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଦାଣ୍ଡିସାହି ପିଏମଶ୍ରୀ ଜୟହିନ୍ଦ ହାଇସ୍କୁଲର ୬୪ତମ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଭାସ୍କର ଚନ୍ଦ୍ର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ମନୋଜ୍ଞ ଉତ୍ସବରେ ପୂର୍ବତନ ପ୍ରଧାନଶିକ୍ଷକ ଶିକ୍ଷାବିତ ରଂଜିତ ମଲ୍ଲିକ ମୁଖ୍ୟ ଅତିଥି, ବ୍ରାହ୍ମଣୀ କଲେଜ ଓଡ଼ିଆ ଅଧ୍ୟାପକ ମନୋରଞ୍ଜନ ସାହୁ ମୁଖ୍ୟବକ୍ତା ଚୌଦକୁଲାଟ ଫାଣ୍ଡି ଅଧିକାରୀ ନୃସିଂହ ମହାନ୍ତି,ପଟ୍ଟାମୁଣ୍ଡାଇ ବ୍ଲକ ପ୍ରାକ୍ତନ ଅଧକ୍ଷ […]

