କେନ୍ଦ୍ରାପଡ଼ା,୯ା୧:ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ବଡହାଟସ୍ଥିତ ବିଶିଷ୍ଟ ଶିକ୍ଷାବିତ ହୃଷିକେଶ ସିଂହଙ୍କ ଧର୍ମପତ୍ନୀ ସ୍ୱର୍ଗତା ସତ୍ୟଭାମା ସିଂହଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସ୍ମୃତି କମିଟି ସଭାପତି ବରିଷ୍ଠ ଆଇନଜୀବୀ ବିଚିତ୍ରାନନ୍ଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସମ୍ପାଦକ ରମଣୀରଞ୍ଜନ ରାଉତରାୟ, ସଞ୍ଜୟ କୁମାର ଜେନା, ବରିଷ୍ଠ ଆଇନଜୀବୀ ଗଗନବିହାରୀ ଜେନା, ନିରଞ୍ଜନ ମେକାପ, ସଂଗଠନ ସମ୍ପାଦକ […]

କେନ୍ଦ୍ରାପଡ଼ା,୮ା୧: କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ କେନ୍ଦ୍ରାପଡା ନବବର୍ଷ ଉପଲକ୍ଷେ ପୌରାଞ୍ଚଳ ଅନ୍ତର୍ଗତ ଖଡିଅଙ୍ଗ କାର୍ଯ୍ୟାଳୟରେ ଏକ ବନ୍ଧୁମିଳନ ଉତ୍ସବ ମଞ୍ଚର ପ୍ରତିଷ୍ଠାତା ସଭାପତି ବରିଷ୍ଠ ଆଇନଜୀବୀ ଅକ୍ଷୟ କୁମାର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମହା ମିଳନର ଶୁଭ ଅବସରରେ ପ୍ରତେକଟି ସଦସ୍ୟ ସଦସ୍ୟା ପରସ୍ପରକୁ ଫୁଲ ଚନ୍ଦନ ମଣ୍ଡନ କରି କରମର୍ଦ୍ଦନ ପୂର୍ବକ ବନ୍ଧୁତ୍ୱର ସୁଖ ବାଣ୍ଟିବା ସହ ନବବର୍ଷକୁ ସ୍ୱାଗତ କରିଥିଲେ । […]

ପଟ୍ଟାମୁଣ୍ଡାଇ ତା୮/୧ – ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଦାଣ୍ଡିସାହି ପିଏମ ଶ୍ରୀ ଜୟହିନ୍ଦ ହାଇସ୍କୁଲରେ ଗତକାଲି ବିଦ୍ୟାଳୟ ସ୍ତରୀୟ ପିଏମଶ୍ରୀ ଉତ୍ସଵ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଭାସ୍କର ଚନ୍ଦ୍ର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ମନୋଜ୍ଞ ଉତ୍ସବରେ ପୂର୍ବତନମନ୍ତୀ ତଥା କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଥିଲେ ଯେ, ସବୁ ପିଲା ପାଠ ପଢି ଆଇଏଏସ, ଓଏଏସ, ଡାକ୍ତର, ଇଂଜିନିୟର ହେବେ ବୋଲି ଆଶା […]

ପଟ୍ଟାମୁଣ୍ଡାଇ -ତା୭.୧- କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ସର୍ବପୂରାତନ ଶିକ୍ଷାନୁଷ୍ଠାନ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟ ପୁରାତନ ଛାତ୍ର ସଂସଦ କାର୍ଯ୍ୟ ନିର୍ବାହୀ କମିଟିର ଏକ ସଭା ଛାତ୍ର ସଂସଦର ସଭାପତି ଶଚିନନ୍ଦନ ଦାସଙ୍କ ସଭାପତିତ୍ବରେ ବିଦ୍ୟାଳୟ ସଭାଗୃହ ପରିସରରେ ଅନୁଷ୍ଠିତ ହୋଇ ଯାଇଅଛି । ଏହି  ସଭାରେ ବରିଷ୍ଠ ଉପଦେଷ୍ଟା ପ୍ରଫେସର ଦୁର୍ଯୋଧନ ପରିଡା,ପ୍ରଫେସର କୈଳାଶ ଚନ୍ଦ୍ର ପାତ୍ର ,ପ୍ରଧାନ ଶିକ୍ଷକ ଅଶୋକ କୁମାର ରାଉତରାୟ , ସମ୍ପାଦକ ପ୍ରାକ୍ତନ […]

କେନ୍ଦ୍ରାପଡ଼ା,୮ା୧:ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କନ୍ତିଆ ଗ୍ରାମର କୃଷକ ତଥା ସଂଗଠନର ସଭ୍ୟ ସ୍ୱର୍ଗତ ଭାଷ୍କର ଚନ୍ଦ୍ର ବରାଳଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧଦିବସ ଉପଲକ୍ଷେ ଏକ ସ୍ମୃତିଚାରଣ ସଭା ତାଙ୍କ କନ୍ତିଆସ୍ଥିତ ବାସଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ଉପଦେଷ୍ଟା ଦାଶରଥୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ସମାଜସେବୀ କେଦାର ସାମନ୍ତରାୟ, ମୁଖ୍ୟବକ୍ତା ଭାବେ ବିଜୟ କୁମାର ଦାସ, ସଂଗଠନର […]

