କେନ୍ଦ୍ରାପଡା ୨୦/୬- ବିଶ୍ୱ ସିକିଲ୍ ସେଲ୍ ଦିବସ ପାଳନ ଅବସରରେ ପୁନର୍ବାସ ପରିସରରେ ମୁଖ୍ୟ ଉପଦେଷ୍ଟା ବିରଜା ରାଉତରାୟଙ୍କ ସଞ୍ଚାଳନରେ ଭିନ୍ନକ୍ଷମତା ସମ୍ପର୍କିତ ଦ୍ୱିମାସିକ ଦ୍ୱିଭାଷିକ ପତ୍ରିକା ‘ପୁନର୍ବାସ ସମାଚାର’ର “ରକ୍ତ ଜନିତ ଭିନ୍ନକ୍ଷମତା’ ସମ୍ପର୍କିତ ସ୍ୱତନ୍ତ୍ର ସଂଖ୍ୟା ପାଠକାର୍ପିତ ହୋଇଛି । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ଜିଲ୍ଲା ମୁଖ୍ୟ ଚିକିତ୍ସକ୍ଷଳୟର ପ୍ରଶାସନିକ ଅଧିକାରୀ ଦିଲ୍ଲୀପ କୁମାର ନାୟକ ବ୍ଲଡ ବ୍ୟାଙ୍କ୍ ର ନିର୍ବାହୀ ଅଧିକାରୀ ଡାକ୍ତର […]
HOME
କେନ୍ଦ୍ରାପଡ଼ା ୧୯/୬- କେନ୍ଦ୍ରାପଡା ଜିଲ୍ଲାର ଶ୍ରୀ ବଳଦେବଜୀଉଙ୍କ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ବିକାଶ ଓ ପଲ୍ଲିଶ୍ରୀ ମେଳାର ଉଦଯାପନୀ ସନ୍ଧ୍ୟା ରେ ଜିଲ୍ଲାର ସର୍ବ ପୁରାତନ ସାଂସ୍କୃତିକ ଅନୁଷ୍ଠାନ ବାଗ ଦେବୀ କଳା ମନ୍ଦିର ତରଫରୁ ମନୋଜ୍ଞ ଭଜନ ସନ୍ଧ୍ୟା ଅନୁଷ୍ଠିତ ହୋଇ ଯାଇଛି । ଅନୁଷ୍ଠାନର ସଭାପତି ସଂଗୀତ ନିର୍ଦେଶକ ସତ୍ୟ ପ୍ରିୟ ଦାସଙ୍କ ପରିଚାଳନା ଓ ସଂଯୋଜନାରେ ଓଡିଶାର ଲୋକ ପ୍ରିୟ ଭଜନ […]
ଫିଟ ଅଫ ଫାୟାର ଏକାଡେମୀର ନୃତ୍ୟ ଦର୍ଶକଙ୍କ ମନମୁଗ୍ଧ କଲା ଚିତାର୍କଶକ ଥିଲା ନୃତ୍ୟ ମାଧ୍ୟମରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ପଟ୍ଟାମୁଣ୍ଡାଇ ୧୯/୬ -ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତି ପାଳନ ଅବସରରେ ବିକାଶ ମେଳା-୨୦୨୫ ଉପଲକ୍ଷେ ସୋମବାର ଜିଲ୍ଲାସ୍ତରୀୟ ଉତ୍ସବର ୫ମ ସଂନ୍ଧ୍ୟା କାର୍ଯ୍ୟକ୍ରମ କେନ୍ଦ୍ରାପଡା ଶ୍ରୀ ବଳଦେବଜୀଉଙ୍କ ମାଉସୀମା ମନ୍ଦିର ନିକଟରେ ଅନୁଷ୍ଠିତ ହୋଇଯାଇଛି । ଏହି ସାଂସ୍କୃତିକ ସଂଧ୍ୟାରେ ପଟ୍ଟାମୁଣ୍ଡାଇର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ଫିଟ ଅଫ […]
ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ସଶକ୍ତ ଓ ଅଗ୍ରଣୀ ସମବାୟ ଅନୁଷ୍ଠାନ ଗୁଡ଼ିକର ମୂଳ ଆଧାର : ସଭାପତି ଶ୍ରୀଦାସ କେନ୍ଦ୍ରାପଡ଼ା,୧୮/୬ – କେନ୍ଦ୍ରାପଡ଼ା ଜନଚେତନା ବହୁମୁଖି ସମବାୟ ସମିତି ଲିଃର ବାର୍ଷିକ ସାଧାରଣ ସଭା ଆଜି ସ୍ଥାନୀୟ ଡ଼େଷ୍ଟିନେସନ ମଣ୍ଡପ ଠାରେ ସମିତିର ପରିଚାଳନା ପରିଷଦ ସଭାପତି ତଥା ବିଶିଷ୍ଟ ସମବାୟବିତ୍ ଅମ୍ବିକା ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ନିଜ ବକ୍ତବ୍ୟରେ ସଭାପତି ଶ୍ରୀଦାସ କହିଥିଲେ ସ୍ୱଚ୍ଛତା […]
କେନ୍ଦ୍ରାପଡ଼ା,୧୮ା୬: ବର୍ଷ ଏକ ଉପଲବ୍ଧି ଅନେକ। ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ସରକାରଙ୍କ ବିଭିନ୍ନ ଉପଲବ୍ଧିକୁ ଲୋକଙ୍କ ପାଖକୁ ପହଁଞ୍ଚେଇବା ଉଦ୍ଦେଶ୍ୟ ନେଇ ଗତ ୧୨ ତାରିଖ ଠାରୁ ଆୟୋଜିତ ହୋଇଥିବା ବିକାଶ ମେଳାର ଶେଷ ଦିବସରେ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ତଥା ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗ […]
