କେନ୍ଦ୍ରାପଡ଼ା,୨୧ା୪ : କେନ୍ଦ୍ରାପଡା ଜିଲ୍ଲାର ସାହିତ୍ୟ, ସଂସ୍କୃତି ଓ ସମାଜସେବା ଭଳି ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବିଶିଷ୍ଟବ୍ୟକ୍ତିମାନଙ୍କୁ ରାଜ୍ୟ ସ୍ତରୀୟ ସାରସ୍ୱତ ସମାରୋହରେ ସମ୍ମାନିତ କରାଯାଇଛି। ଏହି ଉପଲକ୍ଷେ ରାଷ୍ଟ୍ରୀୟ ପୂଜ୍ୟପୂଜା ପରିଷଦ, କଟକ ପକ୍ଷରୁ ଶ୍ରୀରାମଚନ୍ଦ୍ର ଭବନ ପରିସରରେ ସଭାପତି ବରିଷ୍ଠ ସାମ୍ବାଦିକ ଡକ୍ଟର ସତ୍ୟ ରାୟଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉତ୍ସବରେ ପ୍ରାକ୍ତନ ପୋଲିସ ଆଇ.ଜି. ରାଜକିଶୋର ଦାଶ ମୁଖ୍ୟଅତିଥି, ବିଶିଷ୍ଟ ସାରସ୍ୱତ ସାଧକ ଡ. […]
ODISHA
କେନ୍ଦ୍ରାପଡ଼ା,୨୧ା୪ : ଆସନ୍ତା ମଇମାସ ୧୦ତାରିଖରେ କେନ୍ଦ୍ରାପଡା ଜିଲ୍ଲାରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ। ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କେନ୍ଦ୍ରାପଡା ଜିଲ୍ଲା ସଦର ମହକୁମାରେ ଥିବା ଜିଲ୍ଲା ଅଦାଲତ ସମେତ ପଟ୍ଟାମୁଣ୍ଡାଇ, ଆଳି ଓ ରାଜନଗରରେ ଥିବା ଅଦାଲତ ଗୁଡିକରେ ମଧ୍ୟ ଅନୁଷ୍ଠିତ ହେବ। ଜନସାଧାରଣଙ୍କୁ ବିନା ମୂଲ୍ୟରେ ଆଇନସେବା ଯୋଗାଇ ଦେବା ଲକ୍ଷ୍ୟରେ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେଉଛି। ଏଥିରେ ସାଲିସ […]
କେନ୍ଦ୍ରାପଡ଼ା,୨୧ା୪: କେନ୍ଦ୍ରାପଡ଼ା ଜିଲ୍ଲାରେ କାର୍ଯ୍ୟରତ ୫୦ରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକଙ୍କ ମୃତ୍ୟୁ ୫ ବର୍ଷ ପୂର୍ବେ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ସେମାନଙ୍କ ପରିବାରକୁ ମୃତ୍ୟୁକାଳୀନ ସହାୟତା ପ୍ରଦାନ କରାଯାଇନାହିଁ। ଯାହା ଫଳରେ ଶ୍ରମିକମାନଙ୍କ ବିଧବା ପତ୍ନୀ ସହାୟତା ପାଇବା ପାଇଁ ବର୍ଷ ବର୍ଷ ଧରି ଶ୍ରମ କାର୍ଯ୍ୟାଳୟକୁ ଦୌଡି ଦୈାଡି ନିରାଶ ହୋଇଛନ୍ତି। ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ସେମାନଙ୍କୁ ଆଜି ଆସ କାଲି ଆସ କହି […]
ପଟ୍ଟାମୁଣ୍ଡାଇ ତା୨୦/୪-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୂଳବସନ୍ତ ନିତାଇ ଚୈତନ୍ୟ ହାଇସ୍କୁଲ ପରିସରରେ କେନ୍ଦ୍ରାପଡ଼ା ସ୍ଵାମୀ ବିବେକାନନ୍ଦ ଲୋକସଂଶଦ ଜିଲ୍ଲା ସମ୍ବିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀକୁ ଜଗତ କିଶୋର ଦାସ ଅଧିକାରୀ ଉଦଘାଟନ କରିଥିଲେ । ପ୍ରଫେସର ଅଧିକାରୀ ଲକ୍ଷ୍ମୀ ନାରାୟଣ ଦାଶଙ୍କ ପୌରହିତ୍ୟରେ ଆୟୋଜିତ ଜିଲ୍ଲା ସମ୍ମିଳନୀରେ କେନ୍ଦ୍ରାପଡ଼ା କଲେଜ ପ୍ରାକ୍ତନ ଅଧକ୍ଷ ପ୍ରଫେସର ଡ ନନ୍ଦକିଶୋର ପରିଡ଼ା ମୁଖ୍ୟଅତିଥି,ଡ ରାମଚନ୍ଦ୍ର ପଲାଇ ସମ୍ମାନିତ ଅତିଥି ଭାବେ […]
କେନ୍ଦ୍ରାପଡ଼ା,୨୦ା୪: କେନ୍ଦ୍ରୀୟ ଶ୍ରମିକ ସଂଗଠନର ମିଳିତ କନଭେନସନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କ ବାସଭବନରେ ରବିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଆଇଏମଟିୟୁସି ଜିଲ୍ଲା ସଭାପତି ମୁକ୍ତାର ଖାଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଚଳିତମାସ ୨୯ତାରିଖ ପୂର୍ବାହ୍ନ ୧୦ଟାରେ କେନ୍ଦ୍ରାପଡା ସହରର ଖଡିଅଙ୍ଗସ୍ଥିତ ସିଟୁ କାର୍ଯ୍ୟାଳୟରେ କେନ୍ଦ୍ରୀୟ ଶ୍ରମିକ ସଂଗଠନର ମିଳିତ କନଭେନସନ ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଥିଲା। ୪ଟି […]
