ପଟ୍ଟାମୁଣ୍ଡାଇ ୯/୫ – ଭାରତର ବୀର ଯବାନ ପାକିସ୍ତାନର ଆତଙ୍କବାଦୀ କାର୍ଯ୍ୟକ୍ରମକୁ ଦମନ କରିବା ପାଇଁ ଅପରେସନ ସିନ୍ଦୁର ଜାରି କରି ଯେଉଁ ସାହସ, ପରାକ୍ରମ ଓ ଶକ୍ତି ପ୍ରଦର୍ଶନ କରିଛନ୍ତି ତାର ସମ୍ମାନର୍ଥେ ଶୁକ୍ରବାର ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ଭାରତୀୟ ସେନାକୁ ସାଲାମୀ ଉପଲକ୍ଷେ ଏକ ଶୋଭଯାତ୍ରା କରାଯାଇଛି । ଏହି ଶୋଭଯାତ୍ରା ପଟ୍ଟାମୁଣ୍ଡାଇ ବାଇପାସ ଛକରୁ ବାହାରି ବଜାର ପରିକ୍ରମା କରିବା ପରେ ଆମ୍ବେଦକର […]

ନୂଆଦିଲ୍ଲୀ,୯/୫- ରାତି ହେଉ ହେଉ ଭାରତର ୧୧ଟି ସ୍ଥାନରେ ପାକିସ୍ତାନ ଡ୍ରୋନ ଆକ୍ରମଣ କରିଛି । ଶୁକ୍ରବାରରେ ରାଜସ୍ତାନ, ପଞ୍ଜାବ ଓ ଜମ୍ମୁରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଗୋଟିଏ ପରେ ଗୋଟିଏ ଡ୍ରୋନ ଧ୍ୱଂସ କରୁଛି ବାୟୁସେନା। ଜମ୍ମୁ ଓ କଶ୍ମୀରରେ ଡ୍ରୋନ ଆଟାକ୍ ହେବା ପରେ ଜମ୍ମୁରେ ସମ୍ପୂର୍ଣ୍ଣ ବ୍ଲାକଆଉଟ ଜାରି କରାଯାଇଛି। ଏହା ସହିତ ସାଇରନର ଶବ୍ଦ ଶୁଣାଯାଇଥିବା ବେଳେ ଅତି କମରେ ଦୁଇଟି ବିସ୍ଫୋରଣର […]

କେନ୍ଦ୍ରାପଡ଼ା,୭ା୫:ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ଘଟଣାପରେ ପାକିସ୍ତାନ ସହିତ ଲାଗି ରହିଥିବା ଯୁଦ୍ଧ ଉତ୍ତେଜନାକୁ ନେଇ କେନ୍ଦ୍ର ଗୃହମନ୍ତ୍ରଣାଳୟ ଓ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଓଡ଼ିଶାରେ ସିଭିଲ ଡିଫେନସ ଭିତ୍ତିିଭୂମିକୁ ସୁଦୃଢ କରିବାକୁ କେନ୍ଦ୍ରାପଡା ଜିଲ୍ଲାର ୧୭ଟି ସ୍ଥାନରେ ବୁଧବାର ଅପରାହ୍ଣରେ ସାଇରନ ବାଜିଛି। ଯୁଦ୍ଧ ସମୟରେ ସାଧାରଣ ନାଗରିକ କିପରି ନିଜକୁ ସୁରକ୍ଷିତ ରଖି ପାରିବେ ସେଥିପାଇଁ ଜିଲ୍ଲାରେ ୧୭ଟି ସ୍ଥାନରେ ସୁରକ୍ଷା ମକଡ୍ରିଲ ଅନୁଷ୍ଠିତ ହୋଇଯାଇଛି। […]

ନୂଆଦିଲ୍ଲୀ ୭/୫- ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ୱରୂପ ଭାରତ ମଙ୍ଗଳବାର ରାତିରେ ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କାଶ୍ମୀରରେ ଥିବା ୯ଟି ଆତଙ୍କବାଦୀ ଅଡ୍ଡା ଉପରେ ମିସାଇଲ ଆକ୍ରମଣ କରିଛି। ଏହି ଅଭିଯାନକୁ ‘ଅପରେଶନ ସିନ୍ଦୁର’ ନାମ ଦିଆଯାଇଛି। ଭାରତୀୟ ବାୟୁସେନା, ସ୍ଥଳସେନା ଓ ନୌସେନାର ମିଳିତ ଉଦ୍ୟମରେ ଏହି ଆକ୍ରମଣ କରାଯାଇଥିବା ଭାରତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଦେଇଛି। ଏପ୍ରିଲ ୨୨ରେ […]

କେନ୍ଦ୍ରାପଡ଼ା ଜିଲା ଅବକାରୀ ଓ ପଟ୍ଟାମୁଣ୍ଡାଇ ଅବକାରୀ ବିଭାଗ ପକ୍ଷରୁ ବୁଧବାର ପଟ୍ଟାମୁଣ୍ଡାଇ ଆଦର୍ଶ ଓ ଗ୍ରାମାଂଚଳ ଥାନା, ରାଜକନିକା, ଆଳି ଥାନା ଓ ମହାକାଳପଡ଼ା ଆଉ ଜମ୍ବୁ ମେରାଇନ ଥାନା ଅଧୀନସ୍ଥ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧,୪୫୦ ଲିଟର ଦେଶୀ ବିଦେଶୀ ମଦ ସହ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ଅଧୀକ୍ଷକ ବିପ୍ର ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପଟ୍ଟାମୁଣ୍ଡାଇ ଅବକାରୀ ନିରିକ୍ଷକ […]

