ପଟ୍ଟାମୁଣ୍ଡାଇ ୧୭/୨ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କଖାରୁଣୀ ଗ୍ରାମ ପଂଚାୟତଠାରେ ସୋମବାର ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ପଟ୍ଟାମୁଣ୍ଡାଇ ବିଡିଓ ଶୁଭ୍ରାଂଶୁ ସାହୁ, ତହସିଲଦାର ପଂଚାନନ ନାୟକ, ଡେପୁଟି କଲେକ୍ଟର ପଲ୍ଲବୀ ପ୍ରିୟଦର୍ଶିନୀ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, […]

ପଟ୍ଟାମୁଣ୍ଡାଇ ତା ୧୬/୨-ଓଡିଶାର ବିଭିନ୍ନ ସମସ୍ୟା ନେଇ ଜନଶକ୍ତି ପାର୍ଟି ସ୍ୱର ଉତ୍ତୋଳନ କରିବା ସହିତ ଆନ୍ଦୋଳନ କରିଆସୁଛି ।  ସମ୍ପ୍ରତି ୫ଦାବୀ ଦାବୀ ନେଇ ଏକ ଜନ ସଚେତନତା ଯାତ୍ରା କରିବାକୁ ପାର୍ଟି ଯୋଜନା କରିଛି । ଏ ସମ୍ପର୍କରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ଜନଶକ୍ତି ପାର୍ଟି ରାଜ୍ୟ ସଭାପତି ଆଡ଼ଭୋକେଟ ପ୍ରଦୀପ ଦାଶ କହିଛନ୍ତି ଯେ ଉଚ୍ଚଶିକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ସୁଧମୁକ୍ତ ଶିକ୍ଷା ଋଣ,ଅନେକ ରାଜ୍ୟରେ ବିଦ୍ୟୁତ […]

କେନ୍ଦ୍ରାପଡ଼ା,୧୬ା୨:କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ତହସିଲ ଅନ୍ତର୍ଗତ ବିଞ୍ଚଣା ଅଞ୍ଚଳରେ ଚାଲିଥିବା ହରିଦାସପୁର ବେଆଇନ୍ ବାଲିଘାଟ ଉପରେ ଜିଲ୍ଲା ପ୍ରଶାସନ, ଖଣି ବିଭାଗ ଏବଂ ପାଟକୁରା ଥାନା ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି। ଚଢଉ ବେଳେ ୧୯ଟି ହାଇୱା ସମେତ ୨ଟି ପ୍ରୋକଲିନ ମେସିନ ଜବତ୍ କରାଯାଇଛି। ଜବତ ଗାଡିଗୁଡିକୁ ପାଟକୁରା ଥାନାର ଜିମା ଦିଆଯାଇଛି। ଖଣି ଅଧିକାରୀ ରଞ୍ଜିତ ବେହେରା ସୂଚନା ଦେଇଛନ୍ତି ଯେ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ […]

କେନ୍ଦ୍ରାପଡା,୧୬ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ସାତଦିନ ଧରି ଚାଲିଥିବା ବିଶ୍ୱଶାନ୍ତି ପାଇଁ କଲ୍ୟାଣକାରୀ ଶ୍ରୀ ଶ୍ରୀ ବିଷ୍ଣୁ ମହାଯଜ୍ଞ ଉଦଯାପିତ ହୋଇଯାଇଛି। ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କଲ୍ୟାଣକାରୀ ଶ୍ରୀ ଶ୍ରୀ ବିଷ୍ଣୁ ମହାଯଜ୍ଞରେ କଳସ ଯାତ୍ରା, ଜଳାଭିଷେକ, ମନ୍ତ୍ରପାଠ, ହୋମ, ହବନ, ଅଗ୍ନିସ୍ଥାପନ, ସମିଦ୍ଧ ଓ ନାମ ସଙ୍କୀର୍ତ୍ତନ, ପ୍ରବଚନ ପ୍ରଭୃତି ଅନୁଷ୍ଠିତ ହୋଇଥିଲା। ଶ୍ରୀମା’ଙ୍କ […]

କେନ୍ଦ୍ରାପଡା,୧୬ା୨: କେନ୍ଦ୍ରାପଡା ବ୍ଲକ ଅର୍ନ୍ତଗତ ପଳସିଂହା ପଞ୍ଚାୟତର ବଉଳପଡା(ଦୋବନ୍ଧା) ଗ୍ରାମରେ ଅବସ୍ଥିତ କୁଲିଆତୁଲ ବନାତ ରବେୟା ବସରିଆର ସପ୍ତଦଶ ଜସନେ ରିଦାୟେ ଫାରେଗା ଉତ୍ସବ(ବାର୍ଷିକ ଉତ୍ସବ) ରବିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଏକ ସଭାରେ ସୁଦୂର କଲିକତାରୁ ଆସିଥିବା ଆଲିମା ରୁହି ଫାତମା ଅତିଥି ଭାବରେ ଯୋଗଦେଇ ଏହି ମୁସଲିମ ଶିକ୍ଷାନୁଷ୍ଠାନର ଉତ୍ତରତ୍ତୋତ୍ତର ଉନ୍ନତି କାମନା କରିଥିଲେ। ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷା ସବନମ୍‌ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ […]

1

କୁଜଙ୍ଗ ରାଜକୁମାରୀ କାନୀକାଙ୍କୁ ବିବାହ କରି ରାଜା ବୀରଭଦ୍ର ଭଞ୍ଜ ଏହି ଅଞ୍ଚଳର ନାମ କରଣ କରିଥିଲେ ରାଜକନିକା । ରାଜା ବୀରଭଦ୍ର ରାଣୀ କାନୀକା ରହୁଥିବା ଜଙ୍ଗଲ ଭିତର ଅଞ୍ଚଳର ନାମକରଣ କରିଥିଲେ ଭିତରକନିକା । କେନ୍ଦ୍ରାପଡା ଜିଲ୍ଲା ଭିତରକନିକା ଡାଙ୍ଗମାଳର ବାଙ୍କୁଆଳ ଗାଁରେ କେଉଁ କାଳରୁ ମା ଜୟଦୁର୍ଗା, ଅନନ୍ତ ନାରାୟଣ, ନାଗା ଗୋସେଇଁ , ବୁଦ୍ଧଦେବ ଆଉ କପିଳେଶ୍ୱର ପୂଜା ପାଇ ଆସୁଛନ୍ତି । କେବେ […]

Breaking News

error:Content is protected !!