କେନ୍ଦ୍ରାପଡା ୨୭/୪: ୧୪ବର୍ଷ କମ୍ ବାଳକ ଓ ବାଳିକା ବିଭାଗର ସିଏମ୍ ଟ୍ରଫି ପ୍ରଥମ ସଂସ୍କାରଣ ଖୋ ଖୋ ପ୍ରତିଯୋଗିତା ପଟ୍ଟାମୁଣ୍ଡାଇ ସ୍ଥିତ ହରିହରାନନ୍ଦ ଆଶ୍ରମ ସ୍କୁଲ ପଡିଆ ଠାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଅଛି । ଆଜି ଉଦଘାଟନ ଉତ୍ସବରେ ପଟ୍ଟାମୁଣ୍ଡାଇ ଆଦର୍ସ ଥାନାର ଅଧିକାରୀ ବନ୍ଦନା ପାତ୍ର ମୁଖ୍ୟ ଅତିଥି ରୁପର ଯୋଗ ଦେଇ ଶରୀରକୁ ନିରୋଗ, ସୁସ୍ଥ ଏବଂ କର୍ମକ୍ଷମ ରଖିବା ପାଇଁ କ୍ରୀଡ଼ା ବା […]
ODISHA
ପଟ୍ଟାମୁଣ୍ଡାଇ ୨୬/୪ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଶାସନ ପଂଚାୟତ ମାଳିପୁର ଗ୍ରାମର ଶନି ମନ୍ଦିର ପ୍ରାଙ୍ଗଣରେ ଶନିଦେବଙ୍କ ବିଶ୍ୱଶାନ୍ତି ମହାଯଜ୍ଞ ଗତ ୨୩, ୨୪, ୨୫ ତାରିଖ ୩ ଦିନ ବ୍ୟାପି ଅନୁଷ୍ଠିତ ହୋଇଯାଇଛି । ଏଇ ଅବସରରେ ଯଜ୍ଞ କଳସ ଶୋଭାଯାତ୍ରା ଭଜନ ସମାରୋହ ଜଳାଭିଷେକ ଅନୁଷ୍ଠିତ ହୋଇ ଶନିବାର ରାତ୍ରୀରେ ଯଜ୍ଞ ପୂର୍ଣ୍ଣାହୂତି ଦିଆଯାଇଥିଲା । ପୂଜକ ସନ୍ତୋଷ କୁମାର ପଣ୍ଡା ପ୍ରଭୁ ଶନିଦେବଙ୍କ ପୂଜାର୍ଚ୍ଚନା କରିବା […]
କେନ୍ଦ୍ରାପଡ଼ା ୨୬ା୪: କେନ୍ଦ୍ରାପଡା ସହର ସ୍ଥିତ ମହିପାଳସ୍ଥିତ ବାୟାବଜାରର ନ୍ୟାୟ ଦେବତା ପୂଜା କମିଟି ଦ୍ୱାରା ଆୟୋଜିତ ଚର୍ତୁଦଶତମ ଜନ୍ମ ବାର୍ଷିକ ଉପଲକ୍ଷେ ଶନିଶ୍ଚର ମହାଯଜ୍ଞ ଓ ଜଳାଭିଷେକ ଅନୁଷ୍ଠିତ ହୋଇଯାଇଛି ଓ ସେହିପରି ସହରସ୍ଥ ଗଣାମାହାଲ ସ୍ଥିତ ବାଲାବାବା ମନ୍ଦିର ପ୍ରାଙ୍ଗଣରେ ଶନୈଶ୍ଚରାୟ ବିଶ୍ୱଶାନ୍ତି ମହାଯଜ୍ଞ କମିଟି ଆନୁକୂଲ୍ୟରେ ଶୁକ୍ରବାର ସନ୍ଧ୍ୟା ୭ଟାରେ ଶୁଭାଧିବାସ କରାଯାଇ ଆଜ୍ଞାମାଳ ଶୋଭାଯାତ୍ରା ଅନୁଷ୍ଠିତ କରାଯାଇଥିଲା । ଶନିବାର ଦିନ ପ୍ରାତଃ ୬ଟା […]