କେନ୍ଦ୍ରାପଡ଼ା,୧୮ା୬ : ଜିଲ୍ଲା ସଂସ୍କୃତି ଭବନରେ ଜିଲ୍ଲା ସ୍ତରୀୟ ଓଡିଶା ଭିଜନ -୨୦୨୬ ଓ ୨୦୪୭ ବିକଶିତ ଓଡିଶା ପାଇଁ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହାକାଳପଡା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, ଆଳି ବିଧାୟକ […]
ଶବରଖି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ଧାରଣା ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ଡେରାବିଶ,୧୮ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଚକ୍ରୋଡା ଗ୍ରାମ ପଂଚାୟତ ଅଧିନ ନରିଲୋ ପମ୍ପ ହାଉସରେ ଅପରେଟର ଭାବେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀଙ୍କ ବୁଧବାର ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି ହରିହର ମଲ୍ଲିକ (୩୩)। ହରିହର ଗ୍ରାମ୍ୟ ପାନୀୟ ଜଳ ଯୋଗାଣ […]
କେନ୍ଦ୍ରାପଡ଼ା,୧୮ା୬: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପୁରାତନ ଛାତ୍ର ସଂସଦର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଏକ ପ୍ରତିନିଧି ମଣ୍ଡଳୀ ବୁଧବାର ଜିଲ୍ଲା ପ୍ରଦକ୍ଷଣ ଭବନରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଭେଟି କଲେଜ ଜମିର ସୁରକ୍ଷା ଓ କେନ୍ଦ୍ରାପଡା କଲେଜକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ପାଇଁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ମନ୍ତ୍ରୀ ଶ୍ରୀ ସୂରଜ ଏଥିରେ ସନ୍ତୋଷ ପ୍ରକାଶ କରି ରାଜ୍ୟ ସରକାର ପ୍ରଥମେ ଏହି କଲେଜକୁ ସରକାରୀ ଶିକ୍ଷାନୁଷ୍ଠାନରେ […]
ପଟ୍ଟାମୁଣ୍ଡାଇ ତା ୧୭/୬- ରାଜ୍ୟ ବିଜେପି ସରକାରଙ୍କ ୧ବର୍ଷ ପୂର୍ତ୍ତି ଉପଲକ୍ଷେ ସାରା ରାଜ୍ୟରେ ପରିକ୍ରମା କରିଥିବା ବିକାଶ ରଥ ପଟ୍ଟାମୁଣ୍ଡାଇ ବ୍ଲକ ପରେ ଆଜି ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ଉଦଘାଟିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧକ୍ଷ ହେମନ୍ତ ସାହୁ ପତାକା ଦେଖାଇ ରଥ କୁ ଉଦଘାଟନ କରି ସରକାରଙ୍କ ବିଭିନ୍ନ ବିକାଶ ଯୋଜନାକୁ ସଫଳ କରିବାକୁ ପରାମର୍ଶ ଦେଇଥିଲେ ।ଏହି ଉଦଘାଟନ ଉତ୍ସବରେ ପୌର ପରିଷଦ ନିର୍ବାହୀ […]
କେନ୍ଦ୍ରାପଡ଼ା,୧୭ା୬ : ଆଇନ ମହାବିଦ୍ୟାଳୟ କଲୋନୀ ସ୍ଥିତ ମୁକ୍ତେଶ୍ୱର ଶିବ ମନ୍ଦିରର ନୂତନ ପରିଚାଳନା କମିଟି ଗଠନ କରାଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ବୈଠକରେ ମୁକ୍ତେଶ୍ୱର ମନ୍ଦିର ପରିଚାଳନା କମିଟିର ସଭାପତି ଭାବେ ବସନ୍ତ କୁମାର ଜେନା, ଉପସଭାପତି ଭାବେ ଉଦୟନାଥ ସାହୁ, ସମ୍ପାଦକ ଭାବେ ଡ. ପ୍ରଭାକର ମଲ୍ଲିକ, କମିଟି ସଦସ୍ୟ ଭାବେ ଡ. ସ୍ମୃତିରଞ୍ଜନ ବେହେରା, ଫକିର ରାଉତ, ସତ୍ୟପ୍ରିୟ ପରିଡା, ବିଜୟ କୁମାର ନାୟକ, ଭଞ୍ଜ […]

