ରଙ୍ଗାରଙ୍ଗ ଗଡମେକର୍ ଶିଶିର ଉତ୍ସବ-୨୦୨୬ ପଟ୍ଟାମୁଣ୍ଡାଇ ୧/୧ -ଇଂରାଜୀ ନୂଆବର୍ଷ ମନୋରମ ଶୀତୁଆ ସକାଳ ବର୍ଣ୍ଣ୍ୟଢ ପରିବେଶ ମଧ୍ୟରେ ଓଡିଶାର ସର୍ବବୃହତ ପଂଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ ସାଂସ୍କୃତିକ ସଂଗଠନ (ଗଡ଼ମେକର)ର ଶାସ୍ତ୍ରୀୟ ତଥା ପାରମ୍ପରିକ ଓଡ଼ିଶୀ ପଂଚକଳା ଆସର ପକ୍ଷରୁ ୧୯ତମ ଶିଶିର ଉତ୍ସବ ସହିତ ୩୯ତମ ବାର୍ଷିକୋତ୍ସବ ଆୟୋଜିତ ହୋଇଯାଇଛିା ଶ୍ରୀରାମ ମନ୍ଦିର ସମ୍ମୁଖ ସୁସଜ୍ଜିତ ମଂଚରେ ଗଡ଼ମେକର ପ୍ରତିଷ୍ଠାତା ନିର୍ଦେଶକ ଗୀତି କବି ସୁଶାନ୍ତ […]

କେନ୍ଦ୍ରାପଡ଼ା,୩୧ା୧୨:ଜିଲ୍ଲାର ସ୍କୁଲ ମାନଙ୍କରେ କିଶୋର କିଶୋରୀଙ୍କ ପୁଷ୍ଟିକର ସ୍ୱାସ୍ଥ୍ୟ ସହିତ ଚକ୍ଷୁ ପରୀକ୍ଷା ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲାପାଳ ରଘୁରାମ ଆର. ଆୟର ଖଡିଅଙ୍ଗସ୍ଥିତ ପୁରୁଣା ଡାକ୍ତରଖାନା ସମ୍ମିଳନୀ କକ୍ଷରେ ଆଇଇସି(ସୂଚନା ଶିକ୍ଷା ଯୋଗାଯୋଗ) ସମ୍ମିଳିତ ସାମଗ୍ରୀକୁ ଉଦଘାଟନ କରିଛନ୍ତି। ଶାରୀରିକ ଓ ମାନସିକ ଅଭିବୃଦ୍ଧି, ଭାବନାତ୍ମକ କୁଶଳତା ଓ ମାନିସିକ ସ୍ୱାସ୍ଥ୍ୟ, ଲିଙ୍ଗଗତ ସମାନତା, ପୋଷଣ ସ୍ୱାସ୍ଥ୍ୟ ଓ ପରିମଳ, ନାଗରିକତାର ମୂଲ୍ୟବୋଧ ଇତ୍ୟାଦି ଲେଖା […]

କେନ୍ଦ୍ରାପଡ଼ା,୩୧ା୧୨:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ମେହେନ୍ଦିପୁରସ୍ଥିତ ଲାଲବାହାଦୂର ଉଚ୍ଚଶିକ୍ଷାଶ୍ରମର ୧୯୮୮ ମାଟ୍ରିକ ବ୍ୟାଚର ପୁରାତନ ଛାତ୍ରଛାତ୍ରୀମାନଙ୍କର ଏକ ବନ୍ଧୁମିଳନ ଉତ୍ସବ ବେଣାଜୋରୀବଟରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୨୪ଜଣ ପୁରାତନ ଛାତ୍ରଛାତ୍ରୀ ଯୋଗଦେଇ ବିଦ୍ୟାଳୟ ଜୀବନର ସେହି ପୁରୁଣା ଅତୀତର ସ୍ମୃତିଚାରଣ କରିଥିଲେ। ପୁରାତନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଡାକ୍ତର ଅମଳେନ୍ଦୁ ଜେନା, ତାପସ ବାରିକ, ବିଭୁତିଭୂଷଣ ଦାସ, ପ୍ରଶାନ୍ତ ମଲ୍ଲ, ଶିବପ୍ରସାଦ ଦାସ, ଦିଲ୍ଲିପ ରାଉତ, ବରଦାକାନ୍ତ ମନ୍ତ୍ରୀ, […]

