ପଟ୍ଟାମୁଣ୍ଡାଇ ୨୦/୩ -ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ଅଣ୍ଢରା ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ମଙ୍ଗଳବାର କେତେକ ଦୁର୍ବୁତ ପସି ରାଜସ୍ୱ ନିରୀକ୍ଷକଙ୍କୁ ମରଣାନ୍ତଙ୍କ ଆକ୍ରମଣ କରିବା ସହିତ ଆଲମିରାରେ ଥିବା ୨୪ ହଜାର ୩୪୮ ସରକାରୀ ଅର୍ଥ ନେଇ କାଗଜପତ୍ରକୁ ଏଣେତେଣେ ଫୋପାଡି ଦେଇଛନ୍ତି ବୋଲି ଆରଆଇ ମନୋଜ କୁମାର ମଲିକ ପଟ୍ଟାମୁଣ୍ଡାଇ ତହସିଲଦାରଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତି କରି ପଟ୍ଟାମୁଣ୍ଡାଇ ତହସିଲଦାର ପଂଚାନନ ନାୟକ ଏକ ଚିଠି […]

କେନ୍ଦ୍ରାପଡ଼ା ୧୨/୩ କେନ୍ଦ୍ରାପଡ଼ା ମୁନିସିପାଲିଟି ଟାଉନହଲ ପରିସରରେ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶୀଳ୍ପ ବିଭାଗ ପକ୍ଷରୁ କାରିଗର ସଚେତନତା ଶିବିର ବୁଧବାର ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡ଼ା ହସ୍ତଶିଳ୍ପ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି ଶିବିରକୁ ହସ୍ତଶୀଳ୍ପ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ମହାନ୍ତି ମୁଖ୍ୟଅତିଥିଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । ଓଡିଶା ଗ୍ରାମ୍ୟ ବ୍ୟାଙ୍କର ଜିଲ୍ଲା ସଂଯୋଜକ ରାକେଶ କୁମାର ଦାଶ, ଓରମାସର ଡେପୁଟି ସିଈଓ […]

ପଟ୍ଟାମୁଣ୍ଡାଇ ୫/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଂଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ ଫେରାର ଥିବା ଆସାମୀକୁ ବୁଧବାର ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଜଣଙ୍କ ହେଉଛନ୍ତି ପିତାମ୍ବର ମଲିକ (୫୨ )। ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଗତ ୨୦୨୪ ଜାନୁଆରି ୩୦ରେ ନାବାଳିିକା ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା । ପୋଲିସ କେସ ନଂ ୩୭/୨୦୨୪ ରୁଜୁ କରି ତଦନ୍ତ […]

କେନ୍ଦ୍ରାପଡା,୪ା୩: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଏକ ଗ୍ରାମର ଜନୈକ ମହିଳାଙ୍କୁ ଗାଁଦାଣ୍ଡରେ ଉଲଗ୍ନ କରି ମାଡ ମାରିବା ଘଟଣାରେ ସଦର ଥାନା ପୋଲିସ ଆକ୍ରମଣର ଶିକାର ମହିଳା ବିରୋଧରେ ମାମଲା ରୁଜୁ କରିବା ଘଟଣା ସାଧାରଣରେ ଆଶ୍ଚର୍ଯ୍ୟଚକିତ କରିଛି। ସେହିପରି ମହିଳା ଜଣକ ପ୍ରଥମେ ଅଭିଯୋଗପତ୍ର ଦେଇଥିବା ବେଳେ ତାଙ୍କ ଅଭିଯୋଗପତ୍ରକୁ ପୋଲିସ ଗୌଣ କରିଦେଇଛି। ଅପରପକ୍ଷରେ ଯେଉଁମାନେ ମହିଳାଙ୍କୁ ଉଲ୍ଲଗ୍ନ କରି ମାଡମାରିଲେ ସେମାନଙ୍କ ଅଭିଯୋଗକୁ ପୋଲିସ […]

କେନ୍ଦ୍ରାପଡ଼ା,୪ା୩: ରାଜନଗରର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (ସିଡିପିଓ)ଙ୍କ ଅଙ୍ଗନୱାଡି କର୍ମୀଙ୍କ ପ୍ରତି ଅଶାଳୀନ ବ୍ୟବହାରରେ ଅତିଷ୍ଟ ହୋଇ ନ୍ୟାୟ ପାଇଁ ରାଜନଗର ଅଙ୍ଗନୱାଡି କର୍ମୀମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଦୁର୍ନୀତି ଖୋର ସିଡିପିଓଙ୍କୁ ଅନ୍ୟତ୍ର ବଦଳି କରିବାକୁ ଜିଲ୍ଲାପାଳଙ୍କ ନିକଟରେ ଦାବି କରିଛନ୍ତି । ଗତମାସ ୨୪ ତାରିଖରେ ରାଜନଗର ସେକ୍ଟର ଅଙ୍ଗନୱାଡି କର୍ମୀଙ୍କ ଏକ ବୈଠକ ରାଜନଗର ସିଡିପିଓଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେଉଥିଲା । […]

କେନ୍ଦ୍ରାପଡା ଜିଲା ବିଭିନ୍ନ ବ୍ଲକରେ ଦିନକୁ ଦିନ ଚୋରା ମଦ କାରବାର ବଢ଼ିବାରେ ଲାଗିଛି । ବାରମ୍ବାର ଚଢ଼ାଉ ପରେ ମଧ୍ୟ ଚୋରା ମଦ ବିକ୍ରି ବନ୍ଦ ହେଉନାହିଁ । ଏନେଇ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବର ମାର୍ଶାଘାଇ ଥାନା ଅଧିନ  ବିଭିନ୍ନ ସ୍ଥାନରେ  ଚଢ଼ାଉ କରିଛି । ଚଢ଼ାଉ ବେଳେ ବିପୁଳ ପରିମାଣରେ ଦେଶୀ ଓ ବିଦେଶୀ ମଦ ଜବତ କରିବା ସହ ୨ ଜଣ ମହିଳାଙ୍କ ସମେତ […]

କେନ୍ଦ୍ରାପଡ଼ା,୧ା୩: ପାଟକୁରା ପୁଲିସକୁ ବଡ଼ ସଫଳତା ମିଳିଛି। କେନ୍ଦ୍ରାପଡ଼ା ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦେଶ କ୍ରମେ ଜିଲା ସାଇବର ସେଲର ସ୍ୱତନ୍ତ୍ର ସ୍ୱାର୍ଡ ଓ ପାଟକୁରା ଥାନା ପୁଲିସର ମିଳିତ ଉଦ୍ୟମରେ ପୁରୀ ସମୁଦ୍ର କୁଳରୁ ଗିରଫ ହୋଇଛି ସାଇବର ଅପରାଧ ଘଟାଇ ମହିଳାଙ୍କୁ ବ୍ଲାକମେଲିଙ୍ଗ କରୁଥିବା ମିଉଜିକ ଭିଡିଓ ଅଭିନେତା କମଳ ବେହେରା(୩୪)। କମଳ ଜଣେ ମିଉଜିକ ଭିଡିଓ ଅଭିନେତା ବୋଲି ଜଣା ପଡିଛି। ତାର ଘର ଢେଙ୍କାନାଳ ସଙ୍ଖୁଆ […]

Breaking News

error:Content is protected !!