ପଟ୍ଟାମୁଣ୍ଡାଇ ୩୦/୬ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହରରେ ବ୍ରାଉନ ସୁଗାର ରାକେଟ୍ ସକ୍ରିୟ ରହିଥିବା ନେଇ ଅଭିଯୋଗ ହୋଇଆସୁଥିଲା । ଏନେଇ ଜିଲ୍ଲା ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ରବିବାର ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ଅବକାରୀ ବିଭାଗ ଏକ ଟିମ ଆଦର୍ଶ ଥାନା ଅଧୀନ ପୋଖରିଆପଡା ହରପାର୍ବତୀ ମନ୍ଦିର ଛକ ଠାରେ ଚଢ଼ାଉ କରି ଜଣେ ବ୍ୟକ୍ତିଙ୍କଠାରୁ ୫୫ ଗ୍ରାମ ବ୍ରାଉନ ସୁଗାର ଜବତ କରିଛିି। ଯାହାର ଆନୁମାନିକ ମୂଲ୍ୟ […]
HOME
ପଟ୍ଟାମୁଣ୍ଡାଇ ତା ୩୦/୬- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୋହନପୁର ପଂଚାୟତ ବାଇପାଟଣା ଠାରେ ମହପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପାଇଁ ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ଶୁଭ ଦେଇଛନ୍ତି ରାଜନଗର ବିଧାୟକ ଧ୍ରୁବ ସାହୁ । ଏହି ଶୁଭଦାନ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ବଡ଼ମୋହନପୁର ସରପଞ୍ଚ ପ୍ରତିନିଧି ରାମ ଚଦ୍ର ରାଉତ ପୂର୍ବତନ ସରପଞ୍ଚ ରବୀନ୍ଦ୍ର ବେହେରା ସାନଜରିଆ ସମବାୟ ସମିତି ସଭାପତି ନିକୁଞ୍ଜ […]
କେନ୍ଦ୍ରାପଡ଼ା,୩୦ା୬: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କେନ୍ଦ୍ରାପଡ଼ା-ଇନ୍ଦୁପୁର ରାସ୍ତାର ରାମଚନ୍ଦ୍ରପୁର ଛକ ନିକଟରେ ଏକ ବସ ଧକ୍କାରେ ଜଣେ ସ୍କୁଟର ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ହେଉଛନ୍ତି ସଦର ଥାନା ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ସୁଜାନଗର ଗ୍ରାମର ଉତ୍ତମ ସାହୁ। ଖବର ନେବାରୁ ଜଣାପଡିଛି ଯେ ଉତ୍ତମ ରାମଚନ୍ଦ୍ରପୁର ଠାରେ ଏକ ତେଜେରାତି ଦୋକାନ କରି ପରିବାର ପୋଷଣ କରନ୍ତି । ସେ ବାରିମୂଳକୁ କୌଣସି କାର୍ଯ୍ୟରେ ଯାଇଥିଲେ। […]
କେନ୍ଦ୍ରାପଡ଼ା,୨୯ା୬ : ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନର ଏକ ଜିଲ୍ଲା ସ୍ତରୀୟ ଚିନ୍ତନ ବୈଠକ ପବ୍ଲିକ ରିଡିଙ୍ଗ ରୁମ୍ ପରିସରରେ ଆୟୋଜିତ ହୋଇ ଯାଇଛି। ସଂଗଠନର ବରିଷ୍ଠ ସଭଣ କୈଳାସ ଚନ୍ଦ୍ର ମଲିକଙ୍କ ପରିଚାଳନାରେ ଆୟୋଜିତ ଏହି ସଭାରେ ପର୍ଯ୍ୟବେକ୍ଷକ ରୂପେ ରାଜ୍ୟ ସମ୍ପାଦକ ରମାକାନ୍ତ ମଣ୍ଡଳ ଯୋଗଦେଇ ନିଶା ନିବାରଣ ଆଇନ କାର୍ଯ୍ୟକାରୀ କରିବାରେ ରାଜ୍ୟବାସୀଙ୍କ ପ୍ରତି ସରକାରଙ୍କ ପ୍ରତାରଣା ବିରୋଧରେ କେନ୍ଦ୍ରାପଡ଼ରୁ ଲଢେଇର ବିଗୁଲ୍ ଫୁଙ୍କି […]
କେନ୍ଦ୍ରାପଡ଼ା,୨୯ା୬: କେନ୍ଦ୍ରପଡା ଅର୍ବାନ କୋଅପରେଟିଭ ବ୍ୟାଙ୍କର ୩୦ ତମ ବାର୍ଷିକ ଉତ୍ସବ ଏବଂ ସାଧାରଣ ସଭା ଉଦୟନଗର ସ୍ଥିତ ସଂସ୍କୃତି ଭବନ ପରିସରରେ ଜୁନ ୨୯ ତାରିଖରେ ବ୍ୟାଙ୍କର ସଭାପତି ଗୁରୁପ୍ରସାଦ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ସଭା ପ୍ରାରମ୍ଭରେ କେନ୍ଦ୍ରାପଡାର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ବଳଦେବଜୀୟୁ, ସମବାୟର ଆନ୍ଦୋଳନର ମୁଖ୍ୟ ପୁରଧା ମଧୁବାବୁ ଏବଂ ବ୍ୟାଙ୍କର ପ୍ରତିଷ୍ଠାତା ସଭାପତି ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତି ଫଟୋରେ […]
