ପଟ୍ଟାମୁଣ୍ଡାଇ ୧୦/୮ ନରେନ୍ଦ୍ର ଧଳା– ପଟ୍ଟାମୁଣ୍ଡାଇ ବ୍ଲକ ଧୋୟାଂଚଳ ଅଣ୍ଢରା ଧ୍ୟାନଧ୍ୟାୟୀ ଠାକୁରାଣୀ ପାଖରୁ ବ୍ରାହ୍ମଣସାହି ୬ ନମ୍ବର ୱାର୍ଡରେ ରାସ୍ତାର କଲଭର୍ଟ ଗତବର୍ଷରୁ ଭୁସୁଡ଼ି ପଡ଼ିଥିବା ବେଳେ ନିର୍ମାଣ କାର୍ଯ୍ୟ ଆଜି ପର୍ଯ୍ୟନ୍ତ ଶେଷ ହୋଇପାରିନାହିଁ। ଫଳରେ ସ୍ଥାନୀୟ ଅଂଚଳର ପାଖାପାଖି ୫ ଶହରୁ ଊର୍ଦ୍ଧ୍ୱ ଲୋକ ଯାତାୟାତରେ ହଇରାଣ ହରକତ ହେଉଛନ୍ତି। ପ୍ରଶାସନିକ ଆନ୍ତରିକତାର ଅଭାବ ଯୋଗୁଁ ନିତ୍ୟବ୍ୟବହାର୍ଯ୍ୟ ରାସ୍ତାଟି ଏବେ ଗ୍ରାମବାସୀଙ୍କ ପାଇଁ କାଳ ସାଜିଛି। […]
HOME
ପଟ୍ଟାମୁଣ୍ଡାଇ ୧୩/୮ – ପଟ୍ଟାମୁଣ୍ଡାଇ ପୌର ପରିଷଦ ଆନୁକୂଲ୍ୟରେ ଦେଶପ୍ରେମର ବାର୍ତା ବାଂଟିବା ଏବଂ ସ୍ୱାଧୀନତା ଦିବସ ପାଳନର ଅଂଶସ୍ୱରୂପ “ହର ଘର ତ୍ରିରଙ୍ଗା’ ରାଲି ବା ଶୋଭାଯାତ୍ରା ଅତ୍ୟନ୍ତ ଉତ୍ସାହ ଓ ଆଡ଼ମ୍ବରର ସହିତ ଅନୁଷ୍ଠିତ ହୋଇଯାଇଛି। ସହରବାସୀଙ୍କ ମଧ୍ୟରେ ଜାତୀୟତାବୋଧ ବୃଦ୍ଧି କରିବା ଓ ପ୍ରତ୍ୟେକ ଘରେ ଜାତୀୟ ପତାକା ଉଡ଼ାଇବା ପାଇଁ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ପଟ୍ଟାମୁଣ୍ଡାଇ ପୌରପାଳିକା […]
କେନ୍ଦ୍ରାପଡା ୧୨/୮ : ୯୭-କେନ୍ଦ୍ରାପଡ଼ା ବିଧାନସଭା କ୍ଷେତ୍ରରେ ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ବିଏଲଏ-୨ (ବୁଥ ଲେବୁଲ ଏଜେଣ୍ଟ-୨) ମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ନିର୍ବାଚନୀ ପ୍ରକ୍ରିୟାରେ ବିଏଲଏ-୨ ମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିବାରୁ ଭୋଟର ତାଲିକା ଯାଞ୍ଚ, ସଂଶୋଧନ, ନୂତନ ଭୋଟରଙ୍କ ନାମ ଅନ୍ତର୍ଭୁକ୍ତି ଓ ବୁଥ୍ ସ୍ତରୀୟ ସାଂଗଠନିକ କାର୍ଯ୍ୟ ସମ୍ପର୍କରେ ସେମାନଙ୍କୁ ବିସ୍ତୃତ ପ୍ରଶିକ୍ଷଣ ଓ ମାର୍ଗଦର୍ଶନ ଦିଆଯାଇଥିଲା। ଏହି ପ୍ରଶିକ୍ଷଣ […]