କେନ୍ଦ୍ରାପଡ଼ା,୩୧ା୧୨:କେନ୍ଦ୍ରାପଡା ବ୍ଲକ ଅଧିନ କପାଳେଶ୍ୱର ପଞ୍ଚାୟତର ଗରାପୁରସ୍ଥିତ ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ଏହି ଉତ୍ସବକୁ ବିଦ୍ୟାମନ୍ଦିରର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଉଦଘାଟନ କରିପିଲାମାନଙ୍କୁ ନୈତିକ ଶିକ୍ଷା, ସମାଜସଂସ୍କାର ସହିତ ଖେଳକୁଦରେ ଅଗ୍ରସର ହେବାକୁ ପରାମର୍ଶ ଦେଇଥିଲେ। ଏଥିସହିତ ପ୍ଲାଷ୍ଟିକକୁ ବର୍ଜ୍ଜନ କରିବା, ସ୍ୱଛତା ରକ୍ଷା, ବିଦ୍ୟାଳୟ ଚର୍ତୁପାଶ୍ୱର୍ ସଫାସୁତୁରା ରଖିବା, ପାଣିକୁ ନଷ୍ଟ ନକରିବା, ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ କରିବା […]

କେନ୍ଦ୍ରାପଡ଼ା,୩୦ା୧୨:ବାଂଲାଦେଶରେ ନିରୀହ ହିନ୍ଦୁମାନଙ୍କୁ ନିର୍ମମ ହତ୍ୟା ଘଟଣାର ପ୍ରତିବାଦରେ ବଳଦେବସେନା ପକ୍ଷରୁ ମଙ୍ଗଳବାର ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ସିଂହଦ୍ୱାର ନିକଟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ବିକ୍ଷୋଭରେ ସଂଗଠନର ବହୁ କାର୍ଯ୍ୟକର୍ତ୍ତା ଓ ସମର୍ଥକ ଯୋଗ ଦେଇଥିଲେ। ବିକ୍ଷୋଭକାରୀମାନେ ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁ ସମୁଦାୟଙ୍କ ସୁରକ୍ଷା ତତ୍କାଳ ନିଶ୍ଚିତ କରାଯାଉ ବୋଲି ଦାବି କରିଥିଲେ। କୌଣସି ଦେଶରେ ଧର୍ମ ଆଧାରରେ ନିରୀହ ଲୋକଙ୍କ ଉପରେ ହିଂସା କେବେ […]

କେନ୍ଦ୍ରାପଡ଼ା,୩୦ା୧୨:ମଙ୍ଗଳବାର ଅପରାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ରଘୁରାମ ଆର. ଆୟର ସମସ୍ତ ଛାପା ଏବଂ ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି। କେନ୍ଦ୍ରାପଡା ଜିଲ୍ଲାରେ ଜିଲ୍ଲାଠାରୁ ଆରମ୍ଭ କରି ବ୍ଲକ ପର୍ଯ୍ୟନ୍ତ ଓସ୍ୱାସ ଫାଇଲ କାର୍ଯ୍ୟ, ନଭେମ୍ବର ମାସରୁ ଆରମ୍ଭ ହୋଇଥିବା ରାଜସ୍ୱ ଜନଅଭିଯୋଗ ଶୁଣାଣି ଶିବିର ଛଡା ପ୍ରତ୍ୟେକ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଏବଂ ପୂର୍ବରୁ ଅଭିଯୋଗ ଶୁଣାଣି ଶିବିରରେ […]