କେନ୍ଦ୍ରାପଡ଼ା,୨୯ା୬: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ଆନୁକୂଲ୍ୟର ମାସାନ୍ତ ରବିବାସରୀୟ ସାହିତ୍ୟ ଆସରର ବର୍ଷା ସମ୍ପର୍କରେ ଏକ ଆଲୋଚନା ଚକ୍ର, କବିତା ପାଠୋତ୍ସବ ସଂସଦର କାର୍ଯ୍ୟକାରୀ ସଭାପତି କବି କରୁଣାକର ଦାସଙ୍କ ପୌରୋହିତ୍ୟରେ ସ୍ଥାନୀୟ ପବ୍ଲିକ ରିଡିଂ ରୁମରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମିଖ୍ୟ ଅତିଥି ଭାବରେ ଖ୍ରୀଷ୍ଟ କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ସୁରେନ୍ଦ୍ର ନାଥ ଆଚାର୍ଯ୍ୟ ଯୋଗଦାନ କରି ପରଂମ୍ପାରିକ ସାହିତ୍ୟରୁ ଆରମ୍ଭ କରି ଆଧୁନିକ […]
ପଟ୍ଟାମୁଣ୍ଡାଇ ୨୯/୬- କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦର ୧୫ତମ ବାର୍ଷିକ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ କେନ୍ଦ୍ରାପଡ଼ା ଜିଲ୍ଲାର ମହାନ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲର ବହୁ ପୁରାତନ ଛାତ୍ରଛାତ୍ରୀ ସମଗ୍ର ବିଶ୍ୱରେ […]
କେନ୍ଦ୍ରାପଡ଼ା,୨୮ା୬ :୬୧ତମ ରାଜ୍ୟସ୍ତରୀୟ ଜୁନିଅର ବାସ୍କେଟବଲ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ କେନ୍ଦ୍ରାପଡା ଦଳ ମନୋନିତ ହୋଇଛି। ବ୍ରହ୍ମପୁରସ୍ଥିତ ନିଷ୍ଟ୍ ବିଶ୍ୱବିଦ୍ୟାଳୟ ପରିସରରେ ଆସନ୍ତା ୨୯ତାରିଖ ଠାରୁ ଜୁଲାଇମାସ ୨ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ଜୁନିଅର ବାସ୍କେଟବଲ୍ ପ୍ରତିଯୋଗିତାରେ କେନ୍ଦ୍ରାପଡା ଜିଲ୍ଲାର ଜୁନିଅର ବାଳକ ଦଳ ଅଂଶଗ୍ରହଣ କରିବେ। ସେମାନଙ୍କ ମଧ୍ୟରେ ମହମ୍ମଦ ତସିବ୍, ସେକ ଫଏଜୁଲ୍, ତଲା ଅହେମ୍ମଦ୍, ରିୟାନ ଦାସ, ସରଫରାଜ୍, ଅଫତାବ ବେଗ୍, […]
କେନ୍ଦ୍ରାପଡ଼ା,୨୮ା୬: କେନ୍ଦ୍ରାପଡ଼ା ତୁଳସୀକ୍ଷେତ୍ରରେ ବ୍ରହ୍ମ ତାଳଧ୍ୱଜ ରଥରେ ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦୀରୁ ବାହାରି ଜନ୍ମବେଦୀକୁ ଯାତ୍ରା କରିଛନ୍ତି । ରଥାରୁଢ ଚତୁର୍ଦ୍ଧାମୂର୍ତ୍ତିୁ ରଥରେ ବସି ମାଉସୀ ମା’ ଗୁଣ୍ଡିଚା ମନ୍ଦିରକୁ ବାହାରିଥିବା ବେଳେ ବ୍ରହ୍ମତାଳଧ୍ୱଜ ରଥ ମାତ୍ର ୫୦ ମିଟର ଗଡିବା ପରେ ବାମମୋଡ଼ ନେଇ ଭୋଗମଣ୍ଡପ ନିକଟରେ ଫୁଟପାଥ ନିକଟକୁ ଚାଲି ଯାଇଛି। ଫଳରେ ରଥଟଣା ବନ୍ଦ ରହିଥିଲା। ରଥଦାଣ୍ଡରେ ଉପସ୍ଥିତ ଥିବା ଜିଲ୍ଲାପରିଷଦର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ […]
ପୁରୀରେ ୧୫ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ପାଦେ ଗଡିଲା ନନ୍ଦିଘୋଷ ବଳଗଣ୍ଡିରେ ତାଳଧ୍ୱଜ, ମରିଚିକୋଟରେ ଅଟକିଲା ଦର୍ପଦଳ ଶନିବାର ସକାଳ ୯.୩୦ରୁ ପୁଣି ରଥଟଣା ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର ଅଧିକ ଭକ୍ତଙ୍କ ପାଇଁ ରଥଟଣା ବିଳମ୍ବ : ଆଇନ ମନ୍ତ୍ରୀ ପୁରୀ,୨୭ା୬(ଲୋକମତ): ଆରମ୍ଭ ହେଲା ଲୀଳାମୟ ଠାକୁରଙ୍କ ନବଦିନାତ୍ମକ ଯାତ୍ରା। ଘଣ୍ଟ ଘଣ୍ଟା ଧ୍ୱନି ମଧ୍ୟରେ ତିନି ରଥକୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣିଲେ ଭକ୍ତ। ରତ୍ନସିଂହାସନରୁ ରଥ ଉପରକୁ […]

