କେନ୍ଦ୍ରାପଡ଼ା,୧୩ା୪: ସାଂପ୍ରତିକ ଓଡିଆ ସାହିତ୍ୟର ବିଶିଷ୍ଟ କବୀ ଅପର୍ଣ୍ଣା ମହାନ୍ତି ଚଳିତ ବର୍ଷ ମର୍ଯ୍ୟାଦାଜନକ ‘ବିଷୁବ ପୁରସ୍କାର’ ପାଇବେ ବୋଲି ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଘୋଷଣା ହୋଇଛି। ଏହି ପୁରସ୍କାର ବାବଦକୁ ସେ ଏକ ଲକ୍ଷ ଟଙ୍କା ଓ ମାନପତ୍ର, ଅଙ୍ଗାଭରଣ ଦ୍ୱାରା ଆସନ୍ତା ୧୪ ତାରିଖ ଦିନ ସମ୍ୱର୍ଦ୍ଧିତ ହେବେ। ଓଡିଆ ଭାଷା ସାହିତ୍ୟର ପ୍ରାଧ୍ୟାପକ ଭାବେ ଶ୍ରୀମତି ମହାନ୍ତି କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟରୁ ଅବସର […]

କେନ୍ଦ୍ରାପଡ଼ା,୧୩ା୪: କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ଓ ପୁରାତନ ଛାତ୍ର ସଂଗଠନ ଆନୁକୂଲ୍ୟରେ ତା’ର ସୁବର୍ଣ୍ଣ ଜୟନ୍ତୀ ପାଳନ କରିଛି। କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଅଧକ୍ଷ ଡ଼. ସଞ୍ଜୀବ କୁମାର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଗବେଷଣା ଗାରର ମୁଖ୍ୟ ବୈଜ୍ଞାନିକ ଡ଼. ଉମାକାନ୍ତ ସୁବୁଧି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ବିଭାଗୀୟ ମୁଖ୍ୟ ଡ଼.ଗୌତମ ଚରଣ ଦାସ ଅତିଥି ପରିଚୟ ଓ […]

କେନ୍ଦ୍ରାପଡ଼ା,୧୩ା୪: ଜିଲ୍ଲା ପ୍ରତିଭା ପୂଜା ସଂସଦ ଆନୁକୂଲ୍ୟରେ ପୂର୍ବତନ ସାଂସଦ ସ୍ୱର୍ଗତ ଗୟାଚାନ୍ଦ ଭୂୟାଁଙ୍କ ୩୭ତମ ଶ୍ରାଦ୍ଧଦିବସ ଅବସରରେ ପୈାରସଂସ୍ଥା ଟାଉନହଲ ପରିସରରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ସଂସଦର ସଭାପତି ପ୍ରଦିପ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସ୍ମୃତିସଭାରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ମୁଖ୍ୟ ଅତିଥି, ବିଶିଷ୍ଟ ଟିଭି ଉପସ୍ଥାପକ ପ୍ରାଧ୍ୟାପକ ଡ. ମୃତ୍ୟୁଞ୍ଜୟ ରଥ ମୁଖ୍ୟବକ୍ତା, ସାମ୍ବାଦିକ ଅକ୍ଷୟ କୁମାର ପତି ବିଶିଷ୍ଟ […]

କେନ୍ଦ୍ରାପଡ଼ା,୧୨ା୪: କେନ୍ଦ୍ରାପଡ଼ା ଜିଲ୍ଲା ସ୍ୱତନ୍ତ୍ର ପୋକସୋ କୋର୍ଟ ଜଜ୍ ଏକ ଗଣବଳାତ୍କାର ମାମଲାର ବିଚାର କରି ବଳାତ୍କାରରେ ସହଯୋଗ କରିଥିବା ଛାତ୍ରୀଙ୍କ ସହପାଠୀକୁ ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ସହପାଠୀଙ୍କୁ ୧୮ ହଜାର ଟଙ୍କା ଜୋରିମାନା ଦଣ୍ଡାଦେଶ ମଧ୍ୟ ଶୁଣାଇଛନ୍ତି। ଜୋରିମାନା ଅନାଦେୟ ଅଧିକ ଏକ ବର୍ଷ ଜେଲ ଦଣ୍ଡ ଭୋଗିବାକୁ ପଡିବ ବୋଲି ଜଜ୍ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଦୋଷୀ ସାବ୍ୟସ୍ତ ହୋଇ […]

