ପଟ୍ଟାମୁଣ୍ଡାଇ ୨୫/୯- ଗଣ ପର୍ବ ଦଶହରା ପୂର୍ବରୁ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୋଲିସ ବିପୁଳ ପରିମାଣ ବାଣ ଜବତ କରିଛି। ଅବାଧରେ ବେଆଇନ ବାଣ ରଖି ବ୍ୟବସାୟ କରୁଥିବା ଅଭିଯୋଗରେ ପୋଲିସ ଚଢାଉ କରି ବିପୁଳ ପରିମାଣର ବାଣ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ଆଗକୁ ଦଶହରା, ଦୀପାବଳୀ ଲାଗି ବିପୁଳ ପରିମାଣର ବାଣ ବ୍ୟବସାୟ ଲାଗି ଆସିଥିବା ପୋଲିସ ଜାଣିବାକୁ ପାଇଥିଲା । ଏଥିନେଇ […]

ପଟ୍ଟାମୁଣ୍ଡାଇ ତା ୨୪/୯-କେନ୍ଦ୍ରାପଡ଼ା ଜିଲ୍ଲା ପଟାମୁଣ୍ଡାଇ ଧୋୟାଞ୍ଚଳରେ ନୂତନ ବ୍ରାହ୍ମଣୀ ବ୍ଲକ  ଗଠନ ପାଇଁ ବ୍ରାହ୍ମଣୀ ବ୍ଲକ ଗଣ ସଂଗ୍ରାମ ସମିତି ପକ୍ଷରୁ ଆବାହକ ଅଭିମନ୍ୟୁ ମଲ୍ଲିକଙ୍କ ନେତୃତ୍ୱରେ ଡ଼ ଚକ୍ରଧର ଦାଶ, ଅଶୋକ ମଲ୍ଲିକ, ଦିଲ୍ଲୀପ ବିଶ୍ୱାଳ, ଧନେଶ୍ୱର ପ୍ରଧାନ, ରଜତ ବାରିକ, ପ୍ରସନ୍ନ ପାଢ଼ୀ, ଆଦିକନ୍ଦ ଦାସ, ଅରୋଶିଷ ରାଉତ, ସତ୍ୟ ସୁନ୍ଦର ରାୟ ପ୍ରମୁଖ ରାଜ୍ୟ ପଂଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକଙ୍କୁ ଭୁବନେଶ୍ୱର ସ୍ଥିତ […]

ପଟ୍ଟାମୁଣ୍ଡାଇ ୨୪/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅବକାରୀ ବିଭାଗ ପକ୍ଷରୁ ବୁଧବାର ନିମପୁର ଗ୍ରାମରେ ଚଢ଼ାଉ କରାଯାଇ ୫୦ ଗ୍ରାମର ବ୍ରାଉନ ସୁଗାର ଜବତ କରିଛନ୍ତି। ଏହା ସହ ଘଟଣାରେ ସମ୍ପୃକ୍ତ ନିମପୁର ଗ୍ରାମର ରାଜେଶ ସେଠୀ (୨୫)ଙ୍କୁ ଗିରଫ କରାଯାଇଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ। ତାଙ୍କୁ ବୁଧବାର ସଂନ୍ଧ୍ୟାରେ କୋଟ ଚାଲାଣ କରାଯାଇଛି । ଗିରଫ ରାଜେଶର ଜାମିନ […]

କେନ୍ଦ୍ରାପଡ଼ାରେ ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ ଅନୁଷ୍ଠିତ କେନ୍ଦ୍ରାପଡ଼ା,୨୪ା୯:କେନ୍ଦ୍ରାପଡ଼ା ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଓଡିଶା ରାଜ୍ୟ ମହିଳା ଆୟୋଗଙ୍କ ଏକ ଶିବିର ଅଦାଲତ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମହିଳା ଆୟୋଗ ଅଧ୍ୟକ୍ଷା ଶୋଭନା ମହାନ୍ତି ଓ ସଦସ୍ୟା ଡ. କଳ୍ପନା ମଲ୍ଲିକ ଯୋଗଦେଇ ମହିଳା କମିଶନ ପକ୍ଷରୁ ପୂର୍ବରୁ ନୋଟିସ କରାଯାଇଥିବା ବିଭିନ୍ନ ମାମଲାର ଶୁଣାଶି କରାଯାଇଥିଲା। ଏଥିରେ ରେଜିଷ୍ଟ୍ରାର ସୁଶୀଲ କୁମାର […]

ଜିଲ୍ଲାରେ ମେଡ଼ିକାଲ କଲେଜ ଦାବି ଅହୋରାତ୍ର ଗଣଧାରଣାକୁ ତିନି ଦିନ ପୁରିଲା କେନ୍ଦ୍ରାପଡ଼ା,୨୪ା୯: ମେଡ଼ିକାଲ କଲେଜ ପ୍ରତିଷ୍ଠା ପାଇଁ ଚାଲିଥିବା ଆନ୍ଦୋଳନର ସ୍ୱର ଦୃଢ ଭାବରେ ବିଧାନସଭାରେ ଶୁଣିବାକୁ ମିଳିଛି। ବିଧାନସଭାରେ ଆଜି କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରାଙ୍କ ଦ୍ୱାରା ଦୃଢ ଭାବରେ ଉପସ୍ଥାପିତ ଏ ସମ୍ପର୍କିତ ପ୍ରଶ୍ନର ସରକାରଙ୍କ ପକ୍ଷରୁ କୌଣସି ଉତ୍ତର ମିଳି ନଥିବାରୁ ଏହା ଆନ୍ଦୋଳନକାରୀଙ୍କୁ ଉତ୍ତେଜିତ କରିଛି। ଆଜି ଅହୋରାତ୍ର ଗଣଧାରଣାକୁ ତିନି ଦିନ […]