କେନ୍ଦ୍ରାପଡ଼ା,୨୦ା୪: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଦୁହୁରିଆ ନିକଟସ୍ଥ ଜୀବନବୀମା କାର୍ଯ୍ୟାଳୟ ସମ୍ମୁଖରେ ଏକ ଯାତ୍ରାପାର୍ଟି ଟ୍ରକ ଏକ ବାଇକ ଉପରେ ଚଢିଯାଇଛି। ବାଇକ ଉପରେ ବସିଥିବା ଯୁବକ ଜଣକ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କିନ୍ତୁ ସେ ଆହତ ହୋଇ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଯୁବକ ଜଣକ ହେଉଛନ୍ତି ଛାଞ୍ଚୁଣିଆ ଗ୍ରାମର ଖଗେଶ୍ୱର ସାହୁ(୩୮)। ସେହିପରି ଟ୍ରକଟି ଜଣେ ବୃଦ୍ଧ ବ୍ୟକ୍ତିଙ୍କ ଉପରେ […]
କେନ୍ଦ୍ରାପଡା ୨୦/୪ – କେନ୍ଦ୍ରାପଡ଼ା ସଦର ଥାନ ଅନ୍ତର୍ଗତ ଆୟବା ପଞ୍ଚାୟତ ମଧୁରକୂଳ ଗାଁରେ ଗତକାଲି ବିଳମ୍ବିତ ରାତିରେ ଘଟି ଯାଇଛି ଅଭାବନୀୟ ଘଟଣା । ମଣ୍ଟୁ ସେଠିଙ୍କ ଯାତ୍ରୀବାହି ଅଟୋ (ନମ୍ବର -ଙଊ ୨୯ଏ୧୦୮୫)କୁ କେହି ଦୁର୍ବୁତ୍ତ ନିଆଁ ଲଗେଇଦେଇଛନ୍ତି । ଘଟଣାରୁ ପ୍ରକାଶ ଯେ ଗତକାଲି ବିଳମ୍ବିତ ରାତିରେ ଭଡା ସାରି ମଣ୍ଟୁ ଅଟୋରିକ୍ସା ନେଇ ଘରକୁ ଫେରିଥିଲେ । ଘର ନିକଟରେ ଅଟୋ ରଖି ଶୋଇପଡିବା […]
କେନ୍ଦ୍ରାପଡ଼ା,୨୦ା୪ : କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ଅରୋହିକଣା ଗ୍ରାମର ସମାଜସେବୀ ସୁଶାନ୍ତ କୁମାର ତରାଇଙ୍କୁ କଳିଙ୍ଗ ସଡକ ବିପନ୍ନ ବନ୍ଧୁ ରତ୍ନ ସମ୍ମାନ-୨୦୨୫ ରେ ସମ୍ମାନିତ କରାଯାଇଛି। ଏହି ଉପଲକ୍ଷେ ରାଷ୍ଟ୍ରୀୟ ପୂଜ୍ୟପୂଜା ପରିଷଦ, କଟକ ପକ୍ଷରୁ ଶ୍ରୀରାମଚନ୍ଦ୍ର ଭବନ ପରିସରରେ ସଭାପତି ବରିଷ୍ଠ ସାମ୍ବାଦିକ ଡକ୍ଟର ସତ୍ୟ ରାୟଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉତ୍ସବରେ ପ୍ରାକ୍ତନ ପୋଲିସ ଆଇ.ଜି. ରାଜକିଶୋର ଦାଶ ମୁଖ୍ୟଅତିଥି, ବିଶିଷ୍ଟ ସାରସ୍ୱତ ସାଧକ […]
କେନ୍ଦ୍ରାପଡ଼ା,୨୦ା୪: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ନୂତନ ରାସନ କାର୍ଡ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ବର୍ତ୍ତମାନ ନୂତନ ରାସନ କାର୍ଡ ପ୍ରସ୍ତୁତ କରାଯାଉଛି । ଏହି ପରିପ୍ରେକ୍ଷୀରେ ନୂତନ ରାସନ କାର୍ଡ ପ୍ରସ୍ତୁତି ନିମନ୍ତେ ପରିବାରର ସମସ୍ତ ସଦସ୍ୟଙ୍କ ଇ-କେୱାଇସି ଯାଞ୍ଚ ନିହାତି ଜରୁରୀ ଅଟେ । ଏଣୁ ଜିଲ୍ଲାର ସମସ୍ତ ଆବେଦନକାରୀ ନିଜ ବ୍ଲକ […]
କେନ୍ଦ୍ରାପଡା,୧୯ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତରାଣ୍ଡୋ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶନିବାର ଦିନ ଅଗ୍ନି ନିରାପତ୍ତା ତାଲିମ୍ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡା ଅଗ୍ନିଶମ ବିଭାଗର ଅଧିକାରୀ ଶଶିଶେଖର ପଣ୍ଡା, ତନୋଜ କୁମାର ନନ୍ଦୀ, ନିରାକାର ତ୍ରିପାଠୀ ଯୋଗଦେଇ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନଙ୍କୁ ନିଆଁ ଲାଗିଲେ ତାହାକୁ କିପରି ନିୟନ୍ତ୍ରଣ କରାଯାଇ ପାରିବ ସେ ସମ୍ପର୍କରେ ତାଲିମ୍ ପ୍ରଦାନ କରିଥିଲେ । ଏହି […]