କେନ୍ଦ୍ରାପଡ଼ା,୨୧ା୩:ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସ୍ୱତନ୍ତ୍ର ଗାଡି ମଟର ଯାଞ୍ଚ ଅଭିଯାନ ଆରମ୍ଭ କରାଯାଇଛି। ପ୍ରଥମେ କଟକ-ଚାନ୍ଦବାଲି ରାସ୍ତାର ଦୁହୁରିଆ ଛକରେ ଏହି ଅଭିଯାନ ଆରମ୍ଭ ହୋଇଥିଲା। ସେଠାରେ ଓଆର-୦୫-ଏଏମ- ୭୫୨୯ନମ୍ବର ରାଜଭଟ ପ୍ରାଇଭେଟ ବସ୍ର ଫିଟନେସ ନଥିବାରୁ ୧୧ହଜାର ଟଙ୍କା ଜୋରିମାନା କରାଯାଇଥିଲା। ପରେ ରାଉତରାୟ ବସକୁ ନିର୍ଦ୍ଧାରିତ ସଂଖ୍ୟାରୁ ଅଧିକ ଯାତ୍ରୀ ପରିବହନ ପାଇଁ ୪ହଜାର ୨ଶହ ଟଙ୍କା ଓ ଟ୍ୟୁଙ୍କିଲ ବସ ଠାରୁ ଫେୟାର […]
ODISHA
ସାହିତ୍ୟ ଏକ ସମୃଦ୍ଧ ଜାତିର ପରିଚୟ କେନ୍ଦ୍ରାପଡା ୨୧/୩ : ଉଦଘାଟିତ ହୋଇଯାଇଛି ଷଷ୍ଠ କେନ୍ଦ୍ରାପଡା ସାହିତ୍ୟ ଉତ୍ସବ ଆଜି କେନ୍ଦ୍ରାପଡା ଦୁହୁରିଆ ସ୍ଥିତ ବିଏସ ଗାଡ଼େର୍ନ ଠାରେ ଉଦ୍ଘାଟିତ ହୋଇଯାଇଛି । ପ୍ରଥମ ଦିନରେ ଭାରତୀୟ ଐତିହ୍ୟର ସୁରକ୍ଷା, ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସ, ଆଧୁନିକ ଗଳ୍ପ ଓ କବିତା ପ୍ରଭୃତି ସମ୍ପର୍କରେ ବହୁ ବିଶିଷ୍ଟ ବ୍ୟକ୍ତି ଆଲୋଚନା କରିଥିଲେ । ଏହି କେନ୍ଦ୍ରାପଡା ସାହିତ୍ୟ ଉତ୍ସବକୁ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ […]
ଗ୍ଲୋବାଲ ବ୍ରିଲିଆଂଟ ସ୍କୁଲର ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ୨୧/୩ -ଜ୍ଞାନର ବିସ୍ପୋରଣ ଓ ଶିକ୍ଷା ଉପରେ ଜଗତୀକରଣର ପ୍ରଭାବ ଛାତ୍ରୀଛାତ୍ର ମାନଙ୍କୁ ପ୍ରତିଯୋଗିତା ସମ୍ପନ୍ନ ହେବାକୁ ଆଜି ଉତ୍ସାହିତ କରିଛି । ବିଭିନ୍ନ କ୍ଷେତ୍ରରେ ସଫଳତା ପାଇଁ ଦୃଢ ଇଛାଶକ୍ତି ଓ କଠୋର ସାଧାନା ଛାତ୍ରୀଛାତ୍ରଙ୍କ ପକ୍ଷରେ ଅପରିହାର୍ଯ୍ୟ ହୋଇପଡିଛି । ପୁନଶ୍ଚ କୃତ୍ରୀମ ବୁଦ୍ଧିମତାର ପ୍ରୟୋଗ ଦ୍ୱାର ଶିକ୍ଷା କ୍ଷେତ୍ରରେ ଏକ ନୃତନଯୁଗର ଅଭିଉଦୟ ହେବାକୁ ଯାଉଛି ।ଏହାକୁ […]