ପଟ୍ଟାମୁଣ୍ଡାଇ ୭/୫ – ଜମ୍ମୁ କଶ୍ମୀରର ଅନନ୍ତନାଗ ଜିଲା ପହଲଗାମରେ ଗତମାସ ୨୨ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତେଜନା ପରିସ୍ଥିତି ଉପୁଜିଛି। ଏହାରି ମଧ୍ୟରେ ଭାରତ ସରକାର ଦେଶର ଜନତାଙ୍କୁ ଜାଗ୍ରତ କରିବା ନେଇ ଯୁଦ୍ଧ ପ୍ରସ୍ତୁତି ପାଇଁ ମକ୍ ଡ୍ରିଲ୍ କରାଯାଇଛି। ଦେଶର ୨୪୪ଟି ଜିଲ୍ଲାରେ କରାଯାଇଥିବା ମକ୍ ଡ୍ରିଲ୍ ପାଇଁ ବୁଧବାର ସାଇରନ୍ ବାଜିଛି। ପ୍ରଥମ ସାଇରନ୍ ବାଜିବା […]

କେନ୍ଦ୍ରାପଡ଼ା,୬ା୫ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଜମିକୁ ବେଆଉଇନ ଭାବେ ଜବରଦଖଲ କରିବା ଉଦ୍ୟମକୁ କଲେଜ ପକ୍ଷରୁ ବିରୋଧ କରାଯାଇଛି। ଏଭଳି କାର୍ଯ୍ୟକୁ ବିରୋଧକରି କଲେଜ ଅଧ୍ୟକ୍ଷ ପ୍ରଫେସର ଡ. ସଞ୍ଜୀବ କୁମାର ମହାନ୍ତି କେନ୍ଦ୍ରାପଡା ଟାଉନ ଥାନାରେ ସୋମବାର ରାତିରେ ଏତଲା ଦେଇଛନ୍ତି। ଅଧ୍ୟକ୍ଷ ଟାଉନଥାନାରେ ଦେଇଥିବା ଏତଲାରେ ଦର୍ଶାଇଛନ୍ତି ଯେ ଜଣେ ବ୍ୟକ୍ତି ଗୁଆଳସିଂ ମୈାଜାରେ ଥିବା କଲେଜର ଜମିକୁ ବେଆଇନ ଭାବେ ନିଜ ଦଖଲକୁ […]

କେନ୍ଦ୍ରାପଡ଼ା,୬ା୫:କେନ୍ଦ୍ରାପଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜଣେ ବ୍ୟକ୍ତିଙ୍କ ବାଇକ ଡିକିରୁ ୪ ଲକ୍ଷ ୫୩ ହଜାର ଟଙ୍କା ଲୁଟ୍ ହୋଇଛି। ଲୁଟ୍‌ର ଶିକାର ହୋଇଛନ୍ତି ଏକ ସିମେଣ୍ଟ ଗୋଦାମର ମ୍ୟାନେଜର ଭାବଗ୍ରାହୀ ସାହୁ। ଲୁଟ୍ ହେବା ପରେ ପୋଲିସକୁ ଖବର ଦିଆଯାଇଥିଲା। ଖବର ପାଇ ଟାଉନ୍ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା। ଏହାସହ ଏସ୍‌ଡିପିଓ ଜ୍ୟୋତିରଞ୍ଜନ ଗୌଡ଼ ଓ ଟାଉନ୍ ଥାନା ଇନ୍ସପେକ୍ଟର ଦିଲ୍ଲୀପ ସାହୁ ଘଟଣା ସ୍ଥଳରେ […]

କେନ୍ଦ୍ରାପଡ଼ା,୬ା୫: କେନ୍ଦ୍ରାପଡ଼ା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ (୧୫ବର୍ଷରୁ କମ) କ୍ରିକେଟ ଟୁର୍ଣ୍ଣାମେଣ୍ଟର ପଞ୍ଚଦଶ(ଶେଷ) ଲିଗ ମ୍ୟାଚ୍ ସ୍କୁଲ-ଇ ଓ ସ୍କୁଲ-ଡି ମଧ୍ୟରେ ଖେଳାଯାଇଥିଲା । ସ୍କୁଲ-ଇ ପ୍ରଥମେ ଟସ ଜିତି ବ୍ୟାଟିଂ କରି ୨୫.୫ ଓଭରରେ ୬୦ ରନ୍ କରିଥିଲେ। ଜବାବରେ ସ୍କୁଲ-ଡି ୯ ଓଭରରେ ଗୋଟିଏ ଉଇକେଟ ହରାଇ ୬୩ ରନ୍ କରି ଅଲଆଉଟ […]

କେନ୍ଦ୍ରାପଡା,୬ା୫: ସମ୍ବିଧାନ ବଞ୍ଚାଅ ରାଲି ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା କଂଗ୍ରେସ ଭବନରେ ଜିଲ୍ଲା କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ସଂଯୋଜକ ପ୍ରଫୁଲ୍ଲ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶ କ୍ରମେ କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି ମେ ମାସ ୯ ତାରିଖ ଦିନ ଅପରାହ୍ନ ୪ ଘଟିକା ସମୟରୁ କଜଳା ସ୍ଥିତ ଜିଲ୍ଲା କଂଗ୍ରେସ […]

Breaking News