ପଟ୍ଟାମୁଣ୍ଡାଇ ୯/୬ – ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ପକ୍ଷରୁ ବିଶ୍ୱ ପରିବେଶ ଦିବସ ଅବସରରେ ହାଇସ୍କୁଲ ଖେଳ ପଡିଆ ପାର୍ଶ୍ୱରେ ଥିବା ଗୋବରୀ ନଦୀ କୂଳରେ ବୃକ୍ଷ ରୋପଣ କରାଯାଇଥିଲା । ପୁରାତନ ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ନେତୃତ୍ୱରେ ଉପଦେଷ୍ଟା ପ୍ରଫେସର ଅନିରୁଦ୍ଧ ରାଉଳ, ପ୍ରଫେସର କୈଳାଶ ଚନ୍ଦ୍ର ପାତ୍ର, ପ୍ରଫେସର ରମେଶ ଚନ୍ଦ୍ର ଜେନା, […]

ପଟ୍ଟାମୁଣ୍ଡାଇ ୯/୬ – କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଅଗ୍ରିମ ସାମାଜିକ ସଂଗଠନ ହରା ଭାରତର ପକ୍ଷରୁ ୭ମ ଚାରା ବଂଟନ କାର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାର୍ଶାଘାଇ ବ୍ଲକ ସହକାରୀ ଶିକ୍ଷାଧିକାରୀ ଚନ୍ଦ୍ରଶେଖର ତ୍ରିପାଠୀ, ପୋଖରୀଆ ପଡା କ୍ଲଷ୍ଟର ସିଆରସିସି ମଳୟ ଜେନା ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ସାମ୍ପ୍ରତିକ ସମୟରେ ପରିବେଶ ସୁରକ୍ଷା […]

ପଟ୍ଟାମୁଣ୍ଡାଇ ୯/୬ – ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୧ ଅଧୀନରେ ଥିବା ଶିମିଳିଆ ମାଇନର କେନାଲରୁ ବର୍ଷ ବର୍ଷ ଧରି ଚାଷଜମିକୁ ସଠିକ ଜଳସେଚନ ହୋଇପାରୁନାହିଁ । ଫଳରେ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହେଉଛି । ଏହି ମାଇନର କେନାଲର ଉନ୍ନତିକରଣ ଓ ମରାମତି କରି ଚାଷ ଜମିକୁ ପାଣି ଯୋଗାଇବା ପାଇଁ ସ୍ଥାନୀୟ ଚାଷୀମାନେ ବାରମ୍ବାର ଜଳସମ୍ପଦ ବିଭାଗ ଉଚ୍ଚ କତୃପକ୍ଷଙ୍କ ନିକଟରେ ଗୁହାରି କରିଥିଲେ […]

ପଟ୍ଟାମୁଣ୍ଡାଇ ତା ୮/୬ – ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଣ୍ଡପଡ଼ା ଗ୍ରାମରେ ସପ୍ତାହ ବ୍ୟାପି ଭାଗବତ ପାରାୟଣ ଓ ପ୍ରବଚନ ଜ୍ଞାନ ଯଜ୍ଞ ଭଜନ ସନ୍ଧ୍ୟା ଓ ପାଲା ପରିବେଷଣ ଆଦି ବିବିଧ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଗତ ୪ ତାରିଖରେ ଶ୍ରୀ ଶ୍ରୀ ଠାକୁରଙ୍କ ଶୁଭ ଗମନ ଶୁଭାଧି ବାସ ୫ତାରିଖରେ ଶ୍ରୀ ଗୁରୁ ଓ ବାସୁଦେବ ପୂଜା ପୂଜକ ଅଶୋକ କୁମାର କରଙ୍କ ଦ୍ୱାରା […]

ପଟ୍ଟାମୁଣ୍ଡାଇ ୮/୬- କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଧୋୟାଂଚଳର ଅଳପୁଆ ସେତୁ ନିର୍ମାଣ ପାଇଁ ସ୍ଥାନୀୟ ଲୋକେ ବହୁଦିନ ଧରି ଦାବୀ କରିଆସୁଥିଲେ । ରାଜ୍ୟ ଭାଜପା ସରକାର ଅଳପୁଆ ବ୍ରାହ୍ମଣୀ ସେତୁ ନିମନ୍ତେ ୧୬୮କୋଟି ଟଙ୍କା ମଂଜୁର କରିଛନ୍ତି । ଏଥିନେଇ ୧୫ନଂ ଜୋନ ଭାଜପା ମଣ୍ଡଳ ପକ୍ଷରୁ ସଭାପତି ଆରୋଶିଷ ରାଉତଙ୍କ ପୌରହିତ୍ୟରେ ଶନିବାର ଅଳପୁଆ ବ୍ରାହ୍ମଣୀ ନଦୀ ଘାଟ ନିକଟରେ ଏକ କୃତଜ୍ଞତା ସଭାରେ […]

କେନ୍ଦ୍ରାପଡ଼ା, ୮/୬- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦ୍ରାପଡ଼ା ଗସ୍ତକୁ ନେଇ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ମହାକାଳପଡ଼ା ମାନ୍ୟବର ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲ୍ଲିକ, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡ଼ିଓ, ତହସିଲଦାର […]

