ପଟ୍ଟାମୁଣ୍ଡାଇ ୨୦/୯ – କେନ୍ଦ୍ରାପଡ଼ା ଜିଲା ସିପିଆଇଏମଏଲ ଜିଲା କମିଟି ପକ୍ଷରୁ ଶନିବାର ପଟ୍ଟାମୁଣ୍ଡାଇରେ ଗଣପ୍ରତିବାଦ ଶୋଭାଯାତ୍ରା କରାଯାଇଥିଲା । ପଟ୍ଟାମୁଣ୍ଡାଇ ମହାବୀର ବଜାର ଠାରୁ ଏକ ଗଣପ୍ରତିବାଦ ଶୋଭାଯାତ୍ରା ବାହାରି ବଜାର ପରିକ୍ରମା କରିବା ପରେ ତହସିଲ ଅଫିସରେ ପହଂଚିଥିଲା । ସିପିଆଇଏମଏଲ ପକ୍ଷରୁ ବିଭିନ୍ନ ଦାବୀ ସମ୍ବଳିତ ଏକ ଦାବୀପତ୍ର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ପଟ୍ଟାମୁଣ୍ଡାଇ ତହସିଲଦାରଙ୍କୁ ପ୍ରଦାନ କରାଯାଇଥିଲା । ସିପିଆଇଏମଏଲର ଗଣପ୍ରତିବାଦ ଶୋଭାଯାତ୍ରା ପରେ […]
HOME
ପଟ୍ଟାମୁଣ୍ଡାଇ ତା ୨୦/୯- ପଟ୍ଟାମୁଣ୍ଡାଇ ବ୍ଲକରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ସ୍ୱଚ୍ଛ ଭାରତ ସଂଯୋଜକ ରବୀନ୍ଦ୍ର ରାଉତଙ୍କ ପୌରହିତ୍ୟରେ ବ୍ଲକ ସମ୍ମିଳନୀ କକ୍ଷ ରେ ଆୟୋଜିତ କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ସମ୍ପ୍ରତି ପରିବେଶ ସୁରକ୍ଷା ସମଗ୍ର ବିଶ୍ୱ ପାଇଁ ଆହ୍ୱାନ ଭାବେ ଦେଖାଦେଇଛି I ପରିବେଶ ସୁରକ୍ଷିତ ନହେଲେ […]
ପଟ୍ଟାମୁଣ୍ଡାଇ ୨୦/୯-କେନ୍ଦ୍ରାପଡା ଜଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଶନିବାର ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ସକାଳୁ ପ୍ରବଳ ଖରା ଗରମ ଗୁଳୁଗୁଳିରେ ଲୋକେ ଡହଳବିକଳ ହେଉଥିବା ବେଳେ ମଧ୍ୟାହ୍ନ ପ୍ରାୟ ୨ ଟା ସମୟରେ ଅଚାନକ ଘଡଘଡି ସାଙ୍ଗକୁ ବର୍ଷା ପ୍ରାୟ ୧ଘଣ୍ଟା ଧରି ଛେଛିଥିଲା। ବିଜୁଳି ପାଖାପାଖି ୫୦ରୁ ଅଧିକ ଘଡଘଡି ଶବ୍ଦରେ ଲୋକେ ଭୟଭୀତ ହୋଇଥିଲେ। ଏହାର ପ୍ରଭାବରେ ଅଞ୍ଚଳରେ ବିଦ୍ୟୁତ ସରବରାହ ମଧ୍ୟ ଦୀର୍ଘ ସମୟ […]
କେନ୍ଦ୍ରାପଡ଼ା,୧୯ା୯:କେନ୍ଦ୍ରାପାଡାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ସିଧାସଳଖ ପ୍ୟାସେଞ୍ଜର ଟ୍ରେନ ଚଳାଚଳ ପାଇଁ ପୂର୍ବତଟ ରେଳବାଇର ମ୍ୟାନେଜରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଶୁକ୍ରବାର କେନ୍ଦ୍ରାପଡାର ସାମାଜିକ କର୍ମୀ ସମୀର ଚାନ୍ଦ, ସଞ୍ଜୟ ରାଉତ ଓ ଅମିୟ ବଳଙ୍କ ନେତୃତ୍ୱରେ ଏକ ଦଳ ପୂର୍ବତଟ ରେଳବାଇର ମ୍ୟାନେଜରଙ୍କୁ ଭେଟି ଏହି ସ୍ମାରକପତ୍ର ପ୍ରଦାନ କରିଛନ୍ତି। କେନ୍ଦ୍ରାପଡାରୁ ପ୍ରତିଦିନ ହଜାରେ ଲୋକ ଚାକିରୀ, ଶିକ୍ଷା, ବ୍ୟବସାୟ ଓ ଚିକିତ୍ସା କାରଣରୁ ଭୁବନେଶ୍ୱର ଯାଇଥାନ୍ତି। ସିଧାସଳଖ […]
ପଟ୍ଟାମୁଣ୍ଡାଇ ତା ୧୯/୯- ପଟ୍ଟାମୁଣ୍ଡାଇ ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ବୃଦ୍ଧି ଯୋଗୁଁ ଟ୍ରାଫିକ ସମସ୍ୟା ଦିନକୁ ଦିନ ଉତ୍କଟ ରୂପ ଧାରଣ କରିଛି । ଯାହାଫଳରେ ସହର ମଧ୍ୟରେ ଟ୍ରାଫିକ ସମସ୍ୟା ଯୋଗୁଁ ଜନସାଧାରଣ ଓ ଯାନବାହନ ଦୀର୍ଘ ସମୟ ଧରି ଅଟକି ରହିବା ଦେଖାଯାଉଛି । କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର ଆୟାର ଏ ସମ୍ପର୍କରେ ଅବଗତ ହେବା ପରେ ପଟ୍ଟାମୁଣ୍ଡାଇ ସହରରୁ ଜବର ଦଖଲ ଉଛେଦ ପାଇଁ […]