କସ୍ତୁରୀ କଳା ନିକେତନ ୩୩ତମ ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ୩୦/୧୨-ଯୁଗ ଯୁଗ ଧରି ଐତିହ୍ୟ କଳା ସାହିତ୍ୟ ସଂସ୍କୃତି ଏବେ ବି କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଶୋଭାପାଉଛି। ଐତିହାସିକ, ରାଜନୈତିକ, ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ଆନ୍ଦୋଳନ ମାଧ୍ୟମରେ ରାଜ୍ୟର ଚିତ୍ରକଳା, ସ୍ଥାପତ୍ୟ, ଭାସ୍କର୍ଯ୍ୟକଳା, ସଙ୍ଗୀତ ଓ ନୃତ୍ୟ ଏକ ନୂତନ ପରିଚୟ ପାଇଛି। ଏହି ମାଟିର ବହୁ କଳାକାର ସାହିତ୍ୟିକ ଓ ନାଟ୍ୟକାର ପ୍ରତିଷ୍ଠା ଲାଭ କରି ପଟ୍ଟାମୁଣ୍ଡାଇ […]

केंन्द्रापड़ा, 29/12: केंन्द्रापड़ा गारापुर शिवानंद आश्रम के फाउंडर श्रीमा स्वामी दिव्यस्वरूपानंद सरस्वती ने पूरी दुनिया से बिस्वशान्ति प्रेयर डे मनाने की अपील की है। पूरी दुनिया में सभी दिबस  मनाए जाते हैं, लेकिन प्रेयर डे नहीं मनाया जाता। इसे ध्यान में रखते हुए, आश्रम की श्रीमा ने सभी से निबेड्न […]

କେନ୍ଦ୍ରାପଡ଼ା,୨୯ା୧୨:ଓଡିଶା ଟାଟା ପାୱାର ଅଗ୍ରୀମ ଅତିରିକ୍ତ ସିକ୍ୟୁରିଟି ଦାଖଲ ପାଇଁ ବିଜ୍ଞାପନ ଜାରି କରିବା ପରଠାରୁ ଉପଭୋକ୍ତାଙ୍କ ମୁଣ୍ଡ ଉପରେ ଚଡକ ପଡିଲା ଭଳି ହୋଇଛି। ଏହି ଅମାନତ ଜମା ନିର୍ଦ୍ଧାରିତ ସମୟ ମଧ୍ୟରେ ଦାଖଲ ନକଲେ ବିଦ୍ୟୁତ ସଂଯୋଗ କାଟି ଦିଆଯିବାର ଧମକ ମଧ୍ୟ ଦିଆଯାଇଛି। ଏହା ଟାଟା ପାୱାରର ସ୍ୱେଛାଚାରୀ ମନୋଭାବ ଓ ଏକଛତ୍ରବାଦର ପରିଚୟ। ପର୍ଯ୍ୟାୟକ୍ରମେ ବିଦ୍ୟୁତ ଶୁଳ୍କ ବୃଦ୍ଧି କରି ଓ ସ୍ମାଟ ମିଟର […]

  ପଟ୍ଟାମୁଣ୍ଡାଇ ୨୯/୧୨ – ପଟ୍ଟାମୁଣ୍ଡାଇ ଅଂଚଳର ପ୍ରସିଦ୍ଧ ଶକ୍ତି ପୀଠ ଭାବେ ପରିଚିତ ଗଙ୍ଗାରାମପୁର ପଂଚାୟତ ଲୋକନାଥପୁରସ୍ଥ ମା ଛୁଆଳିଆ ପୀଠରୁ ଗତକାଲି ରାତିରେ ହୋଇଥିବା ବଡ଼ ଧରଣର ଚୋରୀ ଘଟଣାର ପର୍ଦ୍ଧାଫାସ କରିଛି ଗ୍ରାମାଂଚଳ ଥାନା ପୋଲିସ । ଏହି ଚୋରୀ ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହରେ ପୋଲିସ ତେଲେଙ୍ଗାବସନ୍ତ ଗ୍ରାମର ରଂଜିତ ସେଠୀଙ୍କୁ ଗତକାଲି ଥାନାରେ ଅଟକ ରଖିଥିଲା । ପୋଲିସ ସନ୍ଦିଗ୍ଧ ରଂଜିତଙ୍କୁ ଜେରା […]

Breaking News