କେନ୍ଦ୍ରାପଡ଼ା,୨୫ା୩: ମୃତଛାତ୍ର ଆୟୁଷ୍ମାନକୁ ଜୋରଜବରଦସ୍ତ ଥଣ୍ଡାପାନୀୟରେ ମଦ ମିଶାଇ ପିଆଇବା ପରେ ହତ୍ୟା କରିବା ଉଦେଶ୍ୟରେ ଲୁଣା ନଦୀକୁ ଠେଲି ଦିଆଯାଇଥିଲା। ଫଳରେ ଆୟୁଷ୍ମାନଙ୍କ ମୃତ୍ୟୁ ଘଟିଥିଲା ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଆୟୁଷ୍ମାନ ମୃତ୍ୟୁ ଘଟଣାରେ ଜଣେ ନାବାଳକ ଓ ଜଣେ ଯୁବକଙ୍କୁ ଥାନାକୁ ଆଣି ଜେରା କରିବା ପରେ ଏଭଳି ତଥ୍ୟ ସାମନାକୁ ଆସିଛି। ତଦନ୍ତରୁ ଜଣାପଡିଛି ଯେ ଡେରାବିଶ ଥାନା ଅନ୍ତର୍ଗତ କୁରୁଜଙ୍ଗା […]
HOME
କେନ୍ଦ୍ରାପଡ଼ା,୨୫ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତଃ ଡ଼ଃ ଦେବେନ୍ଦ୍ର ପ୍ରଧାନଙ୍କ ଉଦ୍ଦେଶ୍ୟରେ ଜିଲ୍ଲାସ୍ତରୀୟ ଏକ ଶ୍ରଦ୍ଧାଞ୍ଜଳି ସଭା ସ୍ଥାନୀୟ କାକଟସ୍ଥିତ ସ୍ୱୟଂ ସେଲିବ୍ରେସନ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟ ସୁନାକର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ସମଗ୍ର ଜିଲ୍ଲାରୁ ଆସିଥିବା ପ୍ରାୟ ୫୦୦ ଜଣ ବିଶିଷ୍ଟ ବ୍ୟକ୍ତି ସ୍ୱର୍ଗତ ପ୍ରଧାନଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସ୍ୱର୍ଗତ ପ୍ରଧାନ ଜଣେ ସରଳ, ସ୍ନେହୀ, ଅମାୟିକ, ନିଷ୍କପଟ […]
କେନ୍ଦ୍ରାପଡ଼ା,୨୫ା୩: ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଉଦ୍ଦେଶ୍ୟରେ କେନ୍ଦ୍ରାପଡା ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ସଂଘ ତରଫରୁ ଏକ ଶୋକସଭାର ଆୟୋଜନ କରାଯାଇଥିଲା । ଏହି ସଭାରେ ଓଡିଶା କ୍ରିକେଟ୍ ଆସୋସିଏସନ ସଦସ୍ୟ ଶୁଭାଶିଷ ସେନାପତିଙ୍କ ସଭାପତିତ୍ୱରେ ପ୍ରଥମେ ସ୍ୱର୍ଗତ ଶର୍ମାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଏଥିରେ ସଂଘର ସଦସ୍ୟ ପ୍ରଫୁଲ୍ଲ ଦାସ, ଏମ୍ଡି ନୟିମ୍ ଭାଇ, ନୃସିଂହ ରଥ, କେଶବ […]
କେନ୍ଦ୍ରାପଡା,୨୫/୩:-ଆଜି ଅପରାହ୍ଣ ୫ ଘଟିକା ସମୟରେ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟ ପରିସରରେ ପ୍ରଥମ ଥର ଜିଲ୍ଲା ଭିନ୍ନକ୍ଷମ ଥଇଥାନ କେନ୍ଦ୍ର ଦ୍ୱାରା ପ୍ରସ୍ତୁତ କରାଯାଇଥିବା ସହାୟକ ଉପକରଣ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଏବଂ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ରଙ୍କ ଦ୍ୱାରା ବଣ୍ଟନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଜାମ୍ବର ମହାନ୍ତି, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ […]
କେନ୍ଦ୍ରାପଡ଼ା,୨୫ା୩ : କେନ୍ଦ୍ରାପଡା ସହରର ମହିପାଳ ଠାରେ ମହିପାଳ ଗ୍ରାମୀଣ ମହୋତ୍ସବ ମଙ୍ଗଳବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି। ବିଶିଷ୍ଟ ସମାଜସେବୀ ରଞ୍ଜିତ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଗେଇ ଫିତାକାଟି ଓ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଏହି ଗ୍ରାମୀଣ ମହୋତ୍ସବକୁ ଉଦଘାଟନ କରଥିଲେ। ମାରୂତି ସୁଜୁକି ଏରିନା ପକ୍ଷରୁ ଆୟୋଜିତ ଏହି ଦୁଇଦିନିଆ ଗ୍ରାମୀଣ ମହୋତ୍ସବର ଉଦେଶ୍ୟ ହେଉଛି ଗ୍ରାମାଞ୍ଚଳର ସ୍ୱଳ୍ପଆୟକାରୀ ଲୋକମାନଙ୍କୁ ସ୍ୱଳ୍ପ ମୂଲ୍ୟରେ ମାରୂତି ସୁଜୁକି ଏରିନା […]
