କେନ୍ଦ୍ରାପଡ଼ା, ୧୬ା୩ : କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ବ୍ଲକ୍ରେ ୬ଶହ ବର୍ଷର କନିକା ରାଜମେଳଣ ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି। ପାଂଚଦିନ ଧରି କାଳିକାପୁର, ଆୟତନ, ଦେଉଳି ଏବଂ ଗିରୀଆ ମେଳଣ ଉତ୍ସବ ପରେ କନିକାର ପ୍ରସିଦ୍ଧ ମେଳଣ ଉତ୍ସବର ଶେଷ ଦିନ କନିକା ରାଜପ୍ରସାଦ ଆଗରେ ରାଜ ମେଳଣ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି। ଏହି ରାଜ ମେଳଣ ଉତ୍ସବକୁ ଦେଖିବା ପାଇଁ ଲୋକେ ପ୍ରତିବର୍ଷ […]
ODISHA
ପଟ୍ଟାମୁଣ୍ଡାଇ ୧୬/୩ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ସ୍ଥାନରେ ଦୋଳ ମେଳଣ ପାଳନ ହୋଇଯାଇଛି। ଏହି ଅବସରରେ ପଟ୍ଟାମୁଣ୍ଡାଇ ବଣିକ ସଂଘ ପକ୍ଷରୁ ଶ୍ରୀରାମ ମନ୍ଦିର ଠାରେ ମେଳଣର ଆୟୋଜନ କରାଯାଇଥିଲା। ଏହି ମେଳଣକୁ ପ୍ରାୟ ୧୪ଟି ଦୋଳ ବିମାନ ବିଭିନ୍ନ ଗ୍ରାମରୁ ଆସି ରାମମନ୍ଦିର ପାଢରେ ଏକତ୍ରିତ ହୋଇଥିଲେ। ମେଳଣ ପରେ ସମସ୍ତ ବିମାନରେ ଥିବା ରାଧାକୃଷ୍ଣଙ୍କୁ ଯଥାରୀତି ପୂଜାର୍ଚ୍ଚନା କରାଯାଇଥିଲା। ମେଳଣ ନିକଟରେ ସାରାଦିନ ଭଜନ […]
ପଟ୍ଟାମୁଣ୍ଡାଇ ୧୩/୩ – କେନ୍ଦ୍ରାପଡ଼ା କ୍ରେଡିଟ କୋ-ଅପରେଟିଭ ସୋସାଇଟି ପଟ୍ଟାମୁଣ୍ଡାଇ ଶାଖାର ୨୨ତମ ସ୍ୱନକ୍ଷତ୍ର ଉତ୍ସବ ସୋସାଇଟି ଶାଖା ପରିସରରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ଶାଖା ପରିଚାଳକ ମାନସ ରଞ୍ଜନ ରାଉତଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ କେସିସିଏଲ ସଭାପତି ପ୍ରମୋଦ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଦୀର୍ଘ ୨୨ବର୍ଷ ହେଲା ପଟ୍ଟାମୁଣ୍ଡାଇ ଶାଖା ସରକାରୀ ନୀତି ନିୟମ ମଧ୍ୟରେ ଉତମ ଗ୍ରାହକ ସେବା ଯୋଗାଇବା ସହିତ […]
କେନ୍ଦ୍ରାପଡ଼ା,୧୩ା୩: ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ତିନି ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ସରକାରଙ୍କ ବିଭିନ୍ନ ବିଭାଗରୁ ଛଟେଇ ହୋଇଥିବା ସମସ୍ତ ସରକାରୀ ଆଉଟସୋର୍ସିଂ କର୍ମଚାରୀମାନଙ୍କୁ ପୁନଃ ନିଯୁକ୍ତି ଦିଆଯିବା, ଛଟେଇ ବନ୍ଦ କରାଯିବା, ଚାକିରୀ ସୁରକ୍ଷା ପ୍ରଦାନ, ଗୃହ ବିଭାଗର ପତ୍ରସଂଖ୍ୟା- ୨୩୫୮୨ ତା ୧୩.୦୭.୨୦୨୨କୁ ପ୍ରତ୍ୟାହାର କରାଯିବା, ସେବା ପ୍ରଦାନକାରୀ […]
କେନ୍ଦ୍ରାପଡ଼ା, ୧୩ା୩: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ୱାରା ନାନୋ ୟୁନିକର୍ନ୍ ଯୋଜନାର ସଫଳତା ନିମନ୍ତେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ନାନୋ ୟୁନିକର୍ନ୍ ଯୋଜନା ମାଧ୍ୟମରେ ଦକ୍ଷତା ବିକାଶ ତାଲିମ ପ୍ରଦାନ ପାଇଥିବା ପ୍ରାର୍ଥୀ ଓ ପ୍ରାର୍ଥୀନୀ ମାନଙ୍କୁ ଉଦ୍ୟୋଗତା ରୂପେ ଆତ୍ମ ନିର୍ଭରଶୀଳ ହେବା ନିମନ୍ତେ ଏକ ଦଶ ଦିନିଆ ତାଲିମ ପ୍ରଦାନ କାର୍ଯ୍ୟକ୍ରମ […]