କେନ୍ଦ୍ରାପଡା ୨୫ / ୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଧର୍ମପରାୟଣ ଆଦର୍ଶ ମଣିଷ ସ୍ୱର୍ଗତ ନରହରି ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ଏକ ଶ୍ରଦ୍ଧାଞ୍ଜଳି ସଭା ବରିଷ୍ଠ କବି ଅମର ପ୍ରସାଦ ରାଉତଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ରାଜଶ୍ରୀ କଳା ଓ ସାହିତ୍ୟ ସଂସଦ ଏବଂ “ସତୀର୍ଥ’ ର ମିଳିତ ଆନୁକୂଲ୍ୟରେ ପ୍ରାୟୋଜିତ ସ୍ମୃତି ଚାରଣ ଶ୍ରଦ୍ଧାଞ୍ଜଳି ସଭାକୁ ରାଜଶ୍ରୀର ସଭାପତି ତଥା […]
ପଟ୍ଟାମୁଣ୍ଡାଇ ୨୫/୪ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଗତ କିଛିଦିନ ହେବ ପାରଦ ଉପରମୁହାଁ ରହିଥିବା ବେଳେ ଅଂଚଳରେ ଶତାଧିକ ବେଆଇନ ଇଟାଭାଟି ପୋଡ଼ା ଚାଲିଛି। ସେଥିରୁ ନିର୍ଗତ ନିଆଁ ପ୍ରକୋପରେ ସ୍ଥାନୀୟ ଅଂଚଳରେ ଅସ୍ୱାଭାବିକ ଭାବେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ପ୍ରଚଣ୍ଡ ରୌଦ୍ରତାପ ଲୋକେ ଘରୁ ପଦାକୁ ବାହାରି ପାରୁ ନାହାଁନ୍ତି । ଘରେ ମଧ୍ୟ ଇଟାଭାଟିର ନିଆଁ ଧୁଆଁ ଧାସରେ ପ୍ରାୟତ ଅଣନିଶ୍ୱାସି […]
କେନ୍ଦ୍ରାପଡା ୨୫/୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଗ୍ରାମ ପଞ୍ଚାୟତ ସିଦ୍ଧ ମରିଚାରିଣୀ ମନ୍ଦିର ପରିସରରେ ବରିଷ୍ଠ ନାଗରିକ ସାମାଜିକ ସୁରକ୍ଷା ପରିଚୟ ପତ୍ର ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଉପଦେଷ୍ଟା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବଜ୍ରକିଶୋର ବିଶ୍ୱାଳଙ୍କ ଆହ୍ୱାନ କ୍ରମେ ବଗଡା ବରିଷ୍ଠ ନାଗରିକ ମଞ୍ଚର ସଭାପତି ପ୍ରତାପ କୁମାର ନାୟକଙ୍କ ଅଧ୍ୟକ୍ଷରେ ବରିଷ୍ଠ ନାଗରିକ ସାମାଜିକ ସୁରକ୍ଷା ପରିଚୟ ପତ୍ର ବଣ୍ଟନ କରାଯାଇଥିଲା । […]
କେନ୍ଦ୍ରାପଡା ୨୫/୪ : କେନ୍ଦ୍ରାପଡା ଜିଲ୍ଲାର ହରିହରାନନ୍ଦ ମାତୃଆଶ୍ରମ ପରିସରରେ ଜ୍ଞାନପ୍ରଭା ମିଶନ ଦ୍ୱାରା ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଶକ୍ତିରୂପେଣ ସଂସ୍ଥିତା କାର୍ଯ୍ୟକ୍ରମ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ପ୍ରତ୍ୟେକ ବ୍ଲକ୍ ରୁ ୫୦୦ ରୁ ଉର୍ଦ୍ଧ୍ୱ ସ୍କୁଲ କଲେଜରେ ପାଠ ପଢୁଥିବା ଝିଅମାନେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଜ୍ଞାନପ୍ରଭା ମିଶନ୍ର ଉପାଧ୍ୟକ୍ଷା ସ୍ୱାମୀ ଜ୍ଞାନସ୍ୱରୂପାନନ୍ଦ ଗିରି, ଯୁଗ୍ମସମ୍ପାଦିକା ସ୍ୱାମୀ ଗିରିଜାନନ୍ଦ ଗିରି, ସନ୍ନ୍ୟାସିନୀ ସ୍ୱାମୀ ଜ୍ୟୋତିର୍ମୟାନନ୍ଦ ଗିରି ଏବଂ ସୁଜାତା […]
