ପଟ୍ଟାମୁଣ୍ଡାଇ ୨୫/୬- ଚିକିତ୍ସାଧୀନ ଅବସ୍ଥାରେ ଜଣେ ସିଆରପିଏଫ ଯବାନଙ୍କ ମୃତ୍ୟୁ ଘଟିଛି। ମୃତ ଯବାନ ହେଉଛନ୍ତି କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମଂଚଳ ଥାନା ଅନ୍ତର୍ଗତ ବଡଜରିଆ ଗାଁର କୈବଲ୍ୟ ପରିଡା । ମୃତ୍ୟୁ ବେଳକୁ ତାଙ୍କୁ ୫୫ବର୍ଷ ବୟସ ହୋଇଥିଲା । ଗତ କିଛି ଦିନ ହେବ ସେ ଲିଭର ରୋଗରେ ଆକ୍ରାନ୍ତ ଥିଲେ। ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ବୁଧବାର […]
HOME
ମେରାଇନ ଟର୍ଟଲ ପ୍ରୋଟେକ୍ସନ ଆଣ୍ଡ ମ୍ୟାନଗ୍ରୋ କନଭେସନ ସୋସାଇଟି କେନ୍ଦ୍ରାପଡା ୨୨/୬: ମେରାଇନ ଟର୍ଟଲ ପ୍ରୋଟେକ୍ସନ ଆଣ୍ଡ ମ୍ୟାନ ଗ୍ରୁପ କନଭେନସନ ସୋସାଇଟି ତରଫରୁ ସୋସାଇଟ୍ ସଭାପତି ସତ୍ୟପ୍ରକାଶ ମହାନ୍ତିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାପଡା ସହର ସନିକଟ ହୋଟେଲ ଚଣ୍ଡିଆ ପ୍ୟାଲେସଠାରେ ଜଳବାୟୁ ପରିବର୍ତ୍ତନ, ବିଶ୍ୱତାପମାନ ଓ ଭିତର କନିକା ଗହୀର ମଥା ସମ୍ପର୍କରେ ଏକ ଆଲୋଚନା ଚକ୍ର, କବିତା ପାଠୋତ୍ସବ ଓ ସମ୍ବର୍ଦ୍ଧନା ପର୍ବ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇ […]
କେନ୍ଦ୍ରାପଡା ୨୨/୬- ଇଛାପୁର ବିକାଶ ମେଳାରେ ନୃତ୍ୟପ୍ରିୟା ଡ୍ୟାନ୍ସ ଏକାଡେମୀ ଏବଂ ଶ୍ରୀ ବଳଦେବଜୀୟୁ ଏକାଡେମୀ ଅଫ ଡ୍ରାମା ଆଣ୍ଡ କଲଚର ଗ୍ରୁପ୍ ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କର “ମୋହ ମୁଗଗର”, “ନମୋଦେବୀ”, “ସମ୍ବଲପୁରୀ” ନୃତ୍ୟ ଆଦି ପରିବେଷଣ କରି ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରି ଜିଲ୍ଲା ସଂସ୍କୃତିବିଭାଗ ତରଫରୁ ନୃତ୍ୟ ନିର୍ଦ୍ଦେଶିକା ନୃତ୍ୟଗୁରୁ ତପସ୍ୱନୀ ନାୟକ ପୁରସ୍କାର ହାସଲ କରିଥିଲେ । ଏହି ଶାସ୍ତ୍ରୀୟ ନୃତ୍ୟରେ ଅଭିରାମନାୟକ, ରାକ୍ଷୀ ତ୍ରିପାଠୀ, ପୁର୍ଣ୍ଣିମା ତ୍ରିପାଠୀ, […]
କେନ୍ଦ୍ରାପଡ଼ା,୨୨ା୬ :ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରାଯାଇ କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଂଖ୍ୟାଲଘୁ ସେଲ ପକ୍ଷରୁ ହଜରତ ସୟଦ ମନସୁର ସାହା ବାବାଙ୍କ ପୀଠସ୍ଥଳୀରେ ରବିବାର ଚାଦର ଅର୍ପଣ କରାଯାଇଛି। ଜିଲ୍ଲା ବିଜେଡି ସଂଖ୍ୟାଲଘୁ ସେଲର ସଭାପତି ସେକ ଇନାୟତ(ଚନ୍ଦନ)ଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା, ବରିଷ୍ଠ ବିଜେଡି ନେତା ରଞ୍ଜିତ କୁମାର ସାହୁ,ମୁକ୍ତାର ଖାଁ, […]
କେନ୍ଦ୍ରାପଡ଼ା,୨୧ା୬:କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ଇନ୍ଡୋର ଷ୍ଟାଡିୟମ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। କେନ୍ଦ୍ରାପଡା ପତଞ୍ଜଳି ଯୋଗସମିତି ଓ ମହାବିଦ୍ୟାଳୟର ମିଳିତ ଅନୁକୂଲ୍ୟରେ ଏକାଦଶତମ ଆନ୍ତର୍ଜାତୀୟ ଯୋଗଦିବସ ଅବସରରେ ଅନୁଷ୍ଠିତ ଯୋଗ ଶିବିର ଶନିବାର ସକାଳ ୭ଟାରେ ଆରମ୍ଭ ହୋଇ ୭ଟା ୪୫ମିନିଟରେ ଶେଷ ହୋଇଥିଲା। ଏହି ଶିବିରକୁ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦ୍ଘାଟନ କରିଥିଲେ ବିଜେପି ନେତ୍ରୀ ଗୀତାଞ୍ଜଳୀ ସେଠୀ ଓ ବିଜେପି ନେତା କିଶୋର ପଣ୍ଡା […]