କେନ୍ଦ୍ରାପଡ଼ା,୮ା୧:ରାଜ୍ୟ ନିର୍ବାଚନ କମିଶନର ମଧୁସୁଦନ ପାଢ଼ୀ କେନ୍ଦ୍ରାପଡ଼ା ଗସ୍ତରେ ଆସି ଜିଲ୍ଲାପାଳ ଏବଂ ଅନ୍ୟ ବିଭାଗୀୟ ଅଧିକାରୀମାନଙ୍କ ସହିତ ପଞ୍ଚାୟତ ନିର୍ବାଚନ ୨୦୨୭ ଏବଂ ପୌର ପରିଷଦର ଆଗାମୀ ନିର୍ବାଚନ ଉପରେ ସମୀକ୍ଷା କରିଛନ୍ତି। ବାଲାଟ ବକ୍ସ ମହଜୁଦ ଏବଂ ତାହାର ସ୍ଥିତି, ଜିଲ୍ଲାର ଜନସଂଖ୍ୟା ପରିସଂଖ୍ୟାନ, ଅସ୍ଥାୟୀ ବୁଥ୍‌, ସମ୍ବେଦନଶୀଳ ଏବଂ ଅତି ସମ୍ବେଦନଶୀଳ ବୁଥ୍‌, ଘରକୁ ଘର ସର୍ଭେ, ପ୍ରାର୍ଥୀ ସଂରକ୍ଷିତ ତାଲିକା, ଭୋଟ ଗଣତି ମତାମତ […]

କେନ୍ଦ୍ରାପଡ଼ା,୭ା୧:କେନ୍ଦ୍ରାପଡ଼ା ଜିଲ୍ଲାରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ସଙ୍ଗୀନ ଅବସ୍ଥାକୁ ଚାଲି ଯାଇଛି। ପରିସ୍ଥିତି ନ ସୁଧୁରିଲେ ଆସନ୍ତା ୧୬ ତାରିଖରେ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ବିଜେଡି ଧମକ ଦେଇଛି। ଏ ନେଇ ବିଜେଡିର ଏକ ପ୍ରତିନିଧି ଦଳ ଏସ୍‌ପି ଓ ଜିଲ୍ଲାପାଳଙ୍କୁ ଭେଟି ଆଇନ୍ ଶୃଙ୍ଖଳା ପରିସ୍ଥିତି ଉପରେ ଆଲୋଚନା କରିଛନ୍ତି। ସେହିପରି ରାଜନଗର ବ୍ଲକରେ ମହିଳା ବିଡିଙ୍କୁ ଆକ୍ରମଣ କରାଯିବା ଘଟଣାରେ ପୋଲିସର ନିଷ୍କ୍ରିୟତା ନେଇ […]

ପୁସ୍ତକମେଳାର ଦ୍ୱିତୀୟ ସନ୍ଧ୍ୟା କେନ୍ଦ୍ରାପଡ଼ା, ୭/୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ କେନ୍ଦ୍ରାପଡା ସହରସ୍ଥ ଟେଲିକମ୍ ପଡିଆରେ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ଦ୍ୱିତୀୟ ସନ୍ଧ୍ୟାରେ ଯୁବ କଳା ଓ ସାଂସ୍କୃତିକ ମହୋତ୍ସବ “ଯୁବ ସ୍ପନ୍ଦନ-୧” ଅନୁଷ୍ଠିତ ହୋଇଯାଇଛି । ଆଜିର ମିଟ ଦ ଟ୍ୟାଲେଣ୍ଟେ କାର୍ଯ୍ୟକ୍ରମରେ ସଫଳ ଯୁବ ପ୍ରତିଭା ମାନେ ଯୋଗଦେଇ କହିଥିଲେ ଯେ ଏକାଗ୍ରତା ଓ କର୍ତ୍ତବ୍ୟନିଷ୍ଠା ହିଁ ସଫଳତାର ଚାବିକାଠି । ଜିଲ୍ଲାର […]

କେନ୍ଦ୍ରାପଡ଼ା,୭ା୧:କେନ୍ଦ୍ରାପଡ଼ା ଶିକ୍ଷା ଜିଲ୍ଲା ଅନ୍ତର୍ଭୁକ୍ତ ପିଏମଶ୍ରୀ କୋରୋ ପଞ୍ଚାୟତ ସଂଯୁକ୍ତ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ପିଏମଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ସୋମନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହକୁ ଓଡ଼ିଶା ବିଧାନସଭାର ପ୍ରାକ୍ତନ ସଚିବ ତଥା ବିଶିଷ୍ଟ ସାହିତ୍ୟିକ ଦାଶରଥି ଶତପଥୀ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦ୍ଘାଟନ କରି କହିଥିଲେ ଆମକୁ ଯେଉଁ ଶିକ୍ଷାନୁଷ୍ଠାନ ସମାଜରେ ପ୍ରତିଷ୍ଠିତ କରି ଛିଡା କରାଇଛି ଆମେ ତାକୁ କେଭେବି […]

କେନ୍ଦ୍ରାପଡ଼ା,୬ା୧:କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ ଆକ୍ରମଣ ଘଟଣାରେ ରାଜ୍ୟ ସରକାରଙ୍କ ନିରବତାକୁ ନେଇ ସବୁ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଆକ୍ରମଣ କରିଥିବା ବିଜେପି ନେତା ଲଳିତ ବେହେରାଙ୍କୁ ସରକାର ଘଣ୍ଟ ଘୋଡାଉଛନ୍ତି। ଏହା ଗଣତନ୍ତ୍ର ପାଇଁ ଏକ ମହାବିପଦ । କାରଣ ଆଇନ୍‌କୁ ଯିଏ ହାତକୁ ନେବ ସିଏ ଆଇନ୍ ଅନୁଯାୟୀ ଦଣ୍ଡିତ ହେବା ଆବଶ୍ୟକ। ହେଲେ ରାଜନଗର ବିଡିଓ ତଥା ଜଣେ ମହିଳା ପ୍ରାଶାସନିକ […]

Breaking News