ପଟ୍ଟାମୁଣ୍ଡାଇ ୨୧/୬ – ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆଥ୍ରାଇଟିସ ଚିକିତ୍ସା ପାଇଁ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତି ହୋଇଛନ୍ତି । ରବିବାର ସକାଳେ ତାଙ୍କର ଅସ୍ତ୍ରୋପଚାର ହେବ ବୋଲି ଜଣାପଡିଛି । ନବୀନଙ୍କ ଅସୁସ୍ଥତା ନେଇ ଶନିବାର ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ନଗର ବିଜେଡି ପକ୍ଷରୁ ସ୍ଥାନୀୟ ହରପାର୍ବତୀ ମନ୍ଦିରରେ ତାଙ୍କ ଆରୋଗ୍ୟ କାମନା କରି ସମୂହ ଦୀପଦାନ କରାଯାଇଛି । […]
ODISHA
କେନ୍ଦ୍ରାପଡ଼ା,୨୦ା୬:କେନ୍ଦ୍ରାପଡା ଜିଲାର ବିଭିନ୍ନ ସ୍ଥାନରେ ଡାଇରିଆ ବ୍ୟାପୁଥିବା ବେଳେ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରତିଷେଧକମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେହି ଅନୁଯାୟୀ କେନ୍ଦ୍ରାପଡା ସହର ଓ ଉପକଣ୍ଠରେ ଥିବା ବିଭିନ୍ନ ହୋଟେଲ ଗୁଡିକ ଉପରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗଠିତ ଏକ ସ୍ୱତନ୍ତ୍ର ଟିମ ଚଢାଉ କରିବା ସହ ଖାଦ୍ୟପଦାର୍ଥକୁ ଯାଞ୍ଚ କରିଥିଲା। ଏଥିସହିତ ହୋଟେଲ ଗୁଡିକରେ ଥିବା ବାସୀଖାଦ୍ୟ ଗୁଡିକୁ ନଷ୍ଟ କରାଯାଇଛି। ଏହାସହ ଆବଶ୍ୟକ ସ୍ଥଳେ […]
କେନ୍ଦ୍ରାପଡ଼ା୨୦ା୬:ଡେରାବିଶ ବ୍ଲକ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତର ବଳଭଦ୍ରପୁରରେ ଥିବା ଶିଳ୍ପାଞ୍ଚଳ ରାସ୍ତା ଏବେ ବିପର୍ଯ୍ୟସ୍ତ ହୋଇପଡିଛି। ଏହି ଶିଳ୍ପାଞ୍ଚଳକୁ ଜାଳେଣି କାଠ ଓ କାଠ ପଟା ସଂଗ୍ରହ କରିବା ପାଇଁ କେନ୍ଦ୍ରାପଡ଼ା ଜିଲାର ୯ଟି ବ୍ଲକ, ଯାଜପୁର ଜିଲା ଓ କଟକ ଜିଲାରୁ ଲୋକେ ଆସିଥାନ୍ତି। ପ୍ରତିଦିନ ଶତାଧିକ ଲୋକ ଏହି ଶିଳ୍ପାଞ୍ଚଳକୁ ଆସିଥାନ୍ତି। ହେଲେ ଶିଳ୍ପାଞ୍ଚଳ ରାସ୍ତା ବିପର୍ଯ୍ୟସ୍ତ ହୋଇପଡିଛି। ଫଳରେ ଗାଡିମୋଟର ଚଳାଚଳ କରିବା ବେଳେ ଦୁର୍ଘଟଣାଗ୍ରସ୍ତ ହେଉଛନ୍ତି। […]
କେନ୍ଦ୍ରାପଡ଼ା ୧୯/୬- କେନ୍ଦ୍ରାପଡା ଜିଲ୍ଲାର ଶ୍ରୀ ବଳଦେବଜୀଉଙ୍କ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ବିକାଶ ଓ ପଲ୍ଲିଶ୍ରୀ ମେଳାର ଉଦଯାପନୀ ସନ୍ଧ୍ୟା ରେ ଜିଲ୍ଲାର ସର୍ବ ପୁରାତନ ସାଂସ୍କୃତିକ ଅନୁଷ୍ଠାନ ବାଗ ଦେବୀ କଳା ମନ୍ଦିର ତରଫରୁ ମନୋଜ୍ଞ ଭଜନ ସନ୍ଧ୍ୟା ଅନୁଷ୍ଠିତ ହୋଇ ଯାଇଛି । ଅନୁଷ୍ଠାନର ସଭାପତି ସଂଗୀତ ନିର୍ଦେଶକ ସତ୍ୟ ପ୍ରିୟ ଦାସଙ୍କ ପରିଚାଳନା ଓ ସଂଯୋଜନାରେ ଓଡିଶାର ଲୋକ ପ୍ରିୟ ଭଜନ […]
ଫିଟ ଅଫ ଫାୟାର ଏକାଡେମୀର ନୃତ୍ୟ ଦର୍ଶକଙ୍କ ମନମୁଗ୍ଧ କଲା ଚିତାର୍କଶକ ଥିଲା ନୃତ୍ୟ ମାଧ୍ୟମରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ପଟ୍ଟାମୁଣ୍ଡାଇ ୧୯/୬ -ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତି ପାଳନ ଅବସରରେ ବିକାଶ ମେଳା-୨୦୨୫ ଉପଲକ୍ଷେ ସୋମବାର ଜିଲ୍ଲାସ୍ତରୀୟ ଉତ୍ସବର ୫ମ ସଂନ୍ଧ୍ୟା କାର୍ଯ୍ୟକ୍ରମ କେନ୍ଦ୍ରାପଡା ଶ୍ରୀ ବଳଦେବଜୀଉଙ୍କ ମାଉସୀମା ମନ୍ଦିର ନିକଟରେ ଅନୁଷ୍ଠିତ ହୋଇଯାଇଛି । ଏହି ସାଂସ୍କୃତିକ ସଂଧ୍ୟାରେ ପଟ୍ଟାମୁଣ୍ଡାଇର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ଫିଟ ଅଫ […]
ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ସଶକ୍ତ ଓ ଅଗ୍ରଣୀ ସମବାୟ ଅନୁଷ୍ଠାନ ଗୁଡ଼ିକର ମୂଳ ଆଧାର : ସଭାପତି ଶ୍ରୀଦାସ କେନ୍ଦ୍ରାପଡ଼ା,୧୮/୬ – କେନ୍ଦ୍ରାପଡ଼ା ଜନଚେତନା ବହୁମୁଖି ସମବାୟ ସମିତି ଲିଃର ବାର୍ଷିକ ସାଧାରଣ ସଭା ଆଜି ସ୍ଥାନୀୟ ଡ଼େଷ୍ଟିନେସନ ମଣ୍ଡପ ଠାରେ ସମିତିର ପରିଚାଳନା ପରିଷଦ ସଭାପତି ତଥା ବିଶିଷ୍ଟ ସମବାୟବିତ୍ ଅମ୍ବିକା ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ନିଜ ବକ୍ତବ୍ୟରେ ସଭାପତି ଶ୍ରୀଦାସ କହିଥିଲେ ସ୍ୱଚ୍ଛତା […]
କେନ୍ଦ୍ରାପଡ଼ା,୧୮ା୬: ବର୍ଷ ଏକ ଉପଲବ୍ଧି ଅନେକ। ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ସରକାରଙ୍କ ବିଭିନ୍ନ ଉପଲବ୍ଧିକୁ ଲୋକଙ୍କ ପାଖକୁ ପହଁଞ୍ଚେଇବା ଉଦ୍ଦେଶ୍ୟ ନେଇ ଗତ ୧୨ ତାରିଖ ଠାରୁ ଆୟୋଜିତ ହୋଇଥିବା ବିକାଶ ମେଳାର ଶେଷ ଦିବସରେ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ତଥା ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗ […]
କେନ୍ଦ୍ରାପଡ଼ା,୧୮ା୬ : ଜିଲ୍ଲା ସଂସ୍କୃତି ଭବନରେ ଜିଲ୍ଲା ସ୍ତରୀୟ ଓଡିଶା ଭିଜନ -୨୦୨୬ ଓ ୨୦୪୭ ବିକଶିତ ଓଡିଶା ପାଇଁ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହାକାଳପଡା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, ଆଳି ବିଧାୟକ […]
ଶବରଖି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ଧାରଣା ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ଡେରାବିଶ,୧୮ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଚକ୍ରୋଡା ଗ୍ରାମ ପଂଚାୟତ ଅଧିନ ନରିଲୋ ପମ୍ପ ହାଉସରେ ଅପରେଟର ଭାବେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀଙ୍କ ବୁଧବାର ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି ହରିହର ମଲ୍ଲିକ (୩୩)। ହରିହର ଗ୍ରାମ୍ୟ ପାନୀୟ ଜଳ ଯୋଗାଣ […]
ପଟ୍ଟାମୁଣ୍ଡାଇ ତା ୧୭/୬- ରାଜ୍ୟ ବିଜେପି ସରକାରଙ୍କ ୧ବର୍ଷ ପୂର୍ତ୍ତି ଉପଲକ୍ଷେ ସାରା ରାଜ୍ୟରେ ପରିକ୍ରମା କରିଥିବା ବିକାଶ ରଥ ପଟ୍ଟାମୁଣ୍ଡାଇ ବ୍ଲକ ପରେ ଆଜି ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ଉଦଘାଟିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧକ୍ଷ ହେମନ୍ତ ସାହୁ ପତାକା ଦେଖାଇ ରଥ କୁ ଉଦଘାଟନ କରି ସରକାରଙ୍କ ବିଭିନ୍ନ ବିକାଶ ଯୋଜନାକୁ ସଫଳ କରିବାକୁ ପରାମର୍ଶ ଦେଇଥିଲେ ।ଏହି ଉଦଘାଟନ ଉତ୍ସବରେ ପୌର ପରିଷଦ ନିର୍ବାହୀ […]

