କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଥିବା ସରକାରୀ କାର୍ଯ୍ୟାଳୟ ଗୁଡିକରେ ଅବ୍ୟବସ୍ଥା ଦେଖା ଦେଇଛି । ସରକାର ବିଭିନ୍ନ ବିଭାଗ ମାଧ୍ୟମରେ ଅଧିକାରୀ ଓ କର୍ମଚାରୀ ରଖି ତଦାରଖ ଦାୟୀତ୍ୱ ଦେଇଛନ୍ତି । ହେଲେ ଅଧିକାରୀ ଓ କର୍ମଚାରୀ ନିଜ କାର୍ଯ୍ୟରେ ଅବହେଳା, ଅନିୟମିତତା, ସରକାରୀ ଅର୍ଥର ଦୂରୁପଯୋଗ ଏବଂ ପରିଚାଳନାଗତ ତ୍ରୁଟି କରୁଥିବା ଦେଖିବାକୁ ମିଳିଛି । ଲୋକେ ଅଭିଯୋଗ କଲେ ମଧ୍ୟ ଅଣଦେଖା କରାଯାଉଛି । ଫଳରେ […]
କେନ୍ଦ୍ରାପଡ଼ା ୨୮ା୫-କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତ ଅନାସ୍ଥା ଭୋଟ୍ରେ ହାରିଯାଇଛନ୍ତି।ବୁଧବାର ଆୟୋଜିତ ବୈଠକରେ ୪୯ ଜଣ ସଭ୍ୟାସଭ୍ୟ ଉପସ୍ଥିତ ରହି ଅନାସ୍ଥାକୁ ସମର୍ଥନ କରିଥିଲେ। ଅପରପକ୍ଷରେ ବ୍ଲକରେ ୩୧ ପଂଚାୟତର ମୋଟ ୬୨ ସରପଂଚ ଏବଂ ସମିତି ସଭ୍ୟ ଉପସ୍ଥିତ ଥିଲେ। ଅନାସ୍ଥା ବୈଠକରେ ଦୁଇ ତୃତୀୟାଂଶ ଅର୍ଥାତ୍ ୪୪ ଜଣଙ୍କ ସମର୍ଥନ ଆବଶ୍ୟକତା ରହିଥିଲା। ତେବେ ସମର୍ଥନ ଅଭାବରୁ ବ୍ଲକ୍ ଅଧ୍ୟକ୍ଷା କଳ୍ପନା ରାଉତ […]
ପଟ୍ଟାମୁଣ୍ଡାଇ ତା ୨୮/୫- ପଟ୍ଟାମୁଣ୍ଡାଇ ସହର ସମେତ ପୌରାଞ୍ଚକର ବିଭିନ୍ନ ୱାର୍ଡରୁ ଜଳନିଷ୍କାସନ ପାଇଁ ସ୍ଥାୟୀ ବ୍ୟବସ୍ଥା କରିବା ଉଦେଶ୍ୟରେ ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ଜିଟି 19 ତାରିଖରେ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ମିଳିତ ଜନଶୁଣାଣୀ ଶିବିରରେ ବିଆଯାଇଥିବା 10 ଦଫା ସମ୍ବଳିତ ଦାବୀପତ୍ରରେ ପଟ୍ଟାମୁଣ୍ଡାଇ ସହରରୁ ଜଳ ନିଷ୍କାସନ ପାଇଁ ନୂତନ ଡ୍ରେନ ନିର୍ମାଣ, ପୁରାତନ ଡ୍ରେନ ସଫେଇ ଆଦି ଦାବୀ […]
ପଟ୍ଟାମୁଣ୍ଡାଇ ୨୮/୫ -ପଟ୍ଟାମୁଣ୍ଡାଇ ବଣିକ ସଂଘର ପୂର୍ବତନ ସଭାପତି ଓ ସମ୍ପାଦକ ପିତାମ୍ବର ସାହୁଙ୍କ ଦ୍ୱାଦଶାହ ଅବସରରେ ପଟ୍ଟାମୁଣ୍ଡାଇ ଡିଭାଇନ ପ୍ୟାଲେସ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ବିକାଶ ପରିଷଦ ସମ୍ପାଦକ ଗୋପୀନାଥ ତ୍ରିପାଠୀଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନମନ୍ତ୍ରୀ ଗଣେଶ୍ୱର ବେହେରା, ରାଜନଗର ବିଧାୟକ ଧ୍ରୁବ ସାହୁ, ପୂର୍ବତନ ବିଧାୟକ କିଶୋର ତରାଇ, ଅଂଶୁମାନ ମହାନ୍ତି ଓ ଡ଼ ଅଲେଖ […]
କେନ୍ଦ୍ରାପଡା,୨୮ା୫: ରାଷ୍ଟ୍ରବାଦୀ ସାମାଜିକ ସଂଗଠନ ଜୟ ରାଷ୍ଟ୍ର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ମହାନ୍ କ୍ରାନ୍ତିକାରୀ ବିନାୟକ ଦାମୋଦର ସଭରକରଙ୍କ ୧୪୨ତମ ଜୟନ୍ତୀ ଉତ୍ସବ ସ୍ଥାନୀୟ ପବ୍ଲିକ୍ ରିଡ଼ିଙ୍ଗ ରୁମ୍ଠାରେ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷକ ସତ୍ୟନାରାୟଣ ପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଭରକରଙ୍କୁ ଜଣେ ଅଦ୍ୱିତୀୟ ସ୍ୱାଧୀନତା ସଂଗ୍ରାମୀ ଭାବେ ଅବିହିତ କରିଥିଲେ । ସଭରକର କେବଳ ଜଣେ […]