କେନ୍ଦ୍ରାପଡ଼ା,୨୧ା୬:ତୃତୀୟ ଜିଲ୍ଲା ସମନ୍ୱୟ ଓ ପରିଚାଳନା କମିଟି ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ମହାକାଳପଡା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର, ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ଜିଲ୍ଲା ପରିଷଦ ସଭାପତି ଲିଲିତା ଦାସ, ଜିଲ୍ଲା ପରିଷଦ ମୁଖ୍ୟ […]
କେନ୍ଦ୍ରାପଡ଼ା, ୨୧/୬ – ଜିଲ୍ଲା ପ୍ରଶାସନ ତରଫରୁ ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଶ୍ୟାମଗାଡ଼ିଆ, ଇଚ୍ଛାପୁର ସ୍ଥିତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ସମବାୟ,ହସ୍ତତନ୍ତ୍ର, ବୟନଶିଳ୍ପ, ହସ୍ତଶିଳ୍ପ ମାନ୍ୟବର ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଯୋଗ ଦେଇ ଯୋଗ ପ୍ରାଣାୟାମ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମହାକାଳପଡ଼ା ବିଧାୟକ ଡ. ଦୁର୍ଗା ପ୍ରସନ ନାୟକ, ଜିଲ୍ଲାପାଳ ସ୍ମୃତି […]
ପଟ୍ଟାମୁଣ୍ଡାଇ ୨୧/୬ – ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆଥ୍ରାଇଟିସ ଚିକିତ୍ସା ପାଇଁ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତି ହୋଇଛନ୍ତି । ରବିବାର ସକାଳେ ତାଙ୍କର ଅସ୍ତ୍ରୋପଚାର ହେବ ବୋଲି ଜଣାପଡିଛି । ନବୀନଙ୍କ ଅସୁସ୍ଥତା ନେଇ ଶନିବାର ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ନଗର ବିଜେଡି ପକ୍ଷରୁ ସ୍ଥାନୀୟ ହରପାର୍ବତୀ ମନ୍ଦିରରେ ତାଙ୍କ ଆରୋଗ୍ୟ କାମନା କରି ସମୂହ ଦୀପଦାନ କରାଯାଇଛି । […]
କେନ୍ଦ୍ରାପଡ଼ା,୨୦ା୬:କେନ୍ଦ୍ରାପଡା ଜିଲାର ବିଭିନ୍ନ ସ୍ଥାନରେ ଡାଇରିଆ ବ୍ୟାପୁଥିବା ବେଳେ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରତିଷେଧକମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେହି ଅନୁଯାୟୀ କେନ୍ଦ୍ରାପଡା ସହର ଓ ଉପକଣ୍ଠରେ ଥିବା ବିଭିନ୍ନ ହୋଟେଲ ଗୁଡିକ ଉପରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗଠିତ ଏକ ସ୍ୱତନ୍ତ୍ର ଟିମ ଚଢାଉ କରିବା ସହ ଖାଦ୍ୟପଦାର୍ଥକୁ ଯାଞ୍ଚ କରିଥିଲା। ଏଥିସହିତ ହୋଟେଲ ଗୁଡିକରେ ଥିବା ବାସୀଖାଦ୍ୟ ଗୁଡିକୁ ନଷ୍ଟ କରାଯାଇଛି। ଏହାସହ ଆବଶ୍ୟକ ସ୍ଥଳେ […]
କେନ୍ଦ୍ରାପଡ଼ା୨୦ା୬:ଡେରାବିଶ ବ୍ଲକ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତର ବଳଭଦ୍ରପୁରରେ ଥିବା ଶିଳ୍ପାଞ୍ଚଳ ରାସ୍ତା ଏବେ ବିପର୍ଯ୍ୟସ୍ତ ହୋଇପଡିଛି। ଏହି ଶିଳ୍ପାଞ୍ଚଳକୁ ଜାଳେଣି କାଠ ଓ କାଠ ପଟା ସଂଗ୍ରହ କରିବା ପାଇଁ କେନ୍ଦ୍ରାପଡ଼ା ଜିଲାର ୯ଟି ବ୍ଲକ, ଯାଜପୁର ଜିଲା ଓ କଟକ ଜିଲାରୁ ଲୋକେ ଆସିଥାନ୍ତି। ପ୍ରତିଦିନ ଶତାଧିକ ଲୋକ ଏହି ଶିଳ୍ପାଞ୍ଚଳକୁ ଆସିଥାନ୍ତି। ହେଲେ ଶିଳ୍ପାଞ୍ଚଳ ରାସ୍ତା ବିପର୍ଯ୍ୟସ୍ତ ହୋଇପଡିଛି। ଫଳରେ ଗାଡିମୋଟର ଚଳାଚଳ କରିବା ବେଳେ ଦୁର୍ଘଟଣାଗ୍ରସ୍ତ ହେଉଛନ୍ତି। […]

