କେନ୍ଦ୍ରାପଡ଼ା,୪ା୧୨:କେନ୍ଦ୍ରାପଡା ଜିଲ୍ଲା କିଷାନ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ୬ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ଓଡିଶା ଏକ କୃଷିପ୍ରଧାନ ରାଜ୍ୟ। ଓଡିଶାରେ ଖରିଫ୍ ଧାନ ଅମଳ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମଣ୍ଡି ଖୋଲିବା ପ୍ରକ୍ରିୟା ଆରମ୍ଭ ହେଉଥିବା ବେଳେ ମିଲର ଓ ସରକାରଙ୍କ କଳି ପଦାକୁ ଆସିଛି। ଏହା କଳି ନା କୋଳାକୋଳି ବୋଲି ଚାଷୀ ସନ୍ଦେହ […]

ପଟ୍ଟାମୁଣ୍ଡାଇ ୪/୧୧-କେନ୍ଦ୍ରାପଡ଼ା ଜିଲ୍ଲାର ଅଗ୍ରଣୀ ଗଣସଂଗଠନ ଜନମଂଚ ପକ୍ଷରୁ ମଂଚର ପ୍ରତିଷ୍ଠାତା ସଦସ୍ୟ ପଟ୍ଟାମୁଣ୍ଡାଇ ଅଂଚଳର କୃଷକ ନେତା ପାରେଶ୍ୱର ବିଶ୍ୱାଳଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ବେଲତଳ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଜନମଂଚ ଆବାହକ ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସର୍ବପ୍ରଥମେ ସ୍ୱର୍ଗତ ବିଶ୍ୱାଳଙ୍କ ଫଟୋଚିତ୍ରରେ ସମସ୍ତେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା […]

କଟକ ଜାତୀୟ କବି ବୀରକିଶୋର ସରକାରୀ ମହାବିଦ୍ୟାଳୟ ବିଜୟୀ ପଟ୍ଟାମୁଣ୍ଡାଇ ୩/୧୨ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ କଲେଜ ଖେଳ ପଡିଆରେ ଆନ୍ତଃ କଲେଜ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ମଙ୍ଗଳବାର ଉଦଯାପିତ ହୋଇଯାଇଛି ।ଦୁଇଦିନ ଧରି ଚାଲିଥିବା ଫୁଟବଲ ପ୍ରତିଯୋଗିତାରେ ୧୦ଟି ମହାବିଦ୍ୟାଳୟର ପ୍ରତିଯୋଗିମାନେ ଭାଗ ନେଇଥିଲେ । ଏହି ପ୍ରତିଯୋଗିତାରେ ଜାତୀୟ କବି ବୀରକିଶୋର ସରକାରୀ ମହାବିଦ୍ୟାଳୟ କଟକ ବିଜୟୀ ହୋଇଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟ ନିର୍ଦେଶରେ […]

ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ଆନ୍ତର୍ଜାତିକ ଦିବ୍ୟାଙ୍ଗ ଦିବସ ପାଳିତ ପଟ୍ଟାମୁଣ୍ଡାଇ ୩/୧୨ -ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ବ୍ଲକ ସମ୍ମିଳନୀ କକ୍ଷ ଠାରେ ବିଶ୍ୱ ଭିନ୍ନକ୍ଷମ ଦିବସକୁ ନେଇ ଏକ ଆଇନ ସଚେତନା ଶିବିର ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲା ଦୌରା ଜଜ୍ […]

କେନ୍ଦ୍ରାପଡ଼ା, ୩ା୧୨: ନିରନ୍ତର ବିକାଶ ଲକ୍ଷ୍ୟ ୨୦୩୦କୁ ଆଖି ଆଗରେ ରଖି ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଯୋଜନା ଓ ପର୍ଯ୍ୟାଲୋଚନା କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ତାଲିମ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭାପତି ଲିଲିତା ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ପୌରପରିଷଦର ପୌରାଧ୍ୟକ୍ଷା ସରିତା ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ […]