ପଟ୍ଟାମୁଣ୍ଡାଇ୭/୬-କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସଂଖ୍ୟାଲଘୁ ମୁସଲମାନ ବସ୍ତିରେ ଶନିବାର ଶାନ୍ତି ଶୃଙ୍ଖଳାର ସହ ପବିତ୍ର ଇଦ୍‌-ଉଲ୍‌-ଜୁହା ପାଳିତ ହୋଇଯାଇଛି। ଏଥିପାଇଁ ପଟ୍ଟାମୁଣ୍ଡାଇ ବସ୍ତିରେ ଥିବା ବିଭିନ୍ନ ସାହି ଓ ମସଜିଦମାନଙ୍କୁ ରଙ୍ଗିନ ଆଲୋକ ମାଳାରେ ସଜାଯାଇଛି । ଏଥିପାଇଁ ଶନିବାର ସକାଳୁ ସକାଳୁ ମୁସଲମାନ ଭାଇମାନେ ନୂଆ ବସ୍ତ୍ର ପିନ୍ଧି ମସ୍‌ଜିଦ୍‌ରେ ପହଁଚିଥିଲେ । ଇଦଘା ଠାରେ ସକାଳ ସାଢେ ୮ ରେ ମୌଲାନା ଇସ୍ରାଫିଲ ଆମଜାଦୀ, ମୌଲାନା ସଲାଉଦିନ […]

କେନ୍ଦ୍ରାପଡ଼ା,୬ା୬: ବାଲେଶ୍ୱରର ଶ୍ରୀଲିପ୍ତା ପ୍ରିଣ୍ଟ ମିଡିଆ ଦୈନିକି ଖବରକାଗଜ ‘ଅପରାହ୍ନ’ର ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସାରସ୍ୱତ ମହୋତ୍ସବ ଓ କବିତାକୁମ୍ଭ ପୁସ୍ତକ ମହୋତ୍ସବରେ କେନ୍ଦ୍ରାପଡାର ଜଣାଶୁଣା ପ୍ରକୃତିବନ୍ଧୁ କବି ନୃସିଂହ ଚରଣ ତ୍ରିପାଠୀଙ୍କୁ ‘ସୃଜନଶ୍ରୀ’ ସମ୍ମାନ ପ୍ରଦାନ କରାଯାଇଛି । ଉଦ୍‌ଯାପନୀ ଉତ୍ସବରେ ନୟାଗଡ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ ଉଦ୍‌ଘାଟକ ଭାବରେ, ରେବତୀର ସମ୍ପାଦିକା ତଥା ବସ୍ତା ବିଧାୟିକା ସୁବାସିନୀ ଜେନା ମୁଖ୍ୟ ଅତିଥି […]

କେନ୍ଦ୍ରାପଡା,୬ା୬: କେନ୍ଦ୍ରାପଡା ଜିଲ୍ଲା ଚେସ୍ ଆସୋସିଏସନ ପକ୍ଷରୁ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ କକ୍ଷରେ ଗ୍ରୀଷ୍ମକାଳୀନ ନିଃଶୁଳ୍କ ଚେସ୍ ପ୍ରଶିକ୍ଷଣ ଶିବିର ଆଜକୁ ୮ ଦିନଧରି ଅନୁଷ୍ଠିତ ହେଉଥିବା ପ୍ରଶିକ୍ଷଣ ଶିବିରକୁ ବିଧିବଧ ଭାବରେ ନୂତନ ଭାବରେ ଚୟନ ହୋଇଥିବା କେନ୍ଦ୍ରାପଡ଼ା ଚେସ ଆସୋସିଏସନ୍‌ର ସଭାପତି କିଶୋର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ସମରୋପ ଉତ୍ସବ ସଭାପତି ନିଜର ଅଭିଭାଷଣରେ କେନ୍ଦ୍ରାପଡ଼ା ପିଲାମାନଙ୍କର ଖେଲୁଆଡ ମନବୃତିକୁ […]

ନିକିରାଇ ଆଇଆଇସି ପଦ୍ମାଳୟା ପ୍ରଧାନଙ୍କୁ ଶିଶୁମିତ୍ର ପୋଲିସ ଅଧିକାରୀ ଭାବେ ସମ୍ବର୍ଦ୍ଧିତ କେନ୍ଦ୍ରାପଡା,୬ା୬: ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଚାଇଲଡ ଫଣ୍ଡ୍ ଇଣ୍ଡିଆର ମିଳିତ ଆନୁକୂଲ୍ୟରେ ଜିଲ୍ଲା ପରିଷଦ ସଭାଗୃହରେ ଶିଶୁ ସୁରକ୍ଷା ଉପରେ ଅନଲାଇନରେ ଶିଶୁକୁ କରାଯାଉଥିବା ଯୌନ ଶୋଷଣ ଓ ଦୁର୍ବ୍ୟବହାର ସମ୍ପର୍କରେ ଆଇନଗତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ପରିଷଦର ସଭାପତି ସୁଶ୍ରୀ ଲିଳିତା ଦାସ […]