ପଟ୍ଟାମୁଣ୍ଡାଇ ୧୮/୯ -ପାର୍ବଣ ଋତୁର ଆଗମନରେ ଶାରଦିଅ ଦୁର୍ଗା ପୂଜାକୁ ଶାନ୍ତି ଶୃଙ୍ଖଳାର ସହିତ ପାଳନ କରିବା ପାଇଁ ଶୁକ୍ରବାର ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ଥାନା ପରିସରରେ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ୨୪ଟି ପୂଜା ମଣ୍ଡପର କର୍ମକର୍ତା ଓ ଶାନ୍ତି କମିଟି ସଦସ୍ୟମାନେ ଯୋଗ ଦେଇ ଆଲୋଚନା କରିଥିଲେ । ଏ ନେଇ ବିଭାଗୀୟ ଅଧିକାରୀ ଏବଂ ସମସ୍ତ କମିଟିର ସଦସ୍ୟଙ୍କ ସହିତ […]
ପଟ୍ଟାମୁଣ୍ଡାଇ ତା ୧୮/୯–ପଟ୍ଟାମୁଣ୍ଡାଇଳୁ ରାଜସ୍ୱ ସବଡିଭିଜନ ମାନ୍ୟତା ପ୍ରଦାନ ପ୍ରସଙ୍ଗକୁ ନେଇ ରାଜନଗର ବିଧାୟକ ଧ୍ରୁବ ସାହୁ ଗୁରୁବାର ବିଧାନସଭାରେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି । ବିଧାୟକ ସାହୁଙ୍କ ପ୍ରଶ୍ନର ଉତରରେ ରାଜ୍ୟରେ ସବ-ଡିଭିଜନ ପୁନଗଠନ ପ୍ରକ୍ରିୟା ଅଦ୍ୟାବଧି କରାଯାଇନାହିଁ, ଓଡ଼ିଶା ରାଜସ୍ୱ ପ୍ରଶାସନ (ୟୁନିଟ୍) ଆଇନ, ୧୯୬୩, ବର୍ତମାନ ଭାରତୀୟ ନ୍ୟାୟ ସୁରକ୍ଷା ସଂହିତା ୭(୩) ଆଇନ ଅନୁଯାୟୀ ସରକାର ପଦକ୍ଷେପ ନେବେ ବୋଲି ରାଜସ୍ୱ ଓ […]
କେନ୍ଦ୍ରାପଡ଼ା,୧୮ା୯:ନ୍ୟାୟ ନପାଇ ଜୀବିକା ହରାଇଥିବା ଦୁଇ ଦଳିତ ମହିଳା ଓ ସମାଜସେବୀ ସନ୍ଧ୍ୟାରାଣୀ ପଲାଇଙ୍କ ସମେତ ଶତାଧିକ ମହିଳା ଗୁରୁବାର ଜଜାଙ୍ଗସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ ଆରମ୍ଭ କରିଛନ୍ତି।ପ୍ରଥମେ ଥାନା ପରେ ଏସପି ଓ ଜିଲ୍ଲାପାଳଙ୍କ ପାଖରେ ଗୁହାରି କରି ସେଠାରୁ ନିରାଶ ହୋଇ ନିଜର ଜୀବିକା ହରାଇବା ପରେ ଶେଷରେ ଦୁଇ ଦଳିତ ମହିଳା ବାଧ୍ୟ ହୋଇ ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ […]
କେନ୍ଦ୍ରାପଡ଼ା,୧୮ା୯:କେନ୍ଦ୍ରାପଡ଼ା ଜିଲ୍ଲାର ବେସରକାରୀ ପୂର୍ଣ୍ଣ ଅନୁଦାନପ୍ରାପ୍ତ ହାଇସ୍କୁଲରେ ଖାଲିଥିବା ପ୍ରଧାନଶିକ୍ଷକ ପଦବୀଗୁଡ଼ିକୁ ପୂରଣ କରିବାପାଇଁ ଓଡ଼ିଶା ସରକାରଙ୍କ ଶିକ୍ଷା ବିଭାଗର ମୁଖ୍ୟ କାର୍ଯ୍ୟାଳୟ ଯଥା ଓଡିଶା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପତ୍ର ସଂଖ୍ୟା -୧୭୨୬୮ ତା୨୩/୬/୨୦୨୧ରିଖର ନିୟମ ଅନୁଯାୟୀ କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅଧୀନରେ ଥିବା ୩୮ଟି ବେସରକାରୀ ପୂର୍ଣ୍ଣ ଅନୁଦାନପ୍ରାପ୍ତ ହାଇସ୍କୁଲରେ କାର୍ଯ୍ୟରତ ସହକାରୀ ଶିକ୍ଷକମାନଙ୍କ ବରିଷ୍ଠତା ଭତ୍ତିରେ ୫୩ ଜଣ ସହକାରୀ ଶିକ୍ଷକମାନଙ୍କ ଅନୁକ୍ରମ ତାଲିକା […]
କେନ୍ଦ୍ରାପଡ଼ା,୧୭ା୯:ଜିଲ୍ଲା ପ୍ରଶାସନ, ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ “ଏକ ପେଡ ମା କେ ନାମ ତଥା “ମା ପାଇଁ ଗଛଟିଏ” ଏକ ବିଶାଳ ଚାରାରୋପଣ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ରାଜନଗର ବ୍ଲକ ପେଣ୍ଠ ସମୁଦ୍ରକୂଳ ବର୍ତ୍ତର୍ୀ ଦୋବନ୍ଧି ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ […]