କେନ୍ଦ୍ରାପଡ଼ା,୩ା୧୨:କେନ୍ଦ୍ରାପଡା ବ୍ଲକ ଅଧିନ କପାଳେଶ୍ୱର ପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ଗୀତା ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଦ୍ୱାରା ଶ୍ରୀମଦ୍ ଭାଗବତଗୀତା ସମ୍ପୂର୍ଣ୍ଣ ପାରାୟଣ ଓ ହବନ ଯଜ୍ଞ ସମ୍ପାଦନ ହୋଇଛି। ଭଗବାନ ଶ୍ରୀକୃଷ୍ଣଙ୍କୁ ସ୍ନାନ ଏବଂ ତର୍ପଣ କରାଯିବା ପରେ ରୀତି ନୀତି ଅନୁଯାୟି ସମସ୍ତ କାର୍ଯ୍ୟ କରାଯାଇଥିଲା। ଶିବାନନ୍ଦ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀ, ଗୁରୁଜୀ, ଗୁରୁମା, […]

ଆମ ଦେଶରେ ମୋଟ ଜନସଂଖ୍ୟାର ଶତକଡ଼ା ୭୯ ଭାଗ ଏବେ ମୋବାଇଲ ବ୍ୟବହାର କରୁଛନ୍ତି। ସେଥିରୁ ପ୍ରାୟ ୪୦ ରୁ ୪୫ ପ୍ରତିଶତ ଲୋକ ଇଣ୍ଟରନେଟ ସହ ଯୋଡ଼ି ହୋଇରହୁଛନ୍ତି। ପ୍ରାୟ ୩୨ ଭାଗ ଲୋକ ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଛନ୍ତି। ଏଥିରୁ ଅନୁମାନ କରାଯାଇପାରେ ଆମ ସାଂପ୍ରତିକ ସମାଜରେ ସାମାଜିକ ଗଣମାଧ୍ୟମର ଗଭୀରତା କେତେ ହୋଇପାରେ । ପିଲାଠାରୁ ବୁଢ଼ାଯାଏ ସଭିଏଁ ଫେସ୍‌ବୁକ, ହ୍ୱାଟ୍‌ସଆପ୍‌, ୟୁଟ୍ୟୁବ, ଏକ୍ସ ଭଳି […]

हमारे देश में कुल आबादी के 80 परसेंट लोग अब मोबाइल फ़ोन इस्तेमाल करते हैं। जिसमें से करीब 40 से 45 परसेंट लोग इंटरनेट से जुड़े हैं। करीब 32 परसेंट लोग सोशल मीडिया इस्तेमाल करते हैं। इससे अंदाज़ा लगाया जा सकता है कि हमारे आज के समाज में सोसियाल मीडिया […]

କେନ୍ଦ୍ରାପଡ଼ା,୨ା୧୨:ସାଂସଦ ଖେଳ ମହୋତ୍ସବ ଅବସରରେ ବ୍ଲକ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲାପାଳ ରଘୁରାମ ଆର,ଆୟାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରୀଡ଼ା ପ୍ରତିଯୋଗିତା ଡ଼ିସେମ୍ବର ୬ ଓ ୮ ତାରିଖରେ ଆଳି ବିଧାନସଭା ଅନ୍ତର୍ଗତ ତେଲିପାଟଣା ଖେଳପଡିଆରେ ଅନୁଷ୍ଠିତ ହେବ। ସେହିପରି ଡ଼ିସେମ୍ବର ୬ ଓ ୮ରେ ରାଜକନିକା ବ୍ଲକ ଅନ୍ତର୍ଗତ ରାଜକନିକା ପୋଲିସ ଖେଳ ପଡିଆ, ରାଜନଗର ବିଧାନସଭା ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକ […]

ପଟ୍ଟାମୁଣ୍ଡାଇ ତା ୨/୧୨-ଚଳିତ ବିଧାନସଭା ଅଧିବେଶନରେ ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ମୁଖ୍ୟ ଓ ପ୍ରମୁଖ ସମସ୍ୟା ଭାବେ ଦେଖା ଦେଇଥିବା ଜଳ ନିଷ୍କାସନ ସମସ୍ୟା ଉତଥାପିତ ହୋଇଛି ।  ପୌରାଞ୍ଚକ ମାନ୍ୟତା ପାଇବାର ୩୫ବର୍ଷ ପରେ ମଧ୍ୟ ଅସରାଏ ବର୍ଷା ହେଲେ ପଟ୍ଟାମୁଣ୍ଡାଇ ସହର ଓ ସମଗ୍ର ପୌରାଞ୍ଚଳ ଉବୁଟୁବୁ ହେଉଛି ।  ଜଳ ନିଷ୍କାସନ ପାଇଁ ସ୍ଥାୟୀ ଡ୍ରେନ ନିର୍ମାଣ କରାଯାଇନାହିଁ ।  ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ଜଳ ନିଷ୍କାସନ ସମସ୍ୟା […]

Breaking News