କେନ୍ଦ୍ରାପଡ଼ା,୨୮ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ ଟ୍ରଷ୍ଟ ପକ୍ଷରୁ ତାଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟି ଭୁବନମୋହନ ଦାସ କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ଗ୍ରାମର କର୍କଟରେ ପିଡିତ ଧ୍ରୁବ ଚନ୍ଦ୍ର ରାଉତଙ୍କ ପତ୍ନୀ […]
HOME
କେନ୍ଦ୍ରାପଡା,୨୮ା୩: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଦୀର୍ଘଦିନର ଅଚଳାବସ୍ଥା ପରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଡ. ସଞ୍ଜୀବ କୁମାର ମହାନ୍ତିଙ୍କୁ ଅଧ୍ୟକ୍ଷ ଭାବରେ ନିଯୁକ୍ତି ଦିଆଯାଇଛି। ଗତ ୨୨ତାରିଖରେ ଡ. ମହାନ୍ତି କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ତାଙ୍କର ନିଷ୍ଠା ଓ ଦକ୍ଷତା ବଳରେ ବିଗତ ୪ବର୍ଷ ଧରି ଏହି ମହାବିଦ୍ୟାଳୟ (college) ରେ ହଜିଯାଇଥିବା ଶୈକ୍ଷିକ ବାତାବରଣ ପୂନର୍ବାର ଫେରିଆସିଥିବା ଦେଖିବାକୁ ମିଳିଛି। […]
କେନ୍ଦ୍ରାପଡା,୨୮ା୩: ନୂଆଦିଲ୍ଲୀର ଜବାହାରଲାଲ ନେହେରୁ ଷ୍ଟାଡିୟମ୍ଠାରେ ଚଳିତମାସ ୨୦ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ଖେଲୋ ଇଣ୍ଡିଆ ପାରା ଜାତୀୟ ଆଥ୍ଲେଟିକ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେମଧ୍ୟରୁ ଜାଭ୍ଲିନ୍ ଥ୍ରୋ ପ୍ରତିଯୋଗିତାରେ ତାଳସଙ୍ଗା ପଞ୍ଚାୟତ ଅନ୍ତର୍ଗତ ମାର୍ଶାଘାଇ ବ୍ଲକର ରଞ୍ଜିତ ଚାନ୍ଦ ଏହି ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ତୃତୀୟ ସ୍ଥାନ ଅଧିକାର କରି ବ୍ରୋଞ୍ଜ ମେଡାଲ ପାଇ କେନ୍ଦ୍ରାପଡା ଜିଲ୍ଲା ତଥା ଓଡିଶା ପାଇଁ ଗର୍ବ ଆଣିଥିବାରୁ ଜିଲ୍ଲାପାଳ […]
ଭୁବନେଶ୍ୱର,୨୭ା୩-ରାଜଧାନୀରେ କଂଗ୍ରେସ କରିଛି ରଣହୁଙ୍କାର। କଂଗ୍ରେସର ଗର୍ଜନରେ ଉଠୁଛି ପଡୁଛି ରାଜଧାନୀ। କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ ହାଇ ସିକ୍ୟୁରିଟି । ସମସ୍ତ ଗେଟ ବନ୍ଦ କରାଯିବା ସହ ତନ୍ନ ତନ୍ନ ଯାଞ୍ଚ କରୁଛନ୍ତି ପୋଲିସ ଅଧିକାରୀ। ସବୁ ଗେଟ ଆଗରେ ପୋଲିସ ଛାଉଣୀ । ଆନ୍ଦୋଳନକାରୀଙ୍କୁ ରୋକିବାକୁ ୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା […]
ଭୁବନେଶ୍ୱର,୨୭।୩: ରାଜଧାନୀରେ କଂଗ୍ରେସ କରିଛି ରଣହୁଙ୍କାର। କଂଗ୍ରେସର ଗର୍ଜନରେ ଉଠୁଛି ପଡୁଛି ରାଜଧାନୀ। କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ ହାଇ ସିକ୍ୟୁରିଟି । ସମସ୍ତ ଗେଟ ବନ୍ଦ କରାଯିବା ସହ ତନ୍ନ ତନ୍ନ ଯାଞ୍ଚ କରୁଛନ୍ତି ପୋଲିସ ଅଧିକାରୀ । ସବୁ ଗେଟ ଆଗରେ ପୋଲିସ ଛାଉଣୀ । ଆନ୍ଦୋଳନକାରୀଙ୍କୁ ରୋକିବାକୁ ୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ରାଜଧାନୀରେ […]
