ମେଡିକାଲ କଲେଜ ପ୍ରତିଷ୍ଟା ଘୋଷଣା ପାଇଁ ଦାବୀ ପଟ୍ଟାମୁଣ୍ଡାଇ ୮/୩ – କେନ୍ଦ୍ରାପଡାରେ ନୂତନ ସରକାରୀ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଘୋଷଣା କରାଯାଇଛି । ଯାହା ଅଂଚଳର ଉଚ୍ଚଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ହୋଇପାରିବ ବୋଲି ଶନିବାର କେନ୍ଦ୍ରାପଡା ଜିଲାର ଅଗ୍ରଣୀ ସଂଗଠନ ଜନମଂଚ ପକ୍ଷରୁ ପଟ୍ଟାମୁଣ୍ଡାଇରେ ଏକ ବୈଠକରେ ସଭ୍ୟାମାନେ ସରକାରୀ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତତ ସହିତ କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା […]
ODISHA
ପଟ୍ଟାମୁଣ୍ଡାଇ ତା ୮/୩-ପଟ୍ଟାମୁଣ୍ଡାଇ ଅଂଚଳର କୃଷକମାନଙ୍କୁ ଉତ୍ତମ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ପଟ୍ଟାମୁଣ୍ଡାଇ ସହର ଉପକଣ୍ଠ ଆହାର କେନ୍ଦ୍ର ସମ୍ମୁଖରେ ୧୫/ଏ କେନାଲ କଂକ୍ରିଟ କରଣର ଆଜି ଶୁଭ ଶିଳାନ୍ୟାସ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ କେନାଲ କଂକ୍ରିଟ କରଣ କାର୍ଯ୍ୟର ଶୁଭ ଶିଳାନ୍ୟାସ କରି ପଟ୍ଟାମୁଣ୍ଡାଇ ଅଂଚଳର ଚାଷୀମାନଙ୍କୁ ଉତ୍ତମ ଜଳସେଚନ ସୁବିଧା ଯୋଗାଇବା ସହିତ […]
ପଟ୍ଟାମୁଣ୍ଡାଇ କୋର୍ଟରେ ଆନ୍ତର୍ଯ୍ୟତିକ ମହିଳା ଦିବସ ପଟ୍ଟାମୁଣ୍ଡାଇ ୮/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ବିଶ୍ୱ ମହିଳା ଦିବସ ଅବସରରେ ମହିଳାମାନଙ୍କୁ ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଏବଂ ସଶକ୍ତିକରଣ ବିଷୟରେ ସଚେତନ କରିବା ପାଇଁ ଏକ ଆଇନ ସଚେତନା କର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ ସଭିଲ କୋଟ୍ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି । ତାଲୁକ ଆଇନସେବା ଅଧ୍ୟକ୍ଷ ଏଡିଜେ ବିଦ୍ୟାଧର ପୃଷ୍ଠିଙ୍କ […]
ତୃଟିପୂର୍ଣ୍ଣ ଜଳପରିଚାଳନ ଯୋଗୁଁ କୃଷିକାର୍ଯ୍ୟ ବାଧା ମୌଳିକ ସୁବିଧାରୁ ବଂଚିତ ସାଧାରଣ ଲୋକେ ପଟ୍ଟାମୁଣ୍ଡାଇ 7/3 -କେନ୍ଦ୍ର ସରକାର ୨୦୪୭ ସୁଦ୍ଧା ଭାରତକୁ ସମ୍ପୂର୍ଣ୍ଣ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ସଂକଳ୍ପ ନେଇଛନ୍ତି । ଏହି ଲକ୍ଷ୍ୟ ହାସଲ କରିବା ପାଇଁ ଗାଁରୁ ସହରରେ ଆର୍ôଥକ ବିକାଶ କରି ବୃହତମ ଅର୍ଥନୀତିରେ ପରିଣତ କରିବା. ଭିତିଭୂମି-ଉନ୍ନତ ସଡ଼କ, ରେଳ, ଏବଂ ବିମାନବନ୍ଦର ନିର୍ମାଣ, ଶିକ୍ଷା ବ୍ୟବସ୍ଥାରେ ସଂସ୍କାର […]
କେନ୍ଦ୍ରାପଡ଼ା,୭ା୩:ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ସବଡିଭିଜନର ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କୁ ଭିଜିଲାନ୍ସ ଧରିଛି। ଦୁଇଜଣ ଅତିରିକ୍ତ ଏସପି, ୯ଜଣ ଡିଏସପି ଓ ୯ଜଣ ଇନସପେକ୍ଟରଙ୍କ ସମେତ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ତାଙ୍କର ବିଭିନ୍ନ ସ୍ଥାନରେ ଥିବା ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଉପରେ ଚଢାଉ କରିଛନ୍ତି। ତାଙ୍କର ଭୁବନେଶ୍ୱର ବାଲିଅନ୍ତାରେ ଥିବା ୪ମହଲା କୋଠା, କଟକ ଚୈାଦ୍ୱାରରେ ଥିବା […]
