କେନ୍ଦ୍ରାପଡା ୨୪/୪: ଡିଜିଟାଲ ମାଧ୍ୟମର ଦ୍ରୁତ ପରିପ୍ରସାର ସତ୍ତ୍ୱେ ମୁଦ୍ରିତ ପୁସ୍ତକର ଭୂମିକା ସବୁ ପ୍ରତିକୂଳତା ସତ୍ୱେ ମଧ୍ୟ ପାଠକସହ ଯୋଡିହୋଇ ରହିବବୋଲି ବିଶ୍ୱ ପୁସ୍ତକ ଦିବସ ପାଳନ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। କେନ୍ଦ୍ରାପଡ଼ାରେ ରାଜ୍ୟସ୍ତରୀୟ ପୁସ୍ତକମେଳାର ଆୟୋଜକ କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ(କେମ୍) ଦ୍ୱାରା ସ୍ଥାନୀୟ ମାଧପୁରଠାରେ ବିଶ୍ୱ ପୁସ୍ତକ ଦିବସ ଅବସରରେ ଏକ ସଭା ଆୟୋଜିତ ହୋଇ ଯାଇଛି । ଏଠାରେ ପ୍ରକାଶ ଯୋଗ୍ୟ ଯେ ୧୯୯୫ […]
ODISHA
କେନ୍ଦ୍ରାପଡା ୨୪/୪: ୧୪ବର୍ଷ କମ୍ ବାଳକ ବିଭାଗର ସିଏମ୍ ଟ୍ରଫି ଦ୍ୱିତୀୟ ସଂସ୍କାରଣ ଫୁଟବଲ ପ୍ରତିଯୋଗିତା ପଟ୍ଟାମୁଣ୍ଡାଇ ସ୍ଥିତ ହରିହରାନନ୍ଦ ଆଶ୍ରମ ସ୍କୁଲ ପଡିଆ ଠାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଅଛି । ଉଦଘାଟନ ଉତ୍ସବରେ ମୁଖ୍ୟ ପରିଚାଳକ ଅଦିତ୍ୟ ନନ୍ଦ ଗିରି ଏବଂ ଅଧ୍ୟକ୍ଷ ଡଃ ମଳୟ ନନ୍ଦ ଗିରି ଉପସ୍ଥିତ ରହି ଖେଳାଳି ମାନଙ୍କୁ ଫୁଟବଲ ଖେଳରେ କ୍ରୀଡାର ଭାତ୍ରୃୁଭାବ ଏବଂ ଶୃଙ୍ଖଳମୟ ଜୀବନ ଅତ୍ୟନ୍ତ ଆବଶ୍ୟକ […]
କେନ୍ଦ୍ରାପଡ଼ା,୨୪ା୪:ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ଜିଲ୍ଲା ସ୍ତରୀୟ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପ୍ରଶାସନ ଏବଂ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ,କେନ୍ଦ୍ରାପଡା ଆନୁକୂଲ୍ୟରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ଉତ୍ସବରେ ଜିଲ୍ଲାପାଳ ରଘୁରାମ ଆର.ଆୟର ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ପଞ୍ଚାୟତିରାଜ ବ୍ୟବସ୍ଥା ଯୋଗୁଁ ରାଜ୍ୟ ତଥା ଆମ ଜିଲ୍ଲାର […]
କେନ୍ଦ୍ରାପଡ଼ା,୨୪ା୪:କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଭରତପୁର ଗ୍ରାମରେ ଥିବା ମା’ଦକ୍ଷିଣକାଳୀଙ୍କ ମନ୍ଦିରରୁ ଚୋରଦଳ ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଗହଣା ଚୋରି କରିନେଇଛନ୍ତି। ଏନେଇ ମନ୍ଦିର ଟ୍ରଷ୍ଟବୋର୍ଡ ସଦସ୍ୟ ଶିବପ୍ରସାଦ ଦାସ ଓ ପୂଜକ ଗୋବିନ୍ଦ ଚନ୍ଦ୍ର ମିଶ୍ର ସଦର ଥାନାରେ ଏତଲା ଦେଇଛନ୍ତି। ଏତଲାଦେବା ପରେ ସଦରଥାନାଧିକାରୀ ପଦ୍ମାଳୟା ପ୍ରଧାନ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସଦରଥାନାଧିକାରୀ ଶ୍ରୀମତୀ ପ୍ରଧାନଙ୍କ ନିବେଦନ କ୍ରମେ ଜିଲ୍ଲା […]
ପଟ୍ଟାମୁଣ୍ଡାଇ ତା ୨୩ /୪- କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ତିନିଦିନିଆ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଗୁରୁବାର ଉଦଯାପିତ ହୋଇଯାଇଛି। ଉଦଯାପନୀ ଅବସରରେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଆଇ ଆଇ ସି ବନ୍ଦନା ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କଲେଜ ପୁରାତନ ଛାତ୍ରଛାତ୍ରୀଙ୍କ କାର୍ଯ୍ୟକୁ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ, “ଆଜିର ଛାତ୍ରମାନେ ହିଁ ଆସନ୍ତାକାଲିର ଜନନାୟକ, ତେଣୁ ପ୍ରତି କ୍ଷଣ ନିଜକୁ ସଠିକ୍ ପଥରେ ଆଗକୁ […]
ନୂଆଦିଲ୍ଲୀ 23/4-ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତାଙ୍କ ସୋସିଆଲ ମିଡିଆ ପୋଷ୍ଟ ସହିତ ବିବାଦ ସୃଷ୍ଟି କରିଛନ୍ତି। ଏଥର, ଆମେରିକୀୟ ରାଷ୍ଟ୍ରପତି ମୌଳବାଦୀ ଆମେରିକୀୟ ଲେଖକ ଏବଂ ସମାଲୋଚକ ମାଇକେଲ ସାଭେଜଙ୍କ ଦ୍ୱାରା ଲିଖିତ ଏକ ତିନି ସପ୍ତାହ ପୁରୁଣା ଭିଡିଓର ଲେଖା ଟ୍ରୁଥ୍ରେ ପୋଷ୍ଟ କରିଛନ୍ତି । ଯେଉଁଥିରେ ଭାରତ ଏବଂ ଚାଇନା ଭଳି ଦେଶଗୁଡ଼ିକୁ ନର୍କ ଭାବରେ ବର୍ଣ୍ଣନା କରାଯାଇଛି। “ଜନ୍ମାଧିକାର ନାଗରିକତା” ଶୀର୍ଷକ […]
କେନ୍ଦ୍ରାପଡ଼ା,୨୩ା୪: ୧୯୮୭ ମସିହାରେ ରାଜୀବ ଗାନ୍ଧୀ ପ୍ରଧାନମନ୍ତ୍ରୀ ଥିବା ସମୟରେ ମହିଳାଙ୍କ ପାଇଁ ପଞ୍ଚାୟତ ଓ ପୈାରପାଳିକାରେ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଥିଲେ। ଏନେଇ ୧୯୮୯ ମସିହାରେ ୬୪ତମ ସମ୍ବିଧାନ ସଂଶୋଧନ ବିଲ ସଂସଦରେ ଆଗତ କରିଥିଲେ। କିନ୍ତୁ କେତେକ ବିରୋଧୀ ଏହିଭଳି ଏକ ଐତିହାସିକ ବିଲକୁ ସେତେବେଳେ ବିରୋଧ କରିଥିଲେ। ତେଣୁ ମହିଳାମାନଙ୍କୁ ନେତୃତ୍ୱ ନେବା ପାଇଁ ରାଜୀବ ଗାନ୍ଧୀହିଁ ଏହାର ଭିତ୍ତି ପକାଇଥିଲେ ବୋଲି ପୂର୍ବତନ […]
କେନ୍ଦ୍ରାପଡ଼ା,୨୨ା୪:ହିଟୱେଭ ଯୋଗୁ ଆସନ୍ତା ଗୁରୁବାର ଠାରୁ ଶନିବାର ପର୍ଯ୍ୟନ୍ତ ତିନିଦିନ ଧରି କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍ମୁଲ ଓ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲ୍ଲାପାଳ ରଘୁରାମ ଆର. ଆୟର ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ଜିଲ୍ଲାପାଳ ଏ ନେଇ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶରେ ଉଲ୍ଲେଖ ରହିଛି ଯେ ରାଜ୍ୟରେ […]
କେନ୍ଦ୍ରାପଡ଼ା,୨୨ା୪:କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ନୂତନ ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ଆଜି ପ୍ରଥମ ପର୍ଯ୍ୟାୟରେ କାଠ ଆସି ପହଞ୍ଚିଛି ରଥଖଳାରେ। ଏହି ରଥ କାଠ ୩ଟି ଟ୍ରଲରରେ ଆସି ପହଞ୍ଚିଛି। ଶ୍ରୀବଳଦେବଜୀଉ ଦେବୋତ୍ତର ଟ୍ରଷ୍ଟବୋର୍ଡର ଅଧ୍ୟକ୍ଷ ତଥା କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନାଙ୍କ ନିଷ୍ଠାପର ଉଦ୍ୟମ ଯୋଗୁଁ ଏହା ସମ୍ଭବ ହୋଇପାରିଛି। ନୂତନ ରଥ ନିର୍ମାଣ ପାଇଁ ପ୍ରାୟ ୩ହଜାର ଘନଫୁଟ କାଠର ଆବଶ୍ୟକତା ଥିବା […]
କେନ୍ଦ୍ରାପଡ଼ା,୨୨ା୪:ଦଉଡିରେ ପଛୁଆ ଓଲଟି ଇଣ୍ଡିଆ ବୁକ ଅଫ ରେକର୍ଡସରେ ସ୍ଥାନ ପାଇଛନ୍ତି କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ କୁରୁଜଙ୍ଗା ପଞ୍ଚାୟତ ମନ୍ତ୍ରୀପଡା ଗ୍ରାମର ପ୍ରକାଶ ମଲ୍ଲିକ ଓ ହରପ୍ରିୟା ମଲ୍ଲିକଙ୍କ ସୁପୁତ୍ର ପ୍ରିୟାଂଶୁ। ସେ ୨ଟି ଦଉଡି ସାହାଯ୍ୟରେ ସର୍ବାଧିକ ୧୯୬୨ଥର ପଛୁଆ ଓଲଟି ଏହି ପ୍ରଶଂସା ସାଉଁଟିଛନ୍ତି। ଏନେଇ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ମାତ୍ର ୨ବର୍ଷ ୧୦ମାସ ବୟସର ପ୍ରିୟାଂଶୁ ଏଭଳି ଜିମ୍ନାଷ୍ଟିକ ପ୍ରଦର୍ଶନ […]