କେନ୍ଦ୍ରାପଡା,୨୫/୩:- ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଆନୁକୁଲ୍ୟରେ ଆଜି ଅପରାହ୍ଣ ୪ ଘଟିକା ସମୟରେ ପୁରୁଣା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଗର୍ଭଧାରଣ ପୂର୍ବ ଓ ପ୍ରସବ ପୂର୍ବ ନିଦାନ ପ୍ରୟୋଗ ପ୍ରଯୁକ୍ତି ଅଧିନିୟମ ସମ୍ପର୍କରେ ଜିଲ୍ଲାସ୍ତରୀୟ କାର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଝିଅ ଓ ପୁଅ ମଧ୍ୟରେ ଥିବା ଭିନ୍ନତାର ମାନସିକତାକୁ ହ୍ରାସ କରି ଏକ ସମତାମୂଳକ ସମାଜ ଗଠନ ଲକ୍ଷ୍ୟ ନେଇ ତୃଣମୂଳ ସ୍ତରରେ କାର୍ଯ୍ୟ କରୁଥିବା […]
ପଟ୍ଟାମୁଣ୍ଡାଇ ୨୫/୩ -ପଟ୍ଟାମୁଣ୍ଡାଇ କଂଗ୍ରେସ ପକ୍ଷକଂଗ୍ରେସ ପକ୍ଷରୁ ଦେବେନ୍ଦ୍ର ଶର୍ମାଙ୍କ ଶ୍ରଦ୍ଧାଞ୍ଜଳି ସଭାରୁ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ସ୍ମରଣରେ ମଙ୍ଗଳବାର ସ୍ଥାନୀୟ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଜିଲା ଓବିସି ସେଲ ସଭାପତି ମଳୟ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ରାଜନଗର କଂଗ୍ରେସ ବିଧାୟକ ପାର୍ଥୀ ଅଶୋକ ପତିହାରି, ବରିଷ୍ଠ କଂଗ୍ରେସ ନେତା ରମାକାନ୍ତ ଦାଶ, ତପନ ପାତ୍ର ସୁନାମଣି ଦାଶ […]
କେନ୍ଦ୍ରାପଡ଼ା,୨୫ା୩: ଚଳିତ ମାସ ୨୦ ତାରିଖ ଦିନ ପୁରୀଠାରେ ଥିବା ଜଗନ୍ନାଥ ଧାମ କ୍ରିକେଟ୍ ଷ୍ଟାଡିୟମ୍ଠାରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବସେବା ବିଭାଗର ସହାୟତାରେ ହୋଇଥିବା ରାଜ୍ୟସ୍ତରୀୟ ଅସ୍ମିତା ଯୋଗାସନ ପ୍ରତିଯୋଗିତାରେ ଜୁନିୟର ବାଳିକା ବିଭାଗରେ ଟୁଇଙ୍କିଲ୍ ସ୍ୱାଇଁ ଆର୍ଟିଷ୍ଟିକ୍ ବ୍ୟକ୍ତିଗତ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିବା ସହିତ ଟ୍ରାଡିଶନାଲ ଯୋଗାସନ ବିଭାଗରେ ତୃତୀୟ ସ୍ଥାନ ଅଧିକାର କରିଥିବା ସ୍ଥଳେ ସିନିୟର ବାଳିକା ବିଭାଗରେ ଡେରାବିଶ ବ୍ଲକର […]
କେନ୍ଦ୍ରାପଡ଼ା,୨୪ା୩ : ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଟ୍ରଷ୍ଟ ପକ୍ଷରୁ ଗରୀବ ଛାତ୍ରଛାତ୍ରୀମାନଙ୍କ ପାଇଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ପରାମର୍ଶ କ୍ରମେ ଏହି ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟି ଅରୁଣ ପ୍ରତାପ ଦାସ, ଶାରଦାକାନ୍ତ ଦାସ ଓ ଭୁବନମୋହନ ଦାସ ପ୍ରମୁଖ ଅନୁଗୁଳର ହାକିମପଡାସ୍ଥିତ ବାଜିରାଉତ ଛାତ୍ରାବାସରେ ପହଞ୍ଚି […]
କେନ୍ଦ୍ରାପଡ଼ା,୨୪ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର ମାଗୁରାଗଣ୍ଡପାଟଣା ମୁଣ୍ଡାବସ୍ତିରେ ଏକ ନୂତନ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ ହୋଇଯାଇଛି। ବହୁ ବର୍ଷ ଧରି ସେଠାରେ ପାନୀୟ ଜଳର ଅଭାବ ଯୋଗୁଁ ମୁଣ୍ଡାବସ୍ତିର ଲୋକମାନେ ୨/୩ କିଲୋମିଟର ଦୂରକୁ ଯାଇ ପାନୀୟ ଜଳ ଆଣୁଥିଲେ। ଏହି ଘଟଣାକୁ ଦୃଷ୍ଟିରେ ରଖି ୬ନମ୍ବର ଜୋନର ଜିଲ୍ଲା ପରିଷଦ ସଦସ୍ୟା ନିର୍ମଳା ମହାନ୍ତିଙ୍କ ପ୍ରଚେଷ୍ଟାରେ ଏହି ପାନୀୟ ଜଳ ଯୋଗାଣ ପ୍ରକଳ୍ପଟି […]