ସିଂହଗାଁ, ଶ୍ରୀରାମପୁର ଡାମରପୁର ବଳଭଦ୍ରପୁର ବାଲିପାଟଣା ବଛାରା, ତନୁପୁର ବିଛିନ୍ନ ପଟ୍ଟାମୁଣ୍ଡାଇ ୧୬ା୮ – ସମ୍ପ୍ରତି ବାରମ୍ବାର ଲଘୁ ଚାପଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ ବ୍ରାହ୍ମଣୀ ଓ କାଣୀ ନଦୀରେ ତୃତୀୟ ବନ୍ୟା ଆସିଛି । ଫଳରେ ପଟ୍ଟାମୁଣ୍ଡାଇର ବ୍ୟାପକ ଅଂଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟାଜଳ ଯୋଗୁଁ ସିଂହଗାଁ, ଶ୍ରୀରାମପୁର, ଡାମରପୁର, ବଳଭଦ୍ରପୁର, ବାଲିପାଟଣା, ବାଛରା ଓ ତନୁପୁର ଆଦି ପ୍ରମୁଖ ଗ୍ରାମଗୁଡ଼ିକ ବହ୍ୟଜଗତରୁ ବିଛିହ୍ନ […]

ଚଳିତ ସ୍ୱାଧୀନତା ଦିବସ ପାଳନ ଅବସରରେ କେତେକ ସ୍ଥାନରେ ଜାତୀୟ ତ୍ରିରଙ୍ଗା ପତାକା ପରିବର୍ତ୍ତେ ରାଜନୈତିକ ଦଳର ପ୍ରତୀକ ବା ଦଳୀୟ ପତାକା ଉତ୍ତୋଳନ କରାଯାଇଥିବା ଦୃଶ୍ୟ ସୋସିଆଲ ମିଡିଆରେ ଘୁରିିବୁଲୁଛି। ଏହାକୁ ନେଇ ବୁଦ୍ଧିଜୀବୀ, ସାଧାରଣ ନାଗରିକ ଏବଂ ଆଇନଜୀବୀମାନଙ୍କ ମଧ୍ୟରେ ତୀବ୍ର କ୍ଷୋଭ ଓ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ସମ୍ବିଧାନ ଓ ଆଇନ ଅନୁଯାୟୀ, ସ୍ୱାଧୀନତା ଦିବସ ଭଳି ପବିତ୍ର ଜାତୀୟ ପର୍ବରେ କେବଳ ଜାତୀୟ […]

ପଟ୍ଟାମୁଣ୍ଡାଇ ୧୫ା୮-କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ପଡିଆଠାରେ ଶନିବାର ୮୦ ତମ ସ୍ୱାଧୀନତା ଦିବସ ସମାରୋହ ଅତ୍ୟନ୍ତ ଉତ୍ସାହ ଓ ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଥମେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହାପରେ ସେ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ।ସଭାକୁ ସମ୍ବୋଧିତ କରି […]

ବରିଷ୍ଠ ନାଗରିକ ମଞ୍ଚ ର ସ୍ବାଧୀନତା ଦିବସ ପାଳନ ପଟ୍ଟାମୁଣ୍ଡାଇ ୧୫/୮-ଆର୍ଯ୍ୟଭୂମି ଭାରତର ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ସାହସ ଓ ଅତୁଳନୀୟ ବଳିଦାନକୁ ସ୍ମରଣ କରି ଶନିବାର ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଞ୍ଚ ତରଫରୁ ଭାରତର ୮୦ ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବର ଓ ଉତ୍ସାହର ସହିତ ପାଳିତ ହୋଇଯାଇଛି।ମଞ୍ଚ ର କାର୍ଯ୍ୟକାରୀ ସଭାପତି କଣ୍ଡୁରି ଚରଣ ସ୍ୱାଇଁଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୂଖ୍ୟ ଅତିଥିଭାବେ ପ୍ରଫେସର ଦୁର୍ଯ୍ୟୋଧନ […]

ପଟ୍ଟାମୁଣ୍ଡାଇ ୧୪/୮ନରେନ୍ଦ୍ର ଧଳ – ପଟ୍ଟାମୁଣ୍ଡାଇ ବ୍ଲକର ବନ୍ୟା ବିପନ୍ନ ଧୋୟାଂଚଳରେ ଅବସ୍ଥିତ ସର୍ବପୁରାତନ ଅଣ୍ଢରା ସ୍ୱାସ୍ଥ୍ୟକେନ୍ଦ୍ରରେ ୨୪ ଘଂଟିଆ ସେବା ଯୋଗାଇ ଦେବାକୁ ଅଂଚଳବାସୀ ଦୀର୍ଘଦିନରୁ ଦାବି କରି ଆସୁଛନ୍ତି। ତେବେ ଏହି ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଫାର୍ମାସିଷ୍ଟ ବିକ୍ରମାଦିତ୍ୟ ଦାଶଙ୍କୁ ହଠାତ୍ ପଟ୍ଟାମୁଣ୍ଡାଇ ସବଡିଭିଜନାଲ ହସ୍ପିଟାଲକୁ ଡେପୁଟେସନରେ ପଠାଯିବା ଘଟଣା ଅଂଚଳବାସୀଙ୍କୁ ନିରାଶ ଓ ଆଶ୍ଚର୍ଯ୍ୟଚକିତ କରିଛି।ଏହି ଘଟଣା ସାମ୍ନାକୁ ଆସିବା ପରେ ଅଣ୍ଢରା, ସିଂହଗାଁ, ପେଣ୍ଠପାଳ, ଅମୃତମଣୋହି […]