କେନ୍ଦ୍ରାପଡ଼ା,୧୨ା୮:କେନ୍ଦ୍ରାପଡ଼ା ଜିଲ୍ଲାର ଆଳି ବ୍ଲକ ଅଧୀନସ୍ଥ ମହୁ ଗ୍ରାମ ପଞ୍ଚାୟତରେ ଥିବା ମହୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତିନୋଟି ଶ୍ରେଣୀ ଅର୍ଥାତ୍ ଷଷ୍ଠ, ସପ୍ତମ ଏବଂ ଅଷ୍ଟମ ଶ୍ରେଣୀରେ ମୋଟ ଏକ ଶହ ଅଠର (୧୧୮) ଛାତ୍ରଛାତ୍ରୀ ପାଠ ପଢ଼ୁଛନ୍ତି। ତିନୋଟି ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଠ ପଢ଼ିବା ପାଇଁ ଆଜବେଷ୍ଟ ବିଶିଷ୍ଟ ତିନୋଟି ଶ୍ରେଣୀଗୃହ ରହିଛି। ଉକ୍ତ ଆଜବେଷ୍ଟ ଗୃହ ଗୁଡ଼ିକ ବହୁ ପୁରୁଣା ହୋଇଯିବା ସହିତ ଅନେକ […]
କେନ୍ଦ୍ରାପଡ଼ା,୧୨ା୮:କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କର ପୁରୁଣା ବସଷ୍ଟାଣ୍ଡ ଶାଖା ବଳଗଣ୍ଡିସ୍ଥିତ ମହାଭୋଇ ପୋଖରୀ ସମ୍ମୁଖକୁ ସ୍ଥାନାନ୍ତର ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ଜିଲ୍ଲାପାଳ ରଘୁରାମ ଆର. ଆୟର ମୁଖ୍ୟଅତିଥି ଭାବେ ଯୋଗଦେଇ ବୁଧବାର ପୂର୍ବାହ୍ନରେ ଏହି ସ୍ଥାନାନ୍ତରିତ ଶାଖାକୁ ଫିତା କାଟି ଉଦଘାଟନ କରିଥିଲେ। ଏହି ଅବସରରେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉ ଏବଂ ବ୍ୟାଙ୍କର ପ୍ରତିଷ୍ଠାତା ସଭାପତି ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ […]
ପଟ୍ଟାମୁଣ୍ଡାଇ ତା ୧୨/୮-ଦୀର୍ଘ ୨୦ ବର୍ଷ ଧରି ଦେଶ ସୁରକ୍ଷା ଦାୟିତ୍ୱରେ ରହି ଦେଶ ସେବା ରେ ବଳିଷ୍ଠ ଯୋଗଦାନ ଦେଇ କେନ୍ଦ୍ରାପଡା ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ପଟ୍ଟାମୁଣ୍ଡାଇ ବ୍ଲକ୍ ବାଛରା ପଞ୍ଚାୟତ ମଣ୍ଡପଡ଼ା ଗ୍ରାମର ପ୍ରମୋଦ ପ୍ରଧାନଙ୍କ ସୁପୁତ୍ର ସମାଜ ପ୍ରଧାନ ସମ୍ପ୍ରତି ନିଜ କର୍ମକ୍ଷେତ୍ରରୁ ଅବସର ଗ୍ରହଣ କରି ଜନ୍ମମାଟିର ସେବା କରିବା ପାଇଁ ଆଗେଇ ଆସିଛନ୍ତି । ଦେଶ ସେବାରେ ତାଙ୍କର ଉଲ୍ଲେଖନୀୟ ଯୋଗଦାନ ପାଇଁ […]
ପଟ୍ଟାମୁଣ୍ଡାଇ ତା ୧୨/୮- କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ତ୍ରିଭୁବନ ପକ୍ଷରୁ ପରିବେଶ ସୁରକ୍ଷା ପାଇଁ ବ୍ୟାପକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହାଟକୁ ନିଆଯାଇଛି । ମାସାଧିକ କାଳ ଆୟୋଜିତ ଏହି ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ଗତ ମାସ ୧୧ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର ଆୟାର ଉଦଘାଟନ କରିଥିଲେ । ବଡ଼ମୋହନପୁର ପଂଚାୟତ ନୀଳକଣ୍ଠପୁର ସମେତ ଆଖପାଖ ବିଭିନ୍ନ ଅଂଚଳରେ ବୃକ୍ଷରୋପଣ କରାଯାଇଥିଲା । […]