କେନ୍ଦ୍ରାପଡ଼ା, ୨୪ା୯: କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ମାଇଁ ଏନ ସି ସି ଆଲୁମନି ଆସୋସିଏସନ ପକ୍ଷରୁ ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜିତ ହୋଇଯାଇଛି। ଉକ୍ତ ଶିବିରକୁ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଶାନ୍ତନୁ କୁମାର ଜେନା ଓ ଏନ ସି ସି ବାଳକ ବିଭାଗର ଏଏନଓ ଲେଫ୍ଟନାଣ୍ଟ ରଜନୀକାନ୍ତ ତ୍ରିପାଠୀ ଉଦଘାଟନ କରିଥିଲେ । ଏହି କାଯ୍ର‌୍ୟକ୍ରମ ଜିଲ୍ଲାପାଳଙ୍କ ଅନୁମତିରେ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସହଯୋଗରେ […]

କେନ୍ଦ୍ରାପଡ଼ା,୨୩ା୯:ଜଣେ ବ୍ୟକ୍ତିଙ୍କ ଘର ସମ୍ମୁଖରୁ ଜବରଦଖଲ ଉଚ୍ଛେଦ କରିବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକ ଦୁନୀତି ନିବାରଣ ବିଭାଗ ଦ୍ୱାରା ମଙ୍ଗଳବାର ଗିରଫ ହୋଇଛନ୍ତି। ଶ୍ରୀ ମଲ୍ଲିକଙ୍କୁ ଗିରଫ କରିବା ପରେ ଭିଜିଲାନ୍ସ ଅଧିକାରୀ ତାଙ୍କୁ କେନ୍ଦ୍ରାପଡ଼ା ଦୁର୍ନୀତି ନିବାରଣ କାର୍ଯ୍ୟାଳୟକୁ ନେଇଥିଲେ। ପରେ ତାଙ୍କୁ କଟକସ୍ଥିତ ଦୁର୍ନୀତି ନିବାରଣ ବିଭାଗ ମୁଖ୍ୟାଳୟକୁ ନେଇଥିଲେ। ଶ୍ରୀ ମଲ୍ଲିକଙ୍କୁ […]

ପଟ୍ଟାମୁଣ୍ଡାଇ ତା ୨୩/୯- ପଟ୍ଟାମୁଣ୍ଡାଇ ପୌର ପରିଷଦରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।  ଏହି କାର୍ଯ୍ୟକ୍ରମ ଗତ ସେପ୍ଟେମ୍ବର ୧୭ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଜାରି ରହିବ ।  ଏହି କାର୍ଯ୍ୟକ୍ରମର ୭ମ ଦିବସରେ ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ ଏକ ଜନସଚେତନ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା ।  ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧକ୍ଷ ହେମନ୍ତ ସାହୁଙ୍କ ନିର୍ଦେଶରେ ପୌର ପରିଷଦ […]

ପଟ୍ଟାମୁଣ୍ଡାଇ ତା ୨୩/୯- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ପଂଚାୟତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ଅବସରରେ ଏକ ପେଡ ମା କେ ଲିୟେ -୨କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।  ଏହି କାର୍ଯ୍ୟକ୍ରମକୁ ସଂସାରଫଳ ସରପଞ୍ଚ ଦମୟନ୍ତୀ ସାମନ୍ତରାୟ ଉଦଘାଟନ କରିଥିଲେ ।  ଏଇ ଅବସରରେ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ସଂସାରଫଳ ପଂଚାୟତ ପି ଇ ଓ ତପନ ପ୍ରଧାନ, ଏ ଡି ଇ ଓ ଦୀପ୍ତି […]

ପଟ୍ଟାମୁଣ୍ଡାଇ ୨୩/୯ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମୁଖରେ ବ୍ଲକ ଜିପିଏଲଏଫ ସଂଘ ପକ୍ଷରୁ ମଙ୍ଗଳବାର ବିଭିନ୍ନ ଦାବି ନେଇ ବ୍ଲକ ସମ୍ମୁଖରେ ଧାରଣା ଦେଇଥିଲେ। ଏହି ଧାରଣାରେ ବ୍ଲକ ସିଆରପି, ଏମବିକେ, ପ୍ରାଣୀମିତ୍ର, କୃଷି ମିତ୍ର, ବ୍ୟାଙ୍କ ମିତ୍ର, ଏଲଏସପି ର ମହିଳା କର୍ମଚାରୀମାନେ ଏହି ଗଣଧାରଣାରେ ସାମିଲ ହୋଇଛନ୍ତି । ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କ ଉଦେଶ୍ୟରେ ଏକ ଦାବୀପତ୍ର ପଟ୍ଟାମୁଣ୍ଡାଇ ବିଡ଼ିଓଙ୍କୁ ପ୍ରଦାନ କରାଯାଇଛି […]

Breaking News