ପଟ୍ଟାମୁଣ୍ଡାଇ ତା ୧୧/୪-ଓଡିଶାରେ ଆଜି ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନ ଶୁଭାରମ୍ବ ହୋଇଥିବା ବେଳେ ତଦନୁଯାୟୀ ପଟ୍ଟାମୁଣ୍ଡାଇ ବ୍ଲକରେ ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନ ଆରମ୍ଭ ହୋଇଛି ।  ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକର ସାନଜରିଆ, ବଡ଼ପଡା, ଅଢାଯୋଡି (ଚନ୍ଦନ ନଗର ),ଅଳପୁଆ, ଅଣ୍ଢରା , ତୁଳସୀଡିଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଓଡିଶାର କଟକ ଠାରେ ଆୟୋଜିତ ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ […]

Kendrapara ୧୧/୪ -ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁକ୍ରବାର ଶୁଭାରମ୍ଭ ହୋଇଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ଭାଜାପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରାୟ ୧ କୋଟି ୩ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ପାଇଁ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’ ଓ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା […]

Kendrapara/ଗତ ସାଧାରଣ ନିର୍ବାଚନ ପୂର୍ବରୁ ଫାଙ୍କା ରହିଥିବା କେନ୍ଦ୍ରାପଡା ଜିଲା ପରିଷଦ ଉପାଧ୍ୟକ୍ଷ ପଦ ଶୁକ୍ରବାର ପୂରଣ ହୋଇଛି । ଏହି ପଦ ପାଇଁ ନିର୍ବାଚନ ପରେ ଆଳି ଜୋନ ଅନ୍ତର୍ଗତ ୪ ନମ୍ବର ବିଜେଡିର ଜିଲା ପରିଷଦ ସଭ୍ୟ ଭୀଷ୍ମ ମହାନ୍ତି ଶପଥ ଗ୍ରହଣ କରିଛନ୍ତି । ନିର୍ବାଚନରେ ସେ ଅପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀ ଥିଲେ । ପୂର୍ବାହ୍ନ ୧୦ଟା ୪୨ ମିନିଟରେ ସେ ନିର୍ବାଚନ ପ୍ରାର୍ଥୀ ପତ୍ର ଦାଖଲ […]

କେନ୍ଦ୍ରାପଡା,୧୦ା୪: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ ଗୋପସ୍ଥିତ ରାମମନ୍ଦିରରେ ସଭାପତି ଡଃ ଉପେନ୍ଦ୍ର ନାଥ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସଂଘର ପ୍ରଥମ ସଭାପତି ସ୍ୱର୍ଗତ ଇଂ ମନ୍ମଥ ରାଉତ, ସଭ୍ୟ ସ୍ୱର୍ଗତ ଗୋଖେଇ ପାତ୍ର ଓ ସ୍ୱର୍ଗତ ଗୋଲଖ ଚନ୍ଦ୍ର ସାହୁଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ୨ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ତତ୍‌ପରେ ବାର୍ଷିକ ଉତ୍ସବର ସମୀକ୍ଷା […]

କେନ୍ଦ୍ରାପଡା,୧୦ା୪: କେନ୍ଦ୍ରାପଡା ଅବସରପ୍ରାପ୍ତ ସରକାରୀ ସଂଘର ୪୨ତମ ବାର୍ଷିକ ସମାରୋହ କେନ୍ଦ୍ରାପଡା ସଦରଥାନା ନିକଟସ୍ଥ ଚଣ୍ଡିଆ ପ୍ୟାଲେସ୍ ସଭାଗୃହରେ ଅନୁଷ୍ଠିତ ହୋଇଥିଲା । ପୀତାମ୍ବର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ସମାରୋହକୁ ଉଦ୍‌ଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାପଡା ଜିଲ୍ଲା କୋଷାଗାର ଅଧିକାରୀ ପ୍ରମୋଦ କୁମାର ରାଉତ୍ ଏବଂ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ମୁଖ୍ୟ […]

ପଟ୍ଟାମୁଣ୍ଡାଇ ତା ୧୦/୪- ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ ତଥା କେନ୍ଦ୍ରାପଡ଼ା ବିଧାୟିକା ପ୍ରାର୍ଥୀ ଗୀତାଞ୍ଜଳି ସେଠୀ କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା, ଅମୃତ ମଣୋହି, ବଲୁରିଆ ଆଦି ବିଭିନ୍ନ ପଂଚାୟତ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ଏଇ ଅବସରରେ ଅଣ୍ଢରା ଗୁଡ଼ିଆ ଜୋର ସେତୁ ନିର୍ମାଣ ପାଇଁ ସରକାର ଅନୁମୋଦନ […]

ପଟ୍ଟାମୁଣ୍ଡାଇ ୧୦/୪ – ଉତ୍କୃଷ୍ଟତା ଏବଂ ମହିଳା ସଶକ୍ତିକରଣର ଏକ ଦୀପ୍ତିମାନ ଉତ୍ସବରେ ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ ଡାକ୍ତର ବାସୁଦେବ ପାତ୍ରଙ୍କ ବୋହୁ ଓ ଶିଳ୍ପଦ୍ୟୋଗୀ ଗୌରବ ପାତ୍ରଙ୍କ ପତ୍ନୀ ମୀନାକ୍ଷୀ ମହାନ୍ତିଙ୍କୁ ମହିଳା ସଶକ୍ତିକରଣ ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ସୂତା ମହିଳା କୃତି ସମ୍ମାନ ପ୍ରଦାନ କରାଯାଇଛି । ଏହି ଉପଲକ୍ଷେ ୱାର୍ଡଲୁମ ଓ ଖ୍ୟାତିନାମା ଲେଖକ କରଣ ପୁରୀଙ୍କ ପୌରହିତ୍ୟରେ ଗୁରୁଗ୍ରାମ ସେକ୍ଟର ୨୯ରେ ଅବସ୍ଥିତ […]

ପଟ୍ଟାମୁଣ୍ଡାଇ ୧୦/୪ – କେନ୍ଦ୍ରାପଡା ସାଂସଦ ତଥା ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନଗର ପଂଚାୟତ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ସାଂସଦ ପଣ୍ଡା ହେଲିକପଟର ଯୋଗେ ବନ୍ତୋ ପଡିଆରେ ଅବତରଣ କରିଥିଲେ । ତାଙ୍କୁ ଭାଜପା ନେତା କର୍ମକର୍ତର୍ା ମାନେ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରି ଶୋଭାଯାତ୍ରାରେ ଚନ୍ଦନନଗର ପଦ୍ମଲୋଚନ ବିଦ୍ୟାପୀଠକୁ ନେଇଥିଲେ । ସେଠାରେ […]

କେନ୍ଦ୍ରାପଡ଼ା,୯ା୪: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ମାଇଁ ଏନସିସି ଆଲୁମିନି ଆସୋସିଏସନର ଅଷ୍ଟମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ଓଡିଶାର ସୁନାମଧନ୍ୟ ସମାଜସେବୀ ତଥା ଶବର ଶେଷ ସାଥି ରୂପେ ପରିଚିତ ଗଗନ କୁମାର ପାଇଟାଳ, ସମାଜସେବୀ ତଥା ରୋଗୀର ଶେଷ ସାଥି ରୂପେ ପରିଚତ ଲଳିତ କୁମାର ରାୟ ଅତିଥି ଭାବେ ଯୋଗଦେଇଥିଲେ। ପ୍ରତିଷ୍ଠା ଦିବସ ଅବସରରେ ଆସୋସିଏସନର ସଦସ୍ୟମାନେ କେନ୍ଦ୍ରାପଡାରୁ ସୁଦୂର […]

କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ଟ୍ରକ ୧୧୮ ଲିଟର ମଦ ସହ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ଅଧୀକ୍ଷକ ବିପ୍ର ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅବକାରୀ ନିରିକ୍ଷକ ହିତାଂଶୁ ଶେଖର ମଲ୍ଲିକ, ପଦ୍ମଲୋଚାନ ନାୟକ, ଅବକାରୀ ଉପ ନିରିକ୍ଷକ ଧର୍ମପଦ ଦାସ, ନରେଶ କୁମାର ପଣ୍ଡା ଏବଂ ଅନ୍ୟ କର୍ମଚାରୀ ସାମିଲ କେନ୍ଦ୍ରାପଡ଼ା ସଦର, କେନ୍ଦ୍ରାପଡ଼ା ଟାଉନ […]