ପଟ୍ଟାମୁଣ୍ଡାଇ ୨୦/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଥିବା ଅଙ୍ଗନୱାଡି କେନ୍ଦ୍ରରେ କାର୍ଯ୍ୟରତ ଅଙ୍ଗନୱାଡି କର୍ମୀ ଏବଂ ସହାୟିକାମାନେ ଗତ ଦେଢ ମାସ ହେବ ସେମାନଙ୍କର ଦରମା ପାଇନାହାଁନ୍ତି। ଯାହା ଫଳରେ ସେମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କର୍ମୀମାନଙ୍କ ପାଇଁ ସେମାନଙ୍କ ପରିବାର ପ୍ରତିପାଳନ କରିବା କଷ୍ଟକର ହୋଇପଡ଼ିଛି। ସେମାନେ ସେମାନଙ୍କର ଦରମା ଦେବା ପାଇଁ ବ୍ଲକ କ୍ଲର୍କ ଏବଂ ଅପରେଟରଙ୍କୁ ନିରନ୍ତର ସୂଚନା ଦେଇ ଆସୁଛନ୍ତି। ହେଲେ […]
କେନ୍ଦ୍ରାପଡ଼ା,୨୦ା୩:କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀ ବଳଦେବଜୀଉଙ୍କ ରଥଦାଣ୍ଡରେ ଶ୍ରୀଜଗନ୍ନାଥଙ୍କ ୩୬ବେଶ ପ୍ରଦର୍ଶନୀ କାର୍ଯ୍ୟକ୍ରମର ଶୁଭ ଉଦଘାଟନ ହୋଇଯାଇଛି। ଗରାପୁର ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ମହାରାଜଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବରିଷ୍ଠ ଡାକ୍ତର ବୈକୁଣ୍ଠନାଥ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଶୁଭଉଦଘାଟନ କରିଥିଲେ। ବହ୍ମପୁରସ୍ଥିତ ଦିବ୍ୟାଙ୍ଗ ଅନୁଷ୍ଠାନର କର୍ମକର୍ତ୍ତା ଭବାନୀଶଙ୍କର […]
କେନ୍ଦ୍ରାପଡ଼ା,୨୦ା୩:କେନ୍ଦ୍ରାପଡା ଉପକାରାଗାର ପରିସରରେ ଅନ୍ତେବାସୀମାନଙ୍କ ଶାରୀରିକ, ମାନସିକ ଓ ଆଧ୍ୟାତ୍ମିକ ଉନ୍ନତି ନିମନ୍ତେ ଏକ ସୁଦର୍ଶନ କ୍ରିୟା ଓ ଯୋଗ ଶିକ୍ଷା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆର୍ଟ ଅଫ୍ ଲିଭିଂ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ତେବାସୀମାନଙ୍କ ଜୀବନରେ ସକାରାତ୍ମକ ମନୋଭାବ, ଆତ୍ମନିୟନ୍ତ୍ରଣ ଓ ମନରେଶାନ୍ତି ଆଣିବା ଦିଗରେ ଏକ ସଫଳ ପଦକ୍ଷେପ ଭାବେ ପରିଗଣିତ ହୋଇଛି। ଯୋଗଗୁରୁ ଦୀପକ ମୁନାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଶିବିରରେ ଯୋଗ, ପ୍ରାଣାୟାମ […]
କେନ୍ଦ୍ରାପଡ଼ା,୨୦ା୩:ଓଡିଶା ସରକାରଙ୍କ ଏମଏସଏମଇ ବିଭାଗର କମିଶନର-ତଥା-ସଚିବ ରଶ୍ମିତା ପଣ୍ଡା କେନ୍ଦ୍ରାପଡା ଜିଲ୍ଲା ଗସ୍ତର ଦ୍ୱିତୀୟ ଦିନରେ ବିଭିନ୍ନ ସ୍ଥାନ ପରିଦର୍ଶନ କରି ଅନେକ ଗୁରୁତ୍ୱପୂର୍ଣ୍ଣ ସରକାରୀ ଯୋଜନା ଓ ଉନ୍ନୟନମୂଳକ କାର୍ଯ୍ୟର କ୍ଷେତ୍ରସ୍ତରୀୟ କାର୍ଯ୍ୟନ୍ୱୟନର ସମୀକ୍ଷା କରିଥିଲେ। ପରିଦର୍ଶନ ସମୟରେ ସେ ପର୍ଯ୍ୟଟନ, ସ୍ୱାସ୍ଥ୍ୟସେବା, କ୍ରୀଡ଼ା ଅବସ୍ଥାପନା, ଗ୍ରାମୀଣ ଉନ୍ନୟନ, ପାନୀୟ ଜଳ, ଜୀବିକା ସୃଷ୍ଟି ଓ କୌଶଳ ବିକାଶ ସମ୍ବନ୍ଧୀୟ ବିଭିନ୍ନ ପ୍ରକଳ୍ପର ପ୍ରଗତିକୁ ଅନୁଧ୍ୟାନ କରିଥିଲେ। ଏହି […]
