ପଟ୍ଟାମୁଣ୍ଡାଇ ୯/୫ – ଭାରତର ବୀର ଯବାନ ପାକିସ୍ତାନର ଆତଙ୍କବାଦୀ କାର୍ଯ୍ୟକ୍ରମକୁ ଦମନ କରିବା ପାଇଁ ଅପରେସନ ସିନ୍ଦୁର ଜାରି କରି ଯେଉଁ ସାହସ, ପରାକ୍ରମ ଓ ଶକ୍ତି ପ୍ରଦର୍ଶନ କରିଛନ୍ତି ତାର ସମ୍ମାନର୍ଥେ ଶୁକ୍ରବାର ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ଭାରତୀୟ ସେନାକୁ ସାଲାମୀ ଉପଲକ୍ଷେ ଏକ ଶୋଭଯାତ୍ରା କରାଯାଇଛି । ଏହି ଶୋଭଯାତ୍ରା ପଟ୍ଟାମୁଣ୍ଡାଇ ବାଇପାସ ଛକରୁ ବାହାରି ବଜାର ପରିକ୍ରମା କରିବା ପରେ ଆମ୍ବେଦକର […]
NATIONAL
ନୂଆଦିଲ୍ଲୀ,୫/୫ଭାରତର ଇଂରାଜୀ ନାମ ଇଣ୍ଡିଆ ମଧ୍ୟ ସିନ୍ଧୁ ନଦୀର ଇଂରାଜୀ ନାମ ଇଣ୍ଡସ୍ରୁ ଉଦ୍ଧୃତ । ସଂସ୍କୃତ ଭାଷାରେ ଏହି ନଦୀକୁ ସିନ୍ଧୁ ଓ ପାର୍ସୀ ଭାଷାରେ ଏହି ନଦୀକୁ ହିନ୍ଦୁ ବୋଲି କୁହାଯାଏ । ସଂସ୍କୃତରେ ସିନ୍ଧୁ ଶବ୍ଦର ଅର୍ଥ ହେଲା ସାଗର, ମହାସାଗର ଅଥବା କୌଣସି ବୃହତ ଜଳାଶୟ । ପରବର୍ତ୍ତୀ ସମୟରେ ପାରସ୍ୟ ଭାଷାରେ ସିନ୍ଧୁ ନଦୀକୁ ଦରିଆ ବୋଲି ମଧ୍ୟ ନାମିତ କରାଯାଇଛି । […]
ରାଜ୍ୟ ଗୁଡିକୁ କେନ୍ଦ୍ରର଼ ନିର୍ଦ୍ଦେଶ , ବିମାନ ଆକ୍ରମଣ ସାଇରନ ସକ୍ରିୟ ରଖନ୍ତୁ , ବ୍ଲାକଆଉଟ୍ ଓ ସୁରକ୍ଷା ଅଭ୍ୟାସ କରନ୍ତୁ ନୂଆଦିଲ୍ଲୀ,୫/୫- ବଢିଲା ଯୁଦ୍ଧ ଆଶଙ୍କା। ଯୁଦ୍ଧ ପାଇଁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଛି। ଭାରତ-ପାକିସ୍ତାନ ମଧ୍ୟରେ ପ୍ରବଳ ଉତ୍ତେଜନା ଗୃହ ମନ୍ତ୍ରଣାଳୟ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ରାଜ୍ୟଗୁଡ଼ିକୁ ମକଡ୍ରିଲ୍ କରିବାପାଇଁ ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ ଜାରି କରିଛି। ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ନିର୍ଦ୍ଦେଶ ଅନୁସାରେ […]
ନୂଆଦିଲ୍ଲୀ ୨/୫-ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତେଜନା ବୃଦ୍ଧି ପାଇଛି। ଏହି ପରିପ୍ରେକ୍ଷୀରେ ଆମେରିକା ଭାରତକୁ ୧୩୧ ନିୟୁତ ଡଲାର ମୂଲ୍ୟର ସାମରିକ ସାମଗ୍ରୀ ଓ ଲଜିଷ୍ଟିକ ସମର୍ଥନ ଯୋଗାଇବା ପାଇଁ ଏକ ବୈଦେଶିକ ସାମରିକ ବିକ୍ରୟକୁ ଅନୁମୋଦନ କରିଛି। ଏହି ସାମଗ୍ରୀ ହିନ୍ଦ-ପ୍ରଶାନ୍ତ ମହାସାଗରୀୟ ଅଂଚଳରେ ଭାରତର ସାମୁଦ୍ରିକ ସୁରକ୍ଷା କ୍ଷମତାକୁ ବୃଦ୍ଧି କରିବ। ବିଦେଶ […]
ନୂଆଦିଲ୍ଲୀ ୧୯ା୩- ମହାକାଶ ବିଜ୍ଞାନ କ୍ଷେତ୍ରରେ ବିଶ୍ୱକୁ ମିଳିଛି ବଡ଼ ସଫଳତା । ଏକାଧିକ ଚେଷ୍ଟା ୯ ମାସ ପରେ ପୃଥିବୀକୁ ଫେରିଛନ୍ତି ସୁନୀତା ୱିଲିୟମ୍ସ ଓ ବୁଚ୍ ୱିଲମୋର ଓ ଅନ୍ୟ ଦୁଇ ମହାକାଶଚାରୀ ଆଲେକଜାଣ୍ଡର ଗୋର୍ବୁନୋଭ ଓ ନିକ୍ ହେଗ୍ । ଆମେରିକାର ଫ୍ଲୋରିଡା ନିକଟ ସମୁଦ୍ର ତଟରେ ସ୍ପେଶ-ଏକ୍ସ କ୍ରୁ ଡ୍ରାଗନର ସଫଳ ଅବତରଣ ହୋଇଛି । ଦୀର୍ଘ ୧୭ ଘଣ୍ଟାର ଯାତ୍ରା ପରେ ସ୍ପେଶ୍ […]
