କେନ୍ଦ୍ରାପଡ଼ା,୧୪ା୯:ବିନା ରାଷ୍ଟ୍ରଭାଷାରେ ରାଷ୍ଟ୍ର ମୂକ ଅଟେ। ରାଷ୍ଟ୍ରର ସ୍ପନ୍ଦନ, ରାଷ୍ଟ୍ରର ଆତ୍ମାର ଅଭିବ୍ୟକ୍ତି ତା’ର ରାଷ୍ଟ୍ରଭାଷାରେ ନିହିତ ଥାଏ। ୧୯୪୯ମସିହାରୁ ସାମ୍ବିଧାନିକ ମର୍ଯ୍ୟାଦା ପାଇ ସାରିଥିଲେ ମଧ୍ୟ ଦେଶର ସବୁଠାରୁ ଅଧିକ ସଂଖ୍ୟକ ଜନସାଧାରଣ ହିନ୍ଦୀ ବୁଝିବା, କହିବା ଓ ଲେଖିବା ସତ୍ତ୍ୱେ ଆଜି ମଧ୍ୟ ରାଷ୍ଟ୍ରଭାଷାକୁ ଅନ୍ୟଭାଷା ସହ ସଙ୍ଘର୍ଷ କରିବାକୁ ପଡୁଛି। ହିନ୍ଦୀର ପ୍ରଚାରକ ଓ ପ୍ରସାରକ ଭାବରେ ଶ୍ରେଣୀଗୃହରେ ନିଜର ଅଧ୍ୟାପନା ଜାରି ରଖିଥିବା ଶିକ୍ଷକ, […]
HOME
କେନ୍ଦ୍ରାପଡ଼ା,୧୪ା୯:ଓଡିଶା ରାଜ୍ୟ ସମବାୟ ୟୁନିଅନ ଆନୁକୁଲ୍ୟରେ କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ ଦକ୍ଷତା ବିକାଶ କର୍ମଶାଳା ବ୍ୟାଙ୍କର ମୁଖ୍ୟ ଶାଖା ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ବ୍ୟାଙ୍କର ସଭାପତି ଗୁରୁପ୍ରସାଦ ମହାନ୍ତି ସମବାୟର ଆଦ୍ୟ ପ୍ରବର୍ତ୍ତକ ଉତ୍କଳ ଗୈାରବ ମଧୁବାବୁ ଏବଂ ବ୍ୟାଙ୍କର ପ୍ରତିଷ୍ଠାତା ସଭାପତି ଭାଗବତ ପ୍ରସାଦ ମହାନ୍ତିଙ୍କ ଫଟୋ ଚିତ୍ରରେ ମାଲ୍ୟର୍ପଣ କରିବା ପରେ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କର୍ମଶାଳାର […]
କେନ୍ଦ୍ରାପଡ଼ା,୧୪ା୯: ଆସନ୍ତା ୧୭ ସେପ୍ଟମ୍ବରରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ହେବାକୁ ଥିବା ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ସଫଳ କରିବା ନେଇ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ପ୍ରସ୍ତୁତି କରାଯାଉଛି। ଏହି ଉପଲକ୍ଷେ ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ଼ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ମନୋରଞ୍ଜନ ରାଉତ, ଏଡ଼ିଏମଓ଼ […]
କେନ୍ଦ୍ରାପଡ଼ା,୧୩ା୯:ମିଳିତ ମଞ୍ଚ ଏନପିଏସ ମାଧ୍ୟମିକ ଶିକ୍ଷକ ସଙ୍ଘ,କେନ୍ଦ୍ରାପଡା ସଂଗଠନ କେନ୍ଦ୍ରାପଡା ଜିଲ୍ଲାର ମାଧ୍ୟମିକ ସରକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ୪ଦଫା ଦାବି ପୁରଣ ନେଇ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଜିଲ୍ଲାପାଳ ରଘୁରାମ ଆର.ଆୟାର, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ସ୍ୱାଗତିକା ସ୍ୱାଇଁ, ଦିପ୍ତୀ ନାୟକ ଓ ଶୁଭସ୍ମିତା ତ୍ରିପାଠୀଙ୍କୁ ଜିଲ୍ଲା ମିଳିତ ମଞ୍ଚ ଏନପିଏସ […]
କେନ୍ଦ୍ରାପଡ଼ା,୧୩ା୯: କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡ଼ିକାଲ କଲେଜ ପ୍ରତିଷ୍ଠା ନିମନ୍ତେ ସରକାର ଯେତିକି ବିଳମ୍ବ କରିଚାଲିଛନ୍ତି ସରକାରଙ୍କ ବିରୋଧରେ ଅସନ୍ତୋଷ ସେତିକି ତୀବ୍ର ହେବାରେ ଲାଗିଛି। ଆର୍ôଥକ ଦୃଷ୍ଟିରୁ ରାଜ୍ୟର ଅନ୍ୟତମ ପଛୁଆ ଜିଲ୍ଲା କେନ୍ଦ୍ରାପଡ଼ାର ଏହି ସ୍ଥିତିରେ ପରିବର୍ତ୍ତନ ପାଇଁ ଗତ ପାଞ୍ଚ ବର୍ଷ ଧରି ଏଥିଲାଗି ଲଗାତର ଦାବି କରି ଆସୁଥିବା ମିଳିତ କ୍ରିୟାନୁଷ୍ଠାନ କମିଟି ଏବେ ପୁଣି ଆନ୍ଦୋଳନର ଡାକରା ଦେଇଛି। ପୂର୍ବ ସରକାର ସମୟରେ ବ୍ଲକ […]
