କେନ୍ଦ୍ରାପଡ଼ା ୧୩/୫ – କେନ୍ଦ୍ରାପଡା ନେତାଜୀ ମଡେଲ ସ୍କୁଲର ଛାତ୍ରୀ ଲେପାମୁଦ୍ରା ପାଟ୍ଟଯୋଶୀ ୯୪.୬ପ୍ରତିଶତ ମାର୍କ ରଖି ସିବିଏସଇ. ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଏ-୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଲୋପାମୁଦ୍ରା ହେଉଛନ୍ତି ଆଇନଜୀବୀ ତାରେଣୀ ପାଟ୍ଟଯୋଶୀ ଓ ଶିକ୍ଷୟିତ୍ରୀ କାଦମ୍ବରୀ ପଣ୍ଡାଙ୍କ ଏକମାତ୍ର କନ୍ୟା ତଥା ଅବସରପ୍ରାପ୍ତ ରାଜସ୍ୱ ବିଭାଗ ଅଧିକାରୀ ଭବାନୀଶଙ୍କର ପାଟ୍ଟଯୋଶୀଙ୍କ ନାତୁଣୀ। ଲୋପାମୁଦ୍ରା ପିଲାଟି ଦିନରୁ ଜଣେ ମେଧାବୀ ଛାତ୍ରୀ ଅଟନ୍ତି। ସେ ପ୍ରଥମରୁ […]

କେନ୍ଦ୍ରାପଡା ବିଶ୍ୱ ସମ୍ବାଦ କେନ୍ଦ୍ର ପକ୍ଷରୁ ନାରଦ ଜୟନ୍ତୀ ପାଳିତ ପଟ୍ଟାମୁଣ୍ଡଇ୧୩-୫ -ବିଶ୍ୱ ସମ୍ବାଦ କେନ୍ଦ୍ର, କେନ୍ଦ୍ରାପଡା ଶାଖା ପକ୍ଷରୁ ପଟ୍ଟାମୁଣ୍ଡାଇ ସରସ୍ୱତି ଶିଶୁ ମନ୍ଦିର ସମ୍ମିଳନୀ କକ୍ଷରେ ମଙ୍ଗଳବାର ସନ୍ଧ୍ୟାରେ ବିଶ୍ୱର ଆଦ୍ୟ ପତ୍ରକାର ଦେବର୍ଷି ନାରଦ ମୁନିଙ୍କ ପବିତ୍ର ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱ ସମ୍ବାଦ କେନ୍ଦ୍ର ସଭ୍ୟ ସୁଧାଂଶୁ ତ୍ରିପାଠୀଙ୍କ ପୌରହିତରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ଗାଳ୍ପିକ ପ୍ରଦୀପ ନାୟକ ଏବଂ ମୁଖ୍ୟବକ୍ତା […]

କେନ୍ଦ୍ରାପଡ଼ା, ୧୨ା୫: ଆଜି ଏସ୍‌ଓଏସ୍ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍ସ ତରଫରୁ ଅନୁଷ୍ଠାନର ଅଧ୍ୟକ୍ଷା ଜ୍ୟୋତିର୍ମୟୀ ପଟ୍ଟନାୟକଙ୍କ ସଭାପତିତ୍ୱରେ ଆଧୁନିକ ନସିଂର ପ୍ରଥମ ନର୍ସ ମହାନ ମହିୟସୀ ମହିଳା ଫ୍ଲୋରେନ୍ସ ନାଇଟିଙ୍ଗେଲ୍‌ଙ୍କ ୨୦୫ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ସଭାରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରମୋଦ କୁମାର ପ୍ରହରାଜ, ମୁଖ୍ୟବକ୍ତା ଭାବେ ରାଜ୍ୟ ଓମସାର ସଭାପତି ତଥା ଶିଶୁ ବିଭାଗ ଡା. କିଶୋର […]

