ପଟ୍ଟାମୁଣ୍ଡାଇ ୭/୮- ରାଜ୍ୟରେ ବଢ଼ିଚାଲିଛି ଯୁବତୀ, ଛାତ୍ରୀ ଓ ମହିଳାଙ୍କ ଆତ୍ମହତ୍ୟା । ବାଲେଶ୍ୱର ଏଫଏମ କଲେଜ ଘଟଣା ଓ ପୁରୀ ବଳଙ୍ଗା ମାମଲା ସାରା ରାଜ୍ୟକୁ ଦୋହଲାଇ ଦେଇଥିବା ବେଳେ ଏବେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବଡପଡାର ଛାତ୍ରୀ ବ୍ଲକମେଲିଗଂ ଶିକାର ହୋଇ ପୋଡିହୋଇ ମରିବା ଘଟଣା ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଛି । ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ବରଣ କରିଥିବା ସଂଗୀତାଙ୍କ ମୃତ୍ୟୁ ରହସ୍ୟ […]
HOME
କେନ୍ଦ୍ରାପଡ଼ା: ଜିଲ୍ଲାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡ଼ା ଗାଁରେ ଆଜି ଘର ଭିତରେ ଜଣେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ମୃତ ଯୁବତୀଙ୍କ ବାପା ଓ ମା’ଙ୍କ ସହିତ କଥା ହୋଇଛି। କେନ୍ଦ୍ରାପଡ଼ା: ଜିଲ୍ଲାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡ଼ା ଗାଁରେ ଆଜି ଘର ଭିତରେ ଜଣେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ […]
କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣାରେ ପୋଲିସ ମୃତ ଛାତ୍ରୀଙ୍କ ମୋବାଇଲ୍ ସିଜ୍ କରିଛି । ମୋବାଇଲରୁ ସ୍ପଷ୍ଟ ହେବ ଛାତ୍ରୀଙ୍କ ପୁରୁଷ ବନ୍ଧୁର ରହସ୍ୟ ।ମୋବାଇଲ ଜବତ ପରେ କଲ୍ ଡିଟେଲ୍ସ ଯାଂଚ କରାଯାଉଛି । କାହାକୁ ହୋଇଥିଲା ଶେଷ କଲ୍ ତା’ର ଯାଂଚ ପୋଲିସ କରୁଛି ।ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଏସପି, ଅତିରିକ୍ତ ଏସପି, ଏସଡିପିଓ, […]
ସୁଧୁରୁନି ପୋଲିସ ବ୍ୟବସ୍ଥା ! ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଫୁ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ବଡ଼ପଦା ପଂଚାୟତ କାଠିଆପଡା ଗ୍ରାମରେ ବୁଧବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ +୩ ଶେଷ ବର୍ଷର କଲେଜ ଛାତ୍ରୀ ନିଜ ଘରେ ଦେହରେ କିରାସିନି ଢାଳି ନିଆଁ ଲଗାଇ ଜୀବନ ହାରି ଥିବା ନେଇ ଆଲୋଚନା ହେଉଛି । ବାପା, ମା ବଜାର ଯାଇଥିବା ବେଳେ ଝିଅ ଏଭଳିକାଣ୍ଡ […]
କେନ୍ଦ୍ରାପଡା,୫ା୮: କେନ୍ଦ୍ରାପଡା ବ୍ଲକ କଳାସଂସ୍କୃତି ନୀଳାଚଳ ନିଖିଳ ଉତ୍କଳ ପାଲା ଗାୟକ ପରିଷଦର କର୍ମକର୍ତ୍ତାମାନେ ଶାଖାର ପୂର୍ବତନ ସଭାପତିଙ୍କ ସମ୍ପର୍କରେ ଆଜି କେନ୍ଦ୍ରାପଡା ଜିଲ୍ଲାପାଳ ରଘୁରାମ ଆର ଆୟାରଙ୍କୁ ସରକାରୀ ଅର୍ଥ ଆତ୍ମସାଥ କରିଥିବା ଅଭିଯୋଗ କରିଛନ୍ତି । ଘଟଣାରୁ ପକାଶ ଯେ ଜିଲ୍ଲାର ପୂର୍ବତନ ଅସ୍ଥାୟୀ ଉପ ସଭାପତି ଗଗନ ବିହାରି ସିଂ ଜିଲ୍ଲାର ଅନେକ କଳାକାରଙ୍କଠାରୁ କେନ୍ଦ୍ର ସରକାରଙ୍କ ଠାରୁ ଆସୁଥିବା ଭତ୍ତା ଓ ସରକାରୀଭାବେ ଆସୁଥିବା […]
କେନ୍ଦ୍ରାପଡ଼ା,୪ା୮:ତୁଳସୀକ୍ଷେତ୍ରର କ୍ଷେତ୍ରାଧିପତି ପ୍ରଭୁ ଶ୍ରୀବଳଦେବଜୀଉଙ୍କ ପବିତ୍ର ଝୁଲଣ ଯାତ୍ରା ସୋମବାର ଠାରୁ ଆରମ୍ଭ ହୋଇଛି। ଏଥର ଛଅ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। କାରଣ ଶ୍ରାବଣ ମାସ ଶୁକ୍ଳପକ୍ଷ ଷୋଳ ଦିନ ଥିବାରୁ ଦଶମୀରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ଛଅ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଅନୁଷ୍ଠିତ ହେବ। ଶ୍ରୀଜୀଉଙ୍କ ସନ୍ଧ୍ୟା ଆଳତି ସମ୍ପନ୍ନ ହେବା ପରେ ବାସୁଦେବ ମନ୍ଦିରରୁ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ରାଧାକୃଷ୍ଣଙ୍କୁ ଭଣ୍ଡାର […]
କେନ୍ଦ୍ରାପଡ଼ା,୪ା୮:ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଶିବ ପ୍ରସାଦ ଭଳଙ୍କ ନାମ କେନ୍ଦ୍ରାପଡା ଜିଲ୍ଲା ସଭାପତି ଭାବେ ଘୋଷଣା କରିଛନ୍ତି । ଶ୍ରୀ ଭଳ ଜଣେ ଦକ୍ଷ ସଂଗଠକ ଭାବେ ବିଭିନ୍ନ ପଦପଦବୀରେ ରହି କାର୍ଯ୍ୟ ଦକ୍ଷତା ପ୍ରତିପାଦନ କରିଛନ୍ତି। ୨୦୨୦ମସିହାରେ ବିଜୁ ଜନତା ଦଳ ସମର୍ଥନରେ ଉପନିର୍ବାଚନରେ କେନ୍ଦ୍ରାପଡ଼ା ପଞ୍ଚାୟତ ସମିତିର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇ ପଞ୍ଚାୟତ ସମିତିର ବହୁବିଧ ବିକାଶ କରିଥିଲେ। ୨୦୧୨ମସିହାରେ ଶ୍ରୀ […]
ପଟ୍ଟାମୁଣ୍ଡାଇ ତା ୪/୮-ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକ ସୁଜୁନପୁର ଗ୍ରାମର ସୁଦର୍ଶନ ମଲ୍ଲିକ, ସୁମନ୍ତ କୁମାର ମଲ୍ଲିକଙ୍କ ଘର ନିକଟରେ ଆକସ୍ମିକ ଅଗ୍ନିକାଣ୍ଡ ଯୋଗୁଁ ସମ୍ପୁର୍ଣ୍ଣ ଭାବେ ପୋଡି ପାଉଁଶ ହୋଇଯାଇଛି । ଖବର ପାଇ ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ କଂଗ୍ରେସ ଯୁବ ନେତା ପ୍ରଶାନ୍ତ କୁମାର ରାଉତ ବିପନ୍ନ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇବା ସହିତ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।କଂଗ୍ରେସ ନେତା ଶ୍ରୀରାଉତ […]
କେନ୍ଦ୍ରାପଡ଼ା,୪ା୮: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ନଦୀନାଳ ଘେରା ଦଶିପୁର ଗ୍ରାମପଞ୍ଚାୟତରେ ଚାଷୀମାନଙ୍କ ସ୍ୱାର୍ଥ ଦୃଷ୍ଟିରୁ ଏକ ମିନି ଧାନମଣ୍ଡି ଖୋଲିବାକୁ ପଞ୍ଚାୟତବାସୀଙ୍କ ପକ୍ଷରୁ ଜିଲ୍ଲା ସଦର ମହକୁମାସ୍ଥିତ ପୈାରସଂସ୍ଥା ଟାଉନହଲ ପରିସରରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିରରେ ଦାବି କରାଯାଇଛି। ପଞ୍ଚାୟତବାସୀ ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିବା ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଆଳି ବ୍ଲକର ଦଶିପୁର ପଞ୍ଚାୟତ ହେଉଛି ଏକ ନଦୀନାଳ ଘେରା ପଞ୍ଚାୟତ। […]
କେନ୍ଦ୍ରାପଡ଼ା,୪ା୮ :ଜାତୀୟ ଶିକ୍ଷାନୀତି -୨୦୨୦ର ୫ବର୍ଷ ପୂର୍ତ୍ତି ଉପଲକ୍ଷେ ଅଖିଳ ଭାରତୀୟ ଶିକ୍ଷା ସମାଗମ ଉତ୍ସବ ପାଳନ ଅବସରରେ ବିଦ୍ୟାଳୟରେ ଅଧ୍ୟୟନରତ ସ୍ୱଳ୍ପ ଦୃଷ୍ଟିବାଧିତ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ବଳଦେବ ହାଇସ୍କୁଲ ପରିସରରେ ଏକ ଚଷମା ବଣ୍ଟନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ଅର୍ନ୍ତନିବେଶୀ ଶିକ୍ଷା ସଂଯୋଜକ ରାଜଲକ୍ଷ୍ମୀ ରାଉତଙ୍କ ସଂଯୋଜନାରେ ଅନୁଷ୍ଠିତ ଶିବିରରେ ଅତିରିକ୍ତ ଜିଲ୍ଲା […]