ପାଣି ପାଇଁ ହନ୍ତସନ୍ତ ଅନେକ ଗ୍ରାମବାସୀ ମରାମତି ହେଉନି ନଳକୂପ ପରିମଳ ବିଭାଗ ଓ ଠିକା ସଂସ୍ଥାର ମନମୁଖୀ କାର୍ଯ୍ୟ ପଟ୍ଟାମୁଣ୍ଡାଇ ୧୧/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଂଚଳରେ ଦୁଇଟି ମେଗା ପାନୀୟ ଜଳ ପ୍ରକଳ୍ପ କାମ ଆରାମ୍ବ ହେବାର ୪ ବର୍ଷ ବିତି ଯାଇଥିଲେ ମଧ୍ୟ କାମ ସରିବା ନା ନେଉନାହିଁ । ହେଲେ ବର୍ଷାଦିନେ ବହୁ ପଂଚାୟତର ଲୋକେ ପିଇବା ପାଣି ସଂଘର୍ଷ କରୁଛନ୍ତି । […]
ମାସ ମାସ ଧରି ଲୋକେ ପାଣି ଘେରରେ ରିଲିଫ ସମେତ ସରକାରୀ ସହାୟତା ଦାବୀ ପଟ୍ଟାମୁଣ୍ଡାଇ ୧୧/୯ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବନ୍ୟା ସହାୟତା କ୍ଷେତ୍ରରେ ଚରମ ଅବହେଳାର ଶିକାର ହୋଇଛି । ବ୍ରାହ୍ମଣୀ ଓ କାଣୀ ନଦୀରେ ୪ଥର ବନ୍ୟା ଆସି ମାସ ମାସ ଧରି ପଟ୍ଟାମୁଣ୍ଡାଇ ବ୍ଲକ ଓ ମୁନିସିପାଲିଟିର ବହୁ ଅଂଚଳ ଓ ଚାଷଜମି ପାଣି ଘେରରେ ରହି ହଜାର ହଜାର ଏକର […]
କେନ୍ଦ୍ରାପଡ଼ା,୧୧ା୯: କେନ୍ଦ୍ରାପଡା ଜିଲା ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଚୋରା ମଦ ଜବତ ହୋଇଛି। ଏହା ସହ ଘଟଣାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ସମୁଦାୟ ୧୨୪୮ ଲିଟର ଦେଶୀ, ଦେଶୀ ରନ୍ଧା ଓ ବିଦେଶୀ ମଦ ଜବତ କରାଯାଇଛି। ସେମାନେଙ୍କୁ ଆଜି କୋଟ ଚାଲାଣ କରାଯାଇଛି ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କେନ୍ଦ୍ରାପଡା ଜିଲାପାଳଙ୍କ ନିର୍ଦ୍ଦେଶରେ […]
କେନ୍ଦ୍ରାପଡ଼ା,୧୧ା୯: ରକ୍ତପାତ ଓ ଯୁଦ୍ଧ ବିଭୀଷିକାର ବାରୁଦ ଗଦା ଉପରେ ଠିଆ ହୋଇଥିବା ସମଗ୍ର ବିଶ୍ୱ ଏବେ ଗାନ୍ଧିଜୀଙ୍କ ସତ୍ୟ ଓ ଅହିଂସାର ବିଚାରକୁ ଆଦର କରୁଥିବା ବେଳେ ଏବଂ ବିଶ୍ୱର ବିଭିନ୍ନ ଦେଶରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ସ୍ଥାପିତ ହେଉଥିବା ବେଳେ ଆମ ଦେଶରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିକୁ ବିଖଣ୍ଡିତ କରାଯିବା ଅତ୍ୟନ୍ତ ଲଜ୍ଜାଜନକ ବିଷୟ। ଏପରି ଘଟଣାର ପୁନରାବୃତ୍ତି ନ ଘଟିବା ପାଇଁ ସମ୍ପୃକ୍ତ ଅପରାଧୀଙ୍କୁ ତୁରନ୍ତ ଗିରଫ କରାଯିବା […]
କେନ୍ଦ୍ରାପଡ଼ା,୧୦ା୯:ସଂଯୁକ୍ତ ଜାତିସଙ୍ଘର ଖାଦ୍ୟ ଓ କୃଷି ସଂଗଠନ (ଫାଓ) ଏବଂ ଶାନ୍ତା ମେମୋରିଆଲ ରିହାବିଲଷ୍ଟେସନ ସେଣ୍ଟର (ଏସ.ଏମ.ଆର.ସି ) ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ବୁଧବାର ଜିଲ୍ଲା ମୁଖ୍ୟ କୃଷି ଅଧିକାରଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ରଘୁରାମ ଆର. ଆୟାର ମୁଖ୍ୟଅତିଥି ଭାବେ ଯୋଗଦେଇ କର୍ମଶାଳାକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ଏସ.ଏମ.ଆର.ସିର କାର୍ଯ୍ୟକାରୀ ଉପସଭାପତି ତଥା ପ୍ରକଳ୍ପ ଉପଦେଷ୍ଟା ପ୍ରଫେସର ଆଶାହଂସ […]