କେନ୍ଦ୍ରାପଡ଼ା, ୭ା ୩: କେନ୍ଦ୍ରାପଡା ସହରର ମୀରପାଟଣା ଗ୍ରାମରେ ଶନିବାର ଦିନ ବହୁ ପୁରାତନ ଦୋଳ ମେଲଣ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ଆରଧ୍ୟା ଦେବତା ଶ୍ରୀ ମା ଥାନପତି ଠାକୁରାଣୀଙ୍କ ପ୍ରାଙ୍ଗଣରେ ପ୍ରତିବର୍ଷ ପରି ଦୋଳ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ମେଲଣ ଉତ୍ସବରେ ମୀରପାଟଣା ଗ୍ରାମ ଦେବତୀଙ୍କ ନିମନ୍ତ୍ରଣରେ ସହର ଓ ଆଖାପାଖ ଅଞ୍ଚଳରୁ ୧୪ଟି ବିମାନ ଯୋଗଦେଇଥିଲେ । ଚାଟରାପାଟଣାର ରାଧାଗୋବିନ୍ଦଜୀଉ, ଇଚ୍ଛାପୁରର […]
କେନ୍ଦ୍ରାପଡ଼ା,୭ା୩ : କେନ୍ଦ୍ରାପଡା ସହର ଉପକଣ୍ଠ ଭରତପୁର ଗ୍ରାମର ପ୍ରସିଦ୍ଧ ମକ୍କଦ୍ଦମ ଦୋଳମେଲଣ ମହାସମାରୋହରେ ଉଦଯାପିିତ ହୋଇଯାଇଛି। ଏହି ଉପଲକ୍ଷେ ଶ୍ରୀ ଗୋପାଳଜୀଉଙ୍କ ମକ୍କଦ୍ଦମ ଦୋଳମେଲଣ ଶ୍ରୀଦଧିବାବନଜୀଉଙ୍କ ମନ୍ଦିର ସମ୍ମୁଖ ଠାକୁରଦାଣ୍ଡରେ ଗୁରୁବାର ରାତିରେ ଅନୁଷ୍ଠିତ ହୋଇଥିବା ବେଳେ ଶୁକ୍ରବାର ସୀତାରାମ ମଠ ପଡିଆରେ ପ୍ରବୋଧ କୁମାର ଦାସଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଦୋଳ ମେଲଣରେ ୧୮ଟି ବିମାନ ବାଜା ବଜାଇ, ବାଣ ଫୁଟାଇ ରୋଷଣୀକରି ମେଲଣ […]
କେନ୍ଦ୍ରାପଡ଼ା,୬ା୩:ପିଏମଶ୍ରୀ କେନ୍ଦ୍ରାପଡ଼ା ଉଚ୍ଚ ବିଦ୍ୟାଳୟ ପଡିଆରେ ଜିଲ୍ଲାଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ଜିଲ୍ଲାସ୍ତରୀୟ ପିଏମଶ୍ରୀ ଉତ୍ସବ-୨୦୨୬କୁ ଜିଲ୍ଲାପାଳ ରଘୁରାମ ଆର. ଆୟର ଶୁଭ ଉଦଘାଟନ କରିଛନ୍ତି। ଜିଲ୍ଲାଶିକ୍ଷା ଅଧିକାରୀ ତଥା ସମଗ୍ର ଶିକ୍ଷା ଅଭିଯାନର ଜିଲ୍ଲା ପ୍ରକଳ୍ପ ସଂଯୋଜକ ପବିତ୍ର ମୋହନ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଯୋଗ ଦେଇଥିଲା ବେଳେ ମୁଖ୍ୟବକ୍ତା ଭାବେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ, ସମ୍ମାନୀୟ ଅତିଥି ଭାବେ […]
କେନ୍ଦ୍ରାପଡ଼ା,୬ା୩:ତୁଳସୀ ମହିଳା ମହାବିଦ୍ୟାଳୟରେ ଆଜି ବରିଷ୍ଠ ପ୍ରଫେସର ଡ. ବାସନ୍ତୀ ଶୁକ୍ଳା ନୂତନ ଅଧ୍ୟକ୍ଷା ଭାବେ ଯୋଗଦେଇଛନ୍ତି। ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଇଂରାଜୀ ବିଭାଗ ଅଧ୍ୟାପକ ତପନ କୁମାର ଦାସଙ୍କ ଠାରୁ ସେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ନୂତନ ଅଧ୍ୟକ୍ଷା ଡ. ଶୁକ୍ଳାଙ୍କୁ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ ପୁଷ୍ପଗୁଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏହି ଅବସରରେ ଡ. ଶୁକ୍ଳା କହିଲେ ଶିକ୍ଷାନୁଷ୍ଠାନକୁ ସର୍ବୋଚ୍ଚ […]
କେନ୍ଦ୍ରାପଡ଼ା, ୬ା୩: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଓଡ଼ିଶା ଗସ୍ତରେ ଥାଇ ଭର୍ଚୁଆଲ୍ ମାଧ୍ୟମରେ ଅନେକ ନୂଆ ଥାନା ବିଲଡିଂର ଉଦଘାଟନ କରିଛନ୍ତି। ସେଥିମଧ୍ୟରୁ କେନ୍ଦ୍ରାପଡ଼ାର ସାଇବର ଏବଂ ଅର୍ଥନୈତିକ ଅପରାଧ ଥାନା ଓ ପଟ୍ଟାମୁଣ୍ଡାଇ ଗ୍ରମାଂଚଳ ଥାନା ନୁର୍ତ୍ତନ ଗୃହକୁ ଗୃହମନ୍ତ୍ରୀ ଶାହ ଭର୍ଚୁଆଲ ମୋଡ୍ରେ ଉଦ୍ଘାଟନ କରିଛନ୍ତି। କେନ୍ଦ୍ରାପଡ଼ା ଉପଖଣ୍ଡ ଆରକ୍ଷୀ କାର୍ଯ୍ୟାଳୟ ପରିସରରେ ସାଇବର ଏବଂ ଅର୍ଥନୈତିକ ଅପରାଧ ଥାନା କାର୍ଯ୍ୟକାରୀ ହେବ। ଏହି […]