କେନ୍ଦ୍ରାପଡ଼ା,୨୦ା୩:କେନ୍ଦ୍ରାପଡା ୨ନମ୍ବର ପୂର୍ତ୍ତ ଡିଭିଜନ ଅଧିନ ଜିଲ୍ଳାର ମହାକାଳପଡ଼ା ବ୍ଲକ ଅନ୍ତର୍ଗତ କରଞ୍ଜ ଠାରୁ ଦହିମାଛ ରାସ୍ତା ଛଅ କୋଟି ୬୭ ଲକ୍ଷ ୭୭ହଜାର ଟଙ୍କା ବ୍ୟୟ ଅଟ୍ଟକଳରେ ମାତ୍ର ଦୁଇ କିଲୋମିଟର ରାସ୍ତା ନିର୍ମାଣ କରାଯାଇଥିଲା। ଏହି ରାସ୍ତା ନିର୍ମାଣରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅଧିନ ମହୁ ଗ୍ରାମର ସ୍ୱର୍ଗତ ପଦ୍ମନାଭ ଆଚାର୍ଯ୍ୟଙ୍କ ପୁଅ ସୂଚନା ଅଧିକାର କର୍ମୀ ଦୁଷ୍ମନ୍ତ ନାରାୟଣ […]
ପଟ୍ଟାମୁଣ୍ଡାଇ ୨୦/୩–ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ଠାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଅସ୍ଥିଶଲ୍ୟ, ଶିଶୁ, ମାନସିକରୋଗ ଚକ୍ଷୁ,ଅସ୍ତ୍ରୋପଚାର ଆଦି ବିଭିନ୍ନ ବିଭାଗରେ ୨୬୯ ଭିନ୍ନକ୍ଷମ ପଞ୍ଜିକରଣ କରିଥିଲେ । ସେଥି ମଧ୍ୟରୁ ୨୧୬ ଭିନ୍ନକ୍ଷମଙ୍କୁ ପରୀକ୍ଷା ନିରୀକ୍ଷା କରାଯାଇଥିଲା । ପରୀକ୍ଷା କରିଥିବା ୨୧୬ ଭିନ୍ନକ୍ଷମଙ୍କ ମଧ୍ୟରେ ମାନସିକ […]
କେନ୍ଦ୍ରାପଡା ୧୯/୩- କେନ୍ଦ୍ରାପଡ଼ା ଜିଲ୍ଲାରେ ଦୀର୍ଘ ଏକ ଦଶନ୍ଧିରୁ ଉର୍ଦ୍ଧ୍ୱକାଳ ଭିନ୍ନକ୍ଷମଙ୍କ ଥେରାପି ଚିକିତ୍ସା, ଅଧିକାର ସଚେତନତା ଓ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ପୁନର୍ବାସ ଅନୁଷ୍ଠାନ ପକ୍ଷରୁ କେନ୍ଦ୍ରାପଡ଼ା ତୁଳସୀ ମହିଳା ମହାବିଦ୍ୟାଳୟର +୩ ଦ୍ୱିତୀୟ ବର୍ଷର ଛାତ୍ରୀଙ୍କୁ ଇଣ୍ଟର୍ଣ୍ଣସିପ୍ ପ୍ରଶିକ୍ଷଣ ପ୍ରଦାନ ଆରମ୍ଭ କରାଯାଇଛି। ଜାତୀୟ ଶିକ୍ଷାନୀତି-୨୦୨୦ ଅନ୍ତର୍ଗତ ପାଠ୍ୟସୂଚୀ ଅନୁଯାୟୀ ମହାବିଦ୍ୟାଳୟର +୩ ଚତୁର୍ଥ ସେମିଷ୍ଟାରଠାରୁ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ନିମନ୍ତେ ୧୨୦ ଘଣ୍ଟାର ଏକ ଇଣ୍ଟର୍ଣ୍ଣସିପ୍ ପ୍ରଶିକ୍ଷଣର […]