ଭୁବନେଶ୍ୱର, :ଭାଜପା ସରକାର ଠିକ୍ ଭାବେ ଶାସନ ଚଳାଇବା ଜାଣିନାହାନ୍ତି। ସରକାର ପ୍ରତିହିଂସା ପରାୟଣ ହେଉଛନ୍ତି। ବିଧାନସଭା ଭିତରେ ଓ ବାହାରେ ବଳ ପ୍ରୟୋଗ କରୁଛନ୍ତି । ଏଥିରେ କଂଗ୍ରେସ ସଦସ୍ୟ ଓ ବିଜେଡି ସଦସ୍ୟ ଆହତ ହୋଇଛନ୍ତି। ସରକାର ଭାବୁଛନ୍ତି ପୋଲିସ ଦ୍ୱାରା ଦମନ କରିବେ, ତାହା କିନ୍ତୁ ସମ୍ଭବ ନୁହେଁ । ଏବେ ଯେମିତି ପୋଲିସ ଛାଉଣୀ ହୋଇଛି, ଲାଗୁଛି ରୁଷ ଯୁକ୍ରେନ ଲଢେଇ ଚାଲିଛି। ଶାନ୍ତିପ୍ରିୟ […]
ଭୁବନେଶ୍ୱର ୨୭ା୩- କଂଗ୍ରେସ କର୍ମୀଙ୍କ ଆନ୍ଦୋଳନ ଯୋଗୁଁ ଭୁବନେଶ୍ୱରର ଲୋୟର ପିଏମଜି ରଣକ୍ଷେତ୍ର ପାଲଟିଛି। ବିଧାନସଭା ଘେରାଉ ପାଇଁ କଂଗ୍ରେସ କର୍ମୀ ମାନେ ବ୍ୟାରିକେଟ୍ ଡେଇଁବାକୁ ଉଦ୍ୟମ କରିଥିଲେ । ସୁରକ୍ଷାକର୍ମୀ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିବାରୁ ଆନ୍ଦୋଳନକାରୀମାନେ ପୋଲିସ୍ ଉପରକୁ ପଥର, ଅଣ୍ଡା ଏବଂ ଟମାଟୋ ମାଡ କରିବା ସହିତ ଚେୟାର ଫିଙ୍ଗିଥିଲେ। ପୋଲିସ ସେମାନଙ୍କୁ ଘଉଡ଼ାଇବା ପାଇଁ ଲୁହବୁହା ଗ୍ୟାସ୍ ଏବଂ ପାଣି ତୋପ ବ୍ୟବହାର କରିଥିଲା। […]
କେନ୍ଦ୍ରାପଡ଼ା, ୨୭ା୩: କେନ୍ଦ୍ରାପଡା ସହରସ୍ଥ ଇଚ୍ଛାପୁରଠାରେ ଥିବା ତୁଳସୀ ବିଦ୍ୟା ମନ୍ଦିରର ୩୨ତମ ବାର୍ଷିକ ଉତ୍ସବ ସଭାପତି ନିରଞ୍ଜନ ସୁଆରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷା ସହିତ ସୁଚରିତ୍ର ଗଠନ ଏକାନ୍ତ ଜରୁରୀ ବୋଲି ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲାପାଳ( Additional District Magistrate)ନିଲୁ ମହାପାତ୍ର ଯୋଗଦେଇ କୁନିକୁନି ପିଲାମାନଙ୍କୁ ଉପଦେଶ ଦେଇଛନ୍ତି । schoolର ସମ୍ପାଦକ ରବିନ୍ଦ୍ର କୁମାର ଦାଶଙ୍କ ସଂଯୋଜନାରେ ଅନୁଷ୍ଠିତ […]
କେନ୍ଦ୍ରାପଡା,୨୭ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ମଧ୍ୟସ୍ଥଳୀ ୭ନଂ ୱାର୍ଡରେ ପ୍ରସ୍ତାବିତ ନୂତନ ଶ୍ମଶାନଗୃହ ନିର୍ମାଣକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଆଜି ସ୍ଥାନୀୟ ଅଞ୍ଚଳର ଶତାଧିକ ମହିଳା କେନ୍ଦ୍ରାପଡା ତହାସିଲଦାର ତାପସ ରଞ୍ଜନ ଦେହୁରୀଙ୍କୁ ଭେଟିଛନ୍ତି । ଏଥି ସହିତ ଜିଲ୍ଲାପରିଷଦ ଅଧ୍ୟକ୍ଷ ଲିଲିତା ଦାସଙ୍କୁ ଭେଟିଥିଲେ । ଅଧ୍ୟକ୍ଷ ଶ୍ରୀମତୀ ଦାସ ସଙ୍ଗେ ସଙ୍ଗେ ତହସିଲଦାରଙ୍କୁ ମଧ୍ୟ ଭେଟି ସମସ୍ୟା ଉପରେ ଆଲୋଚନା କରିଥିଲେ । […]
କେନ୍ଦ୍ରାପଡ଼ା,୨୭ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ୱର୍ଗତା ଜ୍ୟୋସ୍ନାମୟୀ ପଣ୍ଡାଙ୍କ ଦ୍ୱାଦଶାହରେ ସ୍ଥାନୀୟ ଇଶାଣେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ କଂସାର ସରପଞ୍ଚ ସରୋଜିନୀ ନାୟକଙ୍କ ସଭାପତିତ୍ୱରେ ଏକ ସ୍ମୃତିସଭା ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗଦେଇ ସ୍ୱର୍ଗତା ପଣ୍ଡାଙ୍କ ସ୍ମୃତିଚାରଣ କରିଥିଲେ । ମନ୍ତ୍ରୀ ଶ୍ରୀ ନାୟକ କହିଲେ ସ୍ୱର୍ଗତା ପଣ୍ଡା କଂସାର ପଞ୍ଚାୟତର ସରପଞ୍ଚ ଥିବା […]