କେନ୍ଦ୍ରାପଡା୧୧ା୮: ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ୮୩ତମ ଅଧିବେଶନ ମୀରପାଟଣା ଗ୍ରାମ ସ୍ଥିତ କ୍ରିଷ୍ଣା ଏକାଡେମୀ ଅଫ୍ ଆର୍ଟ ଆଣ୍ଡ କଲଚର କାର୍ଯ୍ୟାଳୟ ପରିସରରେ ସଭାପତି ଡ଼ଃ ଉପେନ୍ଦ୍ର ନାଥ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ଅଧିବେଶନ ଆରମ୍ଭରେ ସମ୍ପାଦକ କରୁଣାକର ଦାସ ସମସ୍ତଙ୍କୁ ସ୍ୱାଗତ କରିଥିଲେ ଓ ପୂର୍ବ ସଭାର ବିବରଣୀ ପାଠ କରିଥିଲେ । ସଂଘର ମୁଖ୍ୟ ଉପଦେଷ୍ଟା ପ୍ରାକ୍ତନ ଅଧ୍ୟକ୍ଷ ଅଜୟ କୁମାର […]
କେନ୍ଦ୍ରାପଡା ୧୧/୮: ପୁନର୍ବାସର ବିଭିନ୍ନ ପ୍ରକଳ୍ପରେ ଥେରାପି ସେବା ଗ୍ରହଣ କରିଥିବା ସ୍ୱତନ୍ତ୍ର ଶିଶୁହିତାଧିକାରୀ ଅଭିଭାବକଙ୍କ ବୈଠକ ମାଧପୁରସ୍ଥିତ ଥେରାପି ସେର ଫର୍ ଚିଲ୍େଡ୍ରନ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ପ୍ରତିଷ୍ଠାତା ତଥା ମୁଖ୍ୟ ଉପଦେଷ୍ଟା ବିରଜା ରାଉତରାୟ, ସହସମ୍ପାଦକ ବଂଶୀଧର ମହାନ୍ତି ଏବଂ କୋଷାଧ୍ୟକ୍ଷ ଶିବ ଚରଣ ସାମଲ ପ୍ରମୁଖ କାର୍ଯ୍ୟକାରୀ କମିଟିର ସଦସ୍ୟ ଅଭିଭାବକମାନଙ୍କ ସହ ଆଲୋଚନା କରିବା ସହିତ ସେମାନଙ୍କର ଅଭିଜ୍ଞତା ଓ ପରାମର୍ଶଗୁଡ଼ିକୁ ଶୁଣିଥିଲେ […]
କେନ୍ଦ୍ରାପଡ଼ା ୧୧/୮: କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆଳି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଚଣ୍ଡିଆଗଡ଼ ଭାତୁଆଠାରେ ଏକ ବୋଲବମ୍ ସେବା ଶିବିର ଆୟୋଜିତ ହୋଇଥିଲା। କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି (ସଂଗଠନ) ସତ୍ୟପ୍ରିୟ ସାମଲଙ୍କ ନେତୃତ୍ୱରେ ଏହି ସେବା ଶିବିର ଆୟୋଜିତ ହୋଇଥିବାବେଳେ ଜିଲ୍ଲା କଂଗ୍ରେସ କମିଟି ସଭାପତି ଡା. ଦେବସ୍ମିତା ଶର୍ମା ଶିବିରକୁ ଉଦ୍ଘାଟନ କରିଥିଲେ। ଏହି ଅବସରରେ ଆରଜିପିଆରଏସ କେନ୍ଦ୍ରାପଡ଼ା ଜିଲ୍ଲା ଅଧ୍ୟକ୍ଷ ରାଜେଶ କୁମାର […]