କେନ୍ଦ୍ରାପଡା,୧୨ା୫: ତୁଳସୀ କ୍ଷେତ୍ରାଧିଶ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଗୁପ୍ତକ୍ଷେତ୍ର ସଖିବଟ ପରିସରରେ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ରେଡ଼ିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଭକ୍ତି ସଙ୍ଗୀତ ଆଲବମ୍ ‘ସଖିବଟ’ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ସିଦ୍ଧ ବଳଦେବଜୀଉଙ୍କୁ ସମର୍ପଣ କରାଯିବା ପରେ ଲୋକାର୍ପିତ ହୋଇଯାଇଛି। ବିଶିଷ୍ଟ କଣ୍ଠଶିଳ୍ପୀ, ଗୀତିକାର ତଥା ସଙ୍ଗୀତ ନିର୍ଦ୍ଦେଶକ ବିମଳ ପ୍ରସାଦ ପରିଡାଙ୍କ ବଳିଷ୍ଠ ରଚନା ଏବଂ ସଙ୍ଗୀତ ନିର୍ଦ୍ଦେଶନାରେ ରେଡ଼ିଓ ଭାବଗ୍ରାହୀର […]

କେନ୍ଦ୍ରାପଡ଼ା,୧୨ା୫ : କେନ୍ଦ୍ରାପଡା ଜିଲ୍ଲାର ସର୍ବପୁରାତନ ଡାଇମଣ୍ଡ ଜୁବଲି ପାଠାଗାରର ଉନ୍ନତି ପାଇଁ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ଏକଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଏହି ଅବସରରେ ଡ. ଦାସ କହିଛନ୍ତି ଡାଇମଣ୍ଡ ଜୁବଲି ପାଠାଗାରରେ ଅଧ୍ୟୟନ କରି ଜିଲ୍ଲାର ଅନେକ ଛାତ୍ରଛାତ୍ରୀ ଦେଶବିଦେଶରେ ପ୍ରତିଷ୍ଠାଲାଭ କରିଛନ୍ତି। ସେ ମଧ୍ୟ ତାଙ୍କ ଛାତ୍ର ଜୀବନରେ ଏହି ପାଠାଗାରରେ ଅଧ୍ୟୟନ କରିଥିଲେ। ତେଣୁ ପାଠାଗାର […]

କେନ୍ଦ୍ରାପଡ଼ା,୧୨ା୫:କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କୁ ସୋମବାର ଗଜ ଉଦ୍ଧାରଣ ବେଶ କରାଯାଇଛି। ଆଜି ବୈଶାଖ ପୂର୍ଣ୍ଣମୀରେ ତୁଳସୀ କ୍ଷେତ୍ରର କ୍ଷେତ୍ରାଧିପତି ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଗଜ ଉଦ୍ଧାରଣ ବେଶ ଭକ୍ତମାନଙ୍କୁ ବେଶ ଆମୋଦିତ କରିଥିଲା। ଶ୍ରୀଜୀଉଙ୍କ ସନ୍ଧ୍ୟା ନୀତି ସମ୍ପନ୍ନ ପରେ ଏହି ବେଶ କରାଯାଇଥିଲା। ଶ୍ରୀଜଗନ୍ନାଥଙ୍କ ପାଖରେ ପକ୍ଷୀରାଜ ଗରୁଡ଼ ବିରାଜ ମାନ ଅଛନ୍ତି। ତାଙ୍କ କାନ୍ଧରେ ମହାଲକ୍ଷ୍ମୀ ଓ ନାରାୟଣ ବସିଛନ୍ତି। ନାରାୟଣଙ୍କ ହସ୍ତରେ ଶଙ୍ଖଚକ୍ର ଗଦାପଦ୍ମ ରହିଛି। […]

ପଟ୍ଟାମୁଣ୍ଡାଇ ତା ୧୨/୫- ପଟ୍ଟାମୁଣ୍ଡାଇ ପୌରାଞ୍ଚକ ଅନ୍ତର୍ଗତ ୯ନଂ ୱାର୍ଡ ନୂଆଗାଁ ଠାରେ ଗତ ୧୦, ୧୧, ୧୨ ତାରିଖ ତିନି ଦିନ ଧରି ଅଷ୍ଟମପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମେ ଶୁଭଧିବାସ, ନାମ ସଂକ୍ରିତନ ଓ ନଗର କୀର୍ତନ ଅନୁଷ୍ଠିତ ହୋଇ ଥିଲା । ବେଦଜ୍ଞ ବ୍ରାହ୍ମଣ ପଣ୍ଡିତ ମାନେ ଠାକୁରଙ୍କ ପୂଜାର୍ଚନା ଓ ସମସ୍ତ ପୂଜାଵିଧି ନୀତିକ୍ରାନ୍ତି ସମ୍ପନ୍ନ କରିଥିଲେ । ଏହି ମହାର୍ଘ୍ୟ […]