କେନ୍ଦ୍ରାପଡ଼ା,୧୨ା୪: କେନ୍ଦ୍ରାପଡା ବିଜୁ ଜନତା ଦଳର ଏକ ପ୍ରସ୍ତୁତି ବୈଠକ ବିଧାୟକ ଗଣେଶ୍ୱର ବେହେରାଙ୍କ ସଭାପତିତ୍ୱରେ କାକଟ ଲକ୍ ନିକଟସ୍ଥ ସ୍ୱୟଂ ସେଲିବ୍ରେସନ୍ ମଣ୍ଡପରେ ଅନୁଷ୍ଠିତ ହୋଇ ଆସନ୍ତା ଏପ୍ରିଲ ୧୬ରେ ମେଡିକାଲ କଲେଜ ଆନ୍ଦୋଳନକୁ ଜୋରଦାର କରିବାକୁ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇ ବ୍ଲକ ସମେତ କେନ୍ଦ୍ରାପଡା ନଗର ବିଜେଡି ନେତାମାନେ ଏକାଠି ହୋଇ କେନ୍ଦ୍ରାପଡା ପ୍ରତି ମେଡିକାଲ […]

କେନ୍ଦ୍ରାପଡା,୧୨ା୪: ସମାଜସେବା କ୍ଷେତ୍ରରେ କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟର ପଞ୍ଚମ ବାର୍ଷିକ ଉତ୍ସ୍ୱ ସ୍ଥାନୀୟ ଗରାପୁରସ୍ଥିତ ହନୁମାନ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଭିନ୍ନ ଏକ ବିଶ୍ୱକର୍ମା କାର୍ଯ୍ୟକ୍ରମ ରେ ଭୁବନେଶ୍ୱରର ଏସ.ସି.ଇ.ଆର.ଟି. ଆସିଷ୍ଟାଷ୍ଟ୍ ଡାଇରେକ୍ଟର ପୂର୍ଣ୍ଣଚନ୍ଦ୍ର ବ୍ରହ୍ମା ମୁଖ୍ୟ ଅତିଥି, ସମ୍ମାନୀତ ଅତିଥି ଭାବେ ହରିହର କ୍ଷେତ୍ର ମାହାଳର ଦେବଦାସୀ ମୋହିନୀ ମା’, ଉତ୍ତର ପ୍ରଦେଶର ହରିଦ୍ୱାର ସ୍ମୃତିପୁର […]

ପଟ୍ଟାମୁଣ୍ଡାଇ ତା ୧୧/୪-ଓଡିଶାରେ ଆଜି ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନ ଶୁଭାରମ୍ବ ହୋଇଥିବା ବେଳେ ତଦନୁଯାୟୀ ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନ ଆରମ୍ଭ ହୋଇଛି ।  ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ପଡିଆ ଠାରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଓଡିଶାର କଟକ ଠାରେ ଆୟୋଜିତ ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା କାର୍ଡ ବଣ୍ଟନ ଉତ୍ସବର ସିଧା ପ୍ରସାରଣ ସହିତ ପୌରାଞ୍ଚଳର […]

ପଟ୍ଟାମୁଣ୍ଡାଇ ତା ୧୧/୪-ଓଡିଶାରେ ଆଜି ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନ ଶୁଭାରମ୍ବ ହୋଇଥିବା ବେଳେ ତଦନୁଯାୟୀ ପଟ୍ଟାମୁଣ୍ଡାଇ ବ୍ଲକରେ ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନ ଆରମ୍ଭ ହୋଇଛି ।  ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକର ସାନଜରିଆ, ବଡ଼ପଡା, ଅଢାଯୋଡି (ଚନ୍ଦନ ନଗର ),ଅଳପୁଆ, ଅଣ୍ଢରା , ତୁଳସୀଡିଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଓଡିଶାର କଟକ ଠାରେ ଆୟୋଜିତ ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ […]

Kendrapara ୧୧/୪ -ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁକ୍ରବାର ଶୁଭାରମ୍ଭ ହୋଇଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ଭାଜାପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରାୟ ୧ କୋଟି ୩ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ପାଇଁ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’ ଓ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା […]

Kendrapara/ଗତ ସାଧାରଣ ନିର୍ବାଚନ ପୂର୍ବରୁ ଫାଙ୍କା ରହିଥିବା କେନ୍ଦ୍ରାପଡା ଜିଲା ପରିଷଦ ଉପାଧ୍ୟକ୍ଷ ପଦ ଶୁକ୍ରବାର ପୂରଣ ହୋଇଛି । ଏହି ପଦ ପାଇଁ ନିର୍ବାଚନ ପରେ ଆଳି ଜୋନ ଅନ୍ତର୍ଗତ ୪ ନମ୍ବର ବିଜେଡିର ଜିଲା ପରିଷଦ ସଭ୍ୟ ଭୀଷ୍ମ ମହାନ୍ତି ଶପଥ ଗ୍ରହଣ କରିଛନ୍ତି । ନିର୍ବାଚନରେ ସେ ଅପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀ ଥିଲେ । ପୂର୍ବାହ୍ନ ୧୦ଟା ୪୨ ମିନିଟରେ ସେ ନିର୍ବାଚନ ପ୍ରାର୍ଥୀ ପତ୍ର ଦାଖଲ […]

Breaking News

error:Content is protected !!