କେନ୍ଦ୍ରାପଡ଼ା,୨୭ା୫, ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସିଏମ ଟ୍ରଫି ଟୁର୍ଣ୍ଣାମେଣ୍ଟରେ ଅଂଶ ଗ୍ରହଣ କରିବା ପାଇଁ ଆଜି କେନ୍ଦ୍ରାପଡ଼ାରୁ ୨୨ ଜଣିଆ ଦଳ ସହିତ କୋଚ୍ ଶରତ କୁମାର ଜେନା, ସହକାରୀ କୋଚ୍ ଏସ୍କେ ଅଜିମୁଦ୍ଧିନ ଏବଂ ମ୍ୟାନେଜର ମନୋଜ କୁମାର ଦାସ ଭୁବନେଶ୍ୱର ଗସ୍ତ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ତାଙ୍କ ବାସଭବନରେ ଖେଳାଳିମାନଙ୍କ ସହିତ ମିଶିବା ସହିତ ତାଙ୍କୁ […]
କେନ୍ଦ୍ରାପଡ଼ା,୨୭ା୫: କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ବର୍ଗର କଳାକାର, ସାହିତ୍ୟକ ଓ ସଂସ୍କୃତି ଗବେଷକଙ୍କ ସମିଶ୍ରଣରେ ଗଠିତ ସଂଗଠନ ଯେଉଁଥିରେ ଭଜନ, ପାଲା, ଗୋଡାନାଚ, ସଂକୀର୍ତ୍ତନ, କେନ୍ଦରାଗୀତ, ଭାଗବତ ଟୁଙ୍ଗୀ, ଓଡିଶୀ ନୃତ୍ୟ, ଲୋକନୃତ୍ୟ ଇତ୍ୟାଦି ସମସ୍ତ କଳାକାରମାନଙ୍କର ବିଭିନ୍ନ ଅସୁବିଧା ଓ ସମସ୍ୟାଗୁଡିକ ଜିଲ୍ଲାପାଳଙ୍କ ଅବଗତି ଓ ସମାଧାନ ପାଇଁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ କୌଣସି ସମାଧାନ କିମ୍ବା ସହଯୋଗ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ମିଳୁନାହିଁ । […]
କେନ୍ଦ୍ରାପଡ଼ା,୨୭ା୫: ପାଣିପାଗ ବିଭାଗ ଦ୍ୱାରା ସୂଚନା ମୁତାବକ ଆଗାମୀ ଦୁଇ ତିନ ଦିନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବିଭାଗର ପ୍ରସ୍ତୁତିକୁ ନେଇ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଆଜି ସନ୍ଧ୍ୟାରେ ସମସ୍ତ ବିଭାଗ ସହିତ ସମୀକ୍ଷା କରିଛନ୍ତି। କଣ୍ଟ୍ରୋଲ୍ ରୁମ୍, ପାନୀୟ ଜଳ ବ୍ୟବସ୍ଥା ଶୁଖିଲା ଖାଦ୍ୟ ମହଜୁଦ, ଜେନେରେଟର, ଔଷଧ, ବାତ୍ୟା ଆଶ୍ରୟ ସ୍ଥଳ ସ୍ଥିତି, ଡ଼ଙ୍ଗାର ସ୍ଥିତି ସହିତ ଅନ୍ୟ ସମସ୍ତ […]
ପଟ୍ଟାମୁଣ୍ଡାଇ ତା ୨୭/୫- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ଗ୍ରାମର ଆରାଧ୍ୟ ଦେବତା ଗୁପ୍ତେଶ୍ୱର ମହାଦେବ ପୀଠରେ ୧୪ତମ ଶୀତଳ ଷଷ୍ଠି ଉତ୍ସବ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଚଳିତ ମାସ ୩୦, ୩୧ ଓ ଜୁନ ୧ ପର୍ଯ୍ୟନ୍ତ ୩ ଦିନ ଧରି ଦେବାଧିଦେବ ମହାଦେବ ଓ ଜଗତ ଜନନୀ ମାତା ପାର୍ବତୀଙ୍କର ଅଲୌକିତ ବିବାହୋତ୍ସବ “ଶୀତଳ ଷଷ୍ଠୀ” ଯାତ୍ରା ପାଳନ ହେବ । […]
ପଟ୍ଟାମୁଣ୍ଡାଇ ୨୭/୫-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଆଜି ପଟ୍ଟାମୁଣ୍ଡାଇ ପୌରପରିଷଦ ଅନ୍ତର୍ଗତ ୧୧ ନମ୍ବର ୱାର୍ଡ ଉବୁ ଟୂବୁ ହେବା ସହିତ କୁତ୍ରିମ ବନ୍ୟା ପରିସ୍ଥିତି ଦେଖାଦେଇଛି । ଉପଯୁକ୍ତ ଜଳ ନିଷ୍କାସନ ବ୍ୟବସ୍ଥା ନଥିବାରୁ ଅସରାଏ ବର୍ଷାରେ ମୁସଲମାନ ବସ୍ତି ରେ ଥିବା ଲୋକମାନଙ୍କ ଘରେ ବର୍ଷା ପାଣି ଲହଡି ଭାଙ୍ଗୁଛି । କେତେକଙ୍କ ଘରେ ଆଣ୍ଠୁଏରୁ ଜଙ୍ଗେ ଯାଏ ପାଣିରେ ବୁଡି ରହିଛି । ଏଥି […]