କେନ୍ଦ୍ରାପଡ଼ା,୧୩ା୩: ଧାନର ମାନ ଉନ୍ନତ ଥିଲେ କଟନୀ ଛଟନୀ ହେବ ନାହିଁ ବୋଲି ସରକାର ନିୟମ ରହିଛି। କିନ୍ତୁ ସରକାରୀ ନିୟମକୁ ମାନିବାକୁ ସମିତି ସାମ୍ପାଦକମାନେ ରାଜି ନୁହନ୍ତି। ସେମାନେ କଟନୀ ଛଟନୀ କରିବା ପାଇଁ କଳ, ବଳ, କୌଶଳ ପ୍ରୟୋଗ କରୁଛନ୍ତି। ଯଦି ଚାଷୀ ଦେଇଥିବା ଧାନର ମାନ ଉତ୍କୃଷ୍ଟ ରହିଛି ତେବେ ଟାର୍ଗେଟ୍ ନ ଥିବା ଭୟ ଦେଖାଉଛନ୍ତି। ଫଳରେ ବହୁ କଷ୍ଟ କରି ମଣ୍ଡିକୁ ଧାନ […]
କେନ୍ଦ୍ରାପଡ଼ା, ୧୩ା୩: କେନ୍ଦ୍ରାପଡା ସହରର ନୂଆ ବସ୍ଷ୍ଟାଣ୍ଡସ୍ଥିତ ବଡକୋଠା ଠାରେ ଦୋଳ ମେଳଣ ଅନୁଷ୍ଠିତ ହୋଇଯାଇଛି । କାକଟର ରାଧାଗୋବିନ୍ଦଜୀଉଙ୍କ ନିମନ୍ତ୍ରଣରେ ସହର ଓ ଆଖାପାଖ ଅଞ୍ଚଳରୁ ୮ଟି ବିମାନରେ ରାଧାଗୋବିନ୍ଦଜୀଉ ଆସି ବଡକୋଠା ଠାରେ ଏକାଠି ହୋଇ ଭୋଗ ଖାଇଥିଲେ । ପ୍ରଥମେ କାକଟର ରାଧାଗୋବିନ୍ଦଜୀଉ ପୂର୍ବାହ୍ନ ୧୦ଟା ବେଳେ ଆସି ଦୋଳବେଦୀ ଉପରେ ବସିଥିଲେ । ଏହାପରେ ଇଚ୍ଛାପୁରର ରଘୁନାଥଜୀଉ, ଗଣାମାହାଲର ବିନୋଦବିହାରୀଜୀଉ, ବଣିଆମାଳର ତ୍ରିପାଠୀ ସାହି […]
କେନ୍ଦ୍ରାପଡ଼ା,୧୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଉପଭୋକ୍ତା ସୁରକ୍ଷା ଅଧିନିୟମ, ଉପଭୋକ୍ତା ଅଧିକାର, କର୍ତ୍ତବ୍ୟ ଓ ଦାୟିତ୍ୱ ସମ୍ପର୍କରେ ଗ୍ରାମବାସୀଙ୍କୁ ସଚେତନ କରିବା ଏହି ଅଭିଯାନର ମୂଳ ଉଦେଶ୍ୟ ଥିଲା। ଛାତ୍ରଛାତ୍ରୀମାନେ ଉପଭୋକ୍ତା ସଚେତନତାକୁ ନେଇ ଗ୍ରାମବାସୀଙ୍କ ସମ୍ମୁଖରେ ଏକ ପଥପ୍ରାନ୍ତ ନାଟକ ପରିବେଷଣ କରିଥିଲେ। ଗ୍ରାମବାସୀମାନେ ଏହି ଅଭିଯାନକୁ ସ୍ୱାଗତ କରିବା ସହ ଛାତ୍ରଛାତ୍ରୀମାନଙ୍କ ଉଦ୍ୟମକୁ ପ୍ରସଂଶା […]
ଭୁବନେଶ୍ୱର,୧୨/୩- କଂଗ୍ରେସ ନେତା ତାରା ବାହିନୀପତିଙ୍କ ସସପେଣ୍ଡ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏ ପ୍ରସଙ୍ଗରେ ବଡ଼ ବୈଠକ କରିଛି ବଂଗ୍ରେସ। ଯେଉଁଥିରେ ଦଳର ବହୁ ବଡ଼ ବଡ଼ ନେତା ଯୋଗ ଦେଇଥିଲେ। ତେବେ ବୈଠକ ପରେ ଦଳ ନେଇଛି ବନ ନିଷ୍ପତ୍ତି। ଯାହାକୁ ନେଇ ଏବେ ଟେନଶନରେ ଭାଜପା। ଆସନ୍ତା ୨୭ରେ ବିଧାନସଭା ଘେରିବାକୁ ଯାଉଛି କଂଗ୍ରେସ। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ […]
କେନ୍ଦ୍ରାପଡ଼ା,୧୨ା୩: ଶହେ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇ ଇଚ୍ଛାପୁର ନିକଟ ଶ୍ୟାମଗୁଡିଆ ଠାରେ ଜିଲ୍ଲା ମୁଖ୍ୟଚିକିତ୍ସାଳୟର ନୂତନ ଅଟ୍ଟାଳିକା ନିର୍ମାଣ କରାଗଲା। ଆଶାଥିଲା ନୂତନ ଚିକିତ୍ସାଳୟରେ ରୋଗୀମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ମିଳିବ। କିନ୍ତୁ ବାସ୍ତବ ଚିତ୍ର ଭିନ୍ନ। ସକାଳ ୮ଟାରୁ ମୁଖ୍ୟଚିକିତ୍ସାଳୟର ବିଭିନ୍ନ ବର୍ହିବିଭାଗରେ ଡାକ୍ତରମାନେ ଡ୍ୟୁଟି କରିବାର ନିୟମ ଥିବା ବେଳେ ସେମାନେ ମନଇଛା ଆସୁଛନ୍ତି। ଫଳରେ ରୋଗୀମାନେ ଘଣ୍ଟା ଘଣ୍ଟା ଧରି ଲମ୍ବା ଲାଇନ୍ରେ […]