ପଟ୍ଟାମୁଣ୍ଡାଇ ତା ୨୫/୪- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବାଲିପାଟଣା ପଂଚାୟତ ବାଲିପାଟଣା ଗ୍ରାମର ପ୍ରଭାକର ଜେନାଙ୍କ ଘରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ୨ ବଖରା ଛାଳ ଛପର ଘର ସମେତ ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି । ଅଗ୍ନିବିପନ୍ନ ପରିବାରକୁ ସହାୟତା ଯୋଗାଇ ଦେବା ପାଇଁ ସାଧାରଣରେ ଦାବୀ ହେଉଛି ।
କେନ୍ଦ୍ରାପଡା ୨୫/୪: ୧୪ବର୍ଷ କମ୍ ବାଳକ ବିଭାଗର ସିଏମ୍ ଟ୍ରଫି ଦ୍ୱିତୀୟ ସଂସ୍କାରଣ ଫୁଟବଲ ପ୍ରତିଯୋଗିତା ପଟ୍ଟାମୁଣ୍ଡାଇ ସ୍ଥିତ ହରିହରାନନ୍ଦ ଆଶ୍ରମ ସ୍କୁଲ ପଡିଆ ଠାରେ ଦିତୀୟ ଦିନରେ ଆଳି ଓ ନେତାଜି କ୍ଲବ ବିଜୟୀ ହୋଇଛନ୍ତି । କେନ୍ଦ୍ରାପଡା ଜିଲ୍ଲା ସଂସଦର ସହଯୋଗରେ ଏହି ପ୍ରତିଯୋଗିତା ପ୍ରତ୍ୟକଦିନ ସକାଳ ଏବଂ ଅପରାହ୍ନରେ ଅନୁଷ୍ଠିତ ମ୍ୟାଚରେ ବାଳୀକା ବିଭାଗରେ ଆଳି ପୁଟବଲ ଏକାଡେମୀ ଓ କେନ୍ଦ୍ରାପଡା ହାଇସ୍କୁଲ ମଧ୍ୟରେ ଅନୁଷ୍ଠିତ […]
କେନ୍ଦ୍ରାପଡ଼ା,୨୫ା୪:ଚଣ୍ଡିଖୋଲରୁ ପାରାଦୀପକୁ ୨ହଜାର କୋଟିରୁ ଅଧିକ ଟଙ୍କାରେ ୫୩ନମ୍ବର ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଚାଲିଛି। ଜାତୀୟ ରାଜପଥରୁ ବର୍ଷାଜଳ ନିଷ୍କାସନ ନେଇ ଡ୍ରେନ ନିର୍ମାଣ ଚାଲିଛି। କିନ୍ତୁ ଦାୟିତ୍ୱରେ ଥିବା ଠିକାସଂସ୍ଥା ଡ୍ରେନ ନିର୍ମାଣ କାର୍ଯ୍ୟକୁ ଅତ୍ୟନ୍ତ ନିମ୍ନମାନର କରୁଛନ୍ତି। ଯାହାଫଳରେ ମାତ୍ର ସପ୍ତାହ ମଧ୍ୟରେ ଡ୍ରେନ ଉପରେ ପଡିଥିବା ସ୍ଲାବ ସବୁ ଫାଟିଗଲାଣି। ତେଣୁ ନିର୍ମାଣ କାର୍ଯ୍ୟର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ନିମ୍ନମାନର […]