ୱାଶିଂଟନ୍,୧୯ା୩:ଦୀର୍ଘ ଦିନ ପ୍ରତୀକ୍ଷାର ଅନ୍ତ ହୋଇଛି। ମହାକାଶକୁ ୮ଦିନ ପାଇଁ ଯାଇ ୯ ମାସ ଧରି ଫସିରହିଥିବା ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ ୱିଲମୋର ପୃଥିବୀ ପୃଷ୍ଠକୁ ଫେରିଛନ୍ତି। ସୁନୀତା ଏବଂ ବୁଚ୍ଙ୍କ ସହ ଅନ୍ୟ ନିକ ହଗ ଏବଂ ରୁଷୀୟ ମହାକାଶଚାରୀ ଆଲେକଜାଣ୍ଡର ଗୋର୍ବୁନୋଭ ଆନ୍ତର୍ଜାତିକ ମହାକାଶ କେନ୍ଦ୍ର (ଆଇଏସଏସ)ରୁ ଭୂପୃଷ୍ଠରେ ସେମାନଙ୍କ ଅବତରଣ କରିଛନ୍ତି। ଆମେରିକାର ଫ୍ଲୋରିଡା ନିକଟ […]
କେନ୍ଦ୍ରାପଡ଼ା ୧୨/୩ କେନ୍ଦ୍ରାପଡ଼ା ମୁନିସିପାଲିଟି ଟାଉନହଲ ପରିସରରେ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶୀଳ୍ପ ବିଭାଗ ପକ୍ଷରୁ କାରିଗର ସଚେତନତା ଶିବିର ବୁଧବାର ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡ଼ା ହସ୍ତଶିଳ୍ପ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି ଶିବିରକୁ ହସ୍ତଶୀଳ୍ପ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ମହାନ୍ତି ମୁଖ୍ୟଅତିଥିଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । ଓଡିଶା ଗ୍ରାମ୍ୟ ବ୍ୟାଙ୍କର ଜିଲ୍ଲା ସଂଯୋଜକ ରାକେଶ କୁମାର ଦାଶ, ଓରମାସର ଡେପୁଟି ସିଈଓ […]
ଦୁବାଇ ୪ା୩- ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ। ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ୱିକେଟରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି । ଏହା ସହିତ ୨୦୨୩ ବିଶ୍ୱକପ ଫାଇନାଲ ପରାଜୟର ପ୍ରତିଶୋଧ ନେଇଛି ଭାରତ । ଏହି ମ୍ୟାଚରେ ଅଷ୍ଟ୍ରେଲିଆ ପକ୍ଷରୁ ଭାରତ ଆଗରେ ବିଜୟ ପାଇଁ ୨୬୫ ରନର ଲକ୍ଷ୍ୟ ରଖାଯାଇଥିଲା […]
ପଟ୍ଟାମୁଣ୍ଡାଇ ୩/୩ – ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳର ଜଣେ ନାବାଳିକା +୨ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ତନାଘନା ଆରମ୍ଭ କରିଛି। ଘଟଣାକୁ ନେଇ ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ସୋମବାର ପୁର୍ବାହ୍ନରେ ସ୍ୱତନ୍ତ୍ର ତଦନ୍ତ ଅଧିକାରୀ ଟିମ୍ ଉକ୍ତ କଲେଜରେ ପହଂଚିଥିଲେ। ତଦନ୍ତଦଳ କଲେଜ ସିସିଟିଭି ଯାଂଚ କରିବା ସହ ପରିକ୍ଷା ନିରିକ୍ଷକ, ଆଭ୍ୟନ୍ତରିଣ ଦଳର ଜଣ ଜଣଙ୍କୁ ପଚରା ଉଚରା କରିବା ସହ ପରିକ୍ଷା […]
ଭୁବନେଶ୍ୱର: କିଛି ମାସ ପୂର୍ବରୁ ଦେଶ ବିଦେଶର ନିବେଶକମାନଙ୍କ ପାଇଁ ଓଡ଼ିଶା ଥିଲା ପ୍ରଥମ ପସନ୍ଦ। ମାତ୍ର ଓଡ଼ିଶା କ୍ରମଶଃ ନିବେଶକଙ୍କ ଆସ୍ଥା ହରାଉଥିବା ଦେଖିବାକୁ ମିଳୁଛି। ଓଡ଼ିଶାରେ ବିପୁଳ ନିବେଶ ନିମନ୍ତେ ଆଦାନୀ କମ୍ପାନୀ ‘ଉତ୍କର୍ଷ ଓଡ଼ିଶା’ ସମାବେଶରେ ଆଗ୍ରହ ପ୍ରକାଶ କରିଥିବା ସତ୍ୱେ ବର୍ତମାନ ଆସାମ, ପଶ୍ଚିମବଙ୍ଗ ଓ ମଧ୍ୟପ୍ରଦେଶ ମୁହାଁ ହେବା ରାଜ୍ୟର ଶିଳ୍ପ ଭବିଷ୍ୟତକୁ ଅନିଶ୍ଚିତ କରିଛି। ଅନୁରୂପ ଭାବରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ମୁଖ୍ୟ […]