ପଟ୍ଟାମୁଣ୍ଡାଇ ୧୪/୮ – ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳର ବିଭିନ୍ନ ବନ୍ୟା ପ୍ରଭାବିତ ଅଂଚଳରେ ରାଜ୍ୟ ଛାତ୍ରକଂଗ୍ରେସ ପକ୍ଷରୁ ରିଲିଫ ବଂଟନ କାର୍ଯ୍ୟ କରାଯାଇଛି। ରାଜ୍ୟ ଛାତ୍ର କଂଗ୍ରେସ କମିଟିର ସଭାପତି ବିଭୂତି ମହାପାତ୍ରଙ୍କ ନେତୃତ୍ୱରେ ପୂର୍ବତନ ବିଧାୟିକା ଡ଼ ସିପ୍ରା ମଲିକ,ଜିଲା ଛାତ୍ର କଂଗ୍ରେସ ସଭାପତି ଦିବ୍ୟରଞ୍ଜନ ରାଉତ, ଜିଲା ସାଙ୍ଗଠନିକ ଉପସଭାପତି ସତ୍ୟପ୍ରିୟ ସାମଲ, ପଟ୍ଟାମୁଣ୍ଡାଇ ବ୍ଲକ କଂଗ୍ରେସ କମିଟି ସଭାପତି ପ୍ରକାଶ ମହାନ୍ତି, ଜିଲା ସୋସିଆଲ […]

ଅନଶନକାରୀଙ୍କ ଜିଦ୍‌କୁ ନେଇ ବୁଦ୍ଧିଜୀବୀ ମହଲରେ ପ୍ରଶ୍ନ ପଟ୍ଟାମୁଣ୍ଡାଇ୧୪/୮- ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ମାଳିପୁର ଗ୍ରାମର ଶନିମନ୍ଦିର ନିକଟସ୍ଥ ରାସ୍ତା କିସମ ଜମିରେ ଗୋଷ୍ଠୀ ଶୌଚାଳୟ ନିର୍ମାଣକୁ ନେଇ ବିବାଦ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏହାକୁ ବିରୋଧ କରି ଗ୍ରାମର ପ୍ରଶାନ୍ତ ମହାନ୍ତି ଓ ରମାକାନ୍ତ ଦାଶ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଚଳାଇଥିବା ଆମରଣ ଅନଶନ ଶୁକ୍ରବାର ୯ମ ଦିନରେ ପହିଁିଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ପ୍ରକଳ୍ପ […]

ପଟ୍ଟାମୁଣ୍ଡାଇ ତା ୧୪/୮- ପଟ୍ଟାମୁଣ୍ଡାଇ ବ୍ଲକ ପକ୍ଷରୁ ଆଜି ୧୪ ଅଗଷ୍ଟରେ ଏକ ଭବ୍ୟ ‘ହର ଘର ତ୍ରିରଙ୍ଗା’ ରାଲି ସଫଳତାର ସହ ଆୟୋଜିତ ହୋଇଛି .।  ଏହି ରାଲି ବ୍ଲକ କାର୍ଯ୍ୟାଳୟରୁ ବାହାରି ପଟ୍ଟାମୁଣ୍ଡାଇ ବଜାର ସମେତ ବିଭିନ୍ନ ସ୍ଥାନ ପରିକ୍ରମା କରିଥିଲା ଏହି ଭକ୍ତି ଦେଶାତ୍ମବୋଧ କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ବିଡ଼ିଓ ଶୀତଲ ଅଗ୍ରୱାଲ, ଅତିରିକ୍ତ ବିଡ଼ିଓ ନନ୍ଦିନୀ ଶତପଥୀ,ବ୍ଲକ ସହନିର୍ବାହୀଯନ୍ତ୍ରୀ ରୋଜାଲିନ […]

କେନ୍ଦ୍ରାପଡ଼ା,୧୪ା୮: ସ୍ୱାଧୀନତା ଦିବସ ପାଳନ ଅବସରରେ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଶୁକ୍ରବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଚିତ୍ତରଞ୍ଜନ ଦାସଙ୍କ ନେତୃତ୍ୱରେ ଏବଂ ସଂଯୋଜକ ଅଧ୍ୟାପକ ପ୍ରମୋଦ କୁମାର ବେହେରାଙ୍କ ତତ୍ୱାବଧାନରେ ମହାବିଦ୍ୟାଳୟର ଏକ ହଜାରରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ହାତରେ ତ୍ରିରଙ୍ଗା ପତକା ଧରି “ଭାରତ ମାତା କି ଜୟ” ନାରା ଦେଇ ମହାବିଦ୍ୟାଳୟ ପରିସରରୁ ବାହାରି କଟକ-ଚାନ୍ଦବାଲି […]

କେନ୍ଦ୍ରାପଡ଼ା,୧୪ା୮:କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର “ଶକ୍ତିଶ୍ରୀ ସଶକ୍ତୀକରଣ ସେଲ୍‌’ ପକ୍ଷରୁ “ମହିଳା ଏବଂ ଆଇନ ଅଧିକାର, ସୁରକ୍ଷା ଓ ଆଇନଗତ ସଂରକ୍ଷଣ’ ଶୀର୍ଷକ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ମହିଳାମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଏବଂ ସଂରକ୍ଷଣ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। କୁମାରୀ ସ୍ମୃତି କାର୍ଯ୍ୟକ୍ରମଟିକୁ ସଂଯୋଜନା କରିବା ସହ ବିଭିନ୍ନ ପର୍ଯ୍ୟାୟର ପରିଚାଳନା କରିଥିଲେ। ପ୍ରଦୀପ ପ୍ରଜ୍ଜ୍ୱଳନ ଏବଂ […]

Breaking News