କେନ୍ଦ୍ରାପଡ଼ା,୧୭ା୭: ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୧୪୧ତମ ଜୟନ୍ତୀ ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ କେନ୍ଦ୍ରାପଡା ସହରର ଆନନ୍ଦମାର୍ଗସ୍ଥିତ ଶ୍ରୀଜେନାଙ୍କ ପ୍ରତିମୂର୍ତ୍ତି ନିକଟରେ ଗୁରୁବାର ପୂର୍ବାହ୍ନରେ ମହାସମାରୋହରେ ପାଳିତ ହୋଇଯାଇଛି। ସ୍ମୃତି କମିଟି ସଭାପତି ବରିଷ୍ଠ ଆଇନଜୀବୀ ବିଚିତ୍ରାନନ୍ଦ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ସଂଗ୍ରାମୀ ସ୍ୱର୍ଗତ ଜେନାଙ୍କ ସ୍ମୃତିଚାରଣ କରିବା ସହିତ ତାଙ୍କ ଭଳି […]
HOME
କେନ୍ଦ୍ରାପଡ଼ା ୧୭/୭: ବାଲେଶ୍ୱର ଫକିରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣା ନ୍ୟାୟିକ ତଦନ୍ତ ଦାବିକରି କେନ୍ଦ୍ରାପଡାର ଜନଶକ୍ତି ପାର୍ଟି ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ଅନଶନ କରି ଉପବାସରେ ବସିଥିଲେ । ଜନଶକ୍ତି ପାଟିର ରାଜ୍ୟ ସଭାପତି ବରିଷ୍ଠ ଆଇନଜୀବୀ ପ୍ରଦୀପ ଦାଶଙ୍କ ନେତୃତ୍ୱରେ ରାଜ୍ୟ ମୁଖପାତ୍ର ସତ୍ୟରଞ୍ଜନ ଜେନା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବରିଷ୍ଠ ଆଇନଜୀବୀ ମୋହନ ମହାନ୍ତି, ଦୟାନିଧି ବେହେରା, ମହାଦେବ ସେନାର ରାଜ୍ୟ ଅଧ୍ୟକ୍ଷ […]
କେନ୍ଦ୍ରାପଡା ୧୭/୭- କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଷକ ସଙ୍ଗଠନ ତରଫରୁ ଗରାପୁର ସ୍ଥିତ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଫକିର ମୋହନ କଲେଜର ବି.ଏଡ ଛାତ୍ରୀ ସୌମ୍ୟଶ୍ରୀଙ୍କ ଅକାଳ ମୃତ୍ୟୁରେ ଏକ ଶ୍ରଦ୍ଧାଞ୍ଜାଳି ସହ ସଗଂଠନର ମୁଖ୍ୟ ଉପଦେଷ୍ଟା ତଥା ବରିଷ୍ଟ ଶିକ୍ଷାବିତ ମନ୍ମଥ କୁମାର ରାୟଙ୍କ ସଭାପତିତ୍ୱରେ ଅନୁଷ୍ଟିତ ହୋଇଯାଇଛି । ପ୍ରାରମ୍ଭରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇ ସ୍ୱର୍ଗତ ସୈାମ୍ୟାଶ୍ରୀ ବିଶିଙ୍କ ଅମର ଆତ୍ମାର ସଦଗତି […]
ପଟ୍ଟାମୁଣ୍ଡାଇ ୧୭/୭ – ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ଏବଂ ବାମଦଦଳଗୁଡ଼ିକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଏହାର ପ୍ରଭାବ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଦେଖିବାକୁ ମିକିଛି। ବନ୍ଦ ଡାକରା ଯୋଗୁ ଚକ ଅଖ ସବୁ ବନ୍ଦ ରହିଛି।ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି […]
କୁମ୍ଭୀର ଆତଙ୍କରେ ଥରହର ଧୋୟାଂଚଳ ବାସୀ ବାହ୍ୟଜଗତରୁ ବିଚ୍ଛିନ ଅନେକ ଗାଁ ପଟ୍ଟାମୁଣ୍ଡାଇ ୧୬/୭– ବାରମ୍ବାର ଲଘୁଚାପ ଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ଜଳସ୍ତର ବଢିବାରେ ଲାଗିଛି । ଅଳଭାଠାରେ ବ୍ରାହ୍ମଣୀ ବିପଦସଂକେତ ଉପରେ ବହୁଛି। ପୂର୍ବ ମାପ ଅନୁଶାରେ ବିପଦସଙ୍କେତ ୧୬ ଫୁଟ୍ […]
କେନ୍ଦ୍ରାପଡ଼ା,୨୩ା୬ : ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ବୈଜ୍ଞାନିକ ଡ. ଦେବେନ୍ଦ୍ର କୁମାର ଦାସଙ୍କୁ ‘ଦି ଓଡିଶା ସୋସାଇଟି ଅଫ ଆମେରିକାସ’ର ୫୫ତମ ବାର୍ଷିକ ଉତ୍ସବରେ “ଉତ୍କଳମଣି ଗୋପବନ୍ଧୁ ଦାସ ସ୍ମାରକ ସମ୍ମାନ” ପ୍ରଦାନ କରାଯାଇଛି। ଡ. ଦାସଙ୍କୁ ସମାଜସେବା କ୍ଷେତ୍ରରେ ଅନନ୍ୟ ଅବଦାନ ପାଇଁ ଅନୁଷ୍ଠାନ ଏଭଳି ସମ୍ମାନରେ ସମ୍ମାନିତ କରିଛି। ଡ. ଦାସ କେନ୍ଦ୍ରାପଡା ସହରର ବଡହାଟ ଗ୍ରାମରେ ଜନ୍ମଗ୍ରହଣ କରିଥିବା ବେଳେ ଆମେରିକାରେ ଗତ ୫୦ବର୍ଷ […]
କେନ୍ଦ୍ରାପଡ଼ା,୨୩ା୬ : ଗରାପୁରସ୍ଥିତ ରେସୱା ଶକ୍ତିସଦନରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ରେସୱା ଅନ୍ତେବାସୀଙ୍କ ସମେତ କର୍ମକର୍ତ୍ତା ଏବଂ ଜିଲ୍ଲା ସମାଜମଙ୍ଗଳ ଅଧିକାରିଣୀ ମନୋରମା ସ୍ୱାଇଁ, ଡିପିସି (ମମତା) ମନୋରଞ୍ଜନ ଦାସ, ଡିସି (ମହିଳା ହବ୍) ଲଲାଟେନ୍ଦୁ ଭୋଇ, ଆକାଉଁଣ୍ଟାଟ ସୁନିଲ କୁମାର ମଲ୍ଲିକ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ର ପ୍ରବେସନ ଅଧିକାରୀ ବିବେକାନନ୍ଦ ଅତବୁଦ୍ଧି ପ୍ରମୁଖ ବହୁ […]
କେନ୍ଦ୍ରାପଡ଼ା,୧୬ା୭:କେନ୍ଦ୍ରାପଡା ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ଜନସଂଖ୍ୟା ପକ୍ଷ ପାଳନ ଅବସରରେ ବିଶ୍ୱ ଜନସଂଖ୍ୟା ଦିବସ ଜିଲ୍ଲା ତାଲିମ ୟୁନିଟରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ତଥା ଜିଲ୍ଲା ମିଶନ ନିର୍ଦ୍ଦେଶକ ଡ. ମନୋରଞ୍ଜନ ରାଉତ ଅଧ୍ୟକ୍ଷତା କରିଥଲେ। ଚଳିତବର୍ଷର ଶୀର୍ଷକ -“ମା ହେବାର ବୟସ ଠିକ- ଯେତେବେଳେ ଶରୀର ଓ ମନର ପ୍ରସ୍ତୁତି ଠିକ୍’ ଉପରେ ଗୁରୁତ୍ୱ ରଖିଥିଲେ […]
କେନ୍ଦ୍ରାପଡ଼ା,୧୬ା୭ :ବାଲେଶ୍ୱର ଫକୀରମୋହନ କଲେଜର ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ବ୍ୟବସ୍ଥାକୃତ ହତ୍ୟାର ନ୍ୟାୟିକ ତଦନ୍ତ ଓ ଦୋଷୀମାନଙ୍କ ବିରୋଧରେ କଠୋର ଦଣ୍ଡ ବ୍ୟବସ୍ଥା ଦାବିରେ ଆସନ୍ତା କାଲି ଆହୁତ ଓଡିଶା ବନ୍ଦକୁ ସଫଳ କରିବା ପାଇଁ ବୁଧବାର ପୂର୍ବାହ୍ନରେ କଜଳାସ୍ଥିତ କଂଗ୍ରେସ ଭବନରେ କଂଗ୍ରେସ ,ସିପିଆଇ(ଏମ୍) ଓ ସିପିଆଇ ପକ୍ଷରୁ ମିଳିତ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା। କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ଜନସାଧାରଣ, ବାମପନ୍ଥୀ ଓ ଗଣତାନ୍ତ୍ରିକ ଦଳ, ଟ୍ରେଡ୍ […]
କେନ୍ଦ୍ରାପଡ଼ା,୧୬ା୭ :କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇ ଥାନା ଅନ୍ତର୍ଗତ ରାମିଆଗଞ୍ଜ ଗ୍ରାମରୁ ଜଣେ କନିଷ୍ଠ ଯନ୍ତ୍ରୀଙ୍କ ଘରୁ ୩୦ ଳକ୍ଷ ଟଙ୍କାର ସୁନା ଗହଣା ଚୋରି ହୋଇଛି। ଏ ନେଇ କନିଷ୍ଠ ଯନ୍ତ୍ରୀ ଜଣକ ମାର୍ଶାଘାଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ ସହ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଛି। କନିଷ୍ଠ ଯନ୍ତ୍ରୀ କମଳ ଲୋଚନ ଲେଙ୍କା କୌଣସି କାର୍ଯ୍ୟରେ ମଙ୍ଗଳବାର କେନ୍ଦ୍ରାପଡ଼ା […]