ପଟ୍ଟାମୁଣ୍ଡାଇ ୧୨/୫ -କେନ୍ଦ୍ରାପଡା ଜିଲାବାସୀଙ୍କୁ କଲବଲ କରୁଛି ଅଘୋଷିତ ବିଦ୍ୟୁତ କାଟ୍ । ଦିନ ହେଉ ବା ରାତି, ନିୟମିତ ଘଂଟା ଘଂଟା ବିଦ୍ୟୁତ କାଟ ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି । ଜନସାଧାରଣଙ୍କୁ ଗ୍ରୀଷ୍ମ ପ୍ରବାହରୁ ରକ୍ଷା କରିବା ନିରନ୍ତର ବିଦ୍ୟୁତ ସେବା ଯୋଗାଇବା ସହିତ ଅଘୋଷିତ ବିଦ୍ୟୁତକାଟ ବନ୍ଦ ପାଇଁ ସରକାର କଡା ନିର୍ଦେଶ ଦେଇଛନ୍ତି ।ସହର ହେଉ ଅବା ଗ୍ରାମାଂଚଳ ପ୍ରତି ଦିନ […]

କେନ୍ଦ୍ରାପଡ଼ା,୧୧ା୫ :କେନ୍ଦ୍ରାପଡ଼ା ଜିଲ୍ଲା ଇତିହାସ ରଚୟିତା ସ୍ୱର୍ଗତ ପ୍ରତାପ ରାୟଙ୍କ ପଞ୍ଚମ ପୂଣ୍ୟତିଥି ରବିବାର ଗରାପୁରସ୍ଥିତ ଶ୍ରୀଗୋପାଳଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଉତ୍କଳ ସମ୍ମିଳନୀ ସଭାପତି ସୁଦର୍ଶନ ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଅଲେଖ ଚନ୍ଦ୍ର ପଢିଆରୀ, ସମ୍ମାନୀତ ଅତିଥି ଭାବେ ସାହିତ୍ୟିକ ଶଶଧର ପଣ୍ଡା, ସାହିତ୍ୟିକ ଅଧ୍ୟାପକ ଡ. ଶ୍ରୀଧର ସାମଲ, ବାଇମୁଣ୍ଡି ସାହିତ୍ୟ […]

କେନ୍ଦ୍ରାପଡ଼ା,୧୧ା୫:କେନ୍ଦ୍ରାପଡା ସହରର ବିଭିନ୍ନ ସ୍ଥାନରେ ଥିବା ଭାରତୀୟ ଷ୍ଟେଟବ୍ୟାଙ୍କର ଏଟିଏମ ଗୁଡିକରେ ରବିବାର ଅର୍ଥ ନଥିବାରୁ ଗ୍ରାହକମାନେ ଟଙ୍କା ଉଠାଇବାକୁ ଯାଇ ହତାଶ ହୋଇ ଫେରିଥିବା ଦେଖାଯାଇଛି। ଏବେ ବିଭାଘର ପାଇଁ ଲୋକମାନେ ବିଭିନ୍ନ ଜିନିଷପତ୍ର କିଣାକିଣି କରିବାକୁ କନ୍ଦ୍ରୋପଡା ସହରକୁ ଆସିଥିବା ବେଳେ ଷ୍ଟେଟବ୍ୟାଙ୍କର ଏଟିଏମ ଗୁଡିକରେ ଟଙ୍କା ଉଠାଇବାକୁ ଲମ୍ବା ଲାଇନ ଲଗାଇଥିଲେ। କିନ୍ତୁ ଏଟିଏମ ଗୁଡିକରେ ଅର୍ଥ ନଥିବାରୁ ସେମାନେ ଟଙ୍କା ଉଠାଇ ନପାରି ହତାଶ […]

